ଜାତୀୟ

ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ନିରଞ୍ଜନ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୬: ରାଜ୍ୟ ସଭା ଏମ୍‌ପି ଭାବେ ଶୁକ୍ରବାର ନିରଞ୍ଜନ ବିଶି ଶପଥ ନେଇଛନ୍ତି। ତାଙ୍କୁ ଏହି ଶପଥପାଠ କରାଇଛନ୍ତି ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ। ରାଜ୍ୟ ସଭା ଚାମ୍ବରରେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସୂଚନାନୁଯାୟୀ, ବିଜେଡି...

ଆଉ ୩ ମାସ ବଢିଲା ରଣଦୀପ ଗୁଲେରିଆଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ, ୨୪।୬: ବଢିଲା ଏମ୍‌ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆଙ୍କ କାର୍ଯ୍ୟକାଳ। ଜୁନ ୨୪ ତାରିଖରେ କାର୍ଯ୍ୟକାଳ ଶେଷ ହେବାକୁ ଥିବା ବେଳେ ଆଉ ୩ ମାସ ବୃଦ୍ଧି କରାଯାଇଥିବା ସୂଚନା ମିଳିଛି। ସୂଚନାଅନୁସାରେ, ପୂର୍ବରୁ ଗତ ମାର୍ଚ୍ଚ ୨୪ରେ ଗୁଲେରିଆଙ୍କ...

ନିଜ ସରକାର ବିରୋଧରେ ସ୍ବର ଉଠାଇଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୪।୬: ଭାଜପା ଏମ୍‌ପି ବରୁଣ ଗାନ୍ଧୀ ନିଜ ସରକାର ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ସମୟ ସମୟରେ ସେ ସରକାରଙ୍କ ଅନେକ ଯୋଜନାକୁ ମଧ୍ୟ ସମାଲୋଚନା କରିଛନ୍ତି। ନିକଟରେ ସେ ସରକାରଙ୍କ ଅଗ୍ନିପଥ ଯୋଜନା ଉପରେ ମଧ୍ୟ ପ୍ରଶ୍ନ...

ଜାକିଆଙ୍କୁ ସୁପ୍ରିମ୍‌ କୋର୍ଟରେ ଝଟ୍‌କା, ପ୍ରଧାନମନ୍ତ୍ରୀଙ୍କୁ କ୍ଲିନ୍‌ ଚିଟ୍‌ ଦେବା ମାମଲା ଖାରଜ…

ନୂଆଦିଲ୍ଲୀ, ୨୪।୬ : ଗୁଜୁରାଟ ଦଙ୍ଗାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଇଥିବା ଏସଆଇଟି ରିପୋର୍ଟକୁ ସୁପ୍ରିମକୋର୍ଟ ସମର୍ଥନ କରିଛନ୍ତି। ଏହି ରିପୋର୍ଟ ବିରୋଧରେ ପିଟିଶନ ଦାଖଲ କରିଥିବା ଜାକିଆ ଜାଫ୍ରିଙ୍କୁ ଶୁକ୍ରବାର ଶୀର୍ଷକୋର୍ଟଙ୍କ ପକ୍ଷରୁ ବଡ଼ ଝଟ୍‌କା...

ଶରଦ ପାଓ୍ବାରଙ୍କୁ ଦିଆଯାଉଛି ଧମକ

ମୁମ୍ବାଇ,୨୪।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ଶିବସେନା ମୁଖପାତ୍ର ସଞ୍ଜୟ ରାଉତ ଭାରତୀୟ ଜନତା ପାର୍ଟି ନାଁରେ ଏକ ବଡ ଅଭିଯୋଗ ଆଣିଛନ୍ତି। ରାଉତ ଟୁଇଟ୍‌ ଯୋଗେ କହିଛନ୍ତି ଯେ, ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଧମକ ଦିଆଯାଇଛି।...

ତିହାରରୁ ଫୋନ୍‌ କରିପାରିବେନି କୁଖ୍ୟାତ ଅପରାଧି, ହାଇ ରିସ୍କ୍‌ ଓ୍ବାର୍ଡରେ ଲାଗିବ ଜାମର…

ନୂଆଦିଲ୍ଲୀ, ୨୪।୬ : ତିହାରରେ ଅପରାଧିଙ୍କ ପାଖରେ ମୋବାଇଲ ଫୋନର ନିରନ୍ତର ଉପଲବ୍ଧତା ଯୋଗୁଁ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି। ସମ୍ପ୍ରତି କୁଖ୍ୟାତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇଙ୍କ ଉପରେ ପଞ୍ଜାବୀ ଗାୟକ ସିଦ୍ଧୁ ମୋସୱାଲାଙ୍କୁ ଜେଲରୁ ହତ୍ୟା କରିବାର...

ଘନେଇଲା ସଙ୍କଟ, ୧୭ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୪।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ଏକ ପ୍ରକାର ନିଶ୍ଚିତ, ବିରୋଧିଙ୍କ ଖେଳ ବିଗାଡିଲେ ରେଡି, ପଟ୍ଟନାୟକ

ନୂଆଦିଲ୍ଲୀ,୨୪ ।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥି ଘୋଷଣା କରାଯାଇଥିବା ବେଳେ ଶୁକ୍ରବାର ସେ ପ୍ରାର୍ଥିପତ୍ର ଦାଖଲ କରିବାକୁ ଯାଉଛନ୍ତି । ଏହି ନିର୍ବାଚନରେ ବିରୋଧି ଯଶୱନ୍ତ ସିହ୍ନାଙ୍କୁ ପ୍ରାଥି କରିଥିବା ବେଳେ ମୁର୍ମୁ...

‘ଅଗ୍ନିପଥ‘ ଯୋଜନାକୁ ବିରୋଧ ସତ୍ତ୍ୱେ ବାୟୁସେନାରେ ଚୟନ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ,୨୪ ।୬: କେନ୍ଦ୍ର ସରକାରଙ୍କ ଦ୍ୱାରା ସେନା ଭର୍ତ୍ତି ପ୍ରକ୍ରିୟାକୁ ନେଇ ଆସିଥିବା ଅଗ୍ନିପଥ ଯୋଜନାକୁ ବିରୋଧ କରାଯିବା ପରେ ବି ଶୁକ୍ରବାରଠାରୁ ବାୟୁସେନାରେ ଚୟନ ପ୍ରକ୍ରିୟା ଆରମ୍ଭ କରାଯାଇଛି । ପୂର୍ବରୁ ଭାରତୀୟ ବାୟୁସେନା ପକ୍ଷରୁ ସୂଚନା ଦିଆଯାଇଥିଲା...

୩୭ ବିଧାୟକଙ୍କ ସମର୍ଥନ ସହ ଉପବାଚସ୍ପତିଙ୍କୁ ଚିଠି ଲେଖିଲେ ସିନ୍ଦେ

ମୁମ୍ବାଇ,୨୪।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ଶିବସେନାର ବିଦ୍ରୋହୀ ବିଧାୟକଙ୍କ ଯୋଗୁ ମହା ବିକାଶ ଅଘାଡ଼ି ସରକାର ଉପରେ ସଙ୍କଟ ଦେଖାଦେଇଛି। ୩୭ ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେଙ୍କୁ ସେମାନଙ୍କର ନେତା ଭାବରେ ଗ୍ରହଣ କରିଛନ୍ତି। ନିଜକୁ ବିଧାନସଭା...

ମହାରାଷ୍ଟ୍ରରେ ରାଜନୈତିକ ଡ୍ରାମା: ୭ ଦିନ ପାଇଁ ୭୦ ହୋଟେଲ୍‌ ରୁମ୍‌ ବୁକ୍‌, ଖର୍ଚ୍ଚ ୫୬ ଲକ୍ଷ ଟଙ୍କା

ଗୁଆହାଟୀ,୨୪।୬: ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାର ଉପରେ ସଙ୍କଟର କଳା ବାଦଲ ଛାଇ ଯାଇଛି। ଶିବସେନାର ବରିଷ୍ଠ ନେତା ତଥା ମନ୍ତ୍ରୀ ଏକନାଥ ସିନ୍ଦେଙ୍କ ବିଦ୍ରୋହ ଯୋଗୁ ମହାରାଷ୍ଟ୍ର ସରକାର ଏକ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। ତାଙ୍କ ପାଖରେ ୪୦ରୁ...

ୱାଇଏସଆର କଂଗ୍ରେସ ଦେଲା ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ

ଅମରାବତି,୨୪ ।୬: ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଏନଡିଏରୁ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥି ଘୋଷଣା କରିଛି । ଓଡ଼ିଶାର ଶାସକ ବିଜୁ ଜନତା ଦଳ(ବିଜେଡି) ଦ୍ରୌପଦୀଙ୍କୁ ସମର୍ଥନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri