ଜାତୀୟ

ଗହମ ରପ୍ତାନି କରିବ ଭାରତ

ନୂଆଦିଲ୍ଲୀ,୯।୬: କେନ୍ଦ୍ର ସରକାର ଖୁବ୍‌ଶୀଘ୍ର ଭାରତରୁ ୧୨ ଲକ୍ଷ ଟନ୍‌ ଗହମ ରପ୍ତାନି ପାଇଁ ମଞ୍ଜୁରୀ ପ୍ରଦାନ କରିପାରନ୍ତି। ଖବର ଏଜେନ୍ସି ରୟଟର୍ସର ସୂଚନା ଅନୁସାରେ, ଗତ ମାସରେ ଭାରତ ସରକାରଙ୍କ ପକ୍ଷରୁ ଗହମ ରପ୍ତାନୀ ନେଇ ଲଗାଯାଇଥିବା କଟକଣା ପରେ...

ଛୁଟି ନେଇ ମଧ୍ୟ ଭୋଟ ନ ଦେଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ…

ନୂଆଦିଲ୍ଲୀ, ୯।୬ : ସହରାଞ୍ଚଳରେ ଭୋଟରଙ୍କ ଉଦାସୀନତାକୁ ଦୂର କରିବା ପାଇଁ ନିର୍ବାଚନ ଆୟୋଗ (ଇସି) ସମସ୍ତ କେନ୍ଦ୍ର ତଥା ରାଜ୍ୟ ସରକାରୀ ବିଭାଗ, ସରକାରୀ କ୍ଷେତ୍ର ଏବଂ ୫୦୦ରୁ ଅଧିକ କର୍ମଚାରୀ ଥିବା ବେସରକାରୀ କମ୍ପାନୀଗୁଡିକୁ ନିର୍ବାଚନ ଦିନ...

ଦୈନିକ ସଂକ୍ରମଣ ୭ ହଜାର ଟପିଲା…

ନୂଆଦିଲ୍ଲୀ, ୯।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪...

ବାପାଙ୍କ କଥା ଭୁଲି ନାହାନ୍ତି ଉଦ୍ଧବ

ମୁମ୍ବାଇ,୯ ।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ତାଙ୍କ ପିତା ବାଲ ଠାକରେ ଦେଇଥିବା କଥାକୁ ସେ କେବେ ଭୁଲିନାହାନ୍ତି । ସେ କହିଛନ୍ତି ଔରଙ୍ଗାବାଦର ନାମ ପରିବର୍ତ୍ତନ ହେବ, ନିଶ୍ଚୟ ହେବ । ମୋ ପିତା କଥା...

ନୁପୁର ଶର୍ମା. ସବା ନକଭି, ନବିନ ଜିନ୍ଦଲଙ୍କ ସମେତ ୯ ଜଣଙ୍କ ନାଁରେ ଏଫଆଇଆର୍‌

ନୂଆଦିଲ୍ଲୀ,୯ ।୬: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ପ୍ରବକ୍ତା ନୁପୁର ଶର୍ମାଙ୍କ ବିରୋଧରେ ମହମ୍ମଦଙ୍କ ସମ୍ପର୍କରେ ଏକ ଟେଲିଭିଜନ ଡିବେଟରେ ଆପତ୍ତିଜନକ ଟିପ୍ପଣି ଦେଇଥିବା ଅଭିଯୋଗରେ ଦିଲ୍ଲୀ ପୋଲିସ ଏଫଆଇଆର ଦେଇଛି । ଏହାସହ ମହମ୍ମଦଙ୍କୁ ନେଇ ସୋସିଆଲ ମିଡିଆରେ...

ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାରେ ପୁଣି ଶୀର୍ଷରେ ବେଙ୍ଗାଲୁରୁ ଆଇଆଇଏସ୍‌ସି…

ନୂଆଦିଲ୍ଲୀ/ଲଣ୍ଡନ, ୯।୬ : ଦେଶର ଶ୍ରେଷ୍ଠ ଏବଂ ଦକ୍ଷିଣ ଏସିଆର ଉଦୀୟମାନ ବିଶ୍ୱବିଦ୍ୟାଳୟ ଭାବରେ କର୍ନାଟକର ବେଙ୍ଗାଲୁରୁ ସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସ (ଆଇଆଇଏସ୍‌ସି)କୁ ପୁଣି ଥରେ ସମ୍ମାନିତ କରାଯାଇଛି। ଏହି ତାଲିକାରେ ଆଇଆଇଟି ବମ୍ବେ ଦ୍ୱିତୀୟ ଏବଂ...

ଏଲ୍‌ଓସିରେ ପାକିସ୍ତାନୀ ଡ୍ରୋନ୍‌…

ଶ୍ରୀନଗର, ୯।୬ : ଜମ୍ମୁ-କଶ୍ମୀରରେ ଗୁରୁବାର ଭୋର୍‌ ପ୍ରାୟ ୪ଟା ୧୫ ସମୟରେ ଏଲ୍‌ଓସିର ଜମ୍ମୁ ଡିଭିଜନର ଆର୍ନିଆ ସେକ୍ଟରରେ ଏକ ପାକିସ୍ତାନୀ ଡ୍ରୋନ ଆକାଶ ମାର୍ଗରେ ଉଡ଼ିବୁଲୁଥିବାର ଦେଖାଦେଇଛି। ଏହି ଡ୍ରୋନ ପାକିସ୍ତାନ ପାର୍ଶ୍ୱରୁ ଆସିଥିଲା। ଡ୍ରୋନର ଆଲୋକ...

ଇଡି କାର୍ଯ୍ୟାଳୟରେ ରାହୁଲ ହାଜର ହେବାବେଳେ କଂଗ୍ରେସ ଦେଖାଇବ ଶକ୍ତି

ନୂଆଦିଲ୍ଲୀ,୯ ।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ୧୩ ଜୁନରେ ହାଜର ହେବାର ସମୟ ଦିଆଯାଇଛି । ନ୍ୟାଶନାଲ ହେରାଲ୍ଡ ମାମଲାରେ ରାହୁଲ ଇଡିରେ ହାଜର ହେବେ । ତେବେ ଏହି ସମୟରେ କଂଗ୍ରେସ ତା’ର...

ପୁଣି କରୋନା ଆତଙ୍କ, ଦେଶର ୨୮ ଜିଲା ରେଡ୍‌ ଜୋନ୍‌…

ନୂଆଦିଲ୍ଲୀ, ୯।୬ : କରୋନା ସଂକ୍ରମଣ ନେଇ ଦେଶରେ ପୁଣି ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣ ବୃଦ୍ଧି ଯୋଗୁ ହିମାଚଳ ପ୍ରଦେଶରୁ କେରଳ ପର୍ଯ୍ୟନ୍ତ ଦେଶର ୨୮ ଟି ଜିଲାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ରେଡ୍‌ ଜୋନ୍‌ ଘୋଷଣା...

ବ୍ୟାପୁଛି ‘ଇସ୍‌ଲାମୋଫୋବିଆ’

ନୂଆଦିଲ୍ଲୀ,୯ା୬: ୨୦୨୦ ଏପ୍ରିଲରେ ଭାରତରେ କୋଭିଡ୍‌-୧୯ ମହାମାରୀ ସଂକ୍ରମଣ ବୃଦ୍ଧି ପାଇଁ ଏକ ମୁସଲମାନ ସମ୍ମିଳନୀକୁ ଦାୟୀ କରାଯାଇଥିଲା। ଏହା ପରେ ଦେଶବ୍ୟାପୀ ଇସ୍‌ଲାମୋଫୋବିଆ ବ୍ୟାପିଥିଲା। ଦେଶ ବିଦେଶରୁ ହଜାର ହଜାର ମୁସଲମାନ ଦିଲ୍ଲୀର ତବଲିଘି ଜମାତରେ ଏକତ୍ରିତ ହୋଇଥିଲେ।...

ପିଲାଙ୍କ ଭବିଷ୍ୟତ ସହ ଖେଳୁଛି କେନ୍ଦ୍ର

ନୂଆଦିଲ୍ଲୀ, ୯ା୬: ମେଡିକାଲ କଲେଜଗୁଡ଼ିକରେ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ୧୪୫୬ ସିଟ୍‌ ଫାଙ୍କା ପଡ଼ିଛି। ଏହାକୁ ନେଇ ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସିଟ୍‌ ପୂରଣ ପାଇଁ ମେଡିକାଲ କାଉନ୍‌ସେଲିଂ କମିଟି (ଏମ୍‌ସିସି) ଏବଂ...

ଜ୍ଞାନବାପି ସର୍ଭେ ରାୟ ଦେଇଥିବା ଜଜ୍‌ଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ, ୯ା୬: ଉତ୍ତରପ୍ରଦେଶ ଜ୍ଞାନବାପି ମସ୍‌ଜିଦ୍‌ରେ ଭିଡିଓଗ୍ରାଫି ସର୍ଭେ ପାଇଁ ରାୟ ଦେଇଥିବା ବାରାଣସୀ କୋର୍ଟ ଜଜ୍‌ ରବି କୁମାର ଦିବାକରଙ୍କୁ ହତ୍ୟା ଧମକ ମିଳିଛି। ଏ ନେଇ ତାଙ୍କ ନିକଟକୁ ଆସିଥିବା ଏକ ଧମକପୂର୍ଣ୍ଣ ଚିଠି ବାବଦରେ ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri