ଜାତୀୟ

ସକ୍ରିୟ ମାମଲା ଲକ୍ଷେ ମୁହାଁ…

ନୂଆଦିଲ୍ଲୀ, ୨୮।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

କୋଠା ଭୁଶୁଡିବା ଘଟଣା: ୩ ମୃତ,୧୨ ଆହତ

ମୁମ୍ବାଇ,୨୮।୬: ସୋମବାର ବିଳମ୍ବିତ ରାତିରେ ମୁମ୍ବାଇ କୁର୍ଲାର ନାଇକ ନଗରରେ ଏକ ୪ ମହଲା ପୁରୁଣା କୋଠା ଭୁଶୁଡି ପଡିଛି। ଦୁର୍ଘଟଣା ପରେ ଅନେକ ଲୋକ କୋଠା ତଳେ ପୋତି ହୋଇଯାଇଛନ୍ତି। କୋଠାଟି ଭୁଶୁଡ଼ିବା ମାତ୍ରେ ଅଗ୍ନିଶମ ବାହିନୀ ଏବଂ...

୮ଦିନିଆ ରିମାଣ୍ଡରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ

ଚଣ୍ଡିଗଡ଼,୨୮।୬: ପଞ୍ଜାବର ପ୍ରସିଦ୍ଧ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ମାମଲାରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ମଙ୍ଗଳବାର ଅମୃତଶର କୋର୍ଟରେ ହାଜର କରାଯାଇଥିଲା। କୌଣସି ଅପ୍ରିତିକର ପରିସ୍ଥିତି ଯେପରି ନ ଉପୁଜେ ସେଥିପାଇଁ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବଳୟରେ ବିଷ୍ଣୋଇଙ୍କୁ...

ଗୋଟିଏ ପରିବାରର ୯ ସଦସ୍ୟ ମୃତ୍ୟୁ ମାମଲାରେ ଚାଞ୍ଚଲ୍ୟକର ଖୁଲାସା

ପୁଣେ,୨୮।୬: ମହାରାଷ୍ଟ୍ରର ସାଙ୍ଗଲି ଜିଲାରେ ଗୋଟିଏ ପରିବାରର ୯ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟଣାର ତଦନ୍ତରୁ ଚାଞ୍ଚଲ୍ୟକର ଖୁଲାସା ହୋଇଛି। ପରିବାର ଲୋକ ଆତ୍ମହତ୍ୟା କରି ନ ଥିଲେ, ବରଂ ତାନ୍ତ୍ରିକ ଅବ୍ବାସ ମହମ୍ମଦ ଅଲି ଏହି ଘଟଣାର ଘଟାଇଥିଲେ।...

ଜୁଲାଇ ୪ରେ କୋର୍ଟରେ ହାଜର ହେବେ କଙ୍ଗନା

ମୁମ୍ବାଇ,୨୮ ।୬: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସେ ପ୍ରାୟ ସବୁ ବିଷୟକୁ ନେଇ ନିଜର ବୟାନ ଦେଇଥାଆନ୍ତି ଯେଉଁଥିରେ ବିବାଦ ଉପୁଜିଥାଏ । ହେଲେ ଏଥିରେ ସେ ପଛଘୁଞ୍ଚା ଦେଇ ନ...

ସିନ୍ଧେ ଗୋଷ୍ଠୀଙ୍କୁ ନେଇ ମହାରାଷ୍ଟ୍ରରେ ସରକାର ଗଢିପାରେ ଭାଜପା: ଦିଲ୍ଲୀ ଗଲେ ଫଡନଭୀସ

ମୁମ୍ବାଇ,୨୮।୬: ମହାରାଷ୍ଟ୍ରରେ ହାଇଭୋଲଟେଜ୍‌ ରାଜନୈତିକ ଡ୍ରାମା ଦେଖିବାକୁ ମିଳିଛି। ଶିବସେନା ବିଦ୍ରୋହୀ ସିନ୍ଧେ ଗୋଷ୍ଠୀଙ୍କୁ ନେଇ ରାଜ୍ୟରେ ଭାଜପା ସରକାର ଗଢିବ ବୋଲି ଚର୍ଚ୍ଚା ହେଉଛି। ଏହି ସମୟରେ ଭାଜପା ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ...

‘ମମତାଙ୍କ ସରକାର ବି ଭାଙ୍ଗିବ’

କୋଲକାତା,୨୮ା୬: ମହାରାଷ୍ଟ୍ର ରାଜନୈତିକ ସଙ୍କଟ ଭଳି ଝାଡ଼ଖଣ୍ଡ ଏବଂ ରାଜସ୍ଥାନରେ ମଧ୍ୟ ଉପୁଜିବ ବୋଲି ଭାଜପା ନେତା ତଥା ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ପ୍ରକାଶ କରିଛନ୍ତି। ଶୁଭେନ୍ଦୁଙ୍କ ମତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ...

ଭବିଷ୍ୟବାଣୀ: ଫଡନବିଶ ମୁଖ୍ୟମନ୍ତ୍ରୀ, ସିନ୍ଧେ ଉପମୁଖ୍ୟମନ୍ତ୍ରୀ, ହେଲେ ଏବେ ନୁହେଁ

ମୁ୍‌ମ୍ବାଇ,୨୮ ।୭: ଭିଲୱାଡାର କାରୋଇ ଗାଁକୁ ଜ୍ୟୋତିଷ ନଗରୀ ବୋଲି କୁହାଯାଏ । ଯେଉଁ ବୟସରେ ଦେଶର ଶିଶୁ କଥା କହିବା ଓ ଏବିସିଡି ଶିଖିଥାଆନ୍ତି, ସେହି ବୟସରେ କାରୋଇର ପିଲାମାନେ ଲୋକଙ୍କ ଭବିଷ୍ୟତ ଗଣନାର ପାଠ ପଢିଥାଆନ୍ତି ।...

୧୮ଏମ୍‌ପିରୁ ୧୪ରହିଛନ୍ତି ସିନ୍ଧେଙ୍କ ସମ୍ପର୍କରେ

ମୁମ୍ବାଇ,୨୮।୪: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ବେଳକୁ ବେଳ ବିଗିଡ଼ିବାରେ ଲାଗିଛି। ମହାବିକାଶ ଅଘାଡ଼ି(ଏମ୍‌ଭିଏ) ସହିତ ସମ୍ପର୍କ ଛିନ୍ନ କରି ବିଧାୟକଙ୍କ ବିଦ୍ରୋହ ଯୋଗୁ ଉଦ୍ଧବ ଠାକରେଙ୍କ ନେତୃତ୍ୱଧୀନ ସରକାର ପୂର୍ବରୁ ହିଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ଶିବସେନା ଉପରେ...

ପ୍ରତିଷ୍ଠିତ ବ୍ୟବସାୟୀ ପାଲୋଞ୍ଜୀ ମିସ୍ତ୍ରୀଙ୍କ ପରଲୋକ

ମୁମ୍ବାଇ,୨୮।୬: ଶାପୁରଜୀ ପାଲୋଞ୍ଜୀ ଗ୍ରୁପ୍‌ର ଚେୟାରମ୍ୟାନ ପାଲୋଞ୍ଜୀ ମିସ୍ତ୍ରୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ବୟସରେ ମୁମ୍ବାଇରେ ଦେହାନ୍ତ ହୋଇଛି। ଇଞ୍ଜିନିୟରିଂ, କନଷ୍ଟ୍ରକସନ୍‌, ଇନ୍‌ଫ୍ରାଷ୍ଟ୍ରକ୍ଚର୍‌, ରିଅଲ ଇଷ୍ଟେଟ, ଜଳ ଶକ୍ତି ଏବଂ ଆର୍ଥିକ ସେବା...

ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧,୭୯୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୭ ଜଣଙ୍କର ମୃତ୍ୟୁ ଘଟିଛି।...

ଜୁବଲି ହିଲ୍ସ ଗଣବଳାତ୍କାର ମାମଲା : ଅଭିଯୁକ୍ତଙ୍କ ହେବ ଡିଏନ୍‌ଏ ଟେଷ୍ଟ

ହାଇଦ୍ରାବାଦ,୨୭ା୬: ହାଇଦ୍ରାବାଦ ଜୁବଲି ହିଲ୍ସ ନାବାଳିକା ଗଣବଳାତ୍କାର ମାମଲାରେ ଗିରଫ ଅଭିଯୁକ୍ତଙ୍କ ନମୁନା ସଂଗ୍ରହ କରାଯାଇ ଡିଏନ୍‌ଏ ପରୀକ୍ଷା କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ହାଇଦ୍ରାବାଦ ପୋଲିସ ମେ ୨୮ର ଏହି ଘଟଣାରେ ସ୍ଥାନୀୟ କୋର୍ଟ ଏବଂ ଜୁଭେନାଇଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri