ଜାତୀୟ

ବୁଲଡୋଜର ରାଜନୀତି, ଯୋଗୀଙ୍କୁ ଟାର୍ଗେଟ କଲେ ଓୱାଇସି

ଲକ୍ଷ୍ନୌ,୧୩ ।୬: ଭାରତୀୟ ଜନତା ପାର୍ଟି(ଭାଜପା)ରୁ ନିଲମ୍ବିତ ହୋଇଥିବା ରାଷ୍ଟ୍ରୀୟ ପ୍ରବକ୍ତା ନୁପୁର ଶର୍ମା ପ୍ରଫେଟ ମହମ୍ମଦଙ୍କୁ ନେଇ ଦେଇଥିବା ବିବାଦୀୟ ଟିପ୍ପଣିକୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ହିଂସା ପରିସ୍ଥିତି ଉପୁଜିଛି । ଶୁକ୍ରବାରର ନମାଜ ପରେ...

ଏଥର ଅନ୍ତର୍ଜାତୀୟ ଯୋଗ ଦିବସ ହେବ ଭିନ୍ନ, ମୋଦିଙ୍କ ୭୫ ମନ୍ତ୍ରୀ ୭୫ ଐତିହାସିକ ସ୍ଥାନରେ କରିବେ ଯୋଗ

ନୂଆଦିଲ୍ଲୀ,୧୩ ।୬: ଚଳିତ ବର୍ଷ ହେବାକୁ ଯାଉଥିବା ଅନ୍ତର୍ଜାତୀୟ ଯୋଗ ଦିବସ ଟିକେ ଭିନ୍ନ ଧରଣର ହେବ ବୋଲି ଜଣାପଡିଛି । ଚଳିତ ବର୍ଷ ମୋଦି ସରକାରଙ୍କ ୭୫ ଜଣ ମନ୍ତ୍ରୀ ଦେଶର ଭିନ୍ନ ଭିନ୍ନ ୭୫ଟି ଐତିହାସିକ ସ୍ଥାନରେ...

ପବ୍‌ଜି ଖେଳରୁ ଜୀବନ ହାରିଲେ କଂଗ୍ରେସ ନେତାଙ୍କ ପୁଅ

ହାଇଦ୍ରାବାଦ, ୧୨ା୬: ଆନ୍ଧ୍ରପଦେଶର କ୍ରିଷ୍ଣା ଜିଲାରେ ରବିବାର ଏକ ଦୁଖଃଦ ଘଟଣା ଘଟିଛି। ଅନ୍‌ଲାଇନ୍‌ ପବ୍‌ଜି ଗେମ୍‌ରେ ହାରିବା ପରେ ସାଙ୍ଗମାନଙ୍କ ଥଟ୍ଟା ସହି ନ ପାରି ଜଣେ ୧୬ ବର୍ଷୀୟ ନାବାଳକ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମଛଲିପଟ୍‌ନମ୍‌ର...

ଅଂଶୁଘାତରେ ଗଲା ୫ ଭକ୍ତଙ୍କ ଜୀବନ, ସମବେଦନା ଜଣାଇଲେ ମମତା

କୋଲକାତା,୧୨ା୬: ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲା ପାଣିହାଟିଠାରେ ଦଣ୍ଡ ମହୋତ୍ସବ ଚାଲିଥିବା ବେଳେ ରବିବାର ଅଂଶୁଘାତରେ ୫ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଛି। କିଛି ଅସୁସ୍ଥ ହୋଇ ଚିକିତ୍ସାଧୀନ ଅଛନ୍ତି। ପାଣିହାଟିର ଇସ୍କନ ମନ୍ଦିରରେ ପ୍ରାୟ ୫ଶହ ବର୍ଷ...

ରାଷ୍ଟ୍ରପତି ନିର୍ବାଚନ ପାଇଁ ବିପକ୍ଷ ଦଳ ସହ ଆଲୋଚନ କରିବ ଭାଜପା

ନୂଆଦିଲ୍ଲୀ,୧୨।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ଭାଜପା ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଛି। ଉପଯୁକ୍ତ ରାଷ୍ଟ୍ରପତି ପ୍ରାର୍ଥୀ ଚୟନ ପାଇଁ ଭାଜପା ଏନଡିଏ ସହଯୋଗୀମାନଙ୍କ ସହ କଥା ହେବ। ଏହା ବ୍ୟତୀତ ଭାଜପା ୟୁପିଏ ସମର୍ଥିତ ଦଳ ତଥା ସ୍ବାଧୀନ...

ଜିଲାପାଳଙ୍କ ଗାଈ ଅସୁସ୍ଥ: ଚିକିତ୍ସା ପାଇଁ ୭ ଡାକ୍ତରଙ୍କୁ ନିର୍ଦ୍ଦେଶ

ଫତେହପୁର,୧୨।୬: ଉତ୍ତରପ୍ରେଦଶ ଫତେହପୁର ଜିଲାପାଳ ଅପୂର୍ବ ଦୁବେଙ୍କ ଗାଈ ଅସୁସ୍ଥ ହୋଇପଡିଛି। ଅସୁସ୍ଥ ଗାଈର ଯତ୍ନ ନେବା ପାଇଁ ଜିଲ୍ଲାପାଳ ୭ ଜଣ ସରକାରୀ ଡାକ୍ତରଙ୍କୁ ନିଯୁକ୍ତ କରିଛନ୍ତି। ରବିବାର ଦିନ ସୋସିଆଲ ମିଡିଆରେ ଏହି ଚିଠି ଭାଇରାଲ ହେବା...

ହିଂସା ସ୍ଥଳ ପରିଦର୍ଶନ କରିବାକୁ ଶୁଭେନ୍ଦୁ ଅଧିକାରୀଙ୍କୁ ମନା

କୋଲକାତା,୧୨।୬: ପଶ୍ଚିମବଙ୍ଗ ହାଓ୍ବଡ଼ା ଜିଲାରେ ହିଂସାକାଣ୍ଡ ଘଟିଥିବା ଘଟଣାସ୍ଥଳ ପରିଦର୍ଶନ କରିବାକୁ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ମନା କରାଯାଇଛି। ଏହା ବିରୋଧରେ ଆଇନର ଆଶ୍ରୟ ନେବେ ବୋଲି ଶୁଭେନ୍ଦୁ କହିବା ସହ...

ପ୍ରକାଶ ସିଂ ବାଦଲ ଅସୁସ୍ଥ, ମୋହାଲିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି

ଚଣ୍ଡିଗଡ଼,୧୨ ।୬: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିରୋମଣି ଅକାଳି ଦଳର ବରିଷ୍ଠ ନେତା ପ୍ରକାଶ ସିଂ ବାଦଲ ଶନିବାର ରାତିରେ ହଠାତ୍ ଅସୁସ୍ଥ ହୋଇ ପଡିଛନ୍ତି । ତାଙ୍କୁ ମୋହାଲିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।...

ପରିବାର ସହ ଦିଲ୍ଲୀ ଛାଡିଲେ ନବୀନ ଜିନ୍ଦଲ

ନୂଆଦିଲ୍ଲୀ,୧୨ ।୬: ଭାରତୀୟ ଜନତା ପାର୍ଟି(ଭାଜପା)ରୁ ବହିସ୍କୃତ ହୋଇଥିବା ନେତା ନବୀନ ଜିନ୍ଦଲ ପରିବାର ସହ ରବିବାର ଦିଲ୍ଲୀ ଛାଡିଛନ୍ତି । ତାଙ୍କୁ ଜୀବନରୁ ମାରି ଦେବାକୁ ଧମକ ମିଳିବା ପରେ ସେ ତାଙ୍କ ପରିବାର ସହ ଦିଲ୍ଲୀ ଛାଡିଛନ୍ତି...

ମନ୍ତ୍ରୀଙ୍କ ପୁଅ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ଯୁବତୀଙ୍କ ଉପରେ କାଳିମାଡ

ନୂଆଦିଲ୍ଲୀ,୧୨।୬: ରାଜସ୍ଥାନରେ ଅଶୋକ ଗେହଲୋଟ ସରକାରର ମନ୍ତ୍ରୀ ମହେଶ ଯୋଶୀଙ୍କ ପୁଅ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ପୀଡିତାଙ୍କ ଉପରେ କାଳିମାଡ କରାଯାଇଛି। ଶନିବାର ରାତିରେ ଦିଲ୍ଲୀର ଶାହିନ ବାଗ ପୋଲିସ ଷ୍ଟେଶନ ଅଞ୍ଚଳରେ ଦୁଇଜଣ ଯୁବକ ପୀଡିତାଙ୍କ ଉପରେ...

ଭାରତକୁ ବଦନାମ କରିବା ଲାଗି ପାକିସ୍ତାନର ଷଡ଼ଯନ୍ତ୍ର, ସୋସିଆଲ ମିଡ଼ିଆର ଅପବ୍ୟବହାର…

ନୂଆଦିଲ୍ଲୀ, ୧୨।୬ : ମହାପୁରୁଷ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ବିରୋଧରେ ଚାଲିଥିବା ପ୍ରଦର୍ଶନକୁ ନେଇ ପାକିସ୍ତାନ ଭାରତକୁ ବଦନାମ କରିବର ଷଡ଼ଯନ୍ତ୍ର ରଚିଛି। ବିବାଦ ପରେ ପାକିସ୍ତାନ ସୋସିଆଲ ମିଡିଆ ବ୍ୟବହାର କରି ଭାରତକୁ ବଦନାମ କରୁଛି। ଡିଜିଟାଲ...

୬ ମାସରେ ୯୯ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର …

ଶ୍ରୀନଗର, ୧୨।୬ : ଜମ୍ମୁ -କଶ୍ମୀରର ପୁଲୱାମା ଏନକାଉଣ୍ଟରରେ ଶନିବାର ୩ ଜଣ ସ୍ଥାନୀୟ ଲଶ୍କର-ଇ-ତୋଏବା ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ପୋଲିସ କନଷ୍ଟେବଳ ଥିଲେ ଯିଏକି ଜଣେ ସ୍ଥାନୀୟ ଶ୍ରମିକଙ୍କ ହତ୍ୟାରେ ସମ୍ପୃକ୍ତ ଥିବା ଅଭିଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri