ଜାତୀୟ

୮୧ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୨।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ଏଏପି ସରକାରଙ୍କ ବିରୋଧରେ ମିଥ୍ୟା ଅଭିଯୋଗ ଆଣୁଛି ଭାଜପା

ନୂଆଦିଲ୍ଲୀ, ୨୨ା୬: ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ମଙ୍ଗଳବାର ରାଜଧାନୀରେ ଶାସକ ଆମ ଆଦମୀ ପାର୍ଟି (ଏଏପି) ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ବନ୍ଦ କରିବା ପାଇଁ ଭାରତୀୟ ଜନତା ପାର୍ଟି ମିଥ୍ୟା ଅଭିଯୋଗ କରିଥିବା ନେଇ କ୍ଷୋଭ ପ୍ରକାଶ କରିଛନ୍ତି।...

୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମା ଏବଂ ବାରମୁଲ୍ଲା ଜିଲାରେ ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀଙ୍କ ସମେତ ୩ ନିହତ ହୋଇଛନ୍ତି। ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଗୋଇନ୍ଦା ସୂଚନା ପାଇ ସୁରକ୍ଷା ବଳ ବାରମୁଲ୍ଲାର ସୋପୋର ଅଞ୍ଚଳ ଅନ୍ତର୍ଗତ ତୁଲିବାଲ...

ବିପଦ ଆଶଙ୍କା କମାଅ

ନୂଆଦିଲ୍ଲୀ,୨୨ା୬: ବିମାନବନ୍ଦର ଓ ଏହାର ଚତୁଃପାର୍ଶ୍ୱ ଅଞ୍ଚଳରେ ପଶୁପକ୍ଷୀଙ୍କ ଉପସ୍ଥିତିକୁ ନେଇ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଉଦ୍‌ବେଗ ପ୍ରକାଶ କରାଯାଇଛି। ଦୁଇଦିନ ପୂର୍ବରୁ ବିହାରର ପାଟନାରୁ ନୂଆଦିଲ୍ଲୀ ଯାଉଥିବା ଏକ ବିମାନରେ ପକ୍ଷୀ ମାଡ଼ ହୋଇ...

ସୁପ୍ରିମକୋର୍ଟରେ ‘ଅଗ୍ନିପଥ’

ନୂଆଦିଲ୍ଲୀ,୨୨ା୬: ସେନାରେ ଠିକା ନିଯୁକ୍ତି ପାଇଁ କେନ୍ଦ୍ର ସରକାର ଆଣିଥିବା ‘ଅଗ୍ନିପଥ’ ଯୋଜନାକୁ ବିରୋଧ ଥମିବାର ନାଁ ଧରୁନି। ଦେଶର ବିଭିନ୍ନ ସ୍ଥାନରେ ହିଂସାତ୍ମକ ବିକ୍ଷୋଭ ପ୍ରଦର୍ଶନ ପରେ ଏହି ବିବାଦ ସୁପ୍ରିମକୋର୍ଟରେ ପହଞ୍ଚିଛି। ଦେଶରେ ଆଇନ ଶୃଙ୍ଖଳା ବଜାୟ...

ବିକଶିତ-ବିକାଶଶୀଳ ଦେଶ ମଧ୍ୟରେ ମଧ୍ୟସ୍ଥତା ଦ୍ୱାରା ପୃଥିବୀର ସନ୍ତୁଳନ ବଜାୟ ରହିବ, ସିଜେଆଇ…

ନୂଆଦିଲ୍ଲୀ, ୨୧।୬ : ବିକଶିତ ତଥା ବିକାଶଶୀଳ ଦେଶ ମଧ୍ୟରେ ଅନ୍ତର୍ଜାତୀୟମଧ୍ୟସ୍ଥତା ଦ୍ୱାରା ପୃଥିବୀର ସନ୍ତୁଳନ ବଜାୟ ରହିବ ବୋଲି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି (ସିଜେଆଇ) ଏନ.ଭି.ରମନା ଆହ୍ବାନ ଜଣାଇଛନ୍ତି। ମଙ୍ଗଳବାର ଭାରତର ପ୍ରଧାନ ବିଚାରପତି ଏକ କାର୍ଯ୍ୟକ୍ରମରେ ଯୋଗଦେଇ...

ଅଗ୍ନିପଥ ଯୋଜନା, ପ୍ରଦର୍ଶନକାରୀ ଯୁବବର୍ଗଙ୍କୁ ସମର୍ଥନ ଦେବ ଚାଷୀ ସଂଗଠନ…

ନୂଆଦିଲ୍ଲୀ, ୨୧।୬ : ଭାରତୀୟ ସେନାରେ ନୂତନ ନିଯୁକ୍ତି ଯୋଜନା ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିରୋଧ ଚାଲିଛି। କେନ୍ଦ୍ର ସରକାରଙ୍କ ଏହି ଯୋଜନାକୁ ନେଇ ଉତ୍ତରପ୍ରଦେଶର ବିହାରରେ ସବୁଠାରୁ ବଡ ଧରଣର ବିରୋଧ ଦେଖିବାକୁ ମିଳିଛି। ଏହି...

ଦ୍ରୌପଦୀ ମୁର୍ମୁ ଭାଜପା ରାଷ୍ଟ୍ରପତି ପ୍ରାର୍ଥୀ…

ନୂଆଦିଲ୍ଲୀ, ୨୧।୬ : ଭାଜପା ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁଙ୍କୁ ଚୟନ କରାଯାଇଛି। ଭାଜପା ମୁଖ୍ୟାଳୟରେ ସଂସଦୀୟ ବୋର୍ଡ ବୈଠକରେ ଆଲୋଚନା ପରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏନେଇ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଘୋଷଣା...

ଭାଜପା ସହିତ ମେଣ୍ଟ କଲେ ମିଳିବ ସମର୍ଥନ, କହିଲେ ସିନ୍ଦେ…

ମୁମ୍ବାଇ, ୨୧।୬ : ମହାରାଷ୍ଟ୍ର ସରକାରରେ ସଙ୍କଟ ସୃଷ୍ଟି କରିଥିବା ଏକନାଥ ସିନ୍ଦେଙ୍କ ସହିତ ଆଲୋଚନା ଜାରି ରହିଛି। ସେ କହିଛନ୍ତି ଯେ ରାଜ୍ୟରେ ଶିବସେନାର ପୂର୍ବତନ ସହଯୋଗୀ ଭାଜପା ସହିତ ମେଣ୍ଟ କଲେ ବିଦ୍ରୋହୀ ବିଧାୟକଙ୍କ ସମର୍ଥନ ମିଳିବ।...

ଦେଶରେ ବୃଦ୍ଧି ପାଉଥିବା ମକଦ୍ଦମା ପ୍ରବୃତ୍ତି ରାଜନୈତିକ କ୍ଷେତ୍ରରେ ସହନଶୀଳତାର ଅଭାବକୁ ଦର୍ଶାଉଛି…

ନୂଆଦିଲ୍ଲୀ, ୨୧।୬ : ସମାଜ ତଥା ନୀତିର ଜଟିଳ ସମସ୍ୟାର ସମାଧାନ ପାଇଁ କୋର୍ଟ ଏକ ଶେଷ ସମାଧାନର ପଥ ହୋଇପାରିବ ନାହିଁ ବୋଲି ଦର୍ଶାଇ ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଡି.ଓ୍ବାଇ.ଚନ୍ଦ୍ରଚୂଡ଼ କହିଛନ୍ତି ଯେ ଏକ ଗଣତାନ୍ତ୍ରିକ ସମାଜ ନିଶ୍ଚିତ...

ଏଏପି ସରକାରଙ୍କ ବିରୋଧରେ ମିଥ୍ୟା ଅଭିଯୋଗ ଆଣୁଛି ଭାଜପା…

ନୂଆଦିଲ୍ଲୀ, ୨୧।୬ : ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ମଙ୍ଗଳବାର ରାଜଧାନୀରେ ଶାସକ ଆମ ଆଦମୀ ପାର୍ଟି (ଏଏପି) ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ବନ୍ଦ କରିବା ପାଇଁ ଭାରତୀୟ ଜନତା ପାର୍ଟି ମିଥ୍ୟା ଅଭିଯୋଗ କରିଥିବା ନେଇ କ୍ଷୋଭ ପ୍ରକାଶ...

ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ ନିକଟରେ ଭୂକମ୍ପ…

ଅହମଦାବାଦ, ୨୧।୬ : ଗୁଜରାଟର ନର୍ମଦା ଜିଲାର କଓ୍ବେଡ଼ିଆ ଗାଁ ନିକଟରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୩.୧ ଥିଲା ବୋଲି ଜାତୀୟ ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଷ୍ଟାଚ୍ୟୁ ଅଫ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri