ଜାତୀୟ

ଅଖିଳେଶଙ୍କୁ ଶିବପାଳଙ୍କ ଚିଠି, ମୁଲାୟମଙ୍କୁ ଆଇଏସ୍‌ଆଇ ଏଜେଣ୍ଟ କହିଥିବା ଯଶଓ୍ବନ୍ତଙ୍କୁ କାହିଁକି ସମର୍ଥନ…

ଲକ୍ଷ୍ନୌ, ୧୬।୭ : ସମାଜବାଦୀ ପାର୍ଟିର ବିଧାୟକ ଶିବପାଲ ସିଂ ଯାଦବ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କୁ ଏକ ଚିଠି ଲେଖି ରାଜନୈତିକ ଉଷ୍ଣତା ବୃଦ୍ଧି କରିଛନ୍ତି। ସେ ଲେଖିଛନ୍ତି ଯେ ଯିଏ ଏସପି ସଂରକ୍ଷକ ମୁଲାୟମ ସିଂ...

ଭାଜପା-ଏଏପି ବାକ୍‌ଯୁଦ୍ଧ ଜାରି, ମୋଦି -କ୍ରେଜିଓ୍ବାଲ ମୁହାଁମୁହିଁ..

ନୂଆଦିଲ୍ଲୀ, ୧୬।୭ : ଭାଜପା ଏବଂ ଆମ ଆଦମୀ ପାର୍ଟି (ଏଏପି) ମଧ୍ୟରେ ବାକ୍‌ଯୁଦ୍ଧ ଜାରି ରହିଛି। ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଟାର୍ଗେଟ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ନିର୍ବାଚନ ପୂର୍ବରୁ ସରକାରଙ୍କ ଦ୍ୱାରା ମାଗଣା...

କେନ୍ଦ୍ର ସରକାରଙ୍କୁ ସିଜେଆଇଙ୍କ କଟାକ୍ଷ, ବିଚାରାଧିନ ମାମଲାର ସଂଖ୍ୟା ବୃଦ୍ଧିର କାରଣ କମ୍‌ ନ୍ୟାୟିକ ନିଯୁକ୍ତି …

ନୂଆଦିଲ୍ଲୀ, ୧୬।୭ : ଭାରତର ପ୍ରଧାନ ବିଚାରପତି (ସିଜେଇ) ଏନ.ଭି ରମନା ନ୍ୟାୟପାଳିକାରେ ବହୁ ସଂଖ୍ୟକ ବିଚାରାଧୀନ ମାମଲା ପାଇଁ କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି ଯେ ସରକାରଙ୍କ ଦ୍ୱାରା ନ୍ୟାୟିକ ପଦବୀ ପୂରଣ କରିବା ଯୋଗୁ...

୮୦-୯୦ ପୂରା ଶହେ ?, ନିଦରୁ ଜାଗନ୍ତୁ ପ୍ରଧାନମନ୍ତ୍ରୀ, ରାହୁଲଙ୍କ କଟାକ୍ଷ …

ନୂଆଦିଲ୍ଲୀ, ୧୬।୭ : ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କଟାକ୍ଷ କରି କହିଛନ୍ତି ଯେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ କୁମ୍ଭକର୍ଣ୍ଣ ନିଦରୁ ଜାଗନ୍ତୁ...

ସନ୍ତାନ ଜନ୍ମ ଦିଅ ଆମେ ପୋଷ୍ୟ ଗ୍ରହଣର ବ୍ୟବସ୍ଥା କରିବୁ, କହିଲେ ହାଇକୋର୍ଟ…

ନୂଆଦିଲ୍ଲୀ, ୧୬।୭ : ଜଣେ ଅବିବାହିତା ମହିଳାଙ୍କୁ ୨୩ ମାସର ଭ୍ରୁଣର ଗର୍ଭପାତ କରାଇବାକୁ ଦିଲ୍ଲୀ ହାଇକୋର୍ଟ ମନା କରି ଦେଇଛନ୍ତି। ଅଦାଲତ କହିଛନ୍ତି, ଏପରି କରିବା ଏକ ଗର୍ଭସ୍ଥ ଶିଶୁକୁ ହତ୍ୟା କରିବା ସହିତ ସମାନ। ମୁଖ୍ୟ ବିଚାରପତି...

କୋର୍ଟରେ ଆଞ୍ଚଳିକ ଭାଷାକୁ ଗୁରୁତ୍ୱ ପ୍ରଦାନ ଜରୁରୀ, ମୌସୁମୀ ଅଧିବେଶରେ ୭୧ ହେବ ଆଇନ ରଦ୍ଦ…

ଜୟପୁର,୧୬।୭ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଶନିବାର ଜୟପୁରରେ କହିଛନ୍ତି ଯେ ନିମ୍ନ ଅଦାଲତ ଏବଂ ହାଇକୋର୍ଟରେ ଆଞ୍ଚଳିକ ତଥା ସ୍ଥାନୀୟ ଭାଷାକୁ ଗୁରୁତ୍ୱପ୍ରଦାନ କରାଯିବା ଉଚିତ। ସେ କହିଛନ୍ତି ଯେ ମାତୃଭାଷାକୁ ଇଂଲିଶ୍‌ଠାରୁ କମ ବିବେଚନା...

ସଂସଦୀୟ କମିଟି ବୈଠକରେ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିପାରେ ଭାଜପା

ନୂଆଦିଲ୍ଲୀ,୧୬।୭: ଦେଶରେ ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୈତିକ ସରଗରମ ରହିଛି। ଶନିବାର ହେବାକୁ ଥିବା ସଂସଦୀୟ କମିଟି ବୈଠକରେ ଉପରାଷ୍ଟ୍ରପତି ପ୍ରାର୍ଥୀ ସମ୍ପର୍କରେ ଭାଜପା ଚୂଡ଼ାନ୍ତ ନିଷ୍ପତ୍ତି ନେଇପାରେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ...

ଦେଢ଼ ଲକ୍ଷ ମୁହାଁ ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୧୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ବିରୋଧୀଙ୍କ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ଏଏପି

ନୂଆଦିଲ୍ଲୀ,୧୬।୭: ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳର ମିଳିତ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କୁ ସମର୍ଥନ କରିବ ଆମ ଆଦମୀ ପାର୍ଟି(ଏଏପି)। ଶନିବାର ଏନେଇ ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂ ଘୋଷଣା କରିଛନ୍ତି। ସେ କହିଛନ୍ତି, ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଆମର...

ବଦଳିବ ଔରଙ୍ଗାବାଦ-ଓସ୍‌ମାନାବାଦର ନାମ

ମୁମ୍ବାଇ,୧୬।୭: ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ଏକନାଥ ଶିିନ୍ଦେ ଔରଙ୍ଗାବାଦ ଏବଂ ଓସ୍‌ମାନାବାଦର ନାମ ପରିବର୍ତ୍ତନ କରିବାକୁ ଘୋଷଣା କରିଛନ୍ତି। ମହାରାଷ୍ଟ୍ର କ୍ୟାବିନେଟର ବୈଠକରେ ଔରଙ୍ଗାବାଦର ନାମ ସମ୍ଭାଜିନଗର ଓ ଓସ୍‌ମାନାବାଦକୁ ଧରାଶିଭ ନାମରେ ନାମିତ କରିବାକୁ ନିଷ୍ପତ୍ତି ନିଆଯାଇଛି। ନଭି...

୨୯୬ କିଲୋମିଟର ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେର ଉଦଘାଟନ କଲେ ମୋଦି

କାନପୁର,୧୬ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାଲୌନରେ ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେର ଉଦଘାଟନ କରିଛନ୍ତି । ଶନିବାର ସକାଳେ ଏକ ସ୍ୱତନ୍ତ୍ର ବିମାନରେ ମୋଦି କାନପୁର ଏୟାର ପୋର୍ଟରେ ପହଞ୍ଚିବା ପରେ ସେଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

ନ୍ୟୁଜ ପୋର୍ଟାଲକୁ ବି କରିବାକୁ ପଡିବ ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୧୬ ।୭: ଡିଜିଟାଲ ମିଡିଆକୁ ନିୟନ୍ତ୍ରଣ କରିବାକୁ ଏବଂ ଖବରକାଗଜ ସହ ସମାନ କରିବାକୁ କେନ୍ଦ୍ର ସରକାର ଏକ ବିଲ ଆଣିବାକୁ ଯାଉଛନ୍ତି । ଏହି ବିଲକୁ ଆଇନଗତ ସ୍ୱୀକୃତି ମିଳିଲେ ଖବରକାଗଜ ପରି ନ୍ୟୁଜ ପୋର୍ଟାଲକୁ ବି ପଞ୍ଜିକରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri