ଜାତୀୟ

ପୁଲୱାମାରେ ସବ୍ ଇନ୍ସପେକ୍ଟରଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଜମ୍ମୁ,୧୮ ।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କୁ ମିଳିଛି ଆଉ ଏକ ସଫଳତା । ପୁଲୱାମାରେ ଆତଙ୍କବାଦୀମାନେ ଜଣେ ସବ ଇନ୍ସପେକ୍ଟରଙ୍କୁ ଗୁଳି କରି ହତ୍ୟା କରିଥିବା ସୂଚନା ମିଳିଛି । ଘରେ ପଶି ଏମାନେ ସବ ଇନ୍ସପେକ୍ଟରଙ୍କୁ ହତ୍ୟା କରିଥିବା କୁହାଯାଉଛି...

ଜଷ୍ଟିସ୍‌ ରଞ୍ଜନା ଦେଶାଇ ପିସିଆଇ ମୁଖ୍ୟ

ନୂଆଦିଲ୍ଲୀ,୧୮ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ରଞ୍ଜନା ପ୍ରକାଶ ଦେଶାଇ ପ୍ରେସ୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ପିସିଆଇ) ଅଧ୍ୟକ୍ଷା ନିଯୁକ୍ତ ହୋଇଛନ୍ତି। ଏନେଇ ଶୁକ୍ରବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ପିସିଆଇ ଅଧ୍ୟକ୍ଷ ଜଷ୍ଟିସ୍‌ ଚନ୍ଦ୍ରମଉଲି...

ମାଆଙ୍କ ୧୦୦ତମ ଜନ୍ମଦିନରେ ଆଶୀର୍ବାଦ ନେଲେ ମୋଦି

ଗାନ୍ଧିନଗର,୧୮ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହିରାବେନ ମୋଦି ୧୦୦ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ଶନିବାର ଅର୍ଥାତ୍ ୧୮ ଜୁନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଭାଇ ପଙ୍କଜ ମୋଦିଙ୍କ ଘରେ ପହଞ୍ଚି ମାଆଙ୍କଠାରୁ...

ଜୀବନ ନେଉଛି ‘ଅଗ୍ନିପଥ’

ନୂଆଦିଲ୍ଲୀ/ହାଇଦ୍ରାବାଦ/ଭୁବନେଶ୍ୱର(ବ୍ୟୁରୋ),୧୮ା୬: ଭାରତୀୟ ସେନାରେ ଚୁକ୍ତିଭିତ୍ତିକ ନିଯୁକ୍ତି ‘ଅଗ୍ନିପଥ’ ଯୋଜନା ନେଇ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ବିରୋଧରେ ମୁଣ୍ଡ ଟେକିଥିବା ଆନ୍ଦୋଳନ କ୍ରମଶଃ ହିଂସ୍ର ହେବାରେ ଲାଗିଛି। ତିନି ସଶସ୍ତ୍ର ବାହିନୀରେ ଏହି ସ୍ବଳ୍ପକାଳୀନ ନିଯୁକ୍ତିକୁ ଦେଶବ୍ୟାପୀ ବିରୋଧ କରାଯାଇଛି। ଆଶାୟୀମାନେ...

ବିହାରରେ ୧୯ ଜୁନ ପର୍ଯ୍ୟନ୍ତ ଇଣ୍ଟରନେଟ ବନ୍ଦ

ପାଟନା,୧୮ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ନେଇ ବେଳକୁ ବେଳ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି । ବିଶେଷ କରି ଏହି ଯୋଜନାକୁ ଯୁବବର୍ଗ ଖୁବ୍ ବିରୋଧ କରୁଛନ୍ତି । ଏହାର ପ୍ରଭାବ ସାଧାରଣ ଜୀବନ ଯାତ୍ରା ଉପରେ...

ରାଜୀବ ହତ୍ୟା ମାମଲା: ନଳିନୀ, ରବିଚନ୍ଦ୍ରନଙ୍କ ଆବେଦନ ଖାରଜ

ଚେନ୍ନାଇ,୧୭।୬: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ହତ୍ୟା ମାମଲାରେ ଜେଲରୁ ମୁକ୍ତି ପାଇଁ ନଳିନୀ ଶ୍ରୀହରନ ଏବଂ ରବିଚନ୍ଦ୍ରନ କରିଥିବା ଆବେଦନକୁ ମାଡ୍ରାସ ହାଇକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ରାଜ୍ୟପାଳଙ୍କ ସ୍ବୀକୃତି ବିନା ସେମାନଙ୍କୁ ଜେଲରୁ ଖଲାସ ଲାଗି ନିର୍ଦ୍ଦେଶ...

ଜୟରାମ ହେଲେ କଂଗ୍ରେସର ନୂଆ ମିଡିଆ ପ୍ରଭାରୀ

ନୂଆଦିଲ୍ଲୀ,୧୭।୬: ରାଜସ୍ଥାନ ଉଦୟପୁରରେ ଅନୁଷ୍ଠିତ ଚିନ୍ତନ ଶିବିର ପରେ କଂଗ୍ରେସରେ ପ୍ରଥମ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଦଳ ପକ୍ଷରୁ ଜୟରାମ ରମେଶଙ୍କୁ ମିଡିଆ ପ୍ରଭାରୀ ଓ ମହାସଚିବ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ଏହି ଦାୟିତ୍ୱରେ ଥିବା ରଣଦୀପ...

ଏସିବି ଜାଲରେ ୨୧ ସରକାରୀବାବୁ

ବେଙ୍ଗାଲୁରୁ,୧୭।୬: କର୍ନାଟକର ଦୁର୍ନୀତି ନିବାରଣ ବ୍ୟୁରୋ(ଏସିବି) ଶୁକ୍ରବାର ୨୧ସରକାରୀ କର୍ମଚାରୀଙ୍କ ସମ୍ପତ୍ତି ମାମଲାରେ ୮୦ରୁ ଅଧିକ ସ୍ଥାନରେ ଚଢ଼ାଉ କରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଏକକାଳୀନ ଏହି ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ବେଳେ ଶିବଲିଙ୍ଗାଇଙ୍କ ଘରୁ ୩ଟି ଘର,...

ଅଗ୍ନିପଥ ଯୋଜନାର ପ୍ରତିବାଦରେ ୧୮ରେ ବିହାର ବନ୍ଦ

ନୂଆଦିଲ୍ଲୀ,୧୭।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାର ପ୍ରତିବାଦର ସ୍ବର ଦିନକୁ ଦିନ ତେଜିବାରେ ଲାଗିଛି। ଦେଶର ବିଭିନ୍ନ ପ୍ରାନ୍ତରେ ବିକ୍ଷୋଭ ପ୍ରଦର୍ଶନ ହିଂସାର ରୂପ ନେଉଛି। ଅନ୍ୟପକ୍ଷେ ବିହାରରେ ଏହାର ପ୍ରତିବାଦ ଉଗ୍ର ରୂପ ନେଇଛି। ବିହାରର ବିଭିନ୍ନ ଛାତ୍ର...

ନବାବ-ଅନୀଲ ଦେଇପାରିବେନି ଭୋଟ

ମୁମ୍ବାଇ,୧୭।୬: ରାଜ୍ୟ ସଭା ନିର୍ବାଚନ ପାଇଁ ହେବାକୁ ଥିବା ମତଦାନ ଲାଗି କରାଯାଇଥିବା ଆବେଦନର ଶୁଣାଣିରେ ଇଡି ଦ୍ୱାରା ଗିରଫ ହୋଇଥିବା ମହାରାଷ୍ଟ୍ର ସରକାରର ମନ୍ତ୍ରୀ ନବାବ ମଲିକ ଏବଂ ପୂର୍ବତନ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ଝଟ୍‌କା ମିଳିଛି।...

ଜଳୁଛି ଅଗ୍ନିପଥ ନିଆଁ: ପୋଲିସ ଗୁଳିରେ ଜଣେ ମୃତ

ହାଇଦ୍ରାବାଦ,୧୭।୬: ଅଗ୍ନିପଥ ଯୋଜନା ବିରୋଧରେ ଜାରି ରହିଥିବା ପ୍ରଦର୍ଶନ ଏବେ ଉଗ୍ର ରୂପ ଧାରଣ କରିଛି। ଦିନକୁ ଦିନ ଏହାର ନିଆଁ ଦେଶର ବିଭିନ୍ନ ରାଜ୍ୟକୁ ବ୍ୟାପିଲାଣି। ଇତିମଧ୍ୟରେ ତେଲେଙ୍ଗାନାର ସିକନ୍ଦରାବାଦରେ ଶୁକ୍ରବାର ତୀବ୍ର ଉତ୍ତେଜନା ଦେଖିବାକୁ ମିଳିଛି। ଏହି...

ମାସେ ପାରୋଲରେ ଯିବେ ରାମ ରହିମ

ସିରସା,୧୭।୬: ହରିଆଣାର ପଞ୍ଚକୁଲା ବଳାତ୍କାର ମାମଲାରେ ଜେଲ୍‌ରେ ଥିବା ଡେରା ସଚ୍ଚା ସୌଦା ମୁଖ୍ୟ ଗୁରୁମିତ ରାମ ରହିମ ସିଂଙ୍କୁ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ରାମ ରହିମଙ୍କୁ ଏକ ମାସ ପାଇଁ ପାରୋଲରେ ଯିବାକୁ ଅନୁମତି ପ୍ରଦାନ କରାଯାଇଛି ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri