ଜାତୀୟ

ନେପାଳକୁ ୭୫ ଆମ୍ବୁଲାନ୍ସ, ୧୭ ସ୍କୁଲ ବସ୍‌ ଉପହାର ଦେଲା ଭାରତ

ନୂଆଦିଲ୍ଳୀ,୩।୭: ଭାରତ ସରକାରଙ୍କ ପକ୍ଷରୁ ୭୫ଟି ଆମ୍ବୁଲାନ୍ସ ଏବଂ ୧୭ଟି ସ୍କୁଲ ବସ୍‌ ପଡ଼ୋଶୀ ଦେଶ ନେପାଳକୁ ଉପହାର ପ୍ରଦାନ କରାଯାଇଛି। ନେପାଳରେ ନବନିଯୁକ୍ତ ଭାରତ ରାଷ୍ଟ୍ରଦୂତ ନବୀନ ଶ୍ରୀବାସ୍ତବ ଆମ୍ବୁଲାନ୍ସ ଏବଂ ବସ୍‌ର ଚାବି ନେପାଳ ଶିକ୍ଷାମନ୍ତ୍ରୀ ଦେବେନ୍ଦ୍ର...

ସୁପ୍ରିମ୍‌କୋର୍ଟରେ ଅଗ୍ନିପଥ ଯୋଜନା, ଆଗାମୀ ସପ୍ତାହରେ ଶୁଣାଣି…

ନୂଆଦିଲ୍ଲୀ, ୪।୭ : ସେନା ନିଯୁକ୍ତି ପାଇଁ କେନ୍ଦ୍ର ସରକାର ଆଣିଥିବା ଅଗ୍ନିପଥ ଯୋଜନା ବିରୋଧରେ ଆଇନଜୀବୀ ଏମ.ଏଲ ଶର୍ମା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ଯୋଜନା ବିରୋଧରେ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ସୋମବାର ରାଜି...

ଶକ୍ତି ପରୀକ୍ଷାରେ ସିନ୍ଧେ ସଫଳ, ସପକ୍ଷରେ ୧୬୪ ଭୋଟ…

ମୁମ୍ବାଇ୍‌, ୪।୭ : ସୋମବାର ମହାରାଷ୍ଟ୍ର ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଶକ୍ତି ପରୀକ୍ଷାରେ ସଫଳ ହୋଇଛନ୍ତି। ତାଙ୍କ ସରକାର ସପକ୍ଷରେ ୧୬୪ ଜଣ ବିଧାୟକ ଭୋଟ ଦେଇଛନ୍ତି। ଫଳରେ ଏବେ ସିନ୍ଧେ ଦ୍ୱିତୀୟ ପରୀକ୍ଷାରେ ମଧ୍ୟ ପାଶ୍‌ ହୋଇଛନ୍ତି।...

ଆତଙ୍କବାଦୀ ଶିବିରରେ ଚଢ଼ାଉ, ୬ ଷ୍ଟିକି ବୋମା ସହିତ ବହୁ ଅସ୍ତ୍ରଶସ୍ତ୍ର ଜବତ…

ଶ୍ରୀନଗର, ୪।୭ : ଜମ୍ମୁ-କଶ୍ମୀରର ରାଜୌରୀ ଜିଲାରେ ଏକ ଆତଙ୍କବାଦୀ ଶିବିର ଉପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଚଢ଼ାଇ କରାଯାଇଛି। ସେଠାରୁ ୬ ଷ୍ଟିକ ବୋମା ସମେତ ବହୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରାଯାଇଛି। ସୋମବାର କଶ୍ମୀର ଜୋନ୍‌...

ତାଜମହଲ ବନ୍ଦ କୋଠରୀରେ କେତେ ମୂର୍ତ୍ତି ରହିଛି ? ଉତ୍ତର ଦେଲା ଏଏସଆଇ…

ଆଗ୍ରା, ୪।୭ : ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ ଇଣ୍ଡିଆ (ଏଏସଆଇ) ଆଗ୍ରାର ବିଶ୍ୱ ପ୍ରସିଦ୍ଧ ତାଜମହଲର ଏକ ପ୍ରାଚୀନ ମନ୍ଦିର ଏବଂ ଏହାର ବନ୍ଦ କୋଠରୀରେ ରହିଥିବା ମୂର୍ତ୍ତି ଦାବିକୁ ପୁଣି ଥରେ ଖାରଜ କରିଦେଇଛି। ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସର...

୮୪ ଔଷଧର ମୂଲ୍ୟ ନିର୍ଦ୍ଧାରଣ, ଦାମ୍‌ ବଢ଼ାଇପାରିବେ ନାହିଁ କମ୍ପାନୀ …

ନୂଆଦିଲ୍ଲୀ, ୪।୭ : ଡାଇବେଟିସ୍‌, ମୁଣ୍ଡବିନ୍ଧା ଏବଂ ଉଚ୍ଚ ରକ୍ତଚାପ ଆଦି ଚିକିତ୍ସାରେ ବ୍ୟବହୃତ ୮୪ ଔଷଧର ଖୁଚୁରା ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି। ଜାତୀୟ ଫାର୍ମାସ୍ୟୁଟିକାଲ ପ୍ରାଇସିଂ ଅଥରିଟି (ଏନପିପିଏ) ପକ୍ଷରୁ ଏହା କରାଯାଇଛି। ଏହା ସହିତ ଉଚ୍ଚ କୋଲେଷ୍ଟ୍ରଲ...

ରାସ୍ତା ତଳକୁ ଖସିଲା ବସ୍‌, ସ୍କୁଲ ପିଲାଙ୍କ ସହିତ ୧୬ ମୃତ, ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା…

କୁଲୁ, ୪।୭ : ହିମାଚଳ ପ୍ରଦେଶର କୁଲୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କୁଲୁର ଶୈନଶରରୁ ସୈଞ୍ଜ ଆଡକୁ ଆସୁଥିବା ଘରୋଇ ବସ ଜଙ୍ଗଲା ଗାଁ ନିକଟରେ ନିୟନ୍ତ୍ରଣ ହରାଇ ରାସ୍ତାର ୨୦୦ ମିଟର ତଳକୁ ଖସିପଡିଛି। ଏହି...

ସକ୍ରିୟ ମାମଲା ଲକ୍ଷେ ୨୦ ହଜାର ମୁହାଁ…

ନୂଆଦିଲ୍ଲୀ, ୪।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

୫୦୦ ଜିଲାରେ ପ୍ରତିଶ୍ରୁତି ପୂରଣ ଖିଲାପ ସଭା, ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ ଘୋଷଣା …

ଗାଜିଆବାଦ, ୪।୭ : ମିଳିତ କୃଷକ ମୋର୍ଚ୍ଚା (ଏସକେଏମ୍‌) ପକ୍ଷରୁ ସର୍ବନିମ୍ନ ସମର୍ଥନ ମୂଲ୍ୟର ଆଇନଗତ ଗ୍ୟାରେଣ୍ଟି ତଥା ଅନ୍ୟାନ୍ୟ ବିଚାରାଧୀନ ଦାବି ସମ୍ବନ୍ଧରେ ଜୁଲାଇ ୧୮ ରୁ ଦେଶର ୫୦୦ ଜିଲାରେ ପ୍ରତିଶ୍ରୁତି ପୂରଣ ଖିଲାପ ସଭା ଆୟୋଜନ...

ଚାରିଥର ମୁଖ୍ୟମନ୍ତ୍ରୀ ଥିଲେ ବି ଥରେ ରାଜ୍ୟପାଳ ପେଡା ଖୁଆଇ ନାହାନ୍ତି

ମୁମ୍ବାଇ,୪ ।୭: ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୈତିକ ସଙ୍କଟ ଶେଷ ହୋଇଥିବା ବେଳେ ଭାଜପା ସହ ମିଶି ଏକନାଥ ସିନ୍ଧେ ସରକାର ଗଠନ କରି ନେଇଛନ୍ତି । ଏକନାଥ ସିନ୍ଧେ ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ...

ସୋସିଆଲ ମିଡ଼ିଆରେ ଘୃଣା ପ୍ରସାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ସରକାରଙ୍କ ପ୍ରସ୍ତୁତି…

ନୂଆଦିଲ୍ଲୀ, ୪।୭ : ଦେଶରେ ଘୃଣାର ବକ୍ତବ୍ୟ ମାମଲା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ବର୍ତ୍ତମାନ କଡା ଆଭିମୁଖ୍ୟ ଗ୍ରହଣ କରିବାକୁ ଯାଉଛନ୍ତି। ଯେଉଁମାନେ କ୍ରମାଗତ ଭାବରେ ସୋସିଆଲ ମିଡିଆରେ ଘୃଣ୍ୟ ବିଷୟବସ୍ତୁ ରଖୁଛନ୍ତି ସେମାନଙ୍କ...

ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପାଇଁ ପ୍ରସ୍ତୁତ ରୁହ, ପଓ୍ବାରଙ୍କ ଚେତାବନୀ…

ମୁମ୍ବାଇ, ୪।୭ : ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପୱାର କହିଛନ୍ତି ଯେ ମହାରାଷ୍ଟ୍ରରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ହେବାର ଆଶଙ୍କା ରହିଛି। କାରଣ ବିଦ୍ରୋହୀ ଶିବସେନା ନେତା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ନେତୃତ୍ୱରେ ରାଜ୍ୟ ସରକାର ଆସନ୍ତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri