ଜାତୀୟ

ପାକିସ୍ତାନର ଡ୍ରୋନ ନେଟୱର୍କ ଧ୍ୱଂସ, ୬ ଆତଙ୍କବାଦୀ ଗିରଫ, ୪ ଏକେ ୪୭ ସହ ୧୦ ପିସ୍ତଲ ଜବତ

ଜମ୍ମୁ,୧୯ ।୭: ପାକିସ୍ତାନରୁ ଡ୍ରୋନ ମାଧ୍ୟମରେ ଅସ୍ତ୍ରଶସ୍ତ୍ର ମଗାଇ ବଡ ଆକ୍ରମଣ କରିବା ଯୋଜନାରେ ଥିବା ୩ ଆତଙ୍କବାଦୀ ଗ୍ରୁପକୁ ଧ୍ୱଂସ କରି ଦିଆଯାଇଛି । ଜମ୍ମୁ ଓ ରାଜୌରିରୁ ୬ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି । ଏମାନଙ୍କ ନିକଟରୁ...

ହିମାଚଳ ପ୍ରଦେଶ କିନ୍ନୋରରେ ବାଦଲ ଫଟା ବର୍ଷା

କିନ୍ନୋର,୧୯ ।୭: ହିମାଚଳ ପ୍ରଦେଶ କିନ୍ନୋରର ଶଲଖର ଗାଁରେ ସୋମବାର ବାଦଲ ଫଟା ବର୍ଷା ହେବା ଫଳରେ ପରିସ୍ଥିତି ଜଟିଳ ହୋଇ ପଡିଛି । ଲୋକେ ସୁରକ୍ଷିତ ସ୍ଥାନକୁ ଦୌଡି ପଳାଇଛନ୍ତି । ତେବେ ବାଦଲ ଫଟା ବର୍ଷା ପରେ...

ଭାଜପା ଏମପିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୧୯ ।୭: ଭାରତୀୟ ଜନତା ପାର୍ଟି(ଭାଜପା) ଏମପି କିରୋରି ଲାଲ ମିଣାଙ୍କୁ ଏକ ପତ୍ର ମାଧ୍ୟମରେ ହତ୍ୟା ଧମକ ଦିଆଯାଇଛି । ଏ ସମ୍ପର୍କରେ ସେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଓ ଦିଲ୍ଲୀ ପୋଲିସ କମିଶନରଙ୍କୁ ଅଭିଯୋଗ କରିଛନ୍ତି । ଏଥିରେ...

ଆସନ୍ତା ସପ୍ତାହରେ ଦେଶବ୍ୟାପୀ ଆନ୍ଦୋଳନ କରିବେ ବ୍ୟବସାୟୀ

ନୂଆଦିଲ୍ଲୀ,୧୯ା୭:ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ମୂଲ୍ୟ ବୃଦ୍ଧିରେ ଦେଶବାସୀ ଘାଣ୍ଟି ହେଉଥିବାବେଳେ ସୋମବାରଠାରୁ ପୂର୍ବରୁ ପ୍ୟାକ୍‌ ହୋଇଥିବା ବିଭିନ୍ନ ଖାଦ୍ୟ ସାମଗ୍ରୀ ଯଥା କ୍ଷୀର, ଦହି, ପନିର, ମାଛ, ମାଂସ, ଚୁଡ଼ା, ମୁଢ଼ି ଏବଂ ନନ୍‌ବ୍ରାଣ୍ଡେଡ୍‌ ଅଟା, ଚାଉଳ ଉପରେ କେନ୍ଦ୍ର ସରକାର...

ଚାଇନା ସୀମାରେ ସଡ଼କ ନିର୍ମାଣରେ ନିୟାଜିତ ୧୯ ଶ୍ରମିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୯ ।୭: ଅରୁଣାଚଳ ପ୍ରଦେଶର କୁମି ନଦୀରେ ବୁଡିଯିବାରୁ ୧୯ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏହି ଶ୍ରମିକମାନେ ଚାଇନା ସୀମାରେ ସଡ଼କ ନିର୍ମାଣ କାମରେ ନିୟୋଜିତ ଥିଲେ । ଇଦ ଯୋଗୁ ଏମାନେ ଆସାମ ଯିବାକୁ...

ଏଲ୍‌ଓସିରେ ବିସ୍ଫୋରଣ ୨ ଯବାନ ଶହୀଦ

ଜମ୍ମୁ,୧୮।୭: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାରେ ନିୟନ୍ତ୍ରଣ ରେଖା(ଏଲ୍‌ଓସି) ନିକଟରେ ଗ୍ରେନେଡ ବିସ୍ଫୋରଣରେ ୨ସେନା ଯବାନ ଶହୀଦ ହୋଇଛନ୍ତି। ରବିବାର ରାତିରେ ମେଣ୍ଢର ସେକ୍ଟରରେ ସେନା କର୍ମଚାରୀ ଡ୍ୟୁଟିରେ ଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ସୋମବାର ସେନା ପକ୍ଷରୁ ସୂଚନା...

ଶପଥ ନେଲେ ୨୭ରାଜ୍ୟ ସଭା ସଦସ୍ୟ

ନୂଆଦିଲ୍ଲୀ,୧୮ା୭: ରାଜ୍ୟ ସଭାକୁ ନୂଆ କରି ନିର୍ବାଚିତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ, ପ୍ରଫୁଲ ପଟେଲ, କ୍ରିକେଟର ହର୍‌ଭଜନ ସିଂ ପ୍ରମୁଖଙ୍କ ସମେତ ୨୭ ସଦସ୍ୟ ସୋମବାର ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ ମନୋନୀତ ସଦସ୍ୟ ଭି....

ଗଣେଶନ ପଶ୍ଚିମବଙ୍ଗର ନୂଆ ରାଜ୍ୟପାଳ

କୋଲକାତା,୧୮।୭: ଜଗଦୀପ ଧନକର ନିଜ ପଦରୁ ଇସ୍ତଫା ଦେବା ପରେ ଏଲ୍‌ ଗଣେଶନ ପଶ୍ଚିମବଙ୍ଗର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ନୂତନ ରାଜ୍ୟପାଳ ଭାବେ ଲା. ଗଣେଶନ ଶପଥ ଗ୍ରହଣ କରିଛନ୍ତି। ମଣିପୁର ରାଜ୍ୟପାଳ...

ଯାଞ୍ଚ ନାଁରେ ଛାତ୍ରୀଙ୍କୁ ଅନ୍ତଃବସ୍ତ୍ର ଖୋଲିବାକୁ କହିଲେ ପରୀକ୍ଷକ

ଥିରୁଭାନନ୍ତପୁରମ୍‌,୧୮ା୭: ମେଡିକାଲ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷା ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି) ନିମନ୍ତେ କେରଳର ଏକ ପରୀକ୍ଷା କେନ୍ଦ୍ରରୁ ଲଜ୍ଜ୍ୟାଜନକ ଘଟଣା ସାମ୍ନାକୁ ଆସିଛି। କୋଲାମ ଜିଲାର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ରବିବାର...

ବିଭିନ୍ନ ରାଜ୍ୟରେ କ୍ରସ୍‌ଭୋଟିଂ: ୮ଏମ୍‌ପି ଦେଇନାହାନ୍ତି ଭୋଟ

ନୂଆଦିଲ୍ଲୀ,୧୮।୭: ଦେଶର ୧୫ତମ ରାଷ୍ଟ୍ରପତିଙ୍କୁ ବାଛିବା ପାଇଁ ସୋମବାର ନିର୍ବାଚନ ଶେଷ ହୋଇଛି। ପୂର୍ବାହ୍ନ ୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପାର୍ଲାମେଣ୍ଟ ହାଉସ୍‌ ଏବଂ ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ଦିଲ୍ଲୀ ଓ ପଣ୍ଡିଚେରୀ ବିଧାନସଭାରେ ଭୋଟ ଗ୍ରହଣ...

ପିପିଇ କିଟ୍‌ ପିନ୍ଧି ଭୋଟ ଦେଲେ ଅର୍ଥମନ୍ତ୍ରୀ- ଶକ୍ତି ମନ୍ତ୍ରୀ

ନୂଆଦିଲ୍ଲୀ,୧୮।୭: ରାଷ୍ଟ୍ରପତି ନିର୍ବାଚନ ପାଇଁ ସୋମବାର ଦେଶର ଏମ୍‌ପି ଓ ବିଧାୟକମାନେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଇତିମଧ୍ୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଓ କେନ୍ଦ୍ର ଶକ୍ତି ମନ୍ତ୍ରୀ ଆର.କେ ସିଂହ ପିପିଇ କିଟ୍‌ ପିନ୍ଧି ସଂସଦରେ ପହଞ୍ଚି...

ବର୍ଦ୍ଧିତ କରୋନା ମାମଲା ମଧ୍ୟରେ ବୁଷ୍ଟର ଡୋଜ ନେବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୭: ଦେଶରେ ପୁଣି ଥରେ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଭାରତର କେତୋଟି ରାଜ୍ୟରେ କରୋନା ମାମଲା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ରାଜ୍ୟବାସୀଙ୍କୁ ବୁଷ୍ଟର ଡୋଜ ନେବାକୁ ନିବେଦନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri