ଜାତୀୟ

୫ ବର୍ଷ ପରେ ନିର୍ଦ୍ଦୋଷରେ ଖଲାସ ହୋଇ ଘରକୁ ଫେରିଲେ ୧୨୧ ଆଦିବାସୀ…

ରାୟପୁର,୧୮।୭ : ଛତିଶଗଡର ଦନ୍ତେ ୱାଡା ଜିଲାରେ ବୁର୍କାପାଲ ମାଓବାଦୀ ଆକ୍ରମଣ ମାମଲାରେ ଏନଆଇଏ କୋର୍ଟ ୧୨୧ ଆଦିବାସୀଙ୍କୁ ଜେଲରୁ ମୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ପାଞ୍ଚ ବର୍ଷ ଧରି ସମସ୍ତ ଆଦିବାସୀ ଜେଲରେ ଥିଲେ। ୨୪ ଏପ୍ରିଲ...

ଏଲ୍‌ଓସି ନିକଟରେ ଗ୍ରେନେଡ୍‌ ବିସ୍ଫୋରଣ, ଜଣେ ଅଧିକାରୀଙ୍କ ସମେତ ଜେସିଓ ଶହୀଦ୍‌…

ଶ୍ରୀନଗର,୧୮।୭ : ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ମେଣ୍ଢର ସେକ୍ଟରରେ ଏଲଓସି ନିକଟରେ ଯବାନମାନେ ଡ୍ୟୁଟି କରୁଥିବା ସମୟରେ ହଠାତ୍‌ ଏକ ଗ୍ରେନେଡ ବିସ୍ଫୋରଣ ଘଟିଛି। ଏହି ଘଟଣାରେ ଜଣେ ଅଧିକାରୀଙ୍କ ସମେତ ଜେସିଓ ଶହୀଦ ହୋଇଛନ୍ତି। ଏହି ବିସ୍ଫୋରଣରେ କେତେକ...

ନର୍ମଦା ନଦୀକୁ ଖସିଲା ବସ୍‌: ଅନେକ ଯାତ୍ରୀଙ୍କ ମୃତ୍ୟୁ ଆଶଙ୍କା

ଭୋପାଳ,୧୮।୭:ମଧ୍ୟପ୍ରଦେଶର ଧର ଜିଲାର ଖାଲଘାଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ପ୍ରାୟ ୪୦ ଜଣ ଯାତ୍ରୀଙ୍କୁ ନେଇ ଏକ ବସ ନର୍ମଦା ନଦୀରେ ଖସି ପଡିଛି। ବର୍ତ୍ତମାନ ସୁଦ୍ଧା ୫ ଜଣ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏଥିସହ...

ଏଲ୍‌ଓସିରେ ଗ୍ରେନେଡ ବିସ୍ଫୋରଣ: ଆର୍ମି କ୍ୟାପ୍ଟେନଙ୍କ ସମେତ ୨ ଶହୀଦ

ଶ୍ରୀନଗର,୧୮।୭: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲାର କଣ୍ଟ୍ରୋଲ ଲାଇନ ନିକଟରେ ହଠାତ୍‌ ଗ୍ରେନେଡ ବିସ୍ଫୋରଣ ହୋଇଛି। ଏଥିରେ ଜଣେ ସେନା କ୍ୟାପ୍ଟେନ ଏବଂ ଜଣେ ଜୁନିଅର କମିଶନ ଅଫିସର ଶହୀଦ ହୋଇଛନ୍ତି। ଏହାସହ ସ୍ଥଳ ସେନାର ଆଉ ୪ ଜଣ...

ସୋମବାରୀ ପୂଜା ସମୟରେ ଦଳାଚକଟା, ୨ ମହିଳାଙ୍କ ମୃତ୍ୟୁ…

ସିଓ୍ବାନ,୧୮।୭ : ଶ୍ରାବଣ ମାସର ପ୍ରଥମ ସୋମବାରରେ ବିହାରରେ ଏକ ବଡ ଦୁର୍ଘଟଣା ଘଟିଛି । ଏହି ଘଟଣା ସିୱାନରେ ଏକ ମନ୍ଦିରରେ ଘଟିଥିବାବେଳେ ଏଥିରେ ଦୁଇ ମହିଳାଙ୍କର ମୃତ୍ୟୁ ଘଟିଛି। ଐତିହାସିକ ମହେନ୍ଦ୍ରନାଥ ମନ୍ଦିରରେ ସୋମବାରୀ ପୂଜା ପାଇଁ...

ରାଷ୍ଟ୍ରପତି ନିର୍ବାଚନ, ମତଦାନ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭ : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିଛନ୍ତି। ଏହି ଭୋଟିଂ ପ୍ରକ୍ରିୟାରେ ମୋଟ ୪୮୦୦ ନିର୍ବାଚିତ ଏମ୍‌ପି ଏବଂ ବିଧାୟକ ଅଂଶଗ୍ରହଣ କରୁଛନ୍ତି। ନିର୍ବାଚନରେ...

ସଂସଦ ଏକ ତୀର୍ଥକ୍ଷେତ୍ର, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭ : ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପିମାନଙ୍କୁ ସହଯୋଗ ପାଇଁ ନିବେଦନ କରିଛନ୍ତି। ଏହି ଅଧିବେଶନ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। ବାହାରେ ଗରମ କମୁଛି। ତେବେ ଜଣାନାହିଁ ଅଧିବେଶନରେ କ’ଣ ହେବ।...

ଶୋଭାବର୍ଦ୍ଧକ ଅବା ରାଜନୈତିକ ନୁହେଁ ରାଜ୍ୟପାଳଙ୍କ ପଦବୀ, କହିଲେ ଉପରାଷ୍ଟ୍ରପତି…

ନୂଆଦିଲ୍ଲୀ,୧୮।୭ : ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ତାଙ୍କ କାର୍ଯ୍ୟକାଳ ଶେଷ ହେବାର ପ୍ରାୟ ଏକ ମାସ ପୂର୍ବରୁ ରାଜ୍ୟପାଳମାନଙ୍କୁ ରାଜ୍ୟମାନଙ୍କ ପାଇଁ ମାର୍ଗଦର୍ଶକ ଭାବରେ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ ରାଜ୍ୟପାଳଙ୍କ ପଦବୀ ଶୋଭାବର୍ଦ୍ଧକ ଅବା...

ସକ୍ରିୟ ମାମଲା ଲକ୍ଷେ ୪୪ ହଜାର ଟପିଲା …

ନୂଆଦିଲ୍ଲୀ, ୧୮।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ଘରେ ବିସ୍ଫୋରକ ଗୋଦାମର ପର୍ଦ୍ଦାଫାଶ୍‌…

ଜୟପୁର,୧୮।୭ : ରାଜସ୍ଥାନ ଜୟପୁର ପୋଲିସ କମିଶନରଙ୍କ କ୍ରାଇମ ବ୍ରାଞ୍ଚ ଟିମ ବେଆଇନ ବିସ୍ଫୋରକ ସାମଗ୍ରୀର ଏକ ଗୋଦାମ ଠାବ କରିବାରେ ସଫଳ ହୋଇଛି। ଜୟପୁରର ପଶ୍ଚିମ ଜିଲାର ହରମାଡା ଅଞ୍ଚଳରେ ଥିବା ଏକ ଆବାସିକ ଘରେ ଚଢ଼ାଉ କରିବା...

୧୯ ଜୁଲାଇରେ ୮୨ ପ୍ରାଣୀ ସଞ୍ଜିବନୀ ଆମ୍ବୁଲାନ୍ସ୍‌ ଶୁଭାରମ୍ଭ କରିବେ ସରକାର…

ବେଙ୍ଗାଲୁରୁ,୧୮।୭ : କର୍ନାଟକରେ ରାଜ୍ୟ ସରକାର ପ୍ରାଣୀ ସଞ୍ଜିବନୀ ଆମ୍ବୁଲାନ୍ସ୍‌ ଶୁଭାରମ୍ଭ କରିବେ । ଏନେଇ ରାଜ୍ୟ ପଶୁପାଳନ ମନ୍ତ୍ରୀ ପ୍ରଭୁ ଚୌହ୍ବାନ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ ଗୋହତ୍ୟା ନିୟମ ନିଷେଧାଦେଶ ଲାଗୁ ହେବା ପରେ ଇତିମଧ୍ୟରେ ୨୦...

ଶ୍ରୀଲଙ୍କା ସଙ୍କଟ: କେନ୍ଦ୍ର ଡାକିଲା ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୮ା୭: ଶ୍ରୀଲଙ୍କାରେ ଉପୁଜିଥିବା ରାଜନୈତିକ ଓ ଅର୍ଥନୈତିକ ସଙ୍କଟ ଉପରେ ଆଲୋଚନା ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ରବିବାର ସୂଚନା ଦେଇଛନ୍ତି। ଉକ୍ତ ବୈଠକରେ ଅର୍ଥମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri