ଜାତୀୟ

‘ମୁଁ ବିଧାୟକଙ୍କ ଝିଅ, ମୋତେ ଛାଡିଦିଅ’

ବେଙ୍ଗାଲୁରୁ,୧୦।୬: କର୍ନାଟକରେ ଭାଜପା ବିଧାୟକ ଅରବିନ୍ଦ ନିମ୍ବାୱାଲୀଙ୍କ ଝିଅ ଟ୍ରାଫିକ୍‌ ପୋଲିସଙ୍କ ଝଗଡା କରିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସେ ପୋଲିସ କର୍ମଚାରୀଙ୍କ ସହ ଯୁକ୍ତିତର୍କ କରୁଥିବା ଦେଖିବାକୁ ମିଳିଛି। ସୂଚନାନୁସାରେ, ଭାଜପା ବିଧାୟକ ଅରବିନ୍ଦ...

ଆଜି ଗୁଜୁରାଟ ଯିବେ ମୋଦି

ଗାନ୍ଧିନଗର,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଗୁଜୁରାଟ ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୦.୧୫ରେ ପ୍ରଧାନମନ୍ତ୍ରୀ ନାଭସାରୀରେ ‘ଗୁଜୁରାଟ ଗୌରବ ଅଭିଯାନ’ର ନାମକ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି କାର୍ଯ୍ୟକ୍ରମ ସମୟରେ ସେ ନାଭସାରୀର ଏକ...

ଲାଲୁଙ୍କ ଜନ୍ମଦିନରେ ତେଜ ପ୍ରତାପ ଦେବେ ବିଶେଷ ଉପହାର, ଗରିବଙ୍କୁ ଖାଦ୍ୟ ବାଣ୍ଟିବ ଦଳ

ପାଟନା,୧୦ ।୬: ରାଷ୍ଟ୍ରୀୟ ଜନତା ଦଳ ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କର ଜୁନ ୧୧ରେ ପାଳନ ହେବାକୁ ଯାଉଛି ୭୫ ତମ ଜନ୍ମଦିନ । ଏହାକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରିବାକୁ ଯୋଜନା କରାଯାଇଛି । ଦଳ ଏହି...

ବଢିଚାଲିଛି ସଂକ୍ରମଣ

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭,୫୮୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୮ ଜଣଙ୍କର ମୃତ୍ୟୁ ଘଟିଛି।...

ଜମ୍ମୁ-କଶ୍ମୀରର ଭଦ୍ରୱାହରେ କର୍ଫ୍ୟୁ ପରେ ଇଣ୍ଟରନେଟ ସେବା ବନ୍ଦ

ଶ୍ରୀନଗର,୧୦ ।୬: ଜମ୍ମୁ-କଶ୍ମୀରରେ କିଛିଦିନ ହେବ ଲାଗି ରହିଥିବା ଟାର୍ଗେଟ କିଲିଂକୁ ନେଇ ପରିବେଶ ଗରମ ଥିବା ବେଳେ ଏବେ ସାଂପ୍ରଦାୟିକ ଉତ୍ତେଜନାକୁ ଦେଖି ଜମ୍ମୁ-କଶ୍ମୀର ପୋଲିସ ଡୋଡା ଜିଲାର ଭଦ୍ରୱାହ ସହରରେ ଫ୍ଲାଗ ମାର୍ଚ୍ଚ କରିବା ପରେ ସେଠାରେ...

ଚମକାଇଲା ଓୱାଇସିଙ୍କ ଦଳ, ଭାଜପାକୁ ହରାଇବାକୁ ଶିବସେନା ନେତୃତ୍ୱ ଏମଭିଏକୁ ଦେବ ଭୋଟ

ମୁମ୍ବାଇ,୧୦ ।୬: ମହାରାଷ୍ଟ୍ରର ୬ ରାଜ୍ୟ ସଭା ଆସନ ଲାଗି ଶୁକ୍ରବାର ନିର୍ବାଚନ ହେବାକୁ ଯାଉଛି । ଠିକ୍ ଏହା ପୂର୍ବରୁ ଅସଦୁଦ୍ଦିନ ଓୱାଇସିଙ୍କ ଦଳ ଏଆଇଏମ୍‌ଆଇଏମ୍ ଶିବସେନା ନେତ୍ୟତ୍ୱ ମହାବିକାଶ ଅଘାଡି ପ୍ରାର୍ଥୀଙ୍କୁ ଭୋଟ ଦେବ ବୋଲି କହିଛି...

କାନପୁରରେ ୧୪୪ ଧାରା ଜାରି, ସମ୍ବେଦନଶୀଳ ଜିଲାରେ ଡ୍ରୋନ ରଖିବ ନଜର

କାନପୁର,୧୦ ।୬: କାନପୁରରେ ହୋଇଥିବା ହିଂସା ପରେ ଏବେ ପ୍ରଥମ କରି ଶୁକ୍ରବାର ନମାଜ ହେବାକୁ ଯାଉଛି । ଏହାକୁ ନେଇ ପ୍ରଶାସନ ହାଇ ଆଲର୍ଟରେ ଅଛି । ଏହାକୁ ଦୃଷ୍ଟିରେ ରଖି ୧୪୪ ଧାରା ଲାଗୁ କରାଯାଇଛି ।...

‘ସୀତା ମାତାଙ୍କ ଚିର ହରଣ’: ସୁରଜେୱାଲାଙ୍କ ବିବାଦୀୟ ବୟାନକୁ ନେଇ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୧୦ ।୬: ଭାରତୀୟ ଜନତା ପାର୍ଟି(ଭାଜପା) ଗୁରୁବାର କଂଗ୍ରେସର ମୁଖ୍ୟ ପ୍ରବକ୍ତା ରଣଦୀପ ସୁରଜେୱାଲାଙ୍କୁ ଟାର୍ଗେଟ କରିଛି । ଉଦୟପୁରରେ ସେ ଦେଇଥିବା ଏକ ଟିପ୍ପଣିକୁ ନେଇ ଭାଜପା କହିଛି ସୁରଜେୱାଲା ମାତା ସୀତାଙ୍କର ଅପମାନ କରିଛନ୍ତି । ଭାଜପାର...

ଆଜି ରାଜ୍ୟ ସଭା ନିର୍ବାଚନ: ଭୋଟିଂର ହେବ ଭିଡିଓଗ୍ରାଫ

ନୂଆଦିଲ୍ଲୀ,୧୦।୬: ଚାରି ରାଜ୍ୟର ୧୬ ରାଜ୍ୟ ସଭା ଆସନ ଲାଗି ଶୁକ୍ରବାର ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ପକ୍ଷରୁ ଘୋଡ଼ାବେପାର ଉଦ୍ୟମ ଚାଲିଥିବା ଅଭିଯୋଗ ହେଉଛି। ନିର୍ବାଚନ ତଦାରଖ ପାଇଁ ୪ ଜଣ ସ୍ବତନ୍ତ୍ର ପର୍ଯ୍ୟବେକ୍ଷକ ନିଯୁକ୍ତ...

ରାଜ୍ୟ ସଭାର ୧୬ ଆସନ ପାଇଁ ଆଜି ଭୋଟ ଗ୍ରହଣ

ନୂଆଦିଲ୍ଲୀ,୧୦ ।୬: କିଣା ବିକା ବା ଘୋଡା ବେପାର ଭଳି ଅଭିଯୋଗ ମଧ୍ୟରେ ଶୁକ୍ରବାର ୧୬ ରାଜ୍ୟ ସଭା ଆସନ ପାଇଁ ହେବାକୁ ଯାଉଛି ନିର୍ବାଚନ । ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ଓ ଭାରତୀୟ ଜନତା ପାର୍ଟି(ଭାଜପା) ନିଜ...

ଡୋଭାଲଙ୍କ ବୈଠକ ଉପରେ ଇରାନ ଦେଇଥିବା ବିବୃତି ହଟାଇଲା

ନୂଆଦିଲ୍ଲୀ,୯।୬: ପ୍ରଫେଟ ମହମ୍ମଦଙ୍କ ଉପରେ ଭାଜପା ସଦସ୍ୟଙ୍କ ବିବାଦୀୟ ବିବୃତିକୁ ନେଇ କୂଟନୈତିକ ବିବାଦ ଜାରି ରହିଛି। ଏଭଳି ସ୍ଥିତିରେ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ସହ ଇରାନ ବହିର୍ବ୍ୟାପାର ମନ୍ତ୍ରୀଙ୍କ ବୈଠକକୁ ନେଇ ଉକ୍ତ ଦେଶ...

ଛାତ୍ରୀଙ୍କୁ ହତ୍ୟା କଲେ ପୁରୁଷବନ୍ଧୁ

ଜୟପୁର,୯।୬: ରାଜସ୍ଥାନ କୋଟାରେ ଏନ୍‌ଇଇଟି ପରୀକ୍ଷା ପାଇଁ ପ୍ରସ୍ତୁତି ଚଳାଇଥିବା ଜଣେ ୧୭ ବର୍ଷୀୟା ଛାତ୍ରୀଙ୍କୁ ତାଙ୍କ ପୁରୁଷବନ୍ଧୁ ହତ୍ୟା କରିଛନ୍ତି। ମୃତ ଛାତ୍ରୀଙ୍କ ଘର ଛତିଶଗଡ଼ ବିଲାସପୁର ଅଞ୍ଚଳରେ ବୋଲି ଜଣାପଡିଛି। ଇନ୍‌ଷ୍ଟାଗ୍ରାମ ଜରିଆରେ ଉଭୟଙ୍କ ମଧ୍ୟରେ ବନ୍ଧୁତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri