ଜାତୀୟ

ଅଗ୍ନିପଥ ଯୋଜନାକୁ ନେଇ ଭାରତ ବନ୍ଦ, ବିହାରର ୧୭ ଜିଲାରେ ଇଣ୍ଟରନେଟ ବନ୍ଦ

ନୂଆଦିଲ୍ଲୀ,୨୦ ।୬: ସେନାରେ ଭର୍ତ୍ତି ହେବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ଆଗତ ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି । ଲଗାତର ବିରୋଧ ପ୍ରଦର୍ଶନ ଜାରି ରହିବା ଫଳରେ କିଛି ରାଜ୍ୟରେ ହିଂସକ...

କମ୍ପ୍ୟୁଟରରେ ମିଛ ପ୍ରମାଣ ଭରିଥିଲା ପୋଲିସ

ଓ୍ବାଶିଂଟନ୍‌/ପୁଣେ,୨୦।୬: ମହାରାଷ୍ଟ୍ରର ବହୁଚର୍ଚ୍ଚିତ ଭୀମା-କୋରେଗାଓଁ ହିଂସା ମାମଲାରେ ପୁଣେ ପୋଲିସ ୧୬ ଜଣ ସାମାଜିକ କର୍ମୀ ଓ ବୁଦ୍ଧିଜୀବୀଙ୍କୁ ଗିରଫ କରିବା ପୂର୍ବରୁ ସେମାନଙ୍କ କମ୍ପ୍ୟୁଟରରେ ମିଥ୍ୟା ଫାଇଲ ପ୍ଲାଣ୍ଟ୍‌ କରିଥିଲା। ସରକାର ଓ ଏକ ଟେକ୍ନୋଲୋଜି ସଂସ୍ଥାର ମିଳିତ...

ଅଗ୍ନିପଥ ଯୋଜନାକୁ ନେଇ ବିଜୟଭର୍ଗିୟଙ୍କ ବିବାଦୀୟ ବୟାନର ଜବାବ ରଖିଲେ ରାହୁଲ

ନୂଆଦିଲ୍ଲୀ,୨୦ ।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ଚାଲିଛି ବିରୋଧ ପ୍ରଦର୍ଶନ । ଏହାରି ଭିତରେ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ମହାସଚିବ କୈଳାସ ବିଜୟଭର୍ଗିୟ ଅଗ୍ନିପଥ ଯୋଜନାକୁ ନେଇ ଯେଉଁ ବୟାନ ଦେଇଛନ୍ତି...

‘ମନ କି ବାତ’ର ୯୦ ତମ ଏପିସୋଡ ପାଇଁ ଜନତାଙ୍କ ମତାମତ ଲୋଡିଲେ ମୋଦି

ନୂଆଦିଲ୍ଲୀ,୨୦ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଆଗାମୀ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ପାଇଁ ଜନତାଙ୍କ ମତ ଲୋଡିଛନ୍ତି । ୨୬ ଜୁନରେ ପ୍ରଚାରିତ ହେବାକୁ ଯାଉଥିବା ଏହି କାର୍ଯ୍ୟକ୍ରମର ୯୦ ତମ ଏପିସୋଡ ପାଇଁ ଜନତା...

ମିଥ୍ୟା ଖବର ପ୍ରସାରକୁ ନେଇ ସରକାରଙ୍କ ବଡ଼ ପଦକ୍ଷେପ: ୩୫ ହ୍ବାଟସଆପ ଗ୍ରୁପ ବ୍ୟାନ୍‌, ୧୦ ଗିରଫ

ନୂଆଦିଲ୍ଲୀ,୧୯।୬: ଅଗ୍ନିପଥ ଯୋଜନାକୁ ନେଇ ଦେଶର ଅନେକ ରାଜ୍ୟରେ ଯୁବକମାନେ ବିରୋଧ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ୩ ସେନା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରି ସମସ୍ତ ସନ୍ଦେହ ଦୂର କରାଯାଇଥିଲା। ଏହାସତ୍ତ୍ୱେ ମଧ୍ୟ ସୋସିଆଲ ମିଡିଆରେ ମିଥ୍ୟା...

ରାଷ୍ଟ୍ରପତି ନିର୍ବାଚନ: ଜୁନ ୨୧ରେ ବସିବ ବିରୋଧୀଙ୍କ ବୈଠକ, ଆସିବେ ନାହିଁ ମମତା

ନୂଆଦିଲ୍ଲୀ,୧୯।୬: ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ସମ୍ପର୍କରେ ବିରୋଧୀଙ୍କ ବୈଠକ ଜୁନ ୨୧ରେ ଅନୁଷ୍ଠିତ ହେବ। ଶରଦ ପାୱାରଙ୍କ ନେତୃତ୍ୱରେ ଏହି ବୈଠକରେ ୧୨ଟି ଦଳ ଅଂଶଗ୍ରହଣ କରିବେ। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବୈଠରେ ଅଂଶଗ୍ରହଣ କରିବେ ନାହିଁ...

ରାଷ୍ଟ୍ରପତି ନିର୍ବାଚନ ପାଇଁ ନଡ୍ଡାଙ୍କ ଘରେ ଚାଲିଲା ମନ୍ଥନ: ଖୁବ୍‌ଶୀଘ୍ର ହୋଇପାରେ ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ,୧୯।୬: ରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ନିର୍ବାଚନ ସମ୍ପର୍କରେ ବିରୋଧୀଙ୍କ ବୈଠକ ପରେ ଏବେ ଭାଜପା ମଧ୍ୟ ପ୍ରାର୍ଥୀ ନେଇ ବୈଠକ ଆରମ୍ଭ କରିଦେଇଛି। ରାଷ୍ଟ୍ରପତି ନିର୍ବାଚନ ଚର୍ଚ୍ଚା ଭିତରେ ରବିବାର ଭାଜପା ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ...

‘ନିଆଁ ଲାଗିବା ପରେ ପାଇଲଟ ସ୍ଥିତି ସମ୍ଭାଳି ନେଇଥିଲେ’

ନୂଆଦିଲ୍ଲୀ,୧୯।୬: ରବିବାର ସ୍ପାଇସ୍‌ ଜେଟ୍‌ ବିମାନରେ ଲାଗିଥିବା ନିଆଁର ତଦନ୍ତ କରାଯିବ ବୋଲି ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) କୁହାଯାଇଛି। । ବିମାନ ଉଡୁଥିବାବେଳେ ବାମ ଡେଣା ଏବଂ ଇଞ୍ଜିନରେ ଏକ ପକ୍ଷୀ ମାଡ଼ ହେବାରୁ ବିମାନରେ ଅଗ୍ନିଶିଖା ଦେଖାଦେଇଥିଲା...

ଟଳିପଡିଲେ ୨ ଆତଙ୍କବାଦୀ

ଶ୍ରୀନଗର,୧୯।୬: କୁପୱାରା ଏବଂ କୁଲଗାମରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ରବିବାର ଏନକାଉଣ୍ଟର ହୋଇଛି। ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନାନୁସାରେ, ରବିବାର ଜିଲାର ଲୋଲାବ ଅଞ୍ଚଳରେ କୁପୱାରା ପୋଲିସ ଏବଂ ୨୮ ଆରଆର ସେନା କର୍ମଚାରୀ...

ଅଳିଆ ଉଠାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଚ୍ଛତାକୁ ଭଲ ପାଆନ୍ତି। ସେ ମଧ୍ୟ ଏଥିପାଇଁ ଲୋକଙ୍କୁ ଉତ୍ସାହିତ କରିଥା’ନ୍ତି। ରବିବାର ନୂଆଦିଲ୍ଲୀରେ ପ୍ରଗତି ମୈଦାନ ଇଣ୍ଟିଗ୍ରେଟେଡ ଟ୍ରାଞ୍ଜିଟ କରିଡର ପ୍ରକଳ୍ପ ଅଧୀନରେ ତିଆରି ହୋଇଥିବା ମୁଖ୍ୟ ଟନେଲ ଓ ୫ଟି ଅଣ୍ଡରପାସ...

୬ ଲକ୍ଷ ଟଙ୍କାର ୧୦ ଟଙ୍କିଆ କଏନ ଦେଇ କିଣିଲେ କାର୍‌; ଗଣିବା ବେଳେ…

ଧର୍ମପୁରୀ,୧୯।୬: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ପକ୍ଷରୁ ବିଭିନ୍ନ ମୁଦ୍ରା ଚଳୁ ନ ଥିବା ନେଇ ଘୋଷଣା ହୋଇନାହିଁ। ହେଲେ ଆଜିର ସମୟରେ ଅନେକ ସ୍ଥାନରେ କିଛି ମୁଦ୍ରାକୁ ନେବାଲାଗି ଲୋକେ ଅମଙ୍ଗ ହେଉଛନ୍ତି। ଏହା ଚଳିବ ନାହିଁ ବୋଲି...

ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ବୋଲି ଜଣାପଡିଛି॥ ରାଷ୍ଟ୍ରପତିଙ୍କ ଟୁଇଟ୍‌ ହ୍ୟାଣ୍ଡେଲରୁ ଦୁଇଟି ସାକ୍ଷାତ ସମୟର ୨ଟି ଫଟୋ ପ୍ରକାଶ ପାଇଛି। କିନ୍ତୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri