ଜାତୀୟ

ମମତାଙ୍କ ସମର୍ଥନ ଲୋଡିଲେ ଦ୍ରୌପଦୀ

ନୂଆଦିଲ୍ଲୀ,୨୪ ।୬: ରାଷ୍ଟ୍ରପତି ନିର୍ବାଚନ ୨୦୨୨ ପାଇଁ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁ ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି । ଶୁକ୍ରବାର ସେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍‌କ ସହ ଉପସ୍ଥିତ ଥିଲେ । ରାଷ୍ଟ୍ରପତି...

ଜୁନ୍‌ ୨୭ରେ ଯଶଓ୍ବନ୍ତ ଦାଖଲ କରିବେ ନାମାଙ୍କନ…

ନୂଆଦିଲ୍ଲୀ, ୨୪।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ଦଳଙ୍କ ପ୍ରାର୍ଥୀ ୟଶୱନ୍ତ ସିହ୍ନା ଜୁନ ୨୭ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ନିଜର ନାମାଙ୍କନପତ୍ର ଦାଖଲ କରିବେ। ଜୁଲାଇ ୧୮ ରେ ହେବାକୁଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ଦଳ...

ମିଶନ ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ କଲା ଭାଜପା…

ନୂଆଦିଲ୍ଲୀ, ୨୪।୬ : ପାଞ୍ଚଟି ରାଜ୍ୟ ମଧ୍ୟରୁ ଚାରିଟିରେ ବଡ଼ ବିଜୟ ପରେ ଭାଜପା ପକ୍ଷରୁ ୨୦୨୪ ନିର୍ବାଚନରେ ଏକ ବଡ଼ ବିଜୟ ହାସଲ କରିବାକୁ ରୋଡ ମ୍ୟାପ ପ୍ରସ୍ତୁତ କରାଯାଇଛି। ମିଶନ ୨୦୨୪ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ରାମନାଥଙ୍କ ନୂଆ ଠିକଣା ଜନପଥ ୧୨

ନୂଆଦିଲ୍ଲୀ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ରେ ଶେଷ ହେବାକୁ ଯାଉଛି। ରାଷ୍ଟ୍ରପତି ପଦରୁ ଅବସର ନେବା ପରେ ରାମନାଥଙ୍କ ନୂଆ ଠିକଣା ପାଲଟିବ ଜନପଥ ୧୨। ରାଷ୍ଟ୍ରପତି ଭାବେ କୋବିନ୍ଦଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ତାଙ୍କର...

ମୈନପୁରୀରେ ୪ ହଜାର ବର୍ଷ ପୁରାତନ ଦ୍ୱାପର ଯୁଗର ଅସ୍ତ୍ରଶସ୍ତ୍ରର ସନ୍ଧାନ…

ମୈନପୁରୀ, ୨୪।୬ : ତ୍ତରପ୍ରଦେଶର ମୈନପୁରୀର ଏକ ଚାଷ ଜମିରୁ ଚାରି ହଜାର ବର୍ଷ ପୁରାତନଦ୍ୱାପର ଯୁଗର ଅସ୍ତ୍ରଶସ୍ତ୍ରର ସନ୍ଧାନ ମିଳିଛି। ମିଳିଥିବା ତମ୍ବା ଅସ୍ତ୍ରଶସ୍ତ୍ରର ନେଇ ପ୍ରତ୍ନତତ୍ତ୍ୱବିତ୍ମାନେ ଅତ୍ୟନ୍ତ ଆନନ୍ଦ ପ୍ରକାଶ କରିଛନ୍ତି। ପ୍ରାଚୀନ କାଳରେ ମଧ୍ୟ ଭାରତୀୟ...

ଯଶବନ୍ତଙ୍କୁ ଜେଡ୍‌ ସୁରକ୍ଷା

ନୂଆଦିଲ୍ଲୀ,୨୪।୬: ବିରୋଧି ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କ ସୁରକ୍ଷା ଦାୟିତ୍ୱ ବଢାଇ ଦିଆଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଯଶବନ୍ତଙ୍କୁ ଜେଡ୍‌ କେଟାଗୋରୀ ସୁରକ୍ଷା ଯୋଗାଇ ଦିଆଯାଇଛି। ସିଆରପିଏଫ୍‌ କମାଣ୍ଡୋ ତାଙ୍କର ସୁରକ୍ଷାରେ ନିୟୋଜିତ ହୋଇଛନ୍ତି । ଗୋଟିଏ...

୨୭ରେ ନାମାଙ୍କନପତ୍ର ଦାଖଲ କରିବେ ଯଶବନ୍ତ

ନୂଆଦିଲ୍ଲୀ,୨୪।୬: ବିରୋଧି ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନା ଜୁନ ୨୭ରେ ନାମାଙ୍କନପତ୍ର ଦାଖଲ କରିବେ। ଯଶବନ୍ତ ଦୁଇ ଦିନିଆ ବିହାର ଏବଂ ଝାଡଖଣ୍ଡ ଗସ୍ତ କରିବେ ବୋଲି ଜଣାପଡିଛି। ସେହିପରି ଆଜିଠୁ ସିହ୍ନାଙ୍କ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ବଢାଇ...

ଭାରତ ଆଫଗାନିସ୍ତାନରେ ପୁଣି କୂଟନୈତିକ ଉପସ୍ଥିତି ପୁନଃସ୍ଥାପିତ କଲା

ନୂଆଦିଲ୍ଲୀ,୨୪।୬: ଗତବର୍ଷ ଅଗଷ୍ଟରେ ଆଫଗାନିସ୍ତାନର ଶାସନ ତାଲିବାନ ହାତକୁ ଯାଇଥିଲା। ପରେ ଭାରତ କୂଟନୀତିଜ୍ଞମାନଙ୍କୁ ଫେରାଇ ଆଣିଥିଲା। ନୂଆଦିଲ୍ଲୀ ପୁନର୍ବାର ଗୁରୁବାର ଆଫଗାନିସ୍ତାନରେ କୂଟନୈତିକ ଉପସ୍ଥିତି ଜାହିର କରିଛି। କାବୁଲସ୍ଥିତ ଭାରତୀୟ ଦୂତାବାସରେ ଏକ ଟେକ୍‌ନିକାଲ ଟିମ୍‌ଙ୍କୁ ନିୟୋଜିତ କରାଯାଇଛି।...

ନାମାଙ୍କନ ପତ୍ର ଦାଖଲ କଲେ ଦ୍ରୌପଦୀ ମୁର୍ମୁ…

ନୂଆଦିଲ୍ଲୀ, ୨୪।୬ : ଭାଜପା ନେତୃତ୍ୱାଧୀନ ଏନଡ଼ିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସଂସଦ ଭବନରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ...

ଶିବସେନା କାର୍ଯ୍ୟାଳୟ-ମାତୋଶ୍ରୀରେ ବଢ଼ିଲା ସୁରକ୍ଷା: ଉଦ୍ଧବଙ୍କୁ ଭେଟିଲେ ପୋଲିସ କମିଶନର

ମୁମ୍ବାଇ,୨୪।୬: ଶିବସେନାରେ ଚାଲିଥିବା ବିଦ୍ରୋହକୁ ନେଇ ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଛି। ଇତିମଧ୍ୟରେ ମୁମ୍ବାଇ ପୋଲିସ କମିଶନର ଗୁରୁବାର ଦଳୀୟ କାର୍ଯ୍ୟାଳୟ ଶିବସେନା ଭବନ ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନିଜ ବାସଭବନ ମାତୋଶ୍ରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି...

ନିର୍ଦ୍ଦୋଷଙ୍କୁ ଧରାଯିବ ନାହିଁ, ଦୋଷୀଙ୍କୁ ଛଡ଼ା ଯିବନି, କହିଲେ ଡିଜି…

ଲକ୍ଷ୍ନୌ, ୨୪।୬ : ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ହୋଇଥିବା ହିଂସାକୁ ନେଇ ଉତ୍ତରପ୍ରଦେଶରେ ପୋଲିସ ବିଭାଗ ପକ୍ଷରୁ ସତର୍କକତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଶୁକ୍ରବାରର ଜୁମା ନମାଜ ପାଠକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅତିରିକ୍ତ...

‘ସିନ୍ଦେ ଭାଇ ମାତୋଶ୍ରୀ ଫେରି ଚାଲ’

ଗୁଆହାଟୀ,୨୪।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ବିଦ୍ରୋହୀ ବିଧାୟକମାନଙ୍କୁ ମନାଇବା ପାଇଁ ଶିବସେନାର ସତାରା ଜିଲା ଉପମୁଖ୍ୟ ସଞ୍ଜୟ ଭୋସଲେ ଆସାମର ଗୁଆହାଟୀରେ ପହଞ୍ଚିଛନ୍ତି। ସେ ଦଳର ବିଧାୟକ ଏକନାଥ ସିନ୍ଦେଙ୍କୁ ‘ମାତୋଶ୍ରୀ’କୁ ଫେରିବା ପାଇଁ ଅନୁରୋଧ କରିଛନ୍ତି। ବିଦ୍ରୋହୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri