ଜାତୀୟ

ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ୱେର ଲୋକାର୍ପଣ କରିବେ ମୋଦି

ନୂଆଦିଲ୍ଲୀ,୧୬ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ୱେର ଲୋକାର୍ପଣ କରିବାକୁ ଯାଉଛନ୍ତି । ଏହି ରାସ୍ତା ଖୋଲିଯିବା ପରେ ଦିଲ୍ଲୀ, ଲକ୍ଷ୍ନୌ ସହ ବୁନ୍ଦେଲଖଣ୍ଡ ସିଧାସଳଖ ଯୋଡି ହୋଇଯିବ । ଏହି ଲୋକାର୍ପଣ ଉତ୍ସବରେ ଯୋଗ...

ଭଗତ ସିଂଙ୍କୁ ଆତଙ୍କବାଦୀ କହିଲେ ପଞ୍ଜାବ ଏମ୍‌ପି

ଚଣ୍ଡିଗଡ଼, ୧୫ା୭: ସ୍ବାଧୀନତା ସଂଗ୍ରମୀ ଶହୀଦ ଭଗତ ସିଂଙ୍କୁ ଆତଙ୍କବାଦୀ କହି ବିବାଦରେ ପଞ୍ଜାବ ଏମ୍‌ପି ତଥା ଶିରୋମଣି ଅକାଳୀ ଦଳ ନେତା ସିମ୍ରନଜିତ୍‌ ସିଂ ମାନ୍‌। ଭଗତ ସିଂ ଇଂଲିଶ ନୌସେନାର ଜଣେ ଯୁବ ଅଫିସର ଏବଂ ଜଣେ...

ମେହବୁବାଙ୍କ ଭଉଣୀ ରୁବୈୟା ସୟିଦଙ୍କୁ ଅପହରଣ କରିଥିଲେ ୟାସିନ ମଲିକ

ନୂଆଦିଲ୍ଲୀ,୧୫।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଫତି ମହମ୍ମଦ ସୟିଦଙ୍କ ଝିଅ ତଥା ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କ ଭଉଣୀ ରୁବୈୟା ସୟିଦଙ୍କୁ ଜେକେଏଲ୍‌ଏଫ୍‌ର ମୁଖ୍ୟ ୟାସିନ ମଲିକ ଅପହରଣ କରିଥିଲେ। ୧୯୮୯ରେ ହୋଇଥିବା ଅପହରଣ ମାମଲାର ଶୁଣାଣି ସମୟରେ ପ୍ରଥମ...

ଆର୍ମି କ୍ୟାମ୍ପରେ ଫୁଟିଲା ଗୁଳି

ଶ୍ରୀନଗର,୧୫।୭: ଜମ୍ମୁ-କଶ୍ମୀରର ପୁଞ୍ଛ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଞ୍ଛ ଜିଲାର ସୁରାନକୋଟର ଆର୍ମି କ୍ୟାମ୍ପ ଭିତରେ ଗୁଳି ଫୁଟିଛି। ଏହି ଘଟଣାରେ ୨ଜଣ ଯବାନଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳ ୫ଟା ୩୦ରେ ପୁଞ୍ଛର ସୁରାନକୋଟରେ...

ଦେଶ ଛାଡ଼ି ଯାଇପାରିବେନି ପୂର୍ବତନ ପ୍ରଧାନମନ୍ତ୍ରୀ: ପ୍ରତିବନ୍ଧକ ଲଗାଇଲେ କୋର୍ଟ

କଲମ୍ବୋ,୧୫।୭:ଶ୍ରୀଲଙ୍କାର ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେଙ୍କୁ ଦେଶ ଛାଡିବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ସୁପ୍ରିମକୋର୍ଟ। ଶୁକ୍ରବାର ଶ୍ରୀଲଙ୍କା ସୁପ୍ରିମକୋର୍ଟ ଏକ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଛନ୍ତି। ଏଥିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେ ଏବଂ ପୂର୍ବତନ ମନ୍ତ୍ରୀ ବେସିଲ ରାଜପାକ୍ସେଙ୍କୁ...

ଜେଏମ୍‌ଏମ୍‌ର ସମର୍ଥନକୁ ସ୍ବାଗତ କଲେ ଅର୍ଜୁନ ମୁଣ୍ଡା

ରାଞ୍ଚି,୧୫।୭: ଆସନ୍ତା ଜୁଲାଇ ୧୮ରେ ଦେଶରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରାଜନୈତିକ ସରଗରମ ରହିଛି। ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ନିଜ ପାଇଁ ସମର୍ଥନ...

ମଙ୍କିପକ୍ସ ମାମଲା ଚିହ୍ନଟ ପରେ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଗାଇଡ୍‌ଲାଇନ ଜାରି

ନୂଆଦିଲ୍ଲୀ,୧୫।୭: ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢାଇଛି ମଙ୍କିପକ୍ସ ମାମଲା। କେରଳରୁ ଭାରତରେ ପ୍ରଥମ ‘ମଙ୍କିପକ୍ସ’ ମାମଲା ଚିହ୍ନଟ ହୋଇଛି। ଏହାପରେ ସ୍ବାସ୍ଥ୍ୟ ମନ୍ତ୍ରାଳୟ ସତର୍କ ହୋଇଯାଇଛି। ମନ୍ତ୍ରାଳୟ ପକ୍ଷରୁ ଶୁକ୍ରବାର କେତେକ ଗାଇଡ୍‌ଲାଇନ ଜାରି...

କାଉଡିଆ ଯାତ୍ରାକୁ ନେଇ ଗୃହ ମନ୍ତ୍ରାଳୟର ପ୍ରସ୍ତୁତି

ନୂଆଦିଲ୍ଲୀ,୧୫।୭: କାଉଡିଆ ଯାତ୍ରାକୁ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ତେବେ ଯାତ୍ରୀଙ୍କ ସୁରକ୍ଷା ବଢାଇବାକୁ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ସମେତ ଅନ୍ୟ ରାଜ୍ୟଗୁଡ଼ିକୁ ଗୃହ ମନ୍ତ୍ରାଳୟ ନିର୍ଦ୍ଦେଶ ଦେଇଛି। ଏହାସହ ଯାତ୍ରୀଙ୍କର କୌଣସି ଅସୁବିଧା ନ...

ଜୁବୈରଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୧୫।୭: ଅଲ୍ଟ ନ୍ୟୁଜର ସହ-ପ୍ରତିଷ୍ଠାତା ମହମ୍ମଦ ଜୁବୈରଙ୍କୁ ଦିଲ୍ଲୀ ପଟିଆଲା ହାଉସ କୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ପଟିଆଲା କୋର୍ଟ ଏକ ମାମଲାର ଶୁଣାଣି କରି ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଏହା ପୂର୍ବରୁ ଉତ୍ତରପ୍ରଦେଶରେ ହୋଇଥିବା...

ଭୁଶୁଡ଼ିଲା ନିର୍ମାଣଧିନ କୋଠା,୫ ମୃତ

ନୂଆଦିଲ୍ଲୀ,୧୫।୭: ରାଜଧାନୀ ଦିଲ୍ଲୀର ଅଲୀପୁର ଅଞ୍ଚଳରେ ଶୁକ୍ରବାର ନିର୍ମାଣଧିନ କୋଠା ଭୁଶୁଡ଼ି ପଡ଼ିଛି । ଏଥିରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ଏବେବି ଅନେକ ଶ୍ରମିକ ଚାପି ହୋଇ ରହିଥିବା...

ନୂପୁର ଶର୍ମାଙ୍କ ସମର୍ଥନରେ ପୋଷ୍ଟ କରିବା ପଡ଼ିଲା ମହଙ୍ଗା

ଭୋପାଳ,୧୫।୭: ମଧ୍ୟପ୍ରଦେଶର ସେହୋରରେ ନୂପୁର ଶର୍ମାଙ୍କ ସମର୍ଥନରେ ପୋଷ୍ଟ କରିଥିବାରୁ ଜଣେ ଯୁବକଙ୍କୁ ହତ୍ୟା ଧମକ ମିଳିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ କୋତୱାଲୀ ପୋଲିସ ୫ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ଅନ୍ୟପଟେ ଏହି ମାମଲା ସର୍ବସମ୍ମୁଖକୁ...

ମଝି ଆକାଶରେ ଥରିଲା ବିମାନ ଇଞ୍ଜିନ: ଜୟପୁରକୁ ଡାଇଭର୍ଟ, ଯାଞ୍ଚ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୫ା୭: ଇଣ୍ଡିଗୋ ବିମାନର ଇଞ୍ଜିନ୍‌ ଏକ ସେକେଣ୍ଡ ପାଇଁ ଥରିବାରୁ ଦିଲ୍ଲୀରୁ-ବଡ଼ଦୋରା ଯାଉଥିବା ବିମାନକୁ ଜୟପୁର ଡାଇଭର୍ଟ କରାଯାଇଛି। ଯାତ୍ରୀମାନଙ୍କ ପାଇଁ ଏକ ବିକଳ୍ପ ବିମାନର ମଧ୍ୟ ବ୍ୟବସ୍ଥା କରାଯାଇଥିଲା। ଇଣ୍ଡିଗୋ ମୁଖପାତ୍ର କହିଛନ୍ତି, ଦିଲ୍ଲୀରୁ ବଡ଼ଦୋରା ଯାଉଥିବା ଇଣ୍ଡିଗୋ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri