ଜାତୀୟ

ତୁକାରାମ ମହାରାଜ ମନ୍ଦିରର ଉଦ୍‌ଘାଟନ କଲେ ମୋଦି

ପୁଣେ,୧୪ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣେରେ ଜଗଦଗୁରୁ ଶ୍ରୀସନ୍ଥ ତୁକାରାମ ମହାରାଜଙ୍କ ମନ୍ଦିରର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମୋଦି କହିଛନ୍ତି ଦେହୁର ଶିଳା ମନ୍ଦିର କେବଳ ଭକ୍ତିର ଶକ୍ତିର ଏକ କେନ୍ଦ୍ର ନୁହେଁ ବରଂ ଭାରତର...

ଏୟାର ଇଣ୍ଡିଆ ଉପରେ ଲାଗିଲା ୧୦ ଲକ୍ଷର ଜରିମାନା

ନୂଆଦିଲ୍ଲୀ,୧୪।୬: ଏୟାର ଇଣ୍ଡିଆ ଉପରେ ଲାଗୁ ହୋଇଛି ୧୦ ଲକ୍ଷ ଟଙ୍କାର ଜରିମାନା। ବୈଧ ଟିକେଟ ଥିବା ସତ୍ତ୍ୱେ ଯାତ୍ରୀଙ୍କୁ ବୋର୍ଡିଂକୁ ବାରଣ କରିବା ଏବଂ ସେମାନଙ୍କୁ ବାଧ୍ୟତାମୂଳକ କ୍ଷତିପୂରଣ ପ୍ରଦାନ ନ କରିବାରୁ ବିମାନ ଚଳାଚଳ ନିୟନ୍ତ୍ରକ ଡିଜିସିଏ...

ଛାତିରେ ଯୋଗୀ ଆଦିତ୍ୟନାଥଙ୍କ ଟାଟୁ କଲେ ମୁସଲମାନ ଯୁବକ

ଲକ୍ଷ୍ନୌ,୧୪।୬: ଦେଶରେ ସାମ୍ପ୍ରଦାୟିକତା ନାମରେ ଅନେକ ହିଂସା ଘଟୁଥିବା ବେଳେ ୟୁପିର ଜଣେ ମୁସଲମାନ ଯୁବକ ଭାଇଚାରାର ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ୨୩ ବର୍ଷୀୟ ମୁସଲମାନ ଯୁବକ ୟାମିନ ସିଦ୍ଦିକି ଛାତିରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ...

ଖୁବଶୀଘ୍ର ହେବ ସିଡିଏସ ନିଯୁକ୍ତି: ରାଜନାଥ

ନୂଆଦିଲ୍ଲୀ,୧୪ ।୬: ଦେଶର ପ୍ରଥମ ଚିଫ ଅଫ ଡିଫେନ୍ସ ଷ୍ଟାଫ(ସିଡିଏସ) ଜେନେରାଲ ବିପିନ ରାୱତଙ୍କ ପରଲୋକ ପରେ ଏବେ ଏହି ପଦବି ଖାଲି ପଡିଛି । ତେବେ ଖୁବଶୀଘ୍ର ଏହି ପଦବୀ ପୂରଣ କରାଯିବ ବୋଲି ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ...

ଭୋ’ ଭୋ’ ହୋଇ କାନ୍ଦିଲେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୪।୬: କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ଏକ ଫିଲ୍ମ ଦେଖି ଭାବପ୍ରବଣ ହୋଇପଡିଛନ୍ତି। ସେ ଏତେ ଭାବପ୍ରବଣ ହୋଇପଡିଛନ୍ତି ଯେ, ତାଙ୍କ ଆଖିରୁ ଲୁହ ଧାର ଧାର ବୋହିପଡୁଛି। ସେ ନିଜ ହାତରେ ଲୁହ ପୋଛି ଦେଉଛନ୍ତି। ଏହାର ଏକ...

ଅଭିଷେକଙ୍କ ଘରେ ପହଞ୍ଚିଲା ସିବିଆଇ

କୋଲକାତା,୧୪।୬: କୋଇଲା ଦୁର୍ନୀତି ମାମଲାରେ ମଙ୍ଗଳବାର କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ(ସିବିଆଇ) ଟିମ୍‌ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ତଥା ଟିଏମସି ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ ଘରେ ପହଞ୍ଚିଛି। ଏହି ଦୁର୍ନୀତି ସମ୍ପର୍କରେ ଅଭିଷେକ ବାନାର୍ଜୀଙ୍କ ସ୍ତ୍ରୀ ରୁଜିରା ବାନାର୍ଜୀଙ୍କ...

‘ଅଗ୍ନିପଥ’ ସ୍କିମ୍‌ର ଶୁଭାରମ୍ଭ କଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୪।୬: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଭାରତୀୟ ସେନାର ଅଗ୍ନିପଥ ସ୍କିମ୍‌ର ଶୁଭାରମ୍ଭ କରିଛନ୍ତି । ୩ ସେନାମୁଖ୍ୟଙ୍କ ଉପସ୍ଥିତିରେ ମନ୍ତ୍ରୀ ରାଜନାଥ ଏହି ସ୍କିମ୍‌କୁ ଘୋଷଣା କରିଛନ୍ତି। ସେନାକୁ ଆସିବାକୁ ଚାହୁଁଥିବା ଯୁବକଙ୍କୁ ୪ ବର୍ଷ ପାଇଁ...

ଦୋଷୀ ସାବ୍ୟସ୍ତ ହେଲେ ବାହୁବଳୀ ବିଧାୟକ

ପାଟନା,୧୪।୬: ବିହାରର ମୋକମା ବିଧାୟକ ଅନନ୍ତ ସିଂଙ୍କୁ ନିଷିଦ୍ଧ ଆଧୁନିକ ଅସ୍ତ୍ର ଏକେ-୪୭ ରଖିବା ଏବଂ ହ୍ୟାଣ୍ଡ ଗ୍ରେନେଡ ଜବତ ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହି ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଜୁନ୍‌ ୨୧ରେ ଦଣ୍ଡବିଧାନ...

ମହାରାଷ୍ଟ୍ର ଗସ୍ତରେ ମୋଦି,ତୁକାରାମ ମନ୍ଦିରର କରିବେ ଉଦ୍‌ଘାଟନ

ମୁମ୍ବାଇ,୧୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମହାରାଷ୍ଟ୍ର ଗସ୍ତ କରିବେ। ସେଠାରେ ମୋଦି ପୁଣେ ଦେହୁରେ ଥିବା ଜଗତଗୁରୁ ସନ୍ତ ତୁକାରାମ ମହାରାଜଙ୍କ ପ୍ରତିମୂର୍ତ୍ତି ଏବଂ ଶିଳା ମନ୍ଦିରର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ମନ୍ଦିର...

ଦ୍ୱିତୀୟ ଦିନରେ ଇଡିରେ ହାଜର ହେଲେ ରାହୁଲ

ନୂଆଦିଲ୍ଲୀ,୧୪।୬: ନ୍ୟାଶନାଲ ହେରାଲ୍ଡ ମାମଲାରେ ଆଜି ପୁଣି ଇଡିରେ ହାଜର ହୋଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି। ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତାଙ୍କୁ ମଙ୍ଗଳବାର ଦ୍ୱିତୀୟ ରାଉଣ୍ଡ ଜେରା କରିବ। ସୋମବାର ମଧ୍ୟ ରାହୁଲ ଇଡି କାର୍ଯ୍ୟାଳୟରେ ହାଜର ହୋଇଥିଲେ।...

ଗୌହାଟୀ ଭୂସ୍ଖଳନ: ଗଲା ୪ ଜୀବନ

ଗୌହାଟୀ,୧୪।୬: ଭୂସ୍ଖଳନ ଯୋଗୁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏଭଳି ଏକ ଘଟଣା ଘଟିଛି ଆସାମ ଗୌହାଟୀର ବୋରାଗାଓଁ ନିକଟ ନିଜାରପାର ଅଞ୍ଚଳରେ। ସୋମବାର ରାତିାର ଲଗାଣ ବର୍ଷା ଯୋଗୁଁ ଏଭଳି ହୋଇଥିବା ଜଣାପଡ଼ିଛି। ସେହିପରି ଆହୁରି ୪ଜଣ ଫସିଥିବା...

ଅଧିକ ଦିନ ‘ଲିଭ୍‌ ଇନ୍‌’ ରହିବା ବିବାହ ସହ ସମାନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪।୬: ଯଦି ଜଣେ ପୁରୁଷ ଏବଂ ଜଣେ ମହିଳା ଦୀର୍ଘ ସମୟ ଧରି ଏକାଠି ରୁହନ୍ତି, ତେବେ ଆଇନ ଅନୁଯାୟୀ ଏହାକୁ ବିବାହ ଭଳି ଧରାଯିବ ଏବଂ ସେମାନଙ୍କ ସନ୍ତାନ ପୈତୃକ ସମ୍ପତ୍ତିରେ ଭାଗରୁ ବଞ୍ଚିତ ହୋଇପାରିବ ନାହିଁ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri