ଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଉଦ୍ଧବ ଠାକରେ

ମୁମ୍ବାଇ,୨୯।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଗୁରୁବାର ଫ୍ଲୋର ଟେଷ୍ଟ ପୂର୍ବରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ଗୁରୁବାର ଫ୍ଲୋର ଟେଷ୍ଟ ପାଇଁ ରାଜ୍ୟପାଳ ଘୋଷଣା କରିବା ପରେ ତାହାକୁ ଚ୍ୟାଲେଞ୍ଜ କରି...

ସୁପ୍ରିମକୋର୍ଟରେ ଉଦ୍ଧବ ସରକାରଙ୍କୁ ବଡ଼ ଝଟ୍‌କା: ଗୁରୁବାର ହେବ ଫ୍ଲୋର ଟେଷ୍ଟ

ନୂଆଦିଲ୍ଲୀ, ୨୯।୬: ମହାରାଷ୍ଟ୍ରର ରାଜନୈତିକ ଅସ୍ଥିରତା ନିର୍ଣ୍ଣାୟକ ମୋଡ଼ ଆଡକୁ ଗତି କରୁଛି। ଉଦ୍ଧବ ସରକାରଙ୍କୁ ବୁଧବାର ଏକ ବଡ଼ ଝଟ୍‌କା ଲାଗିଛି। ଶିବସେନାର ପିଟିଶନକୁ ଖାରଜ କରି ଗୁରୁବାର ମହାରାଷ୍ଟ୍ର ବିଧାନସଭାରେ ଫ୍ଲୋର ଟେଷ୍ଟ ପାଇଁ ସୁପ୍ରିମକୋର୍ଟ ସବୁଜ...

ଅଭିନେତ୍ରୀ ସ୍ବରା ଭାସ୍କରଙ୍କୁ ହତ୍ୟା ଧମକ

ବଲିଉଡ୍‌ ଅଭିନେତ୍ରୀ ସ୍ବରା ଭାସ୍କରଙ୍କୁ ହତ୍ୟା ଧମକ ମିଳିଛି। ଚିଠି ମାଧ୍ୟମରେ ଏହି ଧମକ ଦିଆଯାଇଥିବା ଜଣାପଡିଛି। ସ୍ବରା ସଭରକରଙ୍କୁ ଅପମାନିତ କରିଥିବାରୁ ତାଙ୍କୁ ହତ୍ୟା କରାଯିବାକୁ ଏହି ଚିଠିରେ ଧମକ ମିଳିଛି। ପୋଲିସ ଏହି ଘଟଣାରେ ତଦନ୍ତ ଆରମ୍ଭ...

‘ନିଜ ଲୋକ ମୋ ସହ କଲେ ବିଶ୍ୱାସଘାତକତା’

ମୁମ୍ବାଇ,୨୯।୬: ଶିବସେନା ବିଧାୟକଙ୍କ ବିଦ୍ରୋହ ଯୋଗୁ ମହାରାଷ୍ଟ୍ର ସରକାର ଭାଙ୍ଗିବା ଅବସ୍ଥାରେ ରହିଛି। ହେଲେ ଏହି ସଙ୍କଟ ଭିତରେ ବୁଧବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କ୍ୟାବିନେଟ ବୈଠକ କରି ବହୁତ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟ ବୈଠକରେ ୨ ସହର,...

ବଦଳିଲା ୨ ସହର, ଗୋଟିଏ ବିମାନ ବନ୍ଦର ନାଁ

ମୁମ୍ବାଇ,୨୯।୬: ମହାରାଷ୍ଟ୍ରର ଉଦ୍ଧବ ଠାକୁର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଔରଙ୍ଗାବାଦ ସହରକୁ ସମ୍ଭାଜୀନଗର ନାମରେ ନାମିତ କରିବାକୁ କ୍ୟାବିନେଟ ଅନୁମୋଦନ କରିଛି। ଏଥିସହିତ ଓସମାନାବାଦ ସହରର ନାମକୁ ଧରାସିଭ ନାଁରେ ପରିବର୍ତ୍ତନ କରାଯାଇଛି। ସେହିପରି ନଭି ମୁମ୍ବାଇ...

‘ଫ୍ଲୋର୍‌ ଟେଷ୍ଟରେ ଆମେ ଜିତିବୁ’

ଗୁଆହାଟୀ,୨୯।୬: ମହାରାଷ୍ଟ୍ରରେ କ୍ଷମତାସୀନ ମହା ବିକାଶ ଅଘାଡି (ଏମଭିଏ) ସରକାର ସଙ୍କଟରେ ପଡିଛି। ସରକାର ବିରୋଧରେ ବିଦ୍ରୋହ ଘୋଷଣା କରିଥିବା ଶିବସେନାର ୪୦ରୁ ଅଧିକ ବିଧାୟକ ଏବେ ଆସାମର ଗୁଆହାଟୀରେ ଅଛନ୍ତି। ରାଜ୍ୟପାଳ ଭଗତ ସିଂହ କୋଶୟାରୀ ଗୁରୁବାର ୧୧.୫...

ଭାଜପାକୁ ସମର୍ଥନ ଦେବେ ରାଜ ଠାକରେ

ମୁମ୍ବାଇ,୨୯।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ମଧ୍ୟରେ ଭାଜପା ଆସ୍ଥାଭୋଟ ଦାବି କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନେତା ଦେବେନ୍ଦ୍ର ଅଛନ୍ତି। ଏହି କ୍ରମରେ ବୁଧବାର ସେ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ମୁଖ୍ୟ ରାଜ ଠାକରେଙ୍କ ସହ କଥା ହୋଇଛନ୍ତି।...

ଦମ୍ପତିଙ୍କ ବ୍ୟକ୍ତିଗତ ସମ୍ପର୍କରେ ସାମାଜିକ ସ୍ବୀକୃତି ଆବଶ୍ୟକ ନୁହେଁ, ହାଇକୋର୍ଟ…

ପାଟନା, ୨୯।୬ : ଦମ୍ପତିଙ୍କ ବ୍ୟକ୍ତିଗତ ସମ୍ପର୍କରେ ସାମାଜିକ ସ୍ବୀକୃତିର ଆବଶ୍ୟକତା ନାହିଁ। ପାଟନା ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ବିଚାରପତି ଅହସାନୁଦ୍ଦିନ ଅମାନୁଲାହ ଏବଂ ପୂର୍ଣ୍ଣେନ୍ଦୁ ସିଂଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ଦାମ୍ପତ୍ୟ...

ଅଗଷ୍ଟ ୬ରେ ଉପରାଷ୍ଠ୍ରପତି ନିର୍ବାଚନ

ନୂଆଦିଲ୍ଲୀ,୨୯।୬: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବୁଧବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ମିଳିଛି। ଏଥିପାଇଁ ଜୁଲାଇ ୫ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଅଗଷ୍ଟ ୬ରେ...

ଓଓ୍ବାଇସିଙ୍କୁ ଝଟ୍‌କା: ୪ ବିଧାୟକ ଆର୍‌ଜେଡିରେ ସାମିଲ

ପାଟନା,୨୯।୬: ବିହାରରେ ଆସାଦୁଦ୍ଦିନ ଓୱାଇସିଙ୍କ ପାର୍ଟିକୁ ବଡ଼ ଝଟ୍‌କା ଲାଗିଛି। ରାଜ୍ୟରେ ଏଆଇଏମ୍‌ଆଇଏମ୍‌ ବିଧାୟକଙ୍କ ମଧ୍ୟରୁ ଚାରିଜଣ ଆରଜେଡିରେ ଯୋଗ ଦେଇଛନ୍ତି। ସେମାନେ ହେଲେ ଶାହନଓ୍ବାଜ,ଇଜହାର, ଅଞ୍ଜାର ନାଇୟନୀ ଏବଂ ସଇଦ ରୁକଉଦ୍ଦିନ। ବିହାର ବିଧାନସଭାରେ ବିରୋଧୀ ଦଳର ନେତା...

ମହାରାଷ୍ଟ୍ର-ରାଜସ୍ଥାନରେ ହିଂସା ଷଡ଼ଯନ୍ତ୍ର ନେଇ ଗୁପ୍ତ ସୂଚନା, ୨୦ ହଜାର ଆରଏଏଫ୍‌ ଏୟାର ଲିଫ୍ଟ ପାଇଁ ପ୍ରସ୍ତୁତ…

ମୁମ୍ବାଇ/ଜୟପୁର, ୨୯।୬ : କେନ୍ଦ୍ରୀୟ ଇଣ୍ଟେଲିଜେନ୍ସ ଏଜେନ୍ସି ଦ୍ୱାରା ମହାରାଷ୍ଟ୍ର ଏବଂ ରାଜସ୍ଥାନରେ ହିଂସା ଓ ଦଙ୍ଗାର ଆଶଙ୍କା ନେଇ ଗୁପ୍ତ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସିଆରପିଏଫ୍‌ର ରାପିଡ ଆକ୍ସନ ଫୋର୍ସ (ଆରଏଏଫ୍‌)ର ୧୫ ଟି...

ଉପାସନା ଅଧିକାର ମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରତିବନ୍ଧିତ ସାମାଜିକ ଅଧିକାର…

ଥିରୁଭାନନ୍ତପୁରମ୍‌, ୨୯।୬ : ଗୁରୁଭୟୁର ଶ୍ରୀକୃଷ୍ଣ ମନ୍ଦିରରେ ଉପାସନା ପ୍ରସଙ୍ଗରେ କେରଳ ହାଇକୋର୍ଟ କହିଛନ୍ତି ଯେ, ଉପାସନା ଅଧିକାର ମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରତିବନ୍ଧିତ ସାମାଜିକ ଅଧିକାର। ଏହାକୁ କୌଣସି ବ୍ୟକ୍ତି ବିଶେଷ, ମନ୍ଦିର କମିଟି ସଦସ୍ୟ, ପ୍ରଶାସକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri