ଜାତୀୟ

କୁଲୁରେ ବାଦଲ ଫଟା ବର୍ଷା, ଶିମଲାରେ ଭୂସ୍ଖଳନ…

ଶିମଲା, ୬।୭ : ହିମାଚଳ ପ୍ରଦେଶରେ ପାଣିପାଗ ପରିସ୍ଥିତି ଖରାପ ହେବାରେ ଲାଗିଛି। ଏହାକୁ ଯୋଗୁ ଧନଜୀବନ କ୍ଷତି ଘଟିବା ଆରମ୍ଭ ହୋଇଛି। ବାଦଲ ଫଟା ଯୋଗୁ କୁଲୁରେ ପ୍ରବଳ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ଅନେକ ଘର ଓ...

ଆସାମରେ ୫ ମୁସଲମାନ ସମ୍ପ୍ରଦାୟ ସ୍ବଦେଶୀ…

ଗୁଆହାଟୀ, ୬।୭ : ଆସାମ ମୁଖ୍ୟମନ୍ତ୍ରୀର ହିମନ୍ତ ବିଶ୍ୱ ସରମାଙ୍କ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ପାଞ୍ଚଟି ଆସାମ ଭାଷାଭାଷୀ ମୁସଲମାନ ସମ୍ପ୍ରଦାୟକୁ ସରକାର ସ୍ବଦେଶୀ ମାନ୍ୟତା ଦେବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ପଦକ୍ଷେପ ପରେ, ଏହି...

ମୁସଲମାନ୍‌ ଧର୍ମଗୁରୁଙ୍କୁ ଗୁଳି କରି ହତ୍ୟା…

ନାସିକ, ୬।୭ : ମହାରାଷ୍ଟ୍ରର ନାସିକରୁ ଏପରି ଏକ ମାମଲା ସାମ୍ନାକୁ ଆସିଛି। ଜଣେ ମୁସଲମାନ ଧର୍ମଗୁରୁଙ୍କୁ ହତ୍ୟା କରାଯାଇଥିଲା। ଆକ୍ରମଣକାରୀମାନେ ତାଙ୍କ ମୁଣ୍ଡରେ ଗୁଳି ଚଳାଇଥିବା ପୋଲିସ କହିଛି। ଏହି ଘଟଣାରେ ପୋଲିସ କହିଛି ଯେ ଚାରି ଜଣ...

କେନ୍ଦ୍ରକୁ ଟୁଇଟର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୬ା୭:ଟୁଇଟରରୁ କଣ୍ଟେଣ୍ଟ ହଟାଇବା ପାଇଁ ଗତବର୍ଷ କେନ୍ଦ୍ର ସରକାର ଦେଇଥିବା ନିର୍ଦ୍ଦେଶକୁ ଏହି ସୋସିଆଲ ମିଡିଆ କମ୍ପାନୀ ମଙ୍ଗଳବାର କର୍ନାଟକ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛି। ୨୦୨୧ରେ କେନ୍ଦ୍ର ଟୁଇଟର, ଫେସ୍‌ବୁକ୍‌ ଓ ଇନ୍‌ଷ୍ଟାଗ୍ରାମ୍‌ରୁ କେତେକ କଣ୍ଟେଣ୍ଟ ହଟାଇବା ପାଇଁ ନିର୍ଦ୍ଦେଶ...

ସୁରକ୍ଷାକର୍ମୀଙ୍କୁ ସଫଳତା,୨ ଆତଙ୍କବାଦୀଙ୍କ ଆତ୍ମସମର୍ପଣ…

ଶ୍ରୀନଗର, ୬।୭ : ଜମ୍ମୁ-କଶ୍ମୀରର କୁଲଗାମର ହଦିଗାମ ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ମିଳିତ ସୁରକ୍ଷାକର୍ମୀଙ୍କୁ ଏହି ଅପରେଶନ୍‌ରେ ସଫଳତା ମିଳିଛି। ଦୁଇଜଣ ଆତଙ୍କବାଦୀ ଆତ୍ମସମର୍ପଣ କରିଛନ୍ତି। ମିଳିଥିବା ଗୁପ୍ତ ସୂଚନା ଆଧାରରେ ଆତଙ୍କବାଦୀମାନଙ୍କୁ ମିଳିତ...

ସ୍ଥିତି ପୁଣି ଅଣାୟତ୍ତ ମୁହାଁ, ସକ୍ରିୟ ମାମଲା ଲକ୍ଷେ ୧୫ ହଜାର ଟପିଲା…

ନୂଆଦିଲ୍ଲୀ, ୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ଆଜି ଓଡ଼ିଶା ଆସିବେ ଯଶବନ୍ତ

ନୂଆଦିଲ୍ଲୀ/ଭୁବନେଶ୍ୱର,୬।୭(ବ୍ୟୁରୋ): ଆସନ୍ତା ୧୮ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଅବସରରେ ବୁଧବାର ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନା ଓଡ଼ିଶା ଆସିବେ। ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିବାକୁ ଥିବା ଭୋଟରଙ୍କୁ...

ପୁଣି ବଢିଲା ଘରୋଇ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୬ ।୭: ରୋଷେଇ ଘରେ ପୁଣି ମହଙ୍ଗା ମାଡ । ସାଧାରଣ ଜନତାଙ୍କୁ ପୁଣି ଲାଗିଲା ଝଟକା । ବୁଧବାର ଅର୍ଥାତ୍ ଜୁଲାଇ ୬ରୁ ବୃଦ୍ଧି ପାଇଛି ଘରୋଇ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ । ଏଥର ପ୍ରତି ସିଲିଣ୍ଡର...

ବାଣିଜି୍ୟକ ବିବାଦ ତୁଟାଇବ ମଧ୍ୟସ୍ଥତା: ସିଜେଆଇ

ନୂଆଦିଲ୍ଲୀ,୬ା୭: ବାଣିଜି୍ୟକ ବିବାଦ ତୁଟାଇବା ଲାଗି ମଧ୍ୟସ୍ଥତା ପ୍ରମୁଖ ପନ୍ଥା ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା କହିଛନ୍ତି। ଲଣ୍ଡନରେ ଅନୁଷ୍ଠିତ ଭାରତ-ବ୍ରିଟେନ୍‌ ବାଣିଜି୍ୟକ ବିବାଦରେ ମଧ୍ୟସ୍ଥତା ସମ୍ପର୍କିତ ଏକ କନ୍‌ଫରେନ୍ସରେ ଭାଗନେଇ ମଙ୍ଗଳବାର ସିଜେଆଇ ରମନା...

ଆଧାର ତଥ୍ୟ ଲିକ୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ:ଇସି

ନୂଆଦିଲ୍ଲୀ,୬ା୭: ଭୋଟର ତାଲିକାରେ ଜାଲିଆତି ରୋକିବା ପାଇଁ ଏହାକୁ ଆଧାର ସହ ସଂଯୋଗ କରିବା ଲାଗି ଭାରତର ନିର୍ବାଚନ କମିଶନ (ଇସିଆଇ) ନିୟମ ପ୍ରଣୟନ କରିବା ପରେ ଏବେ ଏହି କ୍ଷେତ୍ରରେ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। କୌଣସି ଇଲେକ୍ଟୋରାଲ ରେଜିଷ୍ଟ୍ରେଶନ୍‌...

ନ୍ୟାୟ ବ୍ୟବସ୍ଥାରେ ଅଲିଭା ଦାଗ

ନୂଆଦିଲ୍ଲୀ, ୬ା୭: ପ୍ରଫେଟ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଯୋଗୁ ଦେଶରେ ହିଂସାତ୍ମକ ବିକ୍ଷୋଭ ଏବଂ ଉଦୟପୁର ଦରଜି କହ୍ନେୟାଲାଲ ହତ୍ୟାକାଣ୍ଡ ଆଦି ପାଇଁ ସୁପ୍ରିମକୋର୍ଟ ଭାଜପା ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ଏକାକୀ ଦାୟୀ କରିଥିଲେ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ...

ବାସ୍ତୁବିତ୍‌ ଚନ୍ଦ୍ରଶେଖରଙ୍କୁ ହତ୍ୟା

ବେଙ୍ଗାଲୁରୁ,୬ା୭: ବାସ୍ତୁବିତ୍‌ ଚନ୍ଦ୍ରଶେଖର ଗୁରୁଜୀଙ୍କୁ ମଙ୍ଗଳବାର କର୍ନାଟକର ହୁବଲି ଜିଲାସ୍ଥିତ ଏକ ହୋଟେଲରେ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଘଟଣାରେ ସମ୍ପୃକ୍ତ ଦୁଇ ଯୁବକ ମାଲତେଶ ଏବଂ ମଞ୍ଜୁନାଥଙ୍କୁ ପୋଲିସ ଗିରଫ କରିଛି। ବ୍ୟବସାୟ ସମ୍ବନ୍ଧରେ ଜନୈକ ବ୍ୟକ୍ତିଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri