ଜାତୀୟ

ଦୁର୍ବଳ ହେଉଛି ଟଙ୍କା

ନୂଆଦିଲ୍ଲୀ,୧୫ା୭:ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରାର ମୂଲ୍ୟ କ୍ରମାଗତ ହ୍ରାସ ପାଇବାରେ ଲାଗିଛି। ଏପରିକି ଲଗାତର ୪ର୍ଥ କାର୍ଯ୍ୟଦିବସ ଗୁରୁବାରରେ ଟଙ୍କାର ମୂଲ୍ୟ ଦୁର୍ବଳ ହୋଇ ୭୯.୮୮ ଟଙ୍କାରେ ପହଞ୍ଚତ୍ଛି। ଭାରତୀୟ ପୁଞ୍ଜି ବଜାରରୁ ବିଦେଶୀ ନିବେଶକମାନେ ଅର୍ଥ ଉଠାଇ...

ଭାରତରେ ପ୍ରଥମ ବିରଳ ବ୍ଲଡ୍‌ଗ୍ରୁପ୍‌

ଅହମ୍ମଦାବାଦ, ୧୫ା୭:ଗୁଜରାଟର ରାଜକୋଟରୁ ଜଣେ ୬୫ ବର୍ଷୀୟ ବୃଦ୍ଧଙ୍କ ଶରୀରରେ ଏକ ପ୍ରକାର ବିରଳ ବ୍ଲଡ୍‌ଗ୍ରୁପ୍‌ ଚିହ୍ନଟ ହୋଇଛି। ଏହା ‘ଇଏମ୍‌ଏମ୍‌ ନେଗେଟିଭ୍‌’ ଭାବେ ଜଣା। ଅନ୍ୟ ୪ ବ୍ଲଡ୍‌ ଗ୍ରୁପ୍‌ ଏ, ବି, ଓ, ଏବିଠାରୁ ଏହା ସମ୍ପୂର୍ଣ୍ଣ...

ବିବାଦରେ ବିହାର ପୋଲିସ ଅଧିକାରୀ

ପାଟନା,୧୪।୭: ବିହାରର ଜଣେ ବରିଷ୍ଠ ପୋଲିସ ଅଧିକାରୀ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ ଏକ ଆତଙ୍କବାଦୀ ସଙ୍ଗଠନ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ସହ ତୁଳନା କରି ବିବାଦୀୟ ହୋଇଛନ୍ତି। ପାଟନାରୁ ପିଏଫ୍‌ଆଇ ସହ ଜଡ଼ିତ ଦୁଇ ଆତଙ୍କବାଦୀ...

କେରଳରେ ଚିହ୍ନଟ ହେଲା ଦେଶର ପ୍ରଥମ ‘ମଙ୍କିପକ୍ସ’

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ଏପଟେ ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’ ମାମଲା। କେରଳର କୋଲ୍ଲମରୁ ଭାରତରେ ପ୍ରଥମ ‘ମଙ୍କିପକ୍ସ’ର ମାମଲା ଚିହ୍ନଟ ହୋଇଛି । ୟୁଏଇରୁ କେରଳ ଫେରିଥିବା ଜଣେ ବ୍ୟକ୍ତିଙ୍କ ନିକଟରେ ‘ମଙ୍କିପକ୍ସ’ର ଲକ୍ଷଣ ଦେଖାଯାଇଥିଲା।...

ଦ୍ରୌପଦୀଙ୍କୁ ଜେଏମ୍‌ଏମ୍‌ର ସମର୍ଥନ

ରାଞ୍ଚି,୧୪।୭: ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)। ଦଳର କେନ୍ଦ୍ରୀୟ ଅଧ୍ୟକ୍ଷ ଶିବୁ ସୋରେନ ଏନେଇ ସମସ୍ତ ଏମ୍‌ପି ଏବଂ ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି ଯେ,...

ଜାହାଙ୍ଗୀରପୁରୀ ହିଂସା ମାମଲା: କୋର୍ଟରେ ୨ ହଜାର ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୧୪।୭: ଜାହାଙ୍ଗୀରପୁରୀ ହିଂସା ମାମଲାରେ ଗୁରୁବାର ଦିଲ୍ଲୀ ପୋଲିସ ରୋହିଣୀ କୋର୍ଟରେ ୨୦୬୩ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଛି। ମୋଟ ୩୭ ଅଭିଯୁକ୍ତଙ୍କ ବିରୋଧରେ ଏହି ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଏହି ଚାର୍ଜଶିଟ୍‌ରେ ଅଭିଯୁକ୍ତଙ୍କ ବିରୋଧରେ ହତ୍ୟା, ଦଙ୍ଗା, ଆକ୍ରମଣ,...

ମହାରାଷ୍ଟ୍ରରେ ଗଡ଼ିବ ବୁଲେଟ୍‌ ଟ୍ରେନ୍‌

ମୁମ୍ବାଇ,୧୪ା୭: ମୁମ୍ବାଇ-ଅହମ୍ମଦାବାଦ ବୁଲେଟ ଟ୍ରେନ୍‌ ପ୍ରକଳ୍ପକୁ ତ୍ୱରାନ୍ବିତ କରିବାକୁ ମହାରାଷ୍ଟ୍ର ସରକାର ସମସ୍ତ ଅନୁମୋଦନ ଦେଇଛନ୍ତି। ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ଗୁରୁବାର ଏହି ସୂଚନା ଦେଇଛନ୍ତି। ରାଜ୍ୟ କ୍ୟାବିନେଟ ବୈଠକ ପରେ ଏକ ଖବରଦାତା ସମ୍ମିଳନୀରେ ଦେବେନ୍ଦ୍ର କହିଛନ୍ତି,...

ମାଲିକାଣୀଙ୍କୁ ଝୁଣି ମାଂସ ଖାଇଗଲା ପୋଷା କୁକୁର

ଲକ୍ଷ୍ନୌ,୧୪।୭: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପୋଷା କୁକୁର ନିଜ ମାଲିକାଣୀଙ୍କୁ କାମୁଡି ତାଙ୍କ ମାଂସ ଖାଇଯାଇଛି। ଏଥିପାଇଁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ମୃତ ମହିଳା ଜଣଙ୍କ ହେଲେ ୮୦ ବର୍ଷିୟା...

ପାଗ ଖରାପ ଯୋଗୁ ପୁଣି ବାତିଲ ହେଲା ଅମରନାଥ ଯାତ୍ରା

ଶ୍ରୀନଗର,୧୪।୭: ଖରାପ ପାଗ ଯୋଗୁ ଗୁରୁବାର ପୁଣିଥରେ ଅମରନାଥ ଯାତ୍ରାକୁ ସାମୟିକ ସ୍ଥଗିତ ରଖାଯାଇଛି।। ଉଭୟ ପହଲଗାମ ଓ ବାଲତଲ ମାର୍ଗ ଦେଇ ନୂଆ ବ୍ୟାଚକୁ ଯିବାକୁ ଅନୁମତି ଦିଆଯାଇନାହିଁ । ଗତ ଶୁକ୍ରବାର ଅମରନାଥ ଗୁମ୍ଫା ନିକଟରେ ବାଦଲଫଟା...

ଦ୍ରୌପଦୀ ମୁର୍ମୁଙ୍କ ବିଜୟକୁ ନେଇ ଭାଜପା ଆଶ୍ୱସ୍ତ, ବିଜୟୀ ଘୋଷଣା ହେବା ପରେ ସାରା ଦେଶର ଆଦିବାସୀ ଗାଁରେ ପାଳନ ହେବ ଉତ୍ସବ

ନୂଆଦିଲ୍ଲୀ,୧୪ ।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କ ବିଜୟକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଏକ ପ୍ରକାର ଆଶ୍ୱସ୍ତ ରହିଛି । ଯେମିତି ସେ ବିଜୟୀ ଘୋଷିତ ହେବେ ତା’ପରେ ପରେ ସାରା ଦେଶରେ ଉତ୍ସବ ପାଳନ...

ମହାରାଷ୍ଟ୍ରରେ ୫ ଟଙ୍କା କମିଲା ପେଟ୍ରୋଲ ଦାମ…

ମୁମ୍ବାଇ,୧୪।୭ : ମୁଖ୍ୟମନ୍ତ୍ରୀ ହେବାର କିଛି ଦିନ ମଧ୍ୟରେ ଏକନାଥ ଶିନ୍ଦେ ମହାରାଷ୍ଟ୍ରର ଜନସାଧାରଣଙ୍କୁ ଉପହାର ଦେଇଛନ୍ତି। ରାଜ୍ୟରେ ପେଟ୍ରୋଲ ଦାମକୁ ଲିଟରପିଛା ୫ ଟଙ୍କା କମାଇଛନ୍ତି। ଗୁରୁବାର ମୁମ୍ବାଇରେ ଶିନ୍ଦେ ଏନେଇ ଘୋଷଣା କରିଛନ୍ତି। ସେହିପରି ଡିଜେଲ ଦାମ୍‌...

ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ ହସ୍ପିଟାଲରେ ଭର୍ତ୍ତି…

ଚେନ୍ନାଇ,୧୪।୭ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜୁଲାଇ ୧୨ରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ହସ୍ପିଟାଲ ପକ୍ଷରୁ ପ୍ରକାଶ ପାଇଥିବା ବୁଲେଟିନ୍‌ ଅନୁସାରେ ଷ୍ଟାଲିନ୍‌ଙ୍କଠାରେ ଦେଖାଦେଇଥିବା କରୋନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri