ଜାତୀୟ

ଏନଡିଏ-ନୋ ଡାଟା ଏଭଲେବୁଲ, ରାହୁଲଙ୍କ କଟାକ୍ଷ…

ନୂଆଦିଲ୍ଲୀ, ୨୩।୭ : କଂଗ୍ରେସ ପକ୍ଷରୁ ଭାଜପା ନେତୃତ୍ୱାଧିନ ଏନଡିଏ ସରକାରଙ୍କୁ ଟାର୍ଗେଟ କରିବା ଜାରି ରଖିଛି। ଏହି ମର୍ମରେ ପୂର୍ବତନ ରାହୁଲ ଗାନ୍ଧୀ ଶନିବାର କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିଛନ୍ତି। ସେ କରୋନା ମହାମାରୀ ସମୟରେ ଅମ୍ଳଜାନ ଅଭାବ,...

ବିନା ଯାଞ୍ଚ୍‌ରେ ମିଡ଼ିଆ ଚଳାଉଛି କଙ୍ଗାରୁ କୋର୍ଟ, ସିଜେଆଇଙ୍କ କଡ଼ା ଟିପ୍ପଣୀ…

ନୂଆଦିଲ୍ଲୀ,୨୩।୭ : ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଏନ.ଭି ରମନା ଶନିବାର ଇଲେକ୍ଟ୍ରୋନିକ ଏବଂ ସୋସିଆଲ ମିଡିଆକୁ କଡ଼ା ସମାଲୋଚନା କରି ଗଣତନ୍ତ୍ରର କ୍ଷତି କରୁଛନ୍ତି ବୋଲି କହିଛନ୍ତି। ସେ କହିଛନ୍ତି ଯେ ଗଣମାଧ୍ୟମ ବିନା ଯାଞ୍ଚରେ କଙ୍ଗାରୁ କୋର୍ଟ ଚଳାଉଛି।...

ଦେଢ଼ ଲକ୍ଷ ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୩।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ସ୍ବାଇନ୍‌ ଫ୍ଲୁରେ ଜଣଙ୍କର ମୃତ୍ୟୁ

ମୋରାଦାବାଦ,୨୩।୭: ଉତ୍ତରପ୍ରଦେଶର ମୋରାଦାବାଦରେ ସ୍ବାଇନ୍‌ ଫ୍ଲୁରେ ଜଣଙ୍କ ମୃତ୍ୟୁ ଘଟିଛି। ଏହି ମୃତ୍ୟୁ ପରେ ଉକ୍ତ ଅଞ୍ଚଳରେ ଭୟର ବାତବରଣ ଖେଳିଯାଇଛି। ଦିଲ୍ଲୀର ସର୍‌ ଗଙ୍ଗାରାମ ହସ୍ପିଟାଲରେ ସ୍ବାଇନ୍‌ ଫ୍ଲୁ ଯୋଗୁ ମୋରାଦାବାଦର ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ଏହି...

କାଉଡିଆଙ୍କ ଉପରେ ମାଡ଼ିଗଲା ଟ୍ରକ୍‌: ୬ ମୃତ

ଲକ୍ଷ୍ନୌ,୨୩।୭: ଉତ୍ତରପ୍ରଦେଶ ହଥରସ୍‌ ଜିଲା ଅଧୀନ ବଧାର୍‌ ଗ୍ରାମ ନିକଟ ହଥରସ-ଆଗ୍ରା ଜାତୀୟ ରାଜପଥରେ ଶୁକ୍ରବାର ବିଳମ୍ବିତ ରାତିରେ କାଉଡିଆ ଭକ୍ତଙ୍କ ଉପରେ ଏକ ଟ୍ରକ୍‌ ମାଡିଯାଇଥିଲା। ଫଳରେ ୬ଜଣ କାଉଡିଆଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ମଧ୍ୟପ୍ରଦେଶର...

କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନିଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ନୂଆଦିଲ୍ଲୀ,୨୩ ।୭: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନିଙ୍କ ଉପରେ କଂଗ୍ରେସ ଲଗାଇଛି ଗୁରୁତର ଅଭିଯୋଗ । ଦଳ ପକ୍ଷରୁ ସ୍ମୃତିଙ୍କ ଇସ୍ତଫା ଦାବି କରାଯାଇଛି । ପ୍ରଧାନମନ୍ତ୍ରୀ ତାଙ୍କ ଇସ୍ତଫା ଗ୍ରହଣ କରନ୍ତୁ ବୋଲି କଂଗ୍ରେସ କହିଛି । କଂଗ୍ରେସର ଅଭିଯୋଗ...

ରେଳ ଷ୍ଟେଶନରେ ମହିଳାଙ୍କୁ ଗଣବଳାତ୍କାର, ୪ ଗିରଫ

ନୂଆଦିଲ୍ଲୀ,୨୩।୭: ମହିଳାଙ୍କୁ ଗଣବଳାତ୍କାର। ରାଜଧାନୀ ଦିଲ୍ଲୀ ରେଳ ଷ୍ଟେଶନରେ ଏଭଳି ଘଟଣା ଘଟିଛି। ଷ୍ଟେଶନ ପ୍ଲାଟଫର୍ମରେ ତିଆରି ଏକ କୋଠରୀ ଭିତରେ କିଛି ରେଲୱେ କର୍ମଚାରୀ ମହିଳାଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏଥିରେ ୪ ଜଣଙ୍କୁ ପୋଲିସ...

‘ଭାଭିଜୀ ଘର ପେ ହେ’ର ମଲଖାନ ଫେମ୍‌ ଦୀପେଶ ଭାନଙ୍କ ନିଧନ

ମୁମ୍ବାଇ,୨୩।୭: ଟିଭି ଇଣ୍ଡଷ୍ଟ୍ରିରୁ ଆଉ ଏକ ବଡ଼ ଦୁଃଖଦ ଖବର ସାମ୍ନାକୁ ଆସିଛି। ଟିଭି ଜଗତର ବେଶ୍‌ ଲୋକପ୍ରିୟ ସିରିୟଲ୍‌ ‘ଭାଭିଜୀ ଘର ପେ ହେ’ର ମଲଖାନ ଫେମ୍‌ ଅଭିନେତା ଦୀପେଶ ଭାନଙ୍କ ପରଲୋକ ଘଟିଛି। ଶନିବାର ୪୧ବର୍ଷ ବୟସରେ...

ଫ୍ରିଜ୍‌ ଭିତରୁ ମିଳିଲା ମୃତଦେହ

ନୂଆଦିଲ୍ଲୀ,୨୩।୭: ରାଜଧାନୀ ଦିଲ୍ଲୀର ସୀଲମପୁର ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫୦ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ଫ୍ରିଜ୍‌ ଭିତରୁ ମିଳିଛି। ସେ ହେଲେ ଜାକିର। ଯାହାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। କେହି ଜଣେ ତାଙ୍କ...

୨୬ ଘଣ୍ଟାର ପଚରାଉଚରା ପରେ ମମତାଙ୍କ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଗିରଫ

କୋଲକାତା,୨୩।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମମତା ବାନାର୍ଜୀଙ୍କ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଗିରଫ କରିଛି। ଏଥିସହ ତାଙ୍କ ଘନିଷ୍ଠ ବନ୍ଧୁ ଅର୍ପିତା ମୁର୍ଖାଜୀଙ୍କୁ ମଧ୍ୟ ଇଡି ଗିରଫ କରିଛି। ଶିକ୍ଷକ ନିଯୁକ୍ତି ଦୁର୍ନିତୀ ମାମଲାରେ ଚଢ଼ାଉ କରି ୨୬ଘଣ୍ଟାର ପଚରାଉଚରା ପରେ...

ଉଦ୍ଧବ, ଶିନ୍ଦେଙ୍କୁ ସଂଖ୍ୟାଗରିଷ୍ଠତା ପ୍ରମାଣ ମାଗିଲେ ଇସି

ନୂଆଦିଲ୍ଲୀ,୨୩ା୭: ଶିବସେନା ଉପରେ କର୍ତ୍ତୃତ୍ୱକୁ ନେଇ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଓ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ମଧ୍ୟରେ ଲଢ଼େଇ ଏକ ନୂଆ ପର୍ଯ୍ୟାୟରେ ପହଞ୍ଚିଛି। ଦଳର ନେତୃତ୍ୱ କିଏ ନେବେ ତାହା ପ୍ରମାଣିତ କରିବା ଲାଗି...

ଦେଶରେ ୪ କୋଟି ଲୋକ ଏବେ ସୁଦ୍ଧା ନେଇ ନାହାନ୍ତି କରୋନାର ପ୍ରଥମ ଡୋଜ୍‌

ନୂଆଦିଲ୍ଲୀ,୨୩।୭: ଦେଶରେ ଟିକାକରଣ ଜାରି ରହିଛି। ଏହାରି ମଧ୍ୟରେ ବୁଷ୍ଟର ଡୋଜ୍‌ ମଧ ମାଗଣାରେ ଦିଆଯାଉଛି। ହେଲେ ଦେଶର ୪ କୋଟି ଲୋକ ଏଯାଏ ଟିକାର ଗୋଟିଏ ହେଲେ ବି ଡୋଜ୍‌ ନେଇ ନାହାନ୍ତି। ଜୁଲାଇ ୧୮ ସୁଦ୍ଧା ଉପଲବ୍ଧ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri