ଜାତୀୟ

‘ପ୍ରସ୍ତୁତ ହୁଅନ୍ତୁ, ଖୁବଶୀଘ୍ର ଆରମ୍ଭ ହେବ ନିଯୁକ୍ତି ପ୍ରକ୍ରିୟା’

ନୂଆଦିଲ୍ଲୀ,୧୭।୫: କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଆରମ୍ଭ କରିବାକୁ ଘୋଷଣା କରାଯାଇଛି। ଏହି ଯୋଜନା ଅଧୀନରେ, ଇଚ୍ଛୁକ ଯୁବକମାନଙ୍କୁ ୪ ବର୍ଷ ପାଇଁ ସଶସ୍ତ୍ର ବାହିନୀରେ ନିଯୁକ୍ତି ଦିଆଯିବ।...

ମୂଷା ନେଇଯାଇଥିଲା ୫ ଲକ୍ଷ ଟଙ୍କାର ସୁନା: ଜଣାପଡିବା ପରେ…

ମୁମ୍ବାଇ,୧୭।୬: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଏକ ଅଜବ ଘଟଣା ଘଟିଛି। ପୋଲିସ ଏକ ମୂଷା ଗାତରୁ ହଜିଯାଇଥିବା ସୁନା ଅଳଙ୍କାରରେ ପରିପୂର୍ଣ୍ଣ ବ୍ୟାଗ ଉଦ୍ଧାର କରିଛି। ଏହି ବ୍ୟାଗରେ ପାଞ୍ଚ ଲକ୍ଷ ମୂଲ୍ୟର ସୁନା ଅଳଙ୍କାର ଥିଲା। ଏହି...

ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ମୋଦି

ଗାନ୍ଧିନଗର,୧୭।୬: ଆଜିଠୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତକାଳରେ ଶନିବାର ଅର୍ଥାତ୍‌ ଜୁନ ୧୮ ତାରିଖ ପୂର୍ବାହ୍ନ ପ୍ରାୟ ୯.୧୫ରେ ପ୍ରଧାନମନ୍ତ୍ରୀ ପାଭଗଡ ପାହାଡରେ ପୁନଃନିର୍ମିତ ଶ୍ରୀ କାଳିକା ମାତା ମନ୍ଦିର ଦର୍ଶନ କରି...

ଜମ୍ମୁ ତାୱି-ଗୁଆହାଟି ଏକ୍ସପ୍ରେସ ଟ୍ରେନରେ ଲଗାଇଦେଲେ ନିଆଁ

ପାଟନା,୧୭।୬: ସେନାରେ ନୂତନ ନିଯୁକ୍ତି ଯୋଜନା ‘ଅଗ୍ନିପଥ’ ବିରୋଧରେ ଲଗାତାର ତୃତୀୟ ଦିନ ପାଇଁ ବିହାରରେ ତୀବ୍ର ପ୍ରଦର୍ଶନ କରାଯାଇଛି। ଆଜି ସକାଳେ ବିହାରର ସାମସ୍ତିପୁରରେ ଜମ୍ମୁ ତାୱି-ଗୁଆହାଟି ଏକ୍ସପ୍ରେସ ଟ୍ରେନରେ ପ୍ରଦର୍ଶନକାରୀମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଟ୍ରେନର...

ଦେଶରେ ବଢିଚାଲିଛି ସଂକ୍ରମଣ

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୮୪୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୪ ଜଣଙ୍କର ମୃତ୍ୟୁ ଘଟିଛି।...

‘ଅଗ୍ନିପଥ’ ଯୋଜନା: ବୟସସୀମା ବୃଦ୍ଧି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୭।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ଯୋଜନାକୁ ବିରୋଧ କରିବା ସହ କିଛି ସ୍ଥାନରେ ଆନ୍ଦୋଳନ ଏହାକୁ ନେଇ ଆନ୍ଦୋଳନ କରାଯାଉଛି। ତେବେ ବିରୋଧ ପରେ କେନ୍ଦ୍ର ସରକାର ଚାକିରି ନିୟମ ପରିବର୍ତ୍ତନ କରିଛନ୍ତି। ମୁଖ୍ୟତଃ ଏହି ଯୋଜନାରେ ସର୍ବାଧିକ ବୟସ...

ସୁପ୍ରିମକୋର୍ଟ ବିଚାରପତିଙ୍କୁ ହୃଦ୍‌ଘାତ

ନୂଆଦିଲ୍ଲୀ,୧୭।୬(ପି.ଟି.):ହିମାଚଳପ୍ରଦେଶରେ ଥିବା ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହାଙ୍କୁ ଗୁରୁବାର ହୃଦ୍‌ଘାତ ହେବାରୁ ତାଙ୍କୁ ଚିକିତ୍ସା ପାଇଁ ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ଅଣାଯାଇଛି। ଭାରତର ପ୍ରଧାନ ବିଚାରପତି ଏନ୍‌.ଭି. ରମନା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସହ ଯୋଗାଯୋଗ କରି ଜଷ୍ଟିସ...

ଆସାମ ବନ୍ୟା: ମୃତ୍ୟୁସଂଖ୍ୟା ୪୪

ଗୁଆହାଟୀ,୧୭।୬:ଆସାମର ଗୋଲପଡା ସହରରେ ଗୁରୁବାର ପ୍ରବଳ ବର୍ଷା ଜନିତ ଭୂସ୍ଖଳନରେ ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୪୪ରେ ପହଞ୍ଚତ୍ଛି। ସୋମବାର ରାତିରୁ ଆସାମର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି। ମଙ୍ଗଳବାର...

ଆସାମ ବନ୍ୟା ମୃତ୍ୟୁସଂଖ୍ୟା ୪୪ରେ ପହଞ୍ଚିଲା

ଗୁଆହାଟୀ,୧୬।୬: ଆସାମର ଗୋଲପଡ଼ା ସହରରେ ଗୁରୁବାର ଭୂସ୍ଖଳନରେ ୨ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୪୪ରେ ପହଞ୍ଚିଛି। ସୋମବାର ରାତିରୁ ଆସାମର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି। ଅନ୍ୟପକ୍ଷେ ମଙ୍ଗଳବାର...

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୧୬।୬: ଉତ୍ତରପ୍ରଦେଶ ସରକାର ଉପଯୁକ୍ତ ଆଇନଗତ ପ୍ରକ୍ରୟା ବିନା ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଚଳାଇଥିବାରୁ ଏହାକୁ ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦେବାକୁ ଜମାଏତ୍‌-ଉଲେମା-ଇ-ହିନ୍ଦ୍‌ ଓ ଅନ୍ୟମାନେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଏନେଇ ସର୍ବୋଚ୍ଚ ଅଦାଲତ ୟୁପି ସରକାରଙ୍କୁ ଜବାବ ମାଗିଛନ୍ତି।...

ଅଭିନେତ୍ରୀଙ୍କୁ ମିଳିଲା ଜାମିନ୍‌, ବିବାଦୀୟ ମନ୍ତବ୍ୟ ଦେଇ ହୋଇଥିଲେ ଗିରଫ

ମୁମ୍ବାଇ,୧୬।୬: ବରିଷ୍ଠ ରାଜନେତା ତଥା ଏନସିପି ସୁପ୍ରିମୋ ଶରଦ ପାୱାରଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ କରି ଗିରଫ ହୋଇଥିବା ମରାଠୀ ଅଭିନେତ୍ରୀ କେତକୀ ଚିତଲେଙ୍କୁ ଗୁରୁବାର ଜାମିନ ମିଳିଛି। ଥାନେର ଏକ କୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି। ହେଲେ ତାଙ୍କ...

ଇଡିକୁ ୩ ଦିନ ଛୁଟି ମାଗିଲେ ରାହୁଲ

ନୂଆଦିଲ୍ଲୀ,୧୬।୬: ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ କ୍ରମାଗତ ତୃତୀୟ ଥର ଜେରା କରାଯାଇଛି। ଆଜି ମଧ୍ୟ ରାହୁଲଙ୍କୁ ଇଡି ପୁଣି ଜେରା କରିଥାଆନ୍ତା। ହେଲେ ମା’ ତଥା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri