ଜାତୀୟ

ବୁଲଡୋଜରରେ ବସି କନ୍ୟାଙ୍କୁ ନେବାକୁ ଆସିଲେ ବର

ଲକ୍ଷ୍ନୌ,୧୯।୬: ଉତ୍ତରପ୍ରଦେଶର ବାହରାଇଚ ଜିଲାରେ ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ସାଧାରଣତଃ ବିବାହରେ ବର କନ୍ୟାଙ୍କୁ ନେବା ପାଇଁ ସବାରୀ କିମ୍ବା କାର୍‌ ନେଇ ଆସିଥାନ୍ତି। କିନ୍ତୁ ବାହରାଇଚ୍‌ ଜଣେ ମୁସଲମାନ ଯୁବକ ନିଜ ଭାବି ସ୍ତ୍ରୀଙ୍କୁ ନେବା...

ସିକନ୍ଦରାବାଦ୍ ହିଂସା ଘଟଣା: ମାଷ୍ଟରମାଇଣ୍ଡ ଗିରଫ

ସିକନ୍ଦରାବାଦ୍‌,୧୯।୬: ଅଗ୍ନିପଥ ନିଯୁକ୍ତି ଯୋଜନାକୁ ବିରୋଧ କରି ତେଲେଙ୍ଗାନାର ସିକନ୍ଦରାବାଦ୍‌ ରେଳ ଷ୍ଟେଶନରେ ଘଟିଥିବା ହିଂସା ଘଟଣାରେ ପୂର୍ବତନ ସେନା କର୍ମଚାରୀ ଅବୁଲା ସୁବା ରାଓଙ୍କୁ ଆନ୍ଧ୍ରପ୍ରଦେଶ ପୋଲିସ ଗିରଫ କରିଛି। ପୋଲିସର ସୂଚନାନୁସାରେ, ସୁବା ରାଓ ସିକନ୍ଦରାବାଦ୍‌ ହିଂସାର...

ପ୍ରତ୍ୟାହାର ହେବ ନାହିଁ ‘ଅଗ୍ନିପଥ ଯୋଜନା’: ଏଫଆଇଆର୍‌ ଥିବା ଯୁବକଙ୍କୁ ମିଳିବନି ଚାକିରି

ନୂଆଦିଲ୍ଲୀ,୧୯।୫: ଅଗ୍ନିପଥ ଯୋଜନା ବିରୋଧରେ ଚାଲିଥିବା ପ୍ରଦର୍ଶନ ମଧ୍ୟରେ ସେନା ପକ୍ଷରୁ ରବିବାର ମିଳିତ ଖବରଦାତା ସମ୍ମିଳନୀ କରି ଏହି ଯୋଜନା ବିଷୟରେ ବିସ୍ତୃତ ସୂଚନା ଦିଆଯାଇଛି। ସାମରିକ ବ୍ୟାପାର ବିଭାଗର ଅତିରିକ୍ତ ସଚିବ ଲେଫ୍ଟ ଜେନେରାଲ ଅନିଲ ପୁରୀ...

‘ବିରୋଧ ପ୍ରଦର୍ଶନ ଛାଡନ୍ତୁ, ପ୍ରଧାନମନ୍ତ୍ରୀଙ୍କ ଉପରେ ବିଶ୍ୱାସ ରଖନ୍ତୁ’

ନୂଆଦିଲ୍ଲୀ,୧୯।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ଯୋଜନାକୁ ବିରୋଧ କରୁଥିବା ଯୁବକଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବିଶ୍ୱାସ ରଖିବାକୁ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଆହ୍ବାନ କରିଛନ୍ତି। ଆନ୍ଦୋଳନକୁ ଶେଷ କରିବା ଏବଂ ଆଲୋଚନାର ରାସ୍ତା ବାଛିବା ସହିତ...

ଅଗ୍ନିପଥ ଯୋଜନାକୁ ବିରୋଧ: ଜନ୍ତର ମନ୍ତରରେ କଂଗ୍ରେସର ସତ୍ୟାଗ୍ରହ ଆରମ୍ଭ

ନୂଆଦିଲ୍ଲୀ,୧୯।୬: ଭାରତ ସରକାର ଅଗ୍ନିପଥ ଯୋଜନା ଘୋଷଣା କରିବା ଦିନଠାରୁ ଏହା ବିରୋଧରେ ପ୍ରଦର୍ଶନ ଜାରି ରହିଛି। ଦେଶରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ କରାଯାଉଥିବାବେଳେ ରାଜନୀତି ମଧ୍ୟ ତୀବ୍ର ରୂପ ନେଉଛି। ରବିବାର କଂଗ୍ରେସ ଜନ୍ତର ମନ୍ତରରେ ଏହି ଯୋଜନା...

ମଝି ଆକାଶରେ ବିମାନରେ ଲାଗିଲା ନିଆଁ

ପାଟନା,୧୯।୬: ମଝି ଆକାଶରେ ବିମାନରେ ନିଆଁ ଲାଗିଯାଇଛି। ବିହାର ପାଟନା ବିମାନ ବନ୍ଦରରେ ଏଭଳି ଏକ ବିମାନ ଦୁର୍ଘଟଣା ଘଟିଛି। ଫଳରେ ବିମାନକୁ ଜରୁରୀକାଳୀନ ଅବତରଣ କରାଯାଇଛି। ବିମାନରେ ୧୮୫ ଜଣ ଯାତ୍ରୀ ଥିଲେ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା...

କିଛି ନୂଆ କାମ କରିବାକୁ ହେଲେ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ: ମୋଦି

ନୂଆଦିଲ୍ଲୀ,୧୯ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପ୍ରଗତି ମଇଦାନରେ ଆଟିପିଓ ଟନେଲର ଉଦଘାଟନ କରିଛନ୍ତି । ଏହା ପୂର୍ବରୁ ସେ ଏହି ଟନେଲର ଯାଞ୍ଚ ମଧ୍ୟ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଦଶନ୍ଧି ପୂର୍ବରୁ ଭାରତର...

ମିଳିଲେ ଅବ୍ୱାସ ଭାଇ, ଯାହାଙ୍କୁ ମନେପକାଉଥିଲେ ମୋଦି

ନୂଆଦିଲ୍ଲୀ,୧୯ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍ଗ ବ୍ଲଗରେ ଯେଉଁ ଅବ୍ୱାସ ଭାଇଙ୍କ କଥା ଉଲ୍ଲେଖ କରିଥିଲେ ଶେଷରେ ତାଙ୍କ ଠିକଣା ମିଳିଛି । ଏବେ ସେ ଅଷ୍ଟେଲିଆର ସିଡ୍‌ନୀରେ ପରିବାର ସହ ରହୁଛନ୍ତି । କୁହାଯାଉଛି କି...

ଅଗ୍ନିପଥ ଯୋଜନାକୁ ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ନୂଆଦିଲ୍ଲୀ,୧୯ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ନେଇ ପ୍ରାୟ ୧୫ ରାଜ୍ୟରେ ଜୋରଦାର ବିରୋଧ ପ୍ରଦର୍ଶନ କରାଯାଉଛି । କେରଳରେ ଯୁବକମାନେ ରାଜଭବନ ଘେରାଉ କରିଛନ୍ତି । ରାଜସ୍ଥାନରେ ବି ଏହାକୁ ବିରୋଧ କରାଯାଉଛି । ତାମିଲନାଡୁ, କର୍ନାଟକ,...

ନୁପୁର ଶର୍ମାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିପାରେ ଭାଜପା: ଓୱାଇସି

ନୂଆଦିଲ୍ଲୀ,୧୯ ।୬: ଏଆଇଏମଆଇଏମ ମୁଖ୍ୟ ତଥା ଏମ୍‌ପି ଅସଦୁଦ୍ଦିନ ଓୱାଇସି ପୁଣିଥରେ କେନ୍ଦ୍ର ଶାସିତ ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରିଛନ୍ତି । ଗୋଟିଏ ପଟେ ନୁପୁର ଶର୍ମା ତ ଅନ୍ୟପଟେ ଅଗ୍ନିପଥ ଯୋଜନାକୁ ନେଇ କେନ୍ଦ୍ର ସରକାରଙ୍କୁ...

କରୋନା ନାଜାଲ ଭ୍ୟାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଶେଷ, ଖୁବଶୀଘ୍ର ହେବ ଲଞ୍ଚ

ନୂଆଦିଲ୍ଲୀ,୧୯ ।୬: କରୋନା ମହାମାରୀ ପୁଣିଥରେ ମୁଣ୍ଡ ଟେକିବା ଆରମ୍ଭ କଲାଣି । ହେଲେ ଏହାସହ ଲଢିବାକୁ ସାରା ବିଶ୍ୱରେ ଭ୍ୟାକ୍ସିନ ତିଆରି ହୋଇ ସାରିଥିବା ବେଳେ ଏବେ ଏହି ଭ୍ୟାକ୍ସିନକୁ ନେଇ ଆଉ ଏକ ଭଲ ଖବର ଆସିଛି...

କାବୁଲ ଗୁରୁଦ୍ୱାରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କଲେ ମୋଦି

ନୂଆଦିଲ୍ଲୀ,୧୯ ।୬: ଆଫଗାନିସ୍ତାନର ରାଜଧାନୀ କାବୁଲ ସ୍ଥିତ କାର୍ତେ ପରୱାନ ଗୁରୁଦ୍ୱାରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍ ନିନ୍ଦା କରିଛନ୍ତି । ତାଲିବାନ ଶାସିତ ଆଫଗାନିସ୍ତନରେ ସଂଖ୍ୟାଲଘୁଙ୍କ ଧାର୍ମିକ ସ୍ଥଳକୁ ଟାର୍ଗେଟ କରି କରାଯାଉଥିବା ଆକ୍ରମଣର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri