ଜାତୀୟ

ସିଦ୍ଧୁ ମୁସେୱାଲା ହତ୍ୟା ମାମଲା: ଜେଲ ଭିତରେ ଅଭିଯୁକ୍ତଙ୍କ ଉପରେ ଆକ୍ରମଣ

ଲୁଧିଆନା,୧୦ ।୭: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲା ହତ୍ୟା ମାମଲାର ଅଭିଯୁକ୍ତ ସତବୀର ସିଙ୍କ ଉପରେ ଜେଲ ଭିତରେ ଆକ୍ରମଣ ହୋଇଛି । ଲୁଧିଆନା ସେଣ୍ଟ୍ରାଲ ଜେଲରେ ବନ୍ଦ ଥିବା ସତବୀରଙ୍କ ଉପରେ ସନ୍ଦିଗ୍ଧ ଶୁଟରଙ୍କୁ କାରରେ ନେଇ ସତବୀର...

ଦେବଦୂତ ପାଲଟିଲେ ସେନା, ପାଣି କାଦୁଅରୁ ୫ ଜଣ ଜୀବନ୍ତ ଉଦ୍ଧାର

ଜମ୍ମୁ/ଶ୍ରୀନଗର,୧୦ ।୭: ଅମରନାଥ ଗୁମ୍ଫା ନିକଟରେ ବାଦଲ ଫଟା ବର୍ଷା ହେବା ଫଳରେ ପାହାଡରୁ ଅତଡା ଖସି ତୀର୍ଥ ଯାତ୍ରୀଙ୍କ ତମ୍ବୁକୁ ଭସାଇ ନେଇଥିଲା । ଫଳରେ ମାଟି କାଦୁଅରେ ଅନେକ ଲୋକ ପୋତିହୋଇ ପଡିଥିଲେ । ତୁରନ୍ତ ଉଦ୍ଧାରକାରୀ...

ହିନ୍ଦୁ ଦେବୀଦେବତାଙ୍କଠାରେ ଭକ୍ତି ଥିବା ଅନ୍ୟ ଧର୍ମର ବ୍ୟକ୍ତିଙ୍କୁ ମନ୍ଦିରରେ ପ୍ରବେଶ ଅନୁମତି ଦେବା ଉଚିତ, କହିଲେ ହାଇକୋର୍ଟ…

ଚେନ୍ନାଇ, ୯।୭ :ହିନ୍ଦୁ ଦେବୀଦେବତାଙ୍କଠାରେ ଭକ୍ତି ଥିବା ଅନ୍ୟ ଧର୍ମର ବ୍ୟକ୍ତିଙ୍କୁ ମନ୍ଦିରରେ ପ୍ରବେଶ ଅନୁମତି ଦେବା ଉଚିତ ବୋଲି ମାଡ୍ରାସ ହାଇକୋର୍ଟ ଏଭଳି ମନ୍ତବ୍ୟ ପ୍ରଦାନ କରିଛନ୍ତି। ବିଚାରପତି ପି.ଏନ୍‌. ପ୍ରକାଶ ଏବଂ ଆର୍‌.ହେମଲତାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ...

ଏଲପିଜି ଦାମରେ ୧୫୭ ପ୍ରତିଶତ ବୃଦ୍ଧି, ଏବେ ଆଉ ଆଗକୁ ଯାଅ ନାହିଁ, କହିଲେ ରାହୁଲ…

ନୂଆଦିଲ୍ଲୀ, ୯।୭ : ଦେଶର ଦରଦାମ୍‌ ବୃଦ୍ଧି ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ ଗାନ୍ଧି ଟୁଇଟ କରି କହିଛନ୍ତି ଯେ ଭାଜପା ସରକାରଙ୍କ ଶାସନରେ ଗ୍ୟାସ ସିଲିଣ୍ଡରର ମୂଲ୍ୟ...

ଦିଲ୍ଲୀ ନଗର ନିଗମ ଓ୍ବାର୍ଡର ପରସିମନ ପାଇଁ ୩ ଜଣିଆ କମିଟି, ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ପଦକ୍ଷେପ…

ନୂଆଦିଲ୍ଲୀ, ୯।୭ : ଦିଲ୍ଲୀର ନଗର ନିଗମ ୱାର୍ଡର ସୀମା ନିର୍ଦ୍ଧାରଣ ପାଇଁ କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ତିନି ଜଣିଆ କମିଟି ଗଠନ କରିଛନ୍ତି। ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେଶନ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ଏହି କମିଟିର...

ଜଗନ ମୋହନ ଓ୍ବାଇଏସ୍‌ଆର କଂଗ୍ରେସର ଆଜୀବନ ଅଧ୍ୟକ୍ଷ ନିର୍ବାଚିତ…

ହାଇଦ୍ରାବାଦ୍‌, ୯।୭ : ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଓ୍ବାଇଏସ ଜଗନ ମୋହନ ରେଡ୍ଡୀ ଶନିବାର ଓ୍ବାଇଏସ୍‌ଆର କଂଗ୍ରେସର ଆଜୀବନ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ବର୍ତ୍ତମାନ ସେ ଜୀବନସାରା ଓ୍ବାଇଏସ୍‌ଆର କଂଗ୍ରେସର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବେ। ଅମରାବତୀରେ ଆୟୋଜିତ ଦଳର ଦୁଇ...

ଧର୍ମନିରପେକ୍ଷତା ଭରି ରହିଛି ଆମ ରକ୍ତରେ, କହିଲେ ଉପରାଷ୍ଟ୍ରପତି…

ନୂଆଦିଲ୍ଲୀ, ୯।୭ : ଭାରତକୁ ବିଶ୍ୱର ସବୁଠାରୁ ସହନଶୀଳ ଦେଶ ଭାବେ ବର୍ଣ୍ଣନା କରି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଶନିବାର କହିଛନ୍ତି ଯେ କୌଣସି ସରକାର କିମ୍ବା ଦଳ ଯୋଗୁଁ ଦେଶରେ ଧର୍ମନିରପେକ୍ଷତା ସୁରକ୍ଷିତ ରହିନାହିଁ। ଏହା ଲୋକଙ୍କ ରକ୍ତରେ...

ରାଷ୍ଟ୍ରପତି ହେଲେ କଶ୍ମୀର ସମସ୍ୟାର ସମାଧାନ କରିବାକୁ କହିଲେ ଯଶଓ୍ବନ୍ତ…

ଶ୍ରୀନଗର, ୯।୭ : ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା କଶ୍ମୀର ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ଶନିବାର ଯଶଓ୍ବନ୍ତ ସିହ୍ନା କହିଛନ୍ତି ଯେ ଯଦି ନିର୍ବାଚିତ ହୁଅନ୍ତି ତେବେ ସେ କଶ୍ମୀର ସମସ୍ୟାର ସ୍ଥାୟୀ ସମାଧାନ ଏବଂ...

ଅକ୍ଟୋବରରେ ଦରଦାମ୍‌ ବୃଦ୍ଧିରୁ ମିଳିପାରେ ମୁକ୍ତି, ଆରବିଆଇ ଗଭର୍ନରଙ୍କ ସୂଚନା…

ନୂଆଦିଲ୍ଲୀ, ୯।୭ : ଅକ୍ଟୋବର ୨୦୨୨ରୁ ସାଧାରଣ ଲୋକ ଦରଦାମ୍‌ ବୃଦ୍ଧିରୁ ମୁକ୍ତି ପାଇବେ ବୋଲି ଆଶା କରାଯାଉଛି। ଏସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ)ର ଗଭର୍ନର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୨୦୨୨-୨୩...

ଫାରୁକ ଅବଦୁଲ୍ଲା-ମେହବୁବା ସବୁଠାରୁ ବଡ ଦେଶଭକ୍ତ, କହିଲେ ଯଶଓ୍ବନ୍ତ…

ଶ୍ରୀନଗର, ୯।୭ : ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ସମର୍ଥନ ସଂଗ୍ରହ ପାଇଁ ଶନିବାର ଜମ୍ମୁ-କଶ୍ମୀରରେ ପହଞ୍ଚଛନ୍ତି। ଗଣମାଧ୍ୟମ ସାମ୍ନାରେ ସିହ୍ନା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଏବଂ ମେହବୁବା ମୁଫତିଙ୍କୁ ସବୁଠାରୁ ବଡ ଦେଶଭକ୍ତ...

ମୁଲାୟମଙ୍କ ଦ୍ୱିତୀୟ ସ୍ତ୍ରୀ ସାଧନାଙ୍କ ପରଲୋକ …

ଲକ୍ଷ୍ନୌ, ୯।୭ : ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମୈନପୁରୀ ଏମ୍‌ପି ମୁଲାୟମ ସିଂ ଯାଦବଙ୍କ ଦ୍ୱିତୀୟ ସ୍ତ୍ରୀ ସାଧନା ଗୁପ୍ତାଙ୍କର ଗୁରୁଗାଓଁ ସ୍ଥିତ ମେଦାନ୍ତ ହସ୍ପିଟାଲରେ ପରଲୋକ ଘଟିଛି। ଗତ ସପ୍ତାହରେ ବ୍ଲଡ ସୁଗାର ବୃଦ୍ଧି ସମେତ ଅନ୍ୟାନ୍ୟ...

ପ୍ରତିରକ୍ଷା ରପ୍ତାନୀରେ ଭାରତର ରେକର୍ଡ, ଗୋଟିଏ ବର୍ଷରେ ୧୩ ହଜାର କୋଟି ଛୁଇଁଲା…

ନୂଆଦିଲ୍ଲୀ, ୯।୭ : ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ଭାରତର ପ୍ରୟାସ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବିଶେଷ କରି ଘରୋଇ ଟେକ୍ନୋଲୋଜିର ବିକାଶ ଏବଂ ଏହାକୁ ବିଶ୍ୱସ୍ତରୀୟ କରିବା ଉଦ୍ୟମ ଅନ୍ତର୍ଗତ ଦେଶର ପ୍ରତିରକ୍ଷା କ୍ଷେତ୍ର କ୍ରମାଗତ ଭାବେ ଅଗ୍ରଗତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri