ଜାତୀୟ

ରାଇସିନା ରେସ୍‌

ନୂଆଦିଲ୍ଲୀ, ୧୮।୭: ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୫୫(୩) ଅନୁସାରେ ରାଷ୍ଟ୍ରପତି ନିର୍ବାଚନ ଆନୁପାତିକ ପ୍ରତିନିଧିତ୍ୱ ପ୍ରଣାଳୀର ଏକକ ହସ୍ତାନ୍ତରଯୋଗ୍ୟ ମତ ପଦ୍ଧତି ଜରିଆରେ କରାଯାଇଥାଏ। ପଞ୍ଚଦଶ ରାଷ୍ଟ୍ରପତି ନିର୍ବାଚନ ୨୦୨୨ ଜୁଲାଇ ୧୮(ସୋମବାର)ରେ ଅନୁଷ୍ଠିତ ହେଉଛି। ପାର୍ଲାମେଣ୍ଟ ହାଉସ୍‌ରେ ଉଭୟ...

ଆଜି ରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ,୧୮ା୭: ଭାରତର ପଞ୍ଚଦଶ ରାଷ୍ଟ୍ରପତି ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପାଇଁ ହେଉଥିବା ଏହି ବହୁପ୍ରତୀକ୍ଷିତ ନିର୍ବାଚନ ଲାଗି ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପକ୍ଷରୁ ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା...

ଡ୍ୟାମ୍‌ରେ ବୁଡ଼ିଲା ବୋଟ୍‌: ଗୋଟିଏ ପରିବାରର ୮ ମୃତ

କୋଡରମା,୧୭।୭: ଝାଡ଼ଖଣ୍ଡର ଗିରିଡିହ ପଞ୍ଚିଖେରୋ ଡ୍ୟାମ୍‌ରେ ରବିବାର ଏକ ବୋଟ୍‌ ବୁଡ଼ି ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଗିରିଡିହ ଅଞ୍ଚଳର ଏକ ପରିବାର ବୁଲିବା ପାଇଁ ଆସିଥିଲେ। ହେଲେ ରବିବାର ମଧ୍ୟାହ୍ନରେ ପରିବାର ଲୋକେ ଏକ...

ନିର୍ବାଚନ ହାରିବା ପରେ ହୃଦ୍‌ଘାତରେ କଂଗ୍ରେସ ନେତାଙ୍କ ପରଲୋକ

ଭୋପାଳ,୧୭।୭: ମଧ୍ୟପ୍ରଦେଶ ମ୍ୟୁନିସିପାଲିଟି ନିର୍ବାଚନରେ ହାରିବା ପରେ କଂଗ୍ରେସ ନେତା ହରିନାରାୟଣ ଗୁପ୍ତାଙ୍କ ହୃଦଘାତରେ ମୃତ୍ୟୁ ଘଟିଛି। ସେ ରେୱାର ୯ ନମ୍ବର ଓ୍ବାର୍ଡରୁ ପ୍ରତିଦ୍ୱନ୍ଦିତା କରୁଥିଲେ। ତାଙ୍କୁ ସ୍ବାଧୀନ ପ୍ରାର୍ଥୀ ଅଖିଳେଶ ଗୁପ୍ତା ମାତ୍ର ୧୪ ଖଣ୍ଡ ଭୋଟରେ...

ଭାଜପାଠାରୁ ମେୟର ଆସନ ଛଡାଇ ଆଣିଲା ଏଏପି

ଭୋପାଳ,୧୭।୭: ମଧ୍ୟମପ୍ରଦେଶର ସିଙ୍ଗରୌଲି ନଗର ନିଗମ ନିର୍ବାଚନରେ ଆମ୍‌ ଆଦମୀ ପାର୍ଟି(ଏଏପି) ଏକ ଅପ୍ରତ୍ୟାଶିତ ବିଜୟ ହାସଲ କରିଛି। ଏଠାରେ ଏଏପି ପ୍ରାର୍ଥୀ ରାଣୀ ଅଗ୍ରଓ୍ବାଲ ଭାଜପାର ଚନ୍ଦ୍ର ପ୍ରତାପ ବିଶ୍ୱକର୍ମାଙ୍କୁ ୯୩୫୨ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ଏହି...

ଆଇସିଏସ୍‌ଇ ଦଶମ ରେଜଲ୍ଟ ପ୍ରକାଶିତ: ଫଳାଫଳ ଜାଣିବା ପାଇଁ ଆପଣାନ୍ତୁ ଏହି ଉପାୟ

ନୂଆଦିଲ୍ଲୀ,୧୭।୭: କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଏଥର ପାସ ହାର ରହିଛି ୯୯.୯୭ ପ୍ରତିଶତ। ପରୀକ୍ଷାରେ ପୁଅଙ୍କ ତୁଳନାରେ ଝିଅ ପାଇଛନ୍ତି ସଫଳତା।...

ବିରୋଧୀ ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ମାର୍ଗାରେଟ୍‌ ଆଲ୍‌ଭା

ନୂଆଦିଲ୍ଲୀ,୧୭।୭: ଅଗଷ୍ଟ ୬ରେ ହେବାକୁ ଥିବା ଦେଶର ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବିପକ୍ଷ ଦଳ ପକ୍ଷରୁ ରବିବାର ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି। ବରିଷ୍ଠ କଂଗ୍ରେସ ନେତ୍ରୀ ମାର୍ଗାରେଟ୍‌ ଆଲ୍‌ଭାଙ୍କୁ ଉପରାଷ୍ଟ୍ରପତି ଭାବେ ପ୍ରାର୍ଥୀ କରାଯାଇଛି। ଏନେଇ ଏନ୍‌ସିପି ନେତା...

ଦ୍ରୌପଦୀ ମୁର୍ମୁଙ୍କୁ କଟାକ୍ଷ କଲେ ତେଜସ୍ବୀ

ପାଟନା,୧୭।୭: ରାଷ୍ଟ୍ରପତି ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ବିହାର ବିଧାନସଭାର ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଟାର୍ଗେଟ କରିଛନ୍ତି। ରାଷ୍ଟ୍ରପତି ଭବନ ପାଇଁ ମୂର୍ତ୍ତି ସ୍ଥାପନା ନୁହେଁ, ରାଷ୍ଟ୍ରପତିଙ୍କୁ ନିର୍ବାଚିତ କରିବାକୁ ଚାହୁଁ...

ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଶହୀଦ

ପୁଲୱାମା,୧୭।୭: ଦକ୍ଷିଣ କଶ୍ମୀରର ପୁଲୱାମାରେ ସୁରକ୍ଷାବାହିନୀର ଏକ ଟିମ୍‌ ଉପରେ ଆତଙ୍କବାଦୀଙ୍କ ପକ୍ଷରୁ ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ଜଣେ ସିଆରପିଏଫ୍‌ ଯବାନ ଶହୀଦ ହୋଇଛନ୍ତି। ସ୍ଥାନୀୟ ପୋଲିସ ଏବଂ ସିଆରପିଏଫ୍‌ କର୍ମଚାରୀମାନେ ନାକାରେ ଯାଞ୍ଚ କରୁଥିଲେ। ଏହି ସମୟରେ...

ଗୋବର ପରେ ଏବେ ଗୋମୂତ୍ର କିଣିବେ ସରକାର, ଲିଟର ପିଛା ଦାମ ୪ ଟଙ୍କା…

ରାୟପୁର,୧୭।୭ : ଛତିଶଗଡ ଦେଶର ପ୍ରଥମ ରାଜ୍ୟ ହେବାକୁ ଯାଉଛି ଯେଉଁଠାରେ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ସରକାର ଗୋମୂତ୍ର କିଣିବାକୁ ଯାଉଛନ୍ତି। ଗୋମୂତ୍ର କିଣିବା ପାଇଁ ସରକାର ସମ୍ପୂର୍ଣ୍ଣ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି। ଏହି ଯୋଜନାକୁ ଭୁପେଶଙ୍କ କ୍ୟାବିନେଟ...

ଦୁଇ ବ୍ୟକ୍ତି ନୁହେଁ ବୁଇ ବିଚାରଧାରାର ଲଢ଼େଇ, ଭୋଟ ପାଇଁ ଅପିଲ କଲେ ଯଶଓ୍ବନ୍ତ…

ନୂଆଦିଲ୍ଲୀ,୧୭।୭ : ସୋମବାର ଦେଶରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀଦଳଙ୍କ ଦ୍ୱାରା ପ୍ରାର୍ଥୀ ହୋଇଥିବା ଯଶବନ୍ତ ସିହ୍ନା ରବିବାର ସମସ୍ତ ରାଜନୈତିକ ଦଳକୁ ତାଙ୍କୁ ଭୋଟ ଦେବାକୁ ଅନ୍ତିମ ଆବେଦନ କରିଛନ୍ତି। ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ...

ସିଙ୍ଗାପୁର ଯାତ୍ରାକୁ ଅନୁମତି ନ ଦେବା ଅନ୍ୟାୟ, ମୋଦିଙ୍କୁ ଚିଠି ଲେଖିଲେ କେଜ୍ରିଓ୍ବାଲ…

ନୂଆଦିଲ୍ଲୀ,୧୭।୭ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି କହିଛନ୍ତି ଯେ ତାଙ୍କୁ ଭାରତର ପ୍ରତିନିଧିତ୍ୱ କରିବାକୁ ସିଙ୍ଗାପୁର ଯିବାକୁ ଅନୁମତି ନଦେବା ଅନ୍ୟାୟ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri