ଜାତୀୟ

ସରିଲା ଭୋଟ ଗ୍ରହଣ,୨୧ରେ ଫଳାଫଳ

ନୂଆଦିଲ୍ଲୀ,୧୮।୭: ଦେଶର ୧୫ତମ ରାଷ୍ଟ୍ରପତି ଚୟନ ପାଇଁ ସୋମବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଚାଲିଥିଲା। ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ବିରୋଧୀ ଦଳ ପକ୍ଷରୁ...

ନିଜ ସହଯୋଗୀଙ୍କୁ ଗୁଳି କଲେ ପୋଲିସ ଯବାନ: ୩ମୃତ

ନୂଆଦିଲ୍ଲୀ,୧୮।୭: ରାଜଧାନୀ ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ସିକ୍କିମ ପୋଲିସର ଜଣେ ଯବାନ ନିଜର ୩ସହଯୋଗୀଙ୍କ ଉପରେ ଗୁଳି ଚଳାଇଥିବା ଜଣାପଡ଼ିଛି। ଏହି ଘଟଣାରେ ୩ଜଣ ଯବାନଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା...

ଉଦ୍ଧବଙ୍କୁ ଝଟକା: ଶିନ୍ଦେ ଗୋଷ୍ଠୀଙ୍କ ବୈଠକରେ ଅନ୍‌ଲାଇନ୍‌ରେ ସାମିଲ ହେଲେ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୧୮।୭: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେଙ୍କ ଅଡ଼ୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ପୂର୍ବରୁ ହାତରୁ ଶାସନ କ୍ଷମତା ହରାଇଥିବା ବେଳେ ବର୍ତ୍ତମାନ ଦଳକୁ ବଞ୍ଚାଇବା ପାଇଁ ସେ ସଂଗ୍ରାମ ଚଳାଇଛନ୍ତି। ପ୍ରତିଦିନ ନୂଆ...

‘ମୁଁ ଅପରାଧୀ ନୁହେଁ, ମୋତେ ସିଙ୍ଗାପୁର ଛାଡ’

ନୂଆଦିଲ୍ଲୀ,୧୮ା୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପୁଣି ସୋମବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସିଙ୍ଗାପୁର ଗସ୍ତକୁ ଅନୁମତି ପ୍ରଦାନରେ ବିଳମ୍ବକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରି ରାଜନୈତିକ କାରଣରୁ ତାଙ୍କୁ ସିଙ୍ଗାପୁରରେ ହେବାକୁ ଥିବା...

ଦେଶରେ ଦ୍ୱିତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ଥିରୁଭାନନ୍ତପୁରମ୍‌,୧୮।୭: ସୋମବାର ଦେଶରେ ଦ୍ୱିତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦ୍ୱିତୀୟ ମାମଲା କେରଳରେ ଦେଖିବାକୁ ମିଳିଛି। କେରଳର କନ୍ନୁରଠାରେ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ ସୂଚନା ଦେଇଛନ୍ତି। ପୂର୍ବରୁ ମଧ୍ୟ...

ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୋପାଳ,୧୮।୭: ମଧ୍ୟପ୍ରଦେଶରେ ଏକ ବଡ଼ ବସ ଦୁର୍ଘଟଣା ଘଟିଛି। ଧର ଜିଲାରେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ନର୍ମଦା ନଦୀରେ ଖସିପଡିଛି। ଏହି ଦୁର୍ଘଟଣାରେ ବସ ଡ୍ରାଇଭରଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଏହାର ଯାଞ୍ଚ୍‌ ନିର୍ଦ୍ଦେଶ...

କୁନି ଝିଅଙ୍କ ପ୍ରଶ୍ନ ଶୁଣି ମୁଖ୍ୟମନ୍ତ୍ରୀ ଆଶ୍ଚର୍ଯ୍ୟ

ପୁଣେ,୧୮।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସହ ଏକ କୁନି ଝିଅର ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ ଝିଅଟି ମୁଖ୍ୟମନ୍ତ୍ରୀଙ୍କୁ ଏମିତି କିଛି ପ୍ରଶ୍ନ ପଚାରିଛନ୍ତି, ଯାହା ଶୁଣି ସମସ୍ତେ ହସିବାରେ ଲାଗିଛନ୍ତି। ରବିବାର ଏକନାଥ ଶିନ୍ଦେଙ୍କୁ ଭେଟିବାକୁ...

ନଦୀକୁ ଖସିଲା ଯାତ୍ରୀବାହୀ ବସ୍‌,୧୩ ମୃତ

ଭୋପାଲ,୧୮।୭: ମଧ୍ୟପ୍ରଦେଶର ଧାର ଜିଲାରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ସୋମବାର ନର୍ମଦା ନଦୀକୁ ଖସି ପଡ଼ିଛି। ଏଥିରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣଙ୍କୁ ପାଣିରୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପୋଲିସ ଏବଂ...

ନାମାଙ୍କନପତ୍ର ଦାଖଲ କଲେ ଜଗଦୀପ ଧନକର

ନୂଆଦିଲ୍ଲୀ,୧୮।୭: ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକର ସୋମବାର ସଂସଦ ଭବନରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଅନେକ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିଥିଲେ।...

ରାଷ୍ଟ୍ରପତି ନିର୍ବାଚନ: ଭୋଟ୍‌ ଦେଲେ ପୂର୍ବତନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୭: ଦେଶର ୧୫ତମ ରାଷ୍ଟ୍ରପତି ପାଇଁ ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇଛି ମତଦାନ। ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ଦଳର ଏମ୍‌ପିମାନେ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ଇତି ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସଂସଦ...

ଅଳିଆ ଗାଡିରୁ ମିଳିଲା ମୋଦି-ଯୋଗୀଙ୍କ ଫଟୋ: ସଫେଇ କର୍ମଚାରୀ ବହିଷ୍କୃତ

ମଥୁରା,୧୮।୭: ଉତ୍ତରପ୍ରଦେଶ ମଥୁରାର ଜଣେ ସଫେଇ କର୍ମଚାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଫଟୋ ଅଳିଆ ଗାଡିରେ ନେବା ମହଙ୍ଗା ପଡିଛି। ଶେଷରେ ତାଙ୍କ ଚାକିରି ଯାଇଛି। ମଥୁରା ମ୍ୟୁନିସିପାଲିଟି କର୍ପୋରେଶନର ଜଣେ ଚୁକ୍ତିଭିତ୍ତିକ କର୍ମଚାରୀ...

ଜୁବେରଙ୍କ ମାମଲାର ଶୀଘ୍ର ଶୁଣାଣି ନେଇ ସିଜେଆଇ କହିଲେ ବିଚାରପତି ଚନ୍ଦ୍ରଚୂଡ଼ଙ୍କ ବେଞ୍ଚକୁ ଯାଅ…

ନୂଆଦିଲ୍ଲୀ,୧୮।୭ : ଅଲ୍ଟ ନ୍ୟୁଜ ସହ-ପ୍ରତିଷ୍ଠାତା ତଥା ଫ୍ୟାକ୍ଟ ଚେକର୍‌ ମହମ୍ମଦ ଜୁବେରଙ୍କ ଏଫଆଇଆର୍‌ ରଦ୍ଦ କରିବାକୁ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୀଘ୍ର ଶୁଣାଣି ପାଇଁ ଦାବି ହୋଇଛି। ଏହା ଉପରେ ପ୍ରଧାନ ବିଚାରପତି (ସିଜେଆଇ) ଏନ.ଭି ରମନା ଜୁବେରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri