ଜାତୀୟ

ମଝି ଆକାଶରେ ଥରିଲା ବିମାନ ଇଞ୍ଜିନ: ଜୟପୁରକୁ ଡାଇଭର୍ଟ, ଯାଞ୍ଚ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୫ା୭: ଇଣ୍ଡିଗୋ ବିମାନର ଇଞ୍ଜିନ୍‌ ଏକ ସେକେଣ୍ଡ ପାଇଁ ଥରିବାରୁ ଦିଲ୍ଲୀରୁ-ବଡ଼ଦୋରା ଯାଉଥିବା ବିମାନକୁ ଜୟପୁର ଡାଇଭର୍ଟ କରାଯାଇଛି। ଯାତ୍ରୀମାନଙ୍କ ପାଇଁ ଏକ ବିକଳ୍ପ ବିମାନର ମଧ୍ୟ ବ୍ୟବସ୍ଥା କରାଯାଇଥିଲା। ଇଣ୍ଡିଗୋ ମୁଖପାତ୍ର କହିଛନ୍ତି, ଦିଲ୍ଲୀରୁ ବଡ଼ଦୋରା ଯାଉଥିବା ଇଣ୍ଡିଗୋ...

ଭଗବାନ ଶିବଙ୍କ ମୂର୍ତ୍ତି ଭାଙ୍ଗିଦେଲେ ଦୁର୍ବୃତ୍ତ

ଶ୍ରୀନଗର,୧୫।୭: ଜମ୍ମୁକଶ୍ମୀରର ଡୋଡା ଜିଲାରେ ଭଗବାନ ଶିବଙ୍କ ମୂର୍ତ୍ତି ଭଙ୍ଗାଯିବା ଘଟଣା ସାମ୍ନାକୁ ଆସିଛି। କିଛି ଦୁର୍ବୃତ୍ତ ଗୁରୁବାର ବିଳମ୍ବିତ ରାତିରେ ଏକ ମନ୍ଦିରରେ ପ୍ରବେଶ କରି ଭଗବାନ ଶିବଙ୍କ ମୂର୍ତ୍ତିକୁ ଭାଙ୍ଗିଦେଇଛନ୍ତି। ଏନେଇ ଏକ ମାମଲା ରୁଜୁ ହୋଇଛି।...

ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ ମୁଡରେ ଶିନ୍ଦେ: ବଦଳିବନି ଔରଙ୍ଗାବାଦ-ଉସ୍‌ମାନାବାଦର ନାମ

ମୁମ୍ବାଇ,୧୫।୭: ମହାରାଷ୍ଟ୍ରରେ କ୍ଷମତା ଭାର ସମ୍ଭାଳିବା ମାତ୍ରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଉଦ୍ଧବ ଠାକରେ ସରକାରଙ୍କ ନିଷ୍ପତ୍ତି ଉପରେ ରୋକୋ ଲଗାଇବା ଆରମ୍ଭ କରିଛନ୍ତି। ଏହି କ୍ରମରେ ଔରଙ୍ଗାବାଦ ଓ ଉସ୍‌ମାନାବାଦର ନାମ ପରିବର୍ତ୍ତନକୁ ନେଇ ଥିବା ଉଦ୍ଧବଙ୍କ ନିଷ୍ପତ୍ତି...

ଜୁଲାଇ ୨୩ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୧୫।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଆସନ୍ତା ଜୁଲାଇ ୨୩ରେ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବ। ସଂସଦ ଭବନର ସେଣ୍ଟ୍ରାଲ ହଲ୍‌ରେ ବିଦାୟକାଳୀନ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ ଭାରତର ଉପରାଷ୍ଚ୍ରପତି ଏମ. ଭେଙ୍କେୟା ନାଇଡ଼ୁ, ଲୋକ ସଭା ବାଚସ୍ପତି ଓମ...

ସଂସଦ ଭିତରେ ଧାରଣା ମନା

ନୂଆଦିଲ୍ଲୀ,୧୫।୭: ଏଣିକି ସଂସଦ ଭିତରେ ସଦସ୍ୟଙ୍କୁ ଧାରଣା ମନା। ମୌସୁମୀ ଅଧିବେଶନ ପୂର୍ବରୁ ସଂସଦକୁ ନେଇ ପୁଣି ଆଉ ଏକ ନୂଆ ନିୟମ ଜାରି କରାଯାଇଛି। ଏ ନେଇ ରାଜ୍ୟ ସଭା ସାଧାରଣ ସଚିବ ପିସି ମୋଡି ଶୁକ୍ରବାର ଏକ...

ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେଲେ ରାଜଭର

ଲକ୍ଷ୍ନୌ,୧୫।୭: ସୁହେଲଦେବ ଭାରତୀୟ ସମାଜ ପାର୍ଟି(ଏସ୍‌ବିଏସ୍‌ପି)ସଭାପତି ଓମ ପ୍ରକାଶ ରାଜଭର ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ସେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବେ ବୋଲି ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀ କରି...

ବାହୁବଳୀ ନେତାଙ୍କ ବିଧାୟକ ପଦ ବି ଗଲା

ପାଟନା,୧୫।୭: ବିହାରର ମୋକମାର ଆରଜେଡି ବିଧାୟକ ଅନନ୍ତ ସିଂଙ୍କୁ ନିଷିଦ୍ଧ ଆଧୁନିକ ଅସ୍ତ୍ର ଏକେ-୪୭ ରଖିବା ଏବଂ ହ୍ୟାଣ୍ଡ ଗ୍ରେନେଡ ଜବତ ମାମଲାରେ ୧୦ ବର୍ଷ ଜେଲ ଦଣ୍ଡାଦେଶ ହୋଇଥିଲା। ଏହି ଦଣ୍ଡାଦେଶ ପରେ ଏବେ ତାଙ୍କ ବିଧାୟକ ପଦ...

୨୦ ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ,୧୫।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୦୩୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୭ଜଣଙ୍କର ମୃତ୍ୟୁ ଘଟିଛି। ନୂତନ...

‘ଯୌନ ଉତ୍ପୀଡ଼ନ’ ବଦଳରେ ‘ଗୋଗୋଇ’ କୁହ

ନୂଆଦିଲ୍ଲୀ,୧୫।୭: ଲୋକ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ କେତେକ ଶବ୍ଦକୁ ‘ଅସଂସଦୀୟ’ ଦର୍ଶାଇ ସେଗୁଡ଼ିକ ଉପରେ କଟକଣା ଜାରି କରାଯାଇଥିବାବେଳେ ଉକ୍ତ ବୁକ୍‌ଲେଟ୍‌କୁ ନେଇ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ମହୁଆ ମୋଇତ୍ର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ପଶ୍ଚିମବଙ୍ଗର କ୍ରିଷ୍ଣାନଗର...

ଅସନ୍ତୋଷ ବ୍ୟକ୍ତକଲେ ସିଜେଆଇ

ନୂଆଦିଲ୍ଲୀ,୧୫ା୭:ଆପଣ ଯଦି ପ୍ରତିଦିନ ଗୋଟିଏ ଲେଖାଏ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ କରିବେ ତେବେ ସେଗୁଡ଼ିକର ଶୁଣାଣି ପାଇଁ ଆମକୁ ଏକ ସ୍ବତନ୍ତ୍ର କୋର୍ଟ ପ୍ରତିଷ୍ଠା କରିବାକୁ ପଡ଼ିବ। ଦେଶର ସମସ୍ତ ସ୍କୁଲରେ ଗୋଟିଏ ଡ୍ରେସ୍‌ କୋଡ୍‌ ଲାଗୁ ପାଇଁ...

ଭାରତରେ ୨ ବିଲିୟନ ଡଲାର ନିବେଶ କରିବ ୟୁଏଇ

ନୂଆଦିଲ୍ଲୀ, ୧୪ା୭: ମିଳିତ ନିବେଶ, କାରବାର ସମେତ ଦକ୍ଷିଣ ଏସିଆ ଓ ମଧ୍ୟପ୍ରାଚ୍ୟରେ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଭାରତ, ଇସ୍ରାଏଲ, ଆମେରିକା ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ମଧ୍ୟରେ ଗୁରୁବାର ପ୍ରଥମ ଆଇ୨ୟୁ୨ ସମ୍ମିଳନୀ ଭର୍ଚୁଆଲ ମାଧ୍ୟମରେ...

ବିବାଦରେ ଅସଂସଦୀୟ ଶବ୍ଦାବଳୀ

ନୂଆଦିଲ୍ଲୀ,୧୫ା୭:ଜୁମ୍‌ଲାଜୀବୀ, ବାଲ ବୁଦ୍ଧି, କୋଭିଡ୍‌ ସ୍ପ୍ରେଡର୍‌, ଛଳନାକାରୀ, ନିକମ୍ମା, ଦୋହରା ଚରିତ୍ର, ଡିଣ୍ଡିମ ପିଟିବା, କାଲ ସରକାର ଇତ୍ୟାଦି ଇତ୍ୟାଦି। ପାର୍ଲାମେଣ୍ଟରେ ଗୃହକାର୍ଯ୍ୟ ଚାଲିଥିବାବେଳେ ସଦସ୍ୟମାନେ ବେଳେବେଳେ ଏପରି ଶବ୍ଦ ବା ବାକ୍ୟ ବ୍ୟବହାର କରିଥାଆନ୍ତି, ଯାହାକୁ ପରେ ସଦନର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri