ଜାତୀୟ

ପଞ୍ଜାବ କ୍ୟାବିନେଟରେ ନୂଆ ମନ୍ତ୍ରୀଙ୍କୁ ମିଳିଲା ବିଭାଗ

ଚଣ୍ଡିଗଡ଼,୫।୭: ପଞ୍ଜାବରେ ମଙ୍ଗଳବାର ସମସ୍ତ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏଥିରେ କେତେକ ପୁରୁଣା ମନ୍ତ୍ରୀଙ୍କ ବିଭାଗକୁ ପରିବର୍ତ୍ତନ କରାଯାଇଛି। ଇତିମଧ୍ୟରେ କ୍ୟାବିନେଟରେ ସୋମବାର ସାମିଲ ହୋଇଥିବା ନୂତନ ୫ଜଣ ମନ୍ତ୍ରୀଙ୍କୁ ମଧ୍ୟ ବିଭାଗ ବଣ୍ଟନ କରାଯାଇଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ...

କରାଚିରେ ଜରୁରୀ ଅବତରଣ କଲା ବିମାନ

ନୂଆଦିଲ୍ଲୀ,୫।୭: ଦିଲ୍ଲୀରୁ ଦୁବାଇ ଯାଉଥିବା ସ୍ପାଇସ୍‌ଜେଟ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବା ପରେ ବିମାନଟି ପାକିସ୍ତାନର କରାଚିରେ ମଙ୍ଗଳବାର ଜରୁରୀ ଅବତରଣ କରିଛି। ତେବେ ଏଥିରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡ଼ିଛି। ସୂଚନାନୁସାରେ, ଆଜି ସକାଳୁ ବିମାନଟି...

ଫିଲ୍ମ ‘କାଳୀ’ ପୋଷ୍ଟରକୁ ନେଇ ବଢ଼ୁଛି ବିବାଦ: ଦିଲ୍ଲୀ-ୟୁପିରେ ମାମଲା ରୁଜୁ

ନୂଆଦିଲ୍ଲୀ/ଲକ୍ଷ୍ନୌ,୫।୭: ଡକ୍ୟୁମେଣ୍ଟାରୀ ଫିଲ୍ମ ‘କାଳୀ’ଙ୍କ ପୋଷ୍ଟରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଫିଲ୍ମ ନିର୍ମାତା ଲୀନା ମଣିମେକଲଇଙ୍କ ଡକ୍ୟୁମେଣ୍ଟାରୀ ଫିଲ୍ମର ପୋଷ୍ଟରରେ ମା’ କାଳୀଙ୍କୁ ସିଗାରେଟ୍‌ ଟାଣୁଥିବାର ଦେଖିବାକୁ ମିଳିଥିଲା। ଏଥିସହ ଆଉ ଗୋଟିଏ ହାତରେ ଏଲ୍‌ଜିବିଟି ସମ୍ପ୍ରଦାୟର ପତାକା...

ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ଭୁଲ ଢଙ୍ଗରେ ଦେଖାଇ ଗିରଫ ହେଲେ ନ୍ୟୁଜ୍‌ ଆଙ୍କର

ନୂଆଦିଲ୍ଲୀ,୫।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ଭୁଲ ଢଙ୍ଗରେ ଉପସ୍ଥାପନ କରିବା ଅଭିଯୋଗରେ ନୋଏଡା ପୋଲିସ ମଙ୍ଗଳବାର ସକାଳେ ନ୍ୟୁଜ୍‌ ଆଙ୍କର ରୋହିତ ରଞ୍ଜନଙ୍କୁ ଗିରଫ କରିଛି। ରୋହିତଙ୍କୁ ଗିରଫ କରିବା ପାଇଁ ଗାଜିଆବାଦରୁ ନୋଏଡା ପର୍ଯ୍ୟନ୍ତ ହାଇ...

ଖରାପ ପାଗ ଯୋଗୁ ସ୍ଥଗିତ ରହିଲା ଅମରନାଥ ଯାତ୍ରା

ନୂଆଦିଲ୍ଲୀ,୫।୭: ଖରାପ ପାଗ ଯୋଗୁ ସାମୟିକ ଭାବେ ସ୍ଥଗିତ ରହିଲା ଅମରନାଥ ଯାତ୍ରା। ବର୍ଷା ଯୋଗୁ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଉଭୟ ପହଲଗାମ ଏବଂ ବାଲଟାଲ ତରଫରୁ ପବିତ୍ର ଗୁମ୍ଫା ଅଭିମୁଖେ ଆଗକୁ ବଢୁଥିବା ଯାତ୍ରୀଙ୍କ...

ହସ୍ପିଟାଲ୍‌ରେ ଲାଲୁ ଯାଦବ: ଫଟୋ ଶେୟାର କରି ଭାବପ୍ରବଣ ହେଲେ ଝିଅ

ପାଟନା,୫।୭: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସଭାପତି ଲାଲୁ ପ୍ରସାଦ ଯାଦବ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଲାଲୁ ପାରସ ହସ୍ପିଟାଲ ବେଡ୍‌ରେ ଥବା ବେଳର ଫଟୋ ଶେୟାର କରି ତାଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ଏକ ଭାବପ୍ରବଣ ବାର୍ତ୍ତା ପୋଷ୍ଟ...

ଚଳନ୍ତା ଟ୍ରେନ୍‌ରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା, କାରଣ ଖୋଜୁଛି ପୋଲିସ

ନୂଆଦିଲ୍ଲୀ,୫।୭: ଦିଲ୍ଲୀ ଜୋରବାଗ ମେଟ୍ରୋ ଷ୍ଟେସନରେ ଏକ ଅଘଟଣ ଘଟିଛି। ମହିଳା ଜଣଙ୍କ ଚଳନ୍ତା ଟ୍ରେନ୍‌ରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ତାଙ୍କ ପରିଚୟ ମିଳି ନ ଥିବା ବେଳେ ବୟସ ୫୦ ବର୍ଷ ହେବ ବୋଲି ପୋଲିସ ଅନୁମାନ କରୁଛି।...

‘ଦର୍‌ଦାମ୍‌ ବୃଦ୍ଧି, ବେକାରୀ ସମସ୍ୟା ପାଇଁ ମୋଦି ନୁହେଁ, ମୋଗଲ ସମ୍ରାଟ ଦାୟୀ’

ନୂଆଦିଲ୍ଲୀ ,୫।୭:ଏଆଇଏମଆଇଏମ ମୁଖ୍ୟ ତଥା  ଏମ୍‌ପି ଅସାଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁଣିଥରେ ଟାର୍ଗେଟ କରିଛନ୍ତି । ଦର୍‌ଦାମ୍‌ ବୃଦ୍ଧି ଏବଂ ବେକାରୀ ଭଳି ପ୍ରସଙ୍ଗରେ ସେ କେନ୍ଦ୍ର ସରକାରଙ୍କୁ  ସେ ତାତ୍ସଲ୍ୟ କରି କହିଛନ୍ତି, ଦେଶରେ ଦର୍‌ଦାମ୍‌...

ଜଣେ ଯୁବତୀଙ୍କ ଭାବପ୍ରବଣ କାହାଣୀ ଶେୟାର କଲେ ମୋଦି

ଗାନ୍ଧିନଗର,୫।୭: ଗୁଜରାଟର ଗାନ୍ଧିନଗରରେ ‘ଡିଜିଟାଲ ଇଣ୍ଡିଆ ସପ୍ତାହ ୨୦୨୨’ର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜଣେ ଯୁବତୀଙ୍କ ଭାବପ୍ରବଣ କାହାଣୀ ପ୍ରକାଶ କରିଛନ୍ତି। ଦୁଇ ବର୍ଷ ପରେ ଆଧାର କାର୍ଡ ସାହାଯ୍ୟରେ ଯୁବତୀ ଜଣଙ୍କ କିପରି ତାଙ୍କ ପରିବାରକୁ...

ଆଣ୍ଡାମାନରେ ଭୂକମ୍ପ ଝଟକା

ପୋର୍ଟବ୍ଲେୟାର,୫।୭: ଆଣ୍ଡାମାନ-ନିକୋବର ରାଜଧାନୀ ପୋର୍ଟବ୍ଲେୟାରରେ ମଙ୍ଗଳବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି । ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ଏହି ସୂଚନା ମିଳିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୦ ରହିଥିବା ବେଳେ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ...

ପେଟ୍ରୋଲ, ଡିଜେଲ ଦର କମାଇବାକୁ ସିନ୍ଧେଙ୍କ ଘୋଷଣା

ମୁମ୍ବାଇ, ୫ା୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଏକନାଥ ସିନ୍ଧେ ଆସ୍ଥାଭୋଟ ଜିତିବା ପରେ ରାଜ୍ୟବାସୀଙ୍କ ପାଇ ଏକ ବଡ଼ ଘୋଷଣା କରିଛନ୍ତି। ପେଟ୍ରୋଲ, ଡିଜେଲ ଦର କମାଇବା ପାଇଁ ରାଜ୍ୟ ସରକାର ଏହା ଉପରୁ ମୂଲ୍ୟଯୁକ୍ତ ଟିକସ (ଭାଟ୍‌) କମାଇବା...

ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୫।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬,୧୩୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୪ ଜଣଙ୍କର ମୃତ୍ୟୁ ଘଟିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri