ଜାତୀୟ

ଭାଜପା,ତୃଣମୂଳ କଂଗ୍ରେସ ଏମ୍‌ପିଙ୍କୁ ଫୋନ କରିବି ନାହିଁ: ମାର୍ଗାରେଟ ଆଲ୍‌ଭା

ନୂଆଦିଲ୍ଲୀ,୨୬।୭: ଅଗଷ୍ଟ ୬ରେ ହେବାକୁ ଥିବା ଦେଶର ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଉପରାଷ୍ଟ୍ରପତି ପଦ ପାଇଁ ବିରୋଧୀ ପ୍ରାର୍ଥୀ ମାର୍ଗେଟ ଆଲ୍‌ଭା ଭାଜପା, ବିଜେଡି ଏବଂ ତୃଣମୂଳ କଂଗ୍ରେସ ଏମ୍‌ପିଙ୍କୁ ଫୋନ କରିବେ ନାହିଁ ବୋଲି...

ଅଗଷ୍ଟ ୩ ଯାଏ ଇଡି ହେପାଜତକୁ ଗଲେ ପାର୍ଥ ଚାଟାର୍ଜୀ

କୋଲକାତା,୨୬।୭: ଗିରଫ ହୋଇଥିବା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି। ପାର୍ଥ ଏବଂ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀ ଅଗଷ୍ଟ ୩ ଯାଏ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ହେପାଜତରେ ରହିବେ । କୋଲକାତାର ଏକ ସ୍ବତନ୍ତ୍ର କୋର୍ଟ ସୋମବାର...

ପ୍ରଥମ ଟୁଇଟରେ ଦେଶର ବୀର ଯବାନଙ୍କୁ ସଲାମ କଲେ ରାଷ୍ଟ୍ରପତି ମୁର୍ମୁ

ନୂଆଦିଲ୍ଲୀ,୨୬ ।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସର୍ବୋଚ୍ଚ ସମ୍ବଧାନିକ ପଦ ସମ୍ଭାଳିବା ପରେ ପ୍ରଥମ ଟୁଇଟ କାରଗିଲ ଯୁଦ୍ଧର ବୀର ସୁପୁତ୍ରଙ୍କ ନାମରେ କରିଛନ୍ତି । ଦେଶ ପ୍ରତିବର୍ଷ ୨୬ ଜୁଲାଇରେ କାରଗିଲ ବିଜୟ ଦିବସ ପାଳନ କରିଥାଏ ।...

ଥମୁନି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୬।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪,୮୩୦ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୬ ଜଣଙ୍କର ମୃତ୍ୟୁ ଘଟିଛି।...

ସିବିଏସ୍‌ଇରେ ରଖିଲେ ୯୯.୪%

ପାଟନା, ୨୬।୭: ପାଟନାର ଶ୍ରୀଜା ଚଳିତବର୍ଷ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପରୀକ୍ଷାରେ ୯୯.୪ ପ୍ରତିଶତ ମାର୍କ ରଖି ପରିବାର ଓ ରାଜ୍ୟ ପାଇଁ ଆଣିଛନ୍ତି ଗର୍ବ। କିନ୍ତୁ ଶ୍ରୀଜାଙ୍କ ଜୀବନରେ ରହିଛି ଏକ ବଡ଼ ଦୁଃଖ। ପିଲାଟି...

ବିଷାକ୍ତ ମଦ ହେଲା କାଳ: ଚାଲିଗଲା ୧୯ ଜୀବନ

ଅହମ୍ମଦାବାଦ୍‌,୨୬।୭: ଗୁଜରାଟର ବୋଟାଡ ଜିଲାର ରୋଜିଦ ଗ୍ରାମରେ ବିଷାକ୍ତ ମଦ ପିଇ ୧୯ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୧୨ରୁ ଅଧିକ ଲୋକଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସର ସୂଚନାନୁସାରେ, ମାମଲାର ତଦନ୍ତ ବେଳେ ତିନି ଜଣଙ୍କୁ...

ପାଞ୍ଚ ବର୍ଷରେ ଚାଇନା ସୀମାରେ ନିର୍ମାଣ କରାଯାଇଛି ୨୦୮୮ କିଲୋମିଟର ସଡ଼କ, ଖର୍ଚ୍ଚ ହୋଇଛି ୧୫.୪୭୭ କୋଟି ଟଙ୍କା

ନୂଆଦିଲ୍ଲୀ,୨୬ ।୭: କେନ୍ଦ୍ର ସରକାର ଗତ ୫ ବର୍ଷ ମଧ୍ୟରେ ଚାଇନା ସୀମାକୁ ଲାଗି ରହିଥିବା ଅଞ୍ଚଳରେ ୨୦୮୮ କିଲୋମିଟର ସଡ଼କ ନିର୍ମାଣ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହୋଇଛି ୧୫,୪୭୭ କୋଟି ଟଙ୍କା । ସରକାରଙ୍କ ପକ୍ଷରୁ ସୋମବାର...

କୋଲକାତା ପହଞ୍ଚିଲେ ପାର୍ଥ ଚାଟାର୍ଜୀ

କୋଲକାତା,୨୬ ।୭: ପଶ୍ଚିମ ବଙ୍ଗର ଶିକ୍ଷକ ଭ୍‌ର୍ତି ମାମଲାରେ ଘୋଟାଲା ଅଭିଯୋଗର ଅଭିଯୁକ୍ତ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମଙ୍ଗଳବାର ଟିମ ଭୁବନେଶ୍ୱରରୁ କୋଲକତା ଆଣି ପହଞ୍ଚାଇଛନ୍ତି । ମଙ୍ଗଳବାର ସକାଳେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା...

ରଣବୀର ସିଂଙ୍କ ନାଁରେ ଏଫ୍‌ଆଇଆର୍‌

ମୁମ୍ବାଇ,୨୬।୭: ବଲିଉଡ୍‌ ଅଭିନେତା ରଣବୀର ସିଂଙ୍କ ବିରୋଧରେ ମୁମ୍ବାଇ ଥାନାରେ ଦୁଇଟି ଅଭିଯୋଗ ହୋଇଛି। ପେପର୍‌ ମାଗାଜିନ୍‌ ପାଇଁ ସେ କରିଥିବା ନ୍ୟୁଡ୍‌ ଫଟୋଶୁଟ ମହିଳାଙ୍କ ଭାବାବେଗକୁ ଆଘାତ ଦେଇଥିବା ଅଭିଯୋଗରେ ଉଲ୍ଲେଖ ରହିଛି। ନନ୍‌ ଗଭର୍ନମେଣ୍ଟ ଅର୍ଗାନାଇଜେଶନ୍‌ (ଏନ୍‌ଜିଓ)...

କାରଗିଲ ବିଜୟ ଦିବସକୁ ପୂରଣ ହେଲା ୨୨ ବର୍ଷ

ନୂଆଦିଲ୍ଲୀ,୨୬ ।୭: ଦେଶ ମଙ୍ଗଳବାର ପାଳନ କରୁଛି କାରଗିଲ ବିଜୟ ଦିବସ । ୨୨ ବର୍ଷ ପୂର୍ବେ ଠିକ ଆଜିିର ଦିନରେ ଭାରତ ପାକିସ୍ତାନ ସେନାକୁ କଡା ଜବାବ ଦେଇଥିଲା । ଏହି ଅବସରରେ ନୂଆଦିଲ୍ଲୀ ସ୍ଥିତି ୱାର ମେମୋରିଆଲଠାରେ...

ହିଜାବ ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୬ା୭: ଇସ୍‌ଲାମରେ ହିଜାବ ପରିଧାନ ଜରୁରୀ ନୁହେଁ ବୋଲି କର୍ନାଟକ ହାଇକୋର୍ଟ ରାୟକୁ ଚ୍ୟାଲେଞ୍ଜ କରି ହୋଇଥିବା କେତେକ ଛାତ୍ରୀଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଖୁବ୍‌ଶୀଘ୍ର ଶୁଣାଣି କରିବେ। କାହାରିକୁ କ୍ଷତି ନ ପହଞ୍ଚାଇ କଲେଜ କିମ୍ବା ଅନ୍ୟ...

ଆଜି ପୁଣି ଇଡିରେ ହାଜର ହେବେ ସୋନିଆ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଦ୍ୱିତୀୟଥର ପଚରାଉଚରା କରାଯିବ। ଏହା ବିରୋଧରେ କଂଗ୍ରେସ ପୁଣି ଥରେ ରାଜରାସ୍ତାକୁ ଓହ୍ଲାଇବ। ଦିଲ୍ଲୀରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ କଂଗ୍ରେସ ବିରୋଧ ପ୍ରଦର୍ଶନ କରିବ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri