ଜାତୀୟ

ବିରୋଧ ପ୍ରଦର୍ଶନ ଯୋଗୁ ଫସି ରହିଥିବା ରେଳ ଯାତ୍ରୀଙ୍କୁ ମିଳିବ ଖାଦ୍ୟ-ପାନୀୟ: ଅଶ୍ୱିନି ବୈଷ୍ଣବ

ନୂଆଦିଲ୍ଲୀ,୧୯ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ବିରୋଧ କରି ସାରା ଦେଶରେ ପ୍ରଦର୍ଶନ ଜାରି ରହିଛି । ଫଳରେ ଏହାର ପ୍ରଭାବ ଟ୍ରେନ ଚଳାଚଳ ଉପରେ ଅଧିକ ପଡିଛି । ଏପଟେ ପ୍ରଦର୍ଶନକାରୀମାନେ ଟ୍ରେନରେ ନିଆଁ ଲଗାଇଦେବା ଫଳରେ...

ଜନ୍ମଦିନ ନ ପାଳିବାକୁ କହିଲେ ରାହୁଲ

ନୂଆଦିଲ୍ଲୀ,୧୯ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ସାରା ଦେଶରେ ବିରୋଧ କରାଯାଉଥିବା ବେଳେ କିଛି ରାଜ୍ୟରେ ହିଂସାତ୍ମକ ପରିସ୍ଥିତି ସାମ୍ନାକୁ ଆସିଛି । ଦେଶର ଯୁବବର୍ଗ ଏହି ଯୋଜନାକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ବିରୋଧ ପ୍ରଦର୍ଶନ...

ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ହେବାକୁ ଫାରୁକ ଅମଙ୍ଗ

ଶ୍ରୀନଗର,୧୮ା୬: ଆଗାମୀ ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳଗୁଡ଼ିକ ମିଳିତ ପ୍ରାର୍ଥୀ ଦେବା ଲାଗି ଉଦ୍ୟମ ଚଳାଇଛନ୍ତି। ତେବେ ସମ୍ଭାବ୍ୟ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ନେତା ଫାରୁକ୍‌ ଅବଦ୍ଦୁଲାଙ୍କ ନାଁ ଚର୍ଚ୍ଚା ହେଉଥିଲା।...

୩୬୯ ଟ୍ରେନ୍‌ ବାତିଲ

ନୂଆଦିଲ୍ଲୀ,୧୮ା୬: ଅଗ୍ନିପଥ ପ୍ରତିବାଦ ଯୋଗୁ ରେଳ ବିଭାଗ ପକ୍ଷରୁ ଟ୍ରେନ୍‌ ସେବା ପ୍ରଭାବିତ ହୋଇଛି। କେତେକ ରୁଟ୍‌ରେ ଟ୍ରେନ ସମ୍ପୂର୍ଣ୍ଣ ବାତିଲ କରାଯାଇଥିବାବେଳେ ଆଉ କେତେକ ରୁଟ୍‌ରେ ଆଂଶିକ ବାତିଲ କରାଯାଇଛି।  କେତେକ ଟ୍ରେନ୍‌ର ଗତିପଥ ବଦଳାଇ ଯାତ୍ରା କରିବାର...

‘ଅଗ୍ନିପଥ ଉପରେ ନ ବୁଝି ପ୍ରତିବାଦ କରାଯାଉଛି, ଏହାର ମୂଲ୍ୟ ଦେବାକୁପଡ଼ିବ’

ନୂଆଦିଲ୍ଲୀ,୧୮।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ ଯୋଜନା’କୁ ପ୍ରତ୍ୟାହାର ଦାବି କରି ଦେଶର ବିଭିନ୍ନ ରାଜ୍ୟରେ ପ୍ରତିବାଦ କରାଯାଉଛି। ଏଭଳି ସ୍ଥିତିରେ ଶନିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ୩ ସେନା ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ବୈଠକରେ...

ଅଗ୍ନିପଥ ଯୋଜନା: ଜନ୍ତରମନ୍ତରରେ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୮।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ଦେଶର ବିଭିନ୍ନ ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଦିନକୁ ଦିନ ଏହି ପ୍ରତିିବାଦ ଉଗ୍ର ରୂପ ନେଉଥିବା ବେଳେ କଂଗ୍ରେସ ମଧ୍ୟ ବିରୋଧର ସ୍ବର ଉଠାଇଛି। ମୋଦି ସରକାରଙ୍କୁ ଘେରିବାକୁ...

ଆସାମ-ତ୍ରିପୁରାରେ ବନ୍ୟା ବିତ୍ପାତ: ୫୫ଲୋକଙ୍କ ମୃତ୍ୟୁ, ୧୯ଲକ୍ଷ ପ୍ରଭାବିତ

ଡିସପୁର/ଅଗରତାଲା,୧୮।୬: ଆସାମ ଓ ତ୍ରିପୁରାରେ ବନ୍ୟା ବିତ୍ପାତ ଦେଖାଦେଇଛି। ଏହି ବନ୍ୟା ବିତ୍ପାତ ଯୋଗୁ ଏପର୍ଯ୍ୟନ୍ତ ୫୫ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱା ଶର୍ମାଙ୍କୁ ଫୋନରେ ରାଜ୍ୟରେ...

ପୁସ୍ତକରୁ ହଟିଲା ଦଙ୍ଗା, ନକ୍ସଲ-ଜରୁରୀ ପରିସ୍ଥିତି ବିଷୟ

ନୂଆଦିଲ୍ଲୀ,୧୮।୬: ନ୍ୟାଶନାଲ କାଉନସିଲ୍‌ ଅଫ୍‌ ଏଜୁକେଶନ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ(ଏନ୍‌ସିଇଆର୍‌ଟି) ଦ୍ୱାଦଶ ଶ୍ରେଣୀର ବିଭିନ୍ନ ପାଠ୍ୟପୁସ୍ତକରୁ ୨୦୦୨ ଗୁଜରାଟ ଦଙ୍ଗା, ଶୀତଳ ଯୁଦ୍ଧ, ନକ୍ସଲ ଆନ୍ଦୋଳନ ଏବଂ ମୋଗଲ କୋର୍ଟ ବିଷୟକୁ ହଟାଇଦେଇଛି। ଦ୍ୱାଦଶ ଶ୍ରେଣୀ ରାଜନୀତି ବିଜ୍ଞାନ ପାଠ୍ୟକ୍ରମରୁ...

ଭଦୋଦରାରେ ପହଞ୍ଚିଲେ ମୋଦି, କରିବେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ

ଗାନ୍ଧିନଗର,୧୮।୬: ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭଦୋଦରା ଠାରେ ପହଞ୍ଚିଛନ୍ତି। ସେଠାରେ ପ୍ରାୟ ୨୧ ହଜାର କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। ତାଙ୍କ ସହ ଗୁଜୁରାଟର ମୁଖ୍ୟମନ୍ତ୍ରୀ...

ବିହାରରେ ୨୪ ଘଣ୍ଟିଆ ବନ୍ଦ ପାଳନ

ପାଟନା,୧୮ା୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ଶନିବାର ବିହାରରେ ବନ୍ଦ ପାଳନ କରାଯାଇଛି। ଅନ୍ୟପକ୍ଷେ ପୋଲିସ ପ୍ରଶାସନ ପକ୍ଷରୁ ରାଜ୍ୟର ବିଭିନ୍ନ ସହରରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି। ଅଲ୍‌ ଇଣ୍ଡିଆ ଷ୍ଟୁଡେଣ୍ଟ୍‌ସ ଆସୋସିଏଶନ୍‌ (ଏଆଇଏସ୍‌ଏ)...

ସତ୍ୟେନ୍ଦ୍ରଙ୍କ ଜାମିନ୍‌ ଆବେଦନ ଖାରଜ

ନୂଆଦିଲ୍ଲୀ,୧୮।୬: ବେଆଇନ୍‌ ଅର୍ଥ କାରବାରରେ ଗିରଫ ହୋଇଥିବା ଦିଲ୍ଲୀ ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ଆମ ଆଦମୀ ନେତା ସତ୍ୟେନ୍ଦ୍ର ଜୈନ ବଡ ଝଟକା। ଶନିବାର ସତ୍ୟେନ୍ଦ୍ରଙ୍କ ଜାମିନ୍‌ ଆବେଦନକୁ ସ୍ବତନ୍ତ୍ର ସିବିଆଇ କୋର୍ଟ ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ, ମନି ଲଣ୍ଡରିଂ...

ଯୁଗ ବଦଳିଯାଏ କିନ୍ତୁ ବିଶ୍ୱାସ ଚିରସ୍ଥାୟୀ

ଗାନ୍ଧୀନଗର,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟ ଗସ୍ତରେ ଅଛନ୍ତି। ମା’ଙ୍କ ୧୦୦ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଭାଇ ପଙ୍କଜ ମୋଦିଙ୍କ ଘରେ ପହଞ୍ଚି ମାଆଙ୍କଠାରୁ ଆଶୀର୍ବାଦ ନେଇଛନ୍ତି। ଏହାପରେ ସେ ପାଓ୍ବାଗଡ଼ର ପାହାଡରେ ପୁନଃନିର୍ମାଣ ହୋଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri