ଜାତୀୟ

ମହାରାଷ୍ଟ୍ର ଏମ୍‌ଏଲ୍‌ସି ନିର୍ବାଚନ: ଭାଜପାକୁ ୫, ଶାସକ ମେଣ୍ଟକୁ ମିଳିଲା ୪ ଆସନ

ମୁମ୍ବାଇ,୨୧।୬: ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନରେ ଶାସକ ମେଣ୍ଟର ୪ ପ୍ରାର୍ଥୀ ଏବଂ ଭାଜପାର ୫ ଜଣ ନିର୍ବାଚିତ ହୋଇଛନ୍ତି। କଂଗ୍ରେସ ସଦସ୍ୟ କ୍ରସ୍‌ ଭୋଟିଂ କରିଥିବା ଅଭିଯୋଗ ହୋଇଛି। ଗୋଟିଏ ଆସନର ଫଳାଫଳ ଘୋଷିତ ହୋଇନାହିଁ। ଉକ୍ତ ଆସନ...

ଯୋଗ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ସମଗ୍ର ଦେଶରେ ବ୍ୟାପକ ଆୟୋଜନ କରାଯାଇଛି । ଦେଶର ୭୫ଟି ପ୍ରମୁଖ ଐତିହ୍ୟସ୍ଥଳରେ ଯୋଗ ଓ ଆସନ ପ୍ରଦର୍ଶନ କରାଯାଉଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ...

ରାଷ୍ଟ୍ରପତି ନିର୍ବାଚନ: ବସିବ ସଂସଦୀୟ ବୋର୍ଡ ବୈଠକ, ଅଧ୍ୟକ୍ଷତା କରିବେ ମୋଦି

ନୂଆଦିଲ୍ଲୀ,୨୧।୬ : ରାଷ୍ଟ୍ରପତି ନିର୍ବାଚନ ରାଜନୀତି ସରଗରମ ହୋଇଉଠିଛି। ରାଷ୍ଟ୍ରପତି ପ୍ରାର୍ଥୀ କିଏ ହେବ ସେନେଇ କଳ୍ପନାଜଳ୍ପନା ଲାଗି ରହିଛି। ଇତି ମଧ୍ୟରେ ମଙ୍ଗଳବାର ଭାଜପା ମୁଖ୍ୟାଳୟରେ ସଂସଦୀୟ ବୋର୍ଡ ବୈଠକ ବସିବ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ସଙ୍କଟରେ ଉଦ୍ଧବ ସରକାର: ଡାକିଲେ ବିଧାୟକ ଦଳର ଜରୁରୀ ବୈଠକ

ମୁମ୍ବାଇ,୨୧।୬: ପୁଣି ମହାରାଷ୍ଟ୍ରରେ ରାଜନୈତିକ ହଲଚଲ ଦେଖିବାକୁ ମିଳିଛି। ମହାରାଷ୍ଟ୍ରର କ୍ୟାବିନେଟ୍‌ ମନ୍ତ୍ରୀ ଏକନାଥ ସିନ୍ଦେ ସୋମବାର ସାଠାରୁ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ନାହାଁନ୍ତି। ଶିବସେନା ସହ ତାଙ୍କ ମତଭେଦ ଥିବା କୁହାଯାଉଛି। ସୂଚନାନୁସାରେ, ସିନ୍ଦେ ଗୁଜରାଟର ସୁରଟରେ...

ଆଜି ପୁଣି ଇଡିରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ,୨୧।୬: ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଗତ ୪ଦିନରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜେରା କରୁଛି। ମଙ୍ଗଳବାର ପୁଣି ରାହୁଲ ହାଜର ହେବାକୁ ସମନ ଜାରି କରିଛି। ସୋମବାର ମଧ୍ୟ ୧୦ ଘଣ୍ଟା...

ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯,୯୨୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୭ ଜଣଙ୍କର ମୃତ୍ୟୁ ଘଟିଛି।...

ଅଗ୍ନିବୀରଙ୍କୁ ମିଳିବ ନିଶ୍ଚିତ ନିଯୁକ୍ତି: ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୧ ।୬: ଅଗ୍ନିପଥ ଯୋଜନାରେ ଦେଶ ସେବା କରି ସାରିବା ପରେ ଅଗ୍ନିବୀରଙ୍କୁ ନିଶ୍ଚିତଭାବେ ହରିୟାଣାରେ ନିଯୁକ୍ତି ସୁଯୋଗ ମିଳିବ ବୋଲି କଥା ଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର । ମଙ୍ଗଳବାର ସେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି...

ମୈସୁର ପ୍ୟାଲେସରେ ଯୋଗ କଲେ ମୋଦି

ମୈସୁର,୨୧ ।୬: ଅଷ୍ଟମ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକର ମୈସୁର ପ୍ୟାଲେସରେ ଯୋଗ କରିଛନ୍ତି । ତାଙ୍କ ସହ ପ୍ରାୟ ୧୫ ହଜାର ଲୋକ ଯୋଗାଭ୍ୟାସ କରିଛନ୍ତି । ଦୁଇ ଦିନିଆ କର୍ନାଟକ ଗସ୍ତରେ...

୧୬ ବର୍ଷରେ ବିବାହ କରିପାରିବେ ମୁସଲମାନ ଝିଅ

ଚଣ୍ଡୀଗଡ଼,୨।୧।୬: ମୁସ୍‌ଲିମ ଶରିଆ ଆଇନ ଅନୁସାରେ ମୁସଲମାନ ଝିଅ ୧୬ ବର୍ଷରେ ବିବାହ କରିବା ବୈଧ ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ ସୋମବାର ଏକ ମାମଲାର ଶୁଣାଣି କରି ରାୟ ଦେଇଛନ୍ତି। ଏଥିସହ ବିବାହ କରିଥିବା ଜଣେ ୧୬...

ସୋପୋର ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଜମ୍ମୁ,୨୧ ।୬: ଜମ୍ମୁ-କଶ୍ମୀରର ସୋପୋରରେ ସୁରକ୍ଷାର୍କମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି । ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପୋଲିସର ସୂଚନା ଅନୁଯାୟୀ, ଏନକାଉଣ୍ଟର ପୁଲୱାମାର ଦୁଜାନ ଗାାଁରେ ଚାଲିଛି । ସୁରକ୍ଷାକର୍ମୀ...

୨୪ରେ ଏସ୍‌କେଏମ୍‌ର ଦେଶବ୍ୟାପୀ ଆନ୍ଦୋଳନ ଡାକରା

ନୂଆଦିଲ୍ଲୀ,୨୧।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ନିଯୁକ୍ତି ଯୋଜନା ବିରୋଧରେ କୃଷକମାନଙ୍କ ମିଳିତ ସଂଗଠନ ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ପକ୍ଷରୁ ୨୪ ତାରିଖରେ ଦେଶବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇaଛି। ସୋମବାର କୃଷକ ନେତା ରାକେଶ ଟିକାଏତ୍‌ ଏହି ସୂଚନା ଦେଇଛନ୍ତି।...

୧୭ ହଜାର ଫୁଟ ଉପରେ ଯୋଗ କଲେ ହିମବୀର

ସିକ୍କିମ, ୨୧ ।୬: କରୋନା ମହାମାରୀ କାରଣରୁ ୨୦୨୦ ଓ ୨୦୨୧ରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସକୁ ସାର୍ବଜନିକ ଭାବେ ପାଳନ କରାଯାଇ ପାରି ନ ଥିଲା । ହେଲେ ୨୦୧୯ ପରେ ଚଳିତ ବର୍ଷ ଏହାକୁ ସାର୍ବଜନିକ ଭାବେ ପାଳନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri