ଜାତୀୟ

ସୋନିଆ ଇଡିରେ ହାଜର ହେବା ଦିନ ଦେଶବ୍ୟାପି ଆନ୍ଦୋଳନ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୪ ।୭: ବହୁ ଚର୍ଚ୍ଚିତ ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦ୍ୱାରା ସମନ ପଠାଯିବାକୁ ବିରୋଧ କରି କଂଗ୍ରେସ ସାରା ଦେଶରେ ଆନ୍ଦୋଳନ କରିବାର ଯୋଜନା କରିଛି । ବୁଧବାର ଦଳୀୟ ବୈଠକରେ...

ସକ୍ରିୟ ମାମଲା ଲକ୍ଷେ ୩୬ ହଜାର ଟପିଲା…

ନୂଆଦିଲ୍ଲୀ, ୧୪।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ଦ୍ରୌପଦୀଙ୍କୁ ସମର୍ଥନ କରିବାକୁ ଉଦ୍ଧବଙ୍କ ଉପରେ ଚାପ ପକାଉଛି ଭାଜପା: ଯଶୱନ୍ତ

ନୂଆଦିଲ୍ଲୀ,୧୪ ।୭: ରାଷ୍ଟ୍ରପତି ନିର୍ବାଚନର ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଶିବସେନା ସମର୍ଥନ ଦେବା ଘୋଷଣା କରିବା ପରେ ବିରୋଧି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଏହି ପ୍ରତିକ୍ରିୟାରେ ସେ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ...

୯୨ ପ୍ରତିଶତ ଭାରତୀୟ ନେଇ ନାହାନ୍ତି ବୁଷ୍ଟର ଡୋଜ୍‌…

ନୂଆଦିଲ୍ଲୀ,୧୪।୭ : କରୋନା ମହାମାରୀ ସଂକ୍ରମଣ ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ୧୦ ହଜାରରୁ ଅଧିକ ନୂତନ ମାମଲା ରିପୋର୍ଟ କରାଯାଉଛି। ଏଥି ସହିତ ଟିକାକରଣ ବିଷୟରେ ଆଶ୍ଚର୍ଯ୍ୟଜନକ ଆକଳନ ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ,...

ଉଦ୍ଧବ ସାଇଡ୍‌ଲାଇନ୍‌ !, ସମର୍ଥନ ପରେ ବି ଦ୍ରୌପଦୀଙ୍କୁ ଭେଟିବାର ସୁଯୋଗ ନାହିଁ…

ମୁମ୍ବାଇ,୧୪।୭ : ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନ ଘୋଷଣା କରିଥିବା ଶିବସେନାର ଉଦ୍ଧବ ଠାକରେଙ୍କ ଗୋଷ୍ଠୀ ଏକ ବଡ଼ ଅଡୁଆ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ଖବର ମୁତାବକ, ଦଳ ମୁଖ୍ୟ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଶିବସେନା ସଦସ୍ୟମାନଙ୍କୁ ଦ୍ରୌପଦୀଙ୍କୁ...

ବର୍ଷା ପାଇଁ କାଦୁଅରେ ଗାଧୋଇଲେ ବିଧାୟକ

ଲକ୍ଷ୍ନୌ, ୧୪।୭: ଉତ୍ତର ପ୍ରଦେଶର ମହାରାଜଗଞ୍ଜରୁ ଏକ ବିଚିତ୍ର ଘଟଣା ସାମ୍‌ନାକୁ ଆସିଛି। ଇନ୍ଦ୍ର ଦେବତାକୁ ପ୍ରସନ୍ନ କରିବା ପାଇଁ ଗ୍ରାମବାସୀ ଭାଜପା ବିଧାୟକ ଜୟ ମଙ୍ଗଲ କାନୋଜିଆ ଓ ମହାନଗର ପରିଷଦ ଅଧ୍ୟକ୍ଷ କ୍ରିଷ୍ଣା ଗୋପାଳ ଜୈସ୍ବାଲଙ୍କୁ କାଦୁଅରେ...

ପହାଡଗଞ୍ଜ ହୋଟେଲରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୧୪ ।୭: ରାଜଧାନୀ ଦିଲ୍ଲୀର ପହାଡଗଞ୍ଜରେ ଥିବା ରୋମା ଡିଲକ୍ସ ହୋଟେଲରେ ଗୁରୁବାର ସକାଳ ପ୍ରାୟ ୪ଟା ସମୟରେ ନିଆଁ ଲାଗିଯାଇଛି । ଏହାର ଦ୍ୱିତୀୟ ମହଲାରେ ଥିବା ଏକ କୋଠରିରେ ନିଆ ଲାଗିଯାଇଛି । ଖବରପାଇ ଦମକଳ ବାହିନୀର...

ବୈଶ୍ୱିକ ଲିଙ୍ଗଗତ ବ୍ୟବଧାନ ରିପୋର୍ଟ:୧୩୫ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ, ୧୪ା୭: ଭାରତରେ ଲିଙ୍ଗଗତ ବ୍ୟବଧାନ ଉଦ୍‌ବେଗଜନକ ଭାବେ ବଢ଼ିଚାଲିଛି। ଓ୍ବାଲର୍‌ଡ ଇକୋନୋମିକ ଫୋରମ (ଡବ୍ଲ୍ୟୁଇଏଫ୍‌)ର ଜେଣ୍ଡର ଗ୍ୟାପ୍‌ ରିପୋର୍ଟ-୨୦୨୨ରେ ୧୪୬ ଦେଶ ମଧ୍ୟରୁ ଭାରତ ୧୩୫ ତମ ସ୍ଥାନରେ ରହିଛି। ୦ରୁ ୧ ସ୍କେଲରେ ଭାରତର ସ୍କୋର ୦.୬୨୯...

ବିପର୍ଯ୍ୟୟ ଆଣିଲା ମୌସୁମୀ ବର୍ଷା

ମୁମ୍ବାଇ/ଅହମ୍ମଦାବାଦ ୧୪ା୭: ଦେଶର ବିଭିନ୍ନ ସ୍ଥାନର ମୌସୁମୀଜନିତ ବର୍ଷା ଜଳପ୍ରଳୟ ସୃଷ୍ଟି କରିଛି। ଏକାଧିକ ରାଜ୍ୟରେ ବନ୍ୟା ଯୋଗୁ ଶତାଧିକ ଜୀବନ ହାନି ହେବା ସହ ହଜାର ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି। ଗତ ୧୦ ଦିନରେ...

ଦମ୍ପତିଙ୍କଠାରୁ ମିଳିଲା ୪୫ ପିସ୍ତଲ

ନୂଆଦିଲ୍ଲୀ, ୧୪ା୭: ଦିଲ୍ଲୀସ୍ଥିତ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୁଧବାର ଏକ ଭାରତୀୟ ଦମ୍ପତିଙ୍କ ନିକଟରୁ ୪୫ ପିସ୍ତଲ ଜବତ ହୋଇଛି। ଘଟଣାରେ ଉଭୟଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଜଗଜିତ୍‌ ସିଂ ଏବଂ ଯଶବିନ୍ଦର ସିଂ। ନ୍ୟାଶନାଲ ସିକ୍ୟୁରିଟି...

ପୋଲିସ ଉପରେ କରିଥିବା ଆକ୍ରମଣର ଭିଡିଓ ଭାଇରାଲ କଲା ଆତଙ୍କବାଦୀ ସଙ୍ଗଠନ

ଜମ୍ମୁ,୧୪ ।୭: ଶ୍ରୀନଗରର ଲାଲ ବଜାରରେ ମଙ୍ଗଳବାର ଜମ୍ମୁ-କଶ୍ମୀର ପୋଲିସ ଉପରେ ଆତଙ୍କବାଦୀଙ୍କ ଦ୍ୱାରା କରାଯାଇଥିବା ଆକ୍ରମଣ ଘଟଣାର ଭିଡିଓ ଏକ ଆତଙ୍କବାଦୀ ସଙ୍ଗଠନ ଜାରି କରିଛି । ୩୯ ସେକେଣ୍ଡର ଏହି ଭିଡିଓକୁ ବଡି କ୍ୟାମେରା ସାହାଯ୍ୟରେ ରେକର୍ଡ...

କାଉଡିଆ ବେଶରେ ଡ୍ୟୁଟି କରିବେ ପୋଲିସ

ହରିଦ୍ୱାର,୧୪ ।୭: ଗୁରୁବାରଠାରୁ ଆରମ୍ଭ ହେଉଛି କାଉଡି ଯାତ୍ରା । ଏଥିଲାଗି ପୋଲିସ ଓ ପ୍ରଶାସନ ପ୍ରସ୍ତୁତ ହୋଇ ସାରିଛନ୍ତି । କାଉଡିଆ ଯାତ୍ରାକୁ ନେଇ ବିଭିନ୍ନ ସ୍ଥାନରେ ସିସିଟିଭି କ୍ୟାମେର ଲଗାଯାଇଛି । ଏଥର ହରିଦ୍ୱାରରେ କାଉଡିଆ ଯାତ୍ରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri