ଜାତୀୟ

ନାମାଙ୍କନପତ୍ର ଦାଖଲ କଲେ ମାର୍ଗାରେଟ୍‌ ଆଲ୍‌ଭା

ନୂଆଦିଲ୍ଲୀ,୧୯।୭: ବିରୋଧୀ ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ୍‌ ଆଲ୍‌ଭା ମଙ୍ଗଳବାର ଉପରାଷ୍ଟ୍ରପତି ନିର୍ବାଚନ ଲାଗି ସଂସଦରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର, ସୀତାରାମ ୟେଚୁରୀ, ମଲ୍ଲିକାର୍ଜୁନ ଖାର୍ଗେ...

ସେନା ପକ୍ଷରୁ ସ୍ପଷ୍ଟୀକରଣ: ନିଯୁକ୍ତି ପ୍ରକ୍ରିୟାରେ ଜାତି ପ୍ରମାଣ ପତ୍ର ପୂର୍ବରୁ ମଧ୍ୟ ମଗାଯାଉଥିଲା

ନୂଆଦିଲ୍ଲୀ,୧୯।୭: ଅଗ୍ନିବୀର ଭର୍ତ୍ତି ପ୍ରକ୍ରିୟାରେ ଜାତି ଏବଂ ଧର୍ମ ପ୍ରମାଣ ପତ୍ର ଦେଖାଇବାକୁ ନେଇ ଅନେକ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର ସେନା ପକ୍ଷରୁ ଏନେଇ ସ୍ପଷ୍ଟୀକରଣ ଦିଆଯାଇଛି। ଅଗ୍ନିପଥ ଯୋଜନା ଅଧୀନରେ ସାମରିକ ନିଯୁକ୍ତି ପ୍ରକ୍ରିୟାରେ କୌଣସି ପରିବର୍ତ୍ତନ...

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ଅଗ୍ନିପଥ ଯୋଜନା ବିରୋଧରେ ହୋଇଥିବା ସମସ୍ତ ଆବେଦନର ଶୁଣାଣି କରିବେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୯।୭: ‘ଅଗ୍ନିପଥ’ ଯୋଜନା ବିରୋଧରେ ସାରା ଦେଶରେ ଦାଖଲ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଏକ ବଡ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି, ସମସ୍ତ ଆବେଦନ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ହେବ। ଜଷ୍ଟିସ...

ନୁପୁର ଶର୍ମାଙ୍କ ଭିଡିଓ ଦେଖିବାରୁ ଯୁବକଙ୍କୁ ଛୁରାମାଡ

ପାଟନା,୧୯।୭: ନୁପୁର ଶର୍ମା ମାମଲାକୁ ନେଇ ରାଜସ୍ଥାନର ଉଦୟପୁର ଏବଂ ମହାରାଷ୍ଟ୍ରର ଅମରାବତୀ ପରେ ବିହାରର ସୀତାମଢିରେ ମଧ୍ୟ ଏକ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି। ନୁପୁରଙ୍କ ବିବାଦୀୟ ଭିଡିଓ ଦେଖିବାକୁ ନେଇ ଜଣେ ଯୁବକଙ୍କୁ ଛୁରାମାଡ ହୋଇଛି। ଏହି...

ଡଲାର ତୁଳନାରେ ଟଙ୍କା ସର୍ବକାଳୀନ ଦୁର୍ବଳ

ନୂଆଦିଲ୍ଲୀ,୧୯।୭: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ସର୍ବକାଳୀନ ଦୁର୍ବଳ ହୋଇଛି। ମଙ୍ଗଳବାର ବଜାର ୭୯.୯୯ରେ ଖୋଲିବା ପରେ ଡଲାର ତୁଳନାରେ ଟଙ୍କା ୮୦.୦୨ ରେ ପହଞ୍ଚିଥିଲା। ବିଶ୍ୱ ବଜାରରେ ତୈଳ ଦର ବୃଦ୍ଧି କାରଣରୁ ଏହାର ପ୍ରଭାବ...

ଶ୍ରୀଲଙ୍କା ସଙ୍କଟ: ସନ୍ଧ୍ୟାରେ ବସିବ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୯।୭: ଶ୍ରୀଲଙ୍କାରେ ଦେଖାଯାଇଥିବା ଅର୍ଥନୈତିକ ଓ ରାଜନୈତିକ ସଙ୍କଟ ଉପରେ ଆଲୋଚନା ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ସନ୍ଧ୍ୟାରେ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ଯୋଗଦେଇ ସବୁଦଳର...

‘ମଙ୍କିପକ୍ସ’କୁ ନେଇ କେନ୍ଦ୍ରର ସତର୍କ, ବାହାର ଦେଶରୁ ଆସୁଥିଲେ ହେବ ସ୍କ୍ରିନିଂ

ନୂଆଦିଲ୍ଲୀ,୧୯।୭: ଦେଶରେ ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’ମାମଲା। କେରଳରେ ଦୁଇ ଜଣ ‘ମଙ୍କିପକ୍ସ’ ମାମଲା ଚିହ୍ନଟ ହେବା ପରେ କେନ୍ଦ୍ର ସରକାର ସତର୍କ ରହିବାକୁ ରାଜ୍ୟଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ଯେଉଁ ଯାତ୍ରୀମାନେ ବାହାର ଦେଶରୁ ଆସୁଛନ୍ତି ସେମାନଙ୍କୁ ସ୍କ୍ରିନିଂ କରିବାକୁ ନିର୍ଦ୍ଦେଶ...

ଥମୁନି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୯।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୫୨୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୫ଜଣଙ୍କର ମୃତ୍ୟୁ ଘଟିଛି। ନୂତନ...

ଆଜି ନାମାଙ୍କନପତ୍ର ଦାଖଲ କରିବେ ମାର୍ଗାରେଟ୍‌ ଆଲ୍‌ଭା

ନୂଆଦିଲ୍ଲୀ,୧୯।୭: ଉପରାଷ୍ଟ୍ରପତି ନିର୍ବାଚନ ଲାଗି ମଙ୍ଗଳବାର ନାମାଙ୍କନପତ୍ର ଦାଖଲ କରିବେ ବିରୋଧୀ ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ୍‌ ଆଲ୍‌ଭା। ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ମାର୍ଗାରେଟ୍‌ଙ୍କ ନାଁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ। ତେବେ ସୋମବାରଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ...

କରୋନାର ଦ୍ୱିତୀୟ ଲହରରେ ଜନ୍ମ ନେଇଛନ୍ତି ଦୁଇଗୁଣା ଅପରିପକ୍ୱ ଶିଶୁ!

ନୂଆଦିଲ୍ଲୀ,୧୯ ।୭: କରୋନା ମହାମାରୀ ସାରା ବିଶ୍ୱର ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଥିବା ବେଳେ ଏହା ଅନେକ ଅସ୍ୱାଭାବିକ ପରିସ୍ଥିତି ବି ସୃଷ୍ଟି କରିଛି । ମିଳିଥିବା ତଥ୍ୟ ଅନୁଯାୟୀ, ୨୦୨୧ରେ ଆସିଥିବା କରୋନାର ଦ୍ୱିତୀୟ ଲହରରେ ଦୁଇ ଗୁଣାରୁ ଅଧିକ...

ଦିଲ୍ଲୀରେ ବଢିବ ମହିଳା ଟ୍ୟାକ୍ସି ଚାଳକଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୯ ।୭: ଦିଲ୍ଲୀ ସରକାର ଭବିଷ୍ୟତରେ ପେଷାଦାର ଡ୍ରାଇଭର ହେବାପାଇଁ ଡ୍ରାଇଭିଂ ପ୍ରଶିକ୍ଷଣ ନେବାକୁ ଇଚ୍ଛୁକ ଥିବା ମହିଳାମାନଙ୍କ ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଏକ ଯୋଜନା ପ୍ରସ୍ତୁତ କରିଛନ୍ତି । ସରକାରଙ୍କ ଯାଜନା ଅନୁଯାୟୀ, ପ୍ରଶିକ୍ଷଣର ୫୦...

ମାତାପିତାଙ୍କୁ କାନ୍ଧରେ ଧରି କାଉଡି ଯାତ୍ରାରେ ବାହାରିଲେ ବୋହୂ-ପୁଅ

ଭାଗଲପୁର,୧୯।୭: ଶ୍ରାବଣ ମାସ ଆରମ୍ଭ ହେବା ମାତ୍ରେ ରାସ୍ତାରେ କାଉଡିଆଙ୍କ ଭିଡ ଦେଖିବାକୁ ମିଳୁଛି। ଦୁଇ ବର୍ଷ ପରେ ଏଥର ମଧ୍ୟ ଝାଡଖଣ୍ଡର ଦେଓଘରରେ ବିଶ୍ୱ ପ୍ରସିଦ୍ଧ ଶ୍ରାବଣୀ ମେଳା ଆୟୋଜିତ ହୋଇଛି। ଏହି ମେଳାରେ ଯୋଗ ଦେବା ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri