ଜାତୀୟ

ଭାରତରେ ଗରିବ ସ୍ୱପ୍ନ ଦେଖିପାରିବେ, ମୁଁ ନିର୍ବାଚିତ ହେବା ଏହାର ପ୍ରମାଣ: ଦ୍ରୌପଦୀ

ନୂଆଦିଲ୍ଲୀ,୨୫ ।୭: ଓଡ଼ିଆ ଆଦିବାସୀ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ସାମ୍ବିଧାନକ ପଦ ରାଷ୍ଟ୍ରପତି ଆସନ ଅଳଙ୍କୃତ କରିଛନ୍ତି । ଦେଶର ୧୫ ତମ ରାଷ୍ଟ୍ରପତି ଭାବେ ସୋମବାର ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏନଭି ରମନା ରାଷ୍ଟ୍ରପତିଙ୍କୁ ପଦ...

‘ବଙ୍ଗବିଭୂଷଣ’ ପୁରସ୍କାର ନେବାକୁ ମନାକଲେ ଅମର୍ତ୍ତ୍ୟ ସେନ

କୋଲକତା,୨୫।୭: ନୋବେଲ ପୁରସ୍କାର ବିଜେତା ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ଅମର୍ତ୍ତ୍ୟ ସେନ ପଶ୍ଚିମବଙ୍ଗର ସର୍ବୋଚ୍ଚ ନାଗରିକ ପୁରସ୍କାର ‘ବଙ୍ଗବିଭୂଷଣ’ ଗ୍ରହଣ କରିବାକୁ ମନା କରି ଦେଇଛନ୍ତି। ଏହି ବିଶେଷ ସମ୍ମାନ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଏ। ଅମର୍ତ୍ତ୍ୟ ସେନଙ୍କ...

ସୁପ୍ରିମକୋର୍ଟ ପହଞ୍ଚିଲା ଅସଲ ଶିବସେନା ଲଢେଇ

ମୁମ୍ବାଇ,୨୫ ।୭: ମହାରାଷ୍ଟ୍ରରେ ରାଜନୈତିକ କଳହ ପରେ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ସେଠାରେ ସରକାର ଗଠନ ହୋଇ ସାରିଛି । ହେଲେ ଉଦ୍ଧବ ଠାକରେ ସରକାର ଓ ଏକନାଥ ଶିନ୍ଦେଙ୍କ ନେତୃତ୍ୱର ସରକାରଙ୍କ ମଧ୍ୟରେ ଶିବସେନା ନାମକୁ ନେଇ ଲଢେଇ...

ଏଲଏସିରେ ଏସ୍‌-୪୦୦ ତୋପ ମୁତୟନ କରିବ ଭାରତ…

ଲଦାଖ,୨୫।୭ : ଏଲଏସିରେ ଚାଇନାକୁ କଡ଼ା ଜବାବ ଦେବାକୁ ଭାରତ ଅଣ୍ଡା ଭିଡ଼ିଛି। ଏନେଇ ଭାରତ ଏଲଏସିରେ ଏସ୍‌-୪୦୦ ତୋପ ମୁତୟନ କରିବାକୁ ଯୋଜନା କରିଛି। ଏହା ସହିତ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ସକ୍ରିୟ କରିବାକୁ ଭାରତ ପ୍ରସ୍ତୁତି ଆରମ୍ଭ...

‘ଭାଜପା ଏଜେଣ୍ଡା ପୂରଣ କରିଛନ୍ତି ରାମନାଥ କୋବିନ୍ଦ’

ନୂଆଦିଲ୍ଲୀ,୨୫।୭: ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବରେ ଦ୍ରୌପଦୀ ମୁର୍ମୁ ସୋମବାର ଶପଥ ଗ୍ରହଣ କରିଛନ୍ତି। ସେ ଶପଥ ଗ୍ରହଣ କରିବା ପରେ ପୂର୍ବତନ ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତି ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ...

କ୍ୟାଟ୍ରିନା-ବିକିଙ୍କୁ ହତ୍ୟା ଧମକ

ମୁମ୍ବାଇ,୨୫।୭: ବଲିଉଡର ଷ୍ଟାର୍‌ କପଲ୍‌ କ୍ୟାଟ୍ରିନା କୈଫ ଏବଂ ବିକି କୌଶଲଙ୍କୁ ସୋସିଆଲ ମିଡିଆରେ ମିଳିଛି ହତ୍ୟା ଧମକ। ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ବିକି ମୁମ୍ବାଇର ସାଣ୍ଟାକ୍ରୁଜ ଥାନାରେ ଅଭିଯୋଗ ଆଣିଛନ୍ତି। ପୋଲିସ ଜଣେ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ...

ମୋ’ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ: ଦ୍ରୌପଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୭(ବ୍ୟୁରୋ): ସୋମବାର ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଶପଥ ନେଇଛନ୍ତି। ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏନ୍‌.ଭି ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ...

‘ମୁଁ ଗାଁର ପ୍ରଥମ କଲେଜ ଯାଇଥିବା ଝିଅ’

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଭାରତ ଇତିହାସରେ ସୋମବାର ଯୋଡ଼ି ହୋଇଛି ଏକ ନୂତନ ଅଧ୍ୟାୟ। ଆଜି ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ପାର୍ଲାମେଣ୍ଟ ଭବନର ସେଣ୍ଟ୍ରାଲ ହଲ୍‌ରେ ଏହି ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହୋଇଥିଲା।...

ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନେଲେ ଶପଥ…

ନୂଆଦିଲ୍ଲୀ,୨୫।୭ : ଦ୍ରୌପଦୀ ମୁର୍ମୁ ଦେଶର ୧୫ ତମ ରାଷ୍ଟ୍ରପତି ଭାବରେ ସୋମବାର ଶପଥ ଗ୍ରହଣ କରିଛନ୍ତି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସଂସଦର ସେଣ୍ଟାଲ ହଲରେ ଆୟୋଜିତ...

ପ୍ରମାଣପତ୍ରରେ କେବଳ ମାତାଙ୍କ ନାମ ଲେଖିପାରିବେ ସନ୍ତାନ, ପିତାଙ୍କ ନାମ ନ ଲେଖିବାର ରହିଛି ଅଧିକାର, ହାଇକୋର୍ଟଙ୍କ ରାୟ…

ଥିରୁଭାନନ୍ତପୁରମ୍‌,୨୫।୭ : କେରଳ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। କୋର୍ଟ କହିଛନ୍ତି ଯେ କୌଣସି ସନ୍ତାନଙ୍କର ତାଙ୍କ ଆବଶ୍ୟକୀୟ ପ୍ରମାଣପତ୍ରରେ ପିତାଙ୍କ ନାମ ଉଲ୍ଲେଖ ନ କରିବାର ଅଧିକାର ରହିଛି ଏବଂ ସେ କେବଳ ତାଙ୍କ ମାତାଙ୍କ...

୫ ରାଜ୍ୟରେ ସ୍ଥିତି ଅଣାୟତ୍ତ…

ନୂଆଦିଲ୍ଲୀ, ୨୫।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ପୂର୍ବାଞ୍ଚଳ ଏକ୍ସପ୍ରେସ ୱେରେ ବସ ଦୁର୍ଘଟଣା: ୮ ମୃତ ଅନେକ ଆହତ

ବାରବାଙ୍କି,୨୫ ।୭: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରେ ଏକ ବଡଧରଣର ସଡ଼କ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri