ଜାତୀୟ

ଉପୁଡିଲା ୨୫୦ ବର୍ଷ ପୁରୁଣା ଗଛ: ଜଣେ ମୃତ, ୨୩ ଆହତ

ଚଣ୍ଡିଗଡ,୮।୭: ଚଣ୍ଡିଗଡ଼ରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ହୋଇଛି। ସେକ୍ଟର ୯ର କାର୍ମେଲ କନଭେଣ୍ଟ ସ୍କୁଲରେ ଏକ ୨୫୦ ବର୍ଷ ପୁରୁଣା ଓସ୍ତ ଗଛ ଉପୁଡିପଡିଥିଲା। ଏଥିରେ ଜଣେ ପିଲାଙ୍କ ମୃତ୍ୟୁ ହୋଇଥିବାବେଳେ ୧୩ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ...

ମହମ୍ମଦ ଜୁବୈରଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୮।୭: ଅଲ୍ଟ ନ୍ୟୁଜ ସହ-ପ୍ରତିଷ୍ଠାତା ତଥା ଖବରଦାତା ମହମ୍ମଦ ଜୁବୈରଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ଜୁବୈରଙ୍କୁ ୫ ଦିନ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। ଦୁଇଟି ସର୍ତ୍ତରେ କୋର୍ଟ ତାଙ୍କୁ ଜାମିନ ନେଇଛନ୍ତି।...

ସିଞ୍ଜୋ ଆବେଙ୍କୁ ଗୁଳିମାଡ ଘଟଣାରେ ଦୁଃଖ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ/ଟୋକିଓ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶୁକ୍ରବାର ଗୁଳିମାଡ଼ ହୋଇଛି। । ଜାପାନ ନାରା ସହରରେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେଉଥିବା ବେଳେ ସିଞ୍ଜୋ ଆବେଙ୍କ ଉପରକୁ ଜଣେ ବ୍ୟକ୍ତି ଗୁଳିମାଡ଼ କରିଥିବା ସୂଚନା ମିଳିଛି। ଗୁଳିମାଡ ପରେ...

ଉଦ୍ଧବଙ୍କୁ ପୁଣି ଝଟ୍‌କା: ଶିନ୍ଦେଙ୍କୁ ସମର୍ଥନ କଲେ ଆଉ ୩୨ଶିବସେନା କର୍ପୋରେଟର

ମୁମ୍ବାଇ,୮।୭: ମହାରାଷ୍ଟ୍ରର ଶାସନ କ୍ଷମତା ହରାଇଥିବା ଶିବସେନାକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ମିଳୁଛି। ବର୍ତ୍ତମାନ ନଭି ମୁମ୍ବାଇ ମ୍ୟୁନିସିପାଲିଟି କର୍ପୋରେସନରେ ଶିବସେନାର ୩୨କର୍ପୋରେଟର ମୁଖ୍ୟମନ୍ତ୍ରୀ ଏକନାଥ ଶିିନ୍ଦେଙ୍କୁ ସମର୍ଥନ କରିଛନ୍ତି। ଏହାପୂର୍ବରୁ ଥାନେ ମ୍ୟୁନିସିପାଲିଟି କର୍ପୋରେସନର ୬୭ଟି ଶିବସେନା...

ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ମାନସ, ସୁଲତା

ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୭(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ଭାବେ ଶୁକ୍ରବାର ଶପଥ ନେଇଛନ୍ତି ମାନସ ମଙ୍ଗରାଜ ଓ ସୁଲତା ଦେଓ। ନବ ନିର୍ବାଚିତ ଏମ୍‌ପି ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ନିଜ ନିଜ ପରିବାର ସହିତ ୨ ଏମ୍‌ପି ଶପଥ ଗ୍ରହଣ...

ନଡ୍ଡାଙ୍କୁ ଭେଟିଲେ କଂଗ୍ରେସର ବରିଷ୍ଠ ନେତା: ଚର୍ଚ୍ଚା ଆରମ୍ଭ

ନୂଆଦିଲ୍ଲୀ,୮।୭: କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟ ସଭା ଏମ୍‌ପି ଆନନ୍ଦ ଶର୍ମା ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ଭେଟିଛନ୍ତି। ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ କିଛି ମାସ ପୂର୍ବରୁ ଏହି ଭେଟକୁ ନେଇ ଚର୍ଚ୍ଚା ଜୋର ଧରିଛି।...

ଟିକସ ଫାଙ୍କିବା ପାଇଁ ଅଧା ଆୟ ଚାଇନାକୁ ପଠାଇଛି ଭିଭୋ

ନୂଆଦିଲ୍ଲୀ, ୮ା୭: ଚାଇନା ମୋବାଇଲ ନିର୍ମାତା ଭିଭୋ ବିରୋଧରେ ସାଂଘାତିକ ଆର୍ଥିକ ଅପରାଧ ଅଭିଯୋଗ ଆସିଛି। ଏହି କମ୍ପାନୀ ଭାରତରେ ସ୍ମାର୍ଟଫୋନ୍‌ ବ୍ୟବସାୟରେ ଆୟ କରିଥିବା ମୋଟ ଅର୍ଥର ୫୦% ଅର୍ଥାତ ୬୨,୪୭୬ କୋଟି ଟଙ୍କା ଚାଇନାକୁ ପଠାଇଛି। ଟିକସ...

ରାମାନୁଜଆଚାର୍ଯ୍ୟଙ୍କ ‘ଷ୍ଟାଚ୍ୟୁ ଅଫ୍‌ ପିସ୍‌’ ଅନାବରଣ କଲେ ଶାହା

ଶ୍ରୀନଗର, ୮ା୭: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଭର୍ଚୁଆଲ ମାଧ୍ୟମରେ ‘ଷ୍ଟାଚ୍ୟୁ ଅଫ୍‌ ପିସ୍‌’ ଅନାବରଣ କରିଛନ୍ତି। ଏଥିସହ ବେଙ୍ଗାଲୁରୁ ସାଉଥ୍‌ ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସହଯୋଗରେ ପୁନଃନିର୍ମିତ ହୋଇଥିବା ଏକ ଯାତ୍ରୀ ଭବନକୁ ମଧ୍ୟ...

ମୋଦିଙ୍କ ଟୁଇଟ୍‌ ଦେଖି ରାଗିଗଲା ଚାଇନା: ଭାରତ ଦେଲା ଜବାବ

ନୂଆଦିଲ୍ଲୀ,୮।୭: ତିବ୍ଦତୀୟ ଧର୍ମଗୁରୁ ଦଲାଇ ଲାମା ଗତ କିଛି ବର୍ଷ ଧରି ଭାରତରେ ରହିଆସୁଛନ୍ତି। ଏହିଠାରୁ ହିଁ ସେ ନିଜର ଧର୍ମ ଓ ସଂସ୍କୃତିକୁ ସାରା ବିଶ୍ୱରେ ପ୍ରଚାର କରୁଛନ୍ତି। କିନ୍ତୁ ଚାଇନା ଏହାକୁ ସର୍ବଦା ବିରୋଧ କରିଆସୁଛି। ଦଲାଇ...

ହଟିଲେ ଭାଜପା ଆଇଟି ସେଲ୍‌ ମୁଖ୍ୟ

ନୂଆଦିଲ୍ଲୀ,୮।୭: ମୁସଲମାନ ସମ୍ପ୍ରଦାୟ ବିରୋଧରେ ବିବାଦୀୟ ଟୁଇଟ୍‌ କରିଥିବା ଅଭିଯୋଗରେ ହରିୟାଣା ଭାଜପାର ଆଇଟି ସେଲ ମୁଖ୍ୟ ଅରୁଣ ଯାଦବଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି ଭାଜପା। ତାଙ୍କୁ ପଦରୁ ହଟାଇ ଦିଆଯାଇଛି। ଅରୁଣ ଯାଦବଙ୍କୁ ଗିରଫ କରିବା ପାଇଁ...

ସୁଧୁରୁଛି ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥା

ନୂଆଦିଲ୍ଲୀ,୮।୭: ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଥିବା ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସୁଛି। ପୂର୍ବ ଅପେକ୍ଷା ଏବେ ତାଙ୍କ ଦେହ ଭଲ ଅଛି। ଖାଇବାପିଇବା ସହ ଲୋକଙ୍କ ସହ କଥା ହୋଇଥିବା ଜଣାପଡ଼ିଛି। ଲାଲୁ ଯାଦବଙ୍କ ଶରୀରରୁ...

ବଢି ବଢି ଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୮।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୮୧୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୮ ଜଣଙ୍କର ମୃତ୍ୟୁ ଘଟିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri