ଜାତୀୟ

ପାଣି ପାଇଁ ନଦିଆରେ ସଂଘର୍ଷ, ତୃଣମୂଳ କଂଗ୍ରେସର ଦୁଇ ଗୋଷ୍ଠୀ ମୁହାଁମୁହିଁ…

କୋଲକାତା, ୧୨।୬ : ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ପଶ୍ଚିମବଙ୍ଗର ନଦିଆ ଜିଲାର ଶାନ୍ତିପୁର ଅଞ୍ଚଳରେ ପାଣି ଭରିବା ନେଇ ସାମାନ୍ୟ ବିବାଦ ପରେ ତୃଣମୂଳ କଂଗ୍ରେସର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ବିବାଦ...

ପ୍ରୟାଗରାଜ ହିଂସା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଘରେ ଚଢିଲା ବୁଲ୍‌ଡୋଜର୍‌

ପ୍ରୟାଗରାଜ,୧୨।୬: ପ୍ରୟାଗରାଜ ହିଂସା ଘଟଣାରେ ଯୋଗୀ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଜାଭେଦ ପମ୍ପଙ୍କ ଘରେ ବୁଲଡୋଜର ଚଢିଛି। ଜାଭେଦଙ୍କ ବିଳାସପୂର୍ଣ୍ଣ ବଙ୍ଗଳା ଅଳ୍ପ ସମୟ ମଧ୍ୟରେ ମାଟିରେ ମିଶିଯାଇଛି। ଘଟଣାର ଗମ୍ଭୀରତାକୁ...

ହସ୍ପିଟାଲ୍‌ରେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୨।୬: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ରବିବାର ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। କଂଗ୍ରେସ ନେତା ରଣଦୀପ ସୁରଜେୱାଲା ଟୁଇଟ୍‌ର ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। କିଛି ଦିନ ପୂର୍ବେ ସୋନିଆ କରୋନା ସଂକ୍ରମଣର ଶିକାର ହୋଇଥିଲେ। ଆଜି ସକାଳେ ତାଙ୍କୁ...

ରାଷ୍ଟ୍ରପତି ନିର୍ବାଚନ, ପାରସ୍ପରିକ ମତଭେଦଠାରୁ ଦୂରେଇ ରହି କାର୍ଯ୍ୟ କରିବାକୁ କଂଗ୍ରେସର ଆହ୍ବାନ…

ନୂଆଦିଲ୍ଲୀ, ୧୨।୬ : ଦେଶରେ ଜୁଲାଇ ୧୮ରେ ହେବାକୁଥିବା ରାଷ୍ଟ୍ରପତି ନିର୍ବାଚନ ପରିପ୍ରେକ୍ଷୀରେ ବିରୋଧୀ ଦଳର ନେତାମାନଙ୍କୁ ଏକଜୁଟ କରିବା ଲାଗି ପଶ୍ଚିମବଙ୍ଗ ମୁଖ୍ୟନ୍ତ୍ରୀ ମମତା ବାନାର୍ଜୀ ଏକ ବୈଠକ ଜୁନ୍‌ ୧୫ରେ ଡକାଇଛନ୍ତି। ମମତାଙ୍କ ପଦକ୍ଷେପ ନେଇ କଂଗ୍ରେସ...

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିରୋଧୀ ଏକତାରେ ଫାଟ…

ନୂଆଦିଲ୍ଲୀ, ୧୨।୬ : ଦେଶରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିରୋଧୀଙ୍କୁ ଏକଜୁଟ କରିବା ପାଇଁ ମମତା ବାନାର୍ଜୀଙ୍କ ଉଦ୍ୟମ ବିଫଳ ହୋଇଛି। କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ମାର୍କ୍ସବାଦୀ) ନେତା ସୀତାରାମ ୟେଚୁରୀ ଦିଲ୍ଲୀରେ ମମତା ବାନାର୍ଜୀ ଦ୍ୱାରା ଜୁନ୍‌...

ତାଜିକିସ୍ତାନକୁ ୫୦ ଶଯ୍ୟା ବିଶିଷ୍ଟ ମୈତ୍ରୀ ହସ୍ପିଟାଲ ହସ୍ତାନ୍ତର କଲା ଭାରତ…

ଦୁଶନାବେ/ନୂଆଦିଲ୍ଲୀ, ୧୨।୬ : ତାଜିକିସ୍ତାନରେ ଭାରତୀୟ ରାଷ୍ଟ୍ରଦୂତ ବିରାଜ ସିଂ ଦିନ ତାଜିକିସ୍ତାନର ଡେପୁଟି ପ୍ରତିରକ୍ଷା ମନ୍ତ୍ରୀ ମେଜର ଜେନେରାଲ ଶୋହିନ ଅବଦୁସୋତ୍ସରଙ୍କୁ ୫୦ ଶଯ୍ୟା ବିଶିଷ୍ଟ ଭାରତ-ତାଜିକିସ୍ତାନ ମୈତ୍ରୀ ହସ୍ପିଟାଲ ହସ୍ତାନ୍ତର କରିଛନ୍ତି। ଏହି ହସ୍ପିଟାଲରେ ଅପରେଶନ ଥିଏଟର,...

ତାଲିବାନ-ଭାରତ ସମ୍ପର୍କରେ ସୁଧାର, ଆରମ୍ଭ ହେବ ବିମାନ ସେବା…

ନୂଆଦିଲ୍ଲୀ/କାବୁଲ, ୧୨।୬ : ଭାରତ ଏବଂ ତାଲିବାନ ମଧ୍ୟରେ ସମ୍ପର୍କରେ ସୁଧାର ହେବାରେ ଲାଗିଛି। ତାଲିବାନ ଆଫଗାନିସ୍ତାନରେ କ୍ଷମତା ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଭାରତର ଏକ ସରକାରୀ ପ୍ରତିନିଧୀ ଦଳ ୨ ଜୁନ ୨୦୨୨ରେ ଆଫଗାନିସ୍ତାନ...

ମୋ ବିରୋଧରେ ବିଭିନ୍ନ ଅଭିଯୋଗ ନ ଆଣି ମତେ ବରଂ ମାରିଦିଅ, ଭାବପ୍ରବଣ ହୋଇ କହିଲେ ସ୍ବପ୍ନା…

ଥିରୁଭାନନ୍ତପୁରମ୍‌, ୧୨।୬ : କେରଳରେ ସୁନା ଚୋରା ଚାଲାଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ସ୍ବପା୍ନ ସୁରେଶଙ୍କ ଅସୁବିଧା ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ପି ବିଜୟନଙ୍କ ବିରୋଧରେ ନଗଦ ଟଙ୍କା ଦେଣନେଣ ଅଭିଯୋଗ କରିବା ପରେ ସ୍ବପ୍ନା ଏବେ ପୁଣି...

ସ୍ଥିତି ପୁଣି ଅଣାୟତ୍ତ ମୁହାଁ…

ନୂଆଦିଲ୍ଲୀ, ୧୨।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ପ୍ରୟାଗରାଜ ହିଂସା ମାମଲାରେ ଜେଲ ଗଲେ ୬୪ ଅଭିଯୁକ୍ତ, ମୁଖ୍ୟ ଅଭିଯୁକ୍ତଙ୍କ ଘର ଉପରେ ଚାଲିପାରେ ବୁଲଡୋଜର

ନୂଆଦିଲ୍ଲୀ,୧୨ ।୬: ପ୍ରଫେଟ ମହମ୍ମଦଙ୍କ ଉପରେ ଆପତ୍ତିଜନକ ଟିପ୍ପଣି ଦେବା ମାମଲାରେ ଶୁକ୍ରବାରର ନମାଜ ପରେ ଉତ୍ତର ପ୍ରଦେଶର ବିଭିନ୍ନ ଅଞ୍ଚଳରେ ହିଂସା ବ୍ୟାପିଛି । ପ୍ରୟାଗରାଜ ସହର ଏଥିରୁ ବାଦ ଯାଇନାହିଁ । ତେବେ ପୋଲିସର ଆକ୍ସନ ପରେ...

ବିଶ୍ୱ ବ୍ୟାପାର ସଙ୍ଗଠନ ସମ୍ମିଳନୀରେ କୃଷକ, ମତ୍ସଜୀବୀଙ୍କ ହିତ ଉପରେ ଗୁରୁତ୍ୱ ଦେବ ଭାରତ

ନୂଆଦିଲ୍ଲୀ,୧୨ ।୬: ରବିବାରଠାରୁ ଆରମ୍ଭ ହେଉଥିବା ବିଶ୍ୱ ବ୍ୟାପାର ସଙ୍ଗଠନ(ୱାର୍ଲଡ ଟ୍ରେଡ ଅର୍ଗାନାଇଜେଶନ)ର ଦ୍ୱାଦଶ ମନ୍ତ୍ରିସ୍ତରିୟ ସମ୍ମିଳନୀରେ ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମ ପାଇଁ ଶସ୍ୟର ସର୍ବସାଧାରଣ ସଂରକ୍ଷଣ ତଥା କୃଷକ ଓ ମତ୍ସଜୀବିଙ୍କ ସ୍ୱାର୍ଥକୁ ଦୃଢ ଭାବରେ ରକ୍ଷା କରିବା...

ସୋନିଆ-ରାହୁଲଙ୍କୁ ଇଡିର ନୋଟିସ ବିରୋଧରେ ସାରା ଦେଶରେ କଂଗ୍ରେସର ପ୍ରେସ କନଫରେନ୍ସ, ପ୍ରଦର୍ଶନ ପାଇଁ ବି ପ୍ରସ୍ତୁତି

ନୂଆଦିଲ୍ଲୀ,୧୨ ।୬: ନ୍ୟାଶନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ବହୁବାର ନୋଟିସ ଦିଆଗଲାଣି । ଏବେ ଏହାକୁ ନେଇ ସାରା ଦେଶରେ କଂଗ୍ରେସ ପ୍ରେସ କନଫରେନ୍ସ କରିବାକୁ ଯାଉଛି । ଏଥିପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri