ଜାତୀୟ

ମୋଦି, ଶାହା ରାଜି ହୋଇଥିଲେ…

ମୁମ୍ବାଇ,୨ା୭: ଶିବସେନା ବିଦ୍ରୋହୀଙ୍କ ଦ୍ୱାରା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରୁ ଗାଦିଚ୍ୟୁତ ହୋଇଥିବା ଉଦ୍ଧବ ଠାକ୍‌ରେ ଭାଜପାକୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଆୟୋଜିତ କରି ଉଦ୍ଧବ କହିଛନ୍ତି, ‘ତଥାକଥିତ ଶିବ ସୈନିକ’ଙ୍କୁ ଭାଜପା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ କରାଇଛି।...

ମୁଖ୍ୟମନ୍ତ୍ରୀ ହେବାପରେ ପଦାବନତି: ମହାରାଷ୍ଟ୍ରରେ ଫଡ୍‌ନବିସ ପଞ୍ଚମ

ମୁମ୍ବାଇ,୨।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ କ୍ୟାବିନେଟରେ ଦେବେନ୍ଦ୍ର ଫଡ୍‌ନବିସଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯାଇଛି। ମୁଖ୍ୟମନ୍ତ୍ରୀ ହେବା ପରେ ତଳ ପାହ୍ୟାକୁ ଖସିବାରେ ଫଡ୍‌ନବିସ ହେଉଛନ୍ତି ରାଜ୍ୟର ପଞ୍ଚମ ନେତା। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ...

ସିନ୍ଧେଙ୍କୁ ଶିବସେନାରୁ ବହିଷ୍କାର କଲେ ଉଦ୍ଧବ

ମୁମ୍ବାଇ,୨ ।୭: ପ୍ରାୟ ୨ ସପ୍ତାହ ପୂର୍ବରୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଶିବସେନାରେ ବିଦ୍ରୋହ ଆରମ୍ଭ କରି ଦେଇଥିଲେ । ଏହାପରେ ମହାବିକାଶ ଅଘାଡି ସରକାରର ପତନ ହେଲା ଏବଂ ସିନ୍ଧେଙ୍କ ସହ ହାତ ମିଶାଇ ଭାରତୀୟ ଜନତା...

ଜଗନ୍ନାଥମୟ ଦିଲ୍ଲୀ

ନୂଆଦିଲ୍ଲୀ,୨।୭: କୋଟି କୈବଲ୍ୟନାଥ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଭାରତର ରାଜଧାନୀ ଦିଲ୍ଲୀରେ ଥିବା ବିଭିନ୍ନ ଜଗନ୍ନାଥ ମନ୍ଦିରରେ ଧାର୍ମିକ ରୀତିନୀତି ଅନୁଯାୟୀ ମହା ଆଡ଼ମ୍ବରରେ ପାଳିତ ହୋଇଛି। ମହାମାରୀ କରୋନା ପାଇଁ ଦୁଇବର୍ଷ ଧରି ଏଠାରେ ରଥଯାତ୍ରା ବନ୍ଦ ରହି...

କୁଳାଧିପତି କିଏ: ଧନକର ବନାମ ମମତା

କୋଲକାତା,୨ା୭: ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକର ଓ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି କ୍ରମରେ ରାଜ୍ୟପାଳ ଶୁକ୍ରବାର ରବୀନ୍ଦ୍ର ଭାରତୀ ବିଶ୍ୱବିଦ୍ୟାଳୟ(ଆର୍‌ବିୟୁ)ର ନୃତ୍ୟ ବିଭାଗ ପ୍ରେଫେସର ମହୁଆ ମୁଖାର୍ଜୀଙ୍କୁ ନୂତନ କୁଳପତି ନିଯୁକ୍ତ...

‘ମୁଁ ଇଡିକୁ ଡରୁନି’

ମୁମ୍ବାଇ,୨।୭: ମୁଁ ଜୀବନରେ କିଛି ଭୁଲ କରି ନାହିଁ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ କାହିଁକି ଡରିବି ବୋଲି ୧,୦୩୪ କୋଟି ଟଙ୍କାର ପାତ୍ର ଚାଓ୍ବଲ ଜମି ଦୁର୍ନୀତି ମାମଲାରେ ଶୁକ୍ରବାର ତଦନ୍ତକାରୀ ସଂସ୍ଥା ଅଫିସ୍‌ରେ ହାଜର ହେବା ପରେ ଶିବସେନା ଏମ୍‌ପି...

୪ରେ ସିନ୍ଧେଙ୍କ ଶକ୍ତି ପରୀକ୍ଷା

ମୁମ୍ବାଇ/ ନୂଆଦିଲ୍ଲୀ ,୨ା୭: ମହାରାଷ୍ଟ୍ରରେ ଶିବସେନା ବିଦ୍ରୋହୀ ଓ ଭାଜପା ମେଣ୍ଟରୁ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେଇଥିବା ଏକନାଥ ସିନ୍ଧେ ଆସନ୍ତା ୪ ତାରିଖରେ ବିଧାନସଭାରେ ଶକ୍ତିପ୍ରଦର୍ଶନ କରିବେ। ଜୁଲାଇ ୩ରୁ ମହାରାଷ୍ଟ୍ରର ୨ ଦିନିଆ ସ୍ବତନ୍ତ୍ର ବିଧାନସଭା...

ଦେଶରେ ନିଆଁ ଲଗାଇଛନ୍ତି ନୂପୁର

ନୂଆଦିଲ୍ଲୀ,୨ା୭: ଭାରତରେ ଯାହାସବୁ ଘଟୁଛି ସେଥିପାଇଁ ନୂପୁର ଶର୍ମା ଏକା ଦାୟୀ। ଏହି ମହିଳା ସାରା ଦେଶରେ ଭାବାବେଗକୁ ପ୍ରଜ୍ଜ୍ୱଳିତ କରିଛନ୍ତି। ରାଜସ୍ଥାନର ଉଦୟପୁରରେ ଜଣେ ଟେଲରଙ୍କ ତଣ୍ଟି କାଟି ହତ୍ୟା କରାଯିବା ଭଳି ଘଟଣା ପଛରେ ତାଙ୍କ ମନ୍ତବ୍ୟ...

ଅମରନାଥ ଯାତ୍ରା: ଗୀତା ଉପହାର ଦେଇ ଶିବ ଭକ୍ତଙ୍କୁ ସ୍ୱାଗତ କରିବେ କଶ୍ମିରୀ ମୁସଲମାନ

ଜମ୍ମୁ,୨ ।୭: ବନାରସ କାଶି ଭଗବାନ ଶିବଙ୍କ ନଗରୀ ତ କଶ୍ମିର ଘାଟି ଭୋଳା ବାବାଙ୍କ ଘର ହିମାଳୟ । କଶ୍ମୀର ଘାଟିର ପ୍ରବେଶ ଦ୍ୱାର କାଜିଗୁଡରେ ଏମିତି ଏକ ବ୍ୟାନର ଏହି ବାର୍ତ୍ତା ଦେଉଥିବା ଦେଖାଯାଇଛି । ଭଗବାନ...

କହ୍ନେୟାଲାଲ୍‌ଙ୍କ ହତ୍ୟାକାଣ୍ଡ ଅଭିଯୁକ୍ତଙ୍କ ବାଇକ୍‌ରେ ‘୨୬୧୧’ ନମ୍ବର

ଉଦୟପୁର, ୧ା୭: ରାଜସ୍ଥାନ ଉଦୟପୁରର ଦରଜି କହ୍ନେୟାଲାଲ ତେଲିଙ୍କୁ ନିର୍ମମ ଭାବେ ହତ୍ୟା କରିଥିଲେ ଦୁଇ ଅଭିଯୁକ୍ତ। ସେମାନଙ୍କ ବିଷୟରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ହତ୍ୟା ଅଭିଯୁକ୍ତ ରିଆଜ ଅଖ୍‌ତାରୀ ତାଙ୍କ ବାଇକ୍‌ରେ ‘୨୬୧୧’ ନମ୍ବର ଲଗାଇଥିଲେ। ୨୦୦୮...

ଦିଲ୍ଲୀ ପରେ ପଞ୍ଜାବରେ ମାଗଣା ହେଲା ବିଜୁଳି

ଚଣ୍ଡିଗଡ଼,୧।୭: କଥା ରଖିଲା ଆମ ଆଦମୀ ଦଳ। ପଞ୍ଜାବରେ ନିର୍ବାଚନ ବେଳେ ଦିଆଯାଇଥିବା ମାଗଣା ବିଜୁଳି ପ୍ରତିଶ୍ରୁତିକୁ ପୂରଣ କରିଛନ୍ତି ସରକାର। ଏନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାଗଓ୍ବନ୍ତ ମାନ ଶୁକ୍ରବାର ଘୋଷଣା କରିଛନ୍ତି। ତଦନୁଯାୟୀ ଜୁଲାଇ ୧ରୁ ପ୍ରତ୍ୟେକ ପରିବାରକୁ...

ଦ୍ରୋପଦୀ ମୁର୍ମୁଙ୍କୁ ସମର୍ଥନ କରିବ ଭାଜପାର ପୂର୍ବତନ ସହଯୋଗୀ ଅକାଳୀ ଦଳ

ନୂଆଦିଲ୍ଲୀ,୧।୭: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ସହଯୋଗୀ ଅକାଳୀ ଦଳ ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବ। ଏନେଇ ଶୁକ୍ରବାର ଚଣ୍ଡିଗଡ଼ରେ ବସିଥିବା ଦଳର କୋର କମିଟି ବୈଠକ ପରେ ଘୋଷଣା କରାଯାଇଛି। ଦୀର୍ଘ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri