ଜାତୀୟ

ସିଗାରେଟ୍‌ ପାଇଁ ୧୦ ଟଙ୍କା ନ ଦେବାରୁ ନାବାଳକଙ୍କୁ ପିଟିପିଟି ମାରିଦେଲେ

ନୂଆଦିଲ୍ଲୀ,୮।୬: ଦିଲ୍ଲୀର ଆନନ୍ଦ ପ୍ରଭାତ ଅଞ୍ଚଳରେ ଏକ ଜଘନ୍ୟ ଘଟଣା ଘଟିଛି। ସିଗାରେଟ୍‌ ଟାଣିବାକୁ ୧୦ ଟଙ୍କା ନ ଦେବାକୁ ଜଣେ ନାବାଳକଙ୍କ ହତ୍ୟା କରାଯାଇଛି। ଏହା ପରେ ମୃତକଙ୍କ ପର୍ସ ଲୁଟ କରି ନିଆଯାଇଛି। ପୋଲିସର ସୂଚନାନୁସାରେ, ସୋମବାର...

ୟୁପି ବିଧାନ ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୮।୬: ୟୁପି ବିଧାନ ପରିଷଦ ନିର୍ବାଚନ ପାଇଁ ଭାଜପା ଗୁରୁବାର ନଅ ଜଣ ପ୍ରାର୍ଥୀ ଘୋଷଣା କରିଛି। ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ସମେତ ସେହି ସମସ୍ତ ମନ୍ତ୍ରୀଙ୍କୁ ବିଧାନ ପରିଷଦକୁ ପଠାଇବାକୁ ଦଳ ନିଷ୍ପତ୍ତି ନେଇଛି, ଯେଉଁମାନେ ଏପର୍ଯ୍ୟନ୍ତ...

ଆତଙ୍କବାଦୀଙ୍କୁ ସହାୟତା ଯୋଗାଉଛନ୍ତି ଓଭରଗ୍ରାଉଣ୍ଡ ଓ୍ବାର୍କର, ଏପର୍ଯ୍ୟନ୍ତ ୨୫୦ ଗିରଫ …

ଶ୍ରୀନଗର, ୮।୬ : ଗତ କିଛି ମାସ ମଧ୍ୟରେ ଜମ୍ମୁ-କଶ୍ମୀରରେ ସ୍ଥାନୀୟ ହିନ୍ଦୁ ଏବଂ ପ୍ରବାସୀଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ତୀବ୍ର ହୋଇଛି। ଏହି କାରଣରୁ ସୁରକ୍ଷାକର୍ମୀ ସଜାଗ ରହି ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଇତମଧ୍ୟରେ...

୧୫ ଦିନର ଶିଶୁକୁ ବିକି ଫ୍ରିଜ୍‌, ଟିଭି, ୱାଶିଂମେଶିନ କିଣିଲେ ମା’

ଭୋପାଳ,୮।୬: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଜଣେ ମା’ ନିଜର ୧୫ ଦିନର ନବଜାତ ଶିଶୁକୁ ବିକ୍ରି କରିଦେଇଛନ୍ତି। ବିକ୍ରି ଟଙ୍କାରେ ମା’ ଫ୍ରିଜ, ଟିଭି ଏବଂ ୱାଶିଂମେସିନ ଭଳି ଜିନିଷ କିଣିଥିଲେ। ଅଭିଯୁକ୍ତ ମା’...

ଦେଶର ବଡ଼ ସହରରେ ଆତ୍ମଘାତୀ ବିସ୍ଫୋରଣ ପାଇଁ ଅଲ୍‌ କାଏଦାର ଧମକ…

ନୂଆଦିଲ୍ଲୀ, ୮।୬ : ମହାପୁରୁଷ ମହମ୍ମଦଙ୍କ ବିଷୟରେ ଦିଆଯାଇଥିବା ବିବାଦୀୟ ମନ୍ତବ୍ୟ ପରେ ଆତଙ୍କବାଦୀ ସଂଗଠନ ଅଲ୍‌ କାଏଦା ଭାରତର ବିଭିନ୍ନ ସ୍ଥାନରେ ଆତ୍ମଘାତୀ ବିସ୍ଫୋରଣ କରିବାକୁ ଧମକ ଦେଇଛି। ଜୁନ ୬ରେ ଅଲ୍‌ କାଏଦା ଏକ ଧମକପୂର୍ଣ୍ଣ ଚିଠିରେ...

ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ନିଆଁ…

ନୂଆଦିଲ୍ଲୀ, ୮।୬ : ମଙ୍ଗଳବାର-ବୁଧବାର ବିଳମ୍ବିତ ରାତ୍ରରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର କାର୍ଯ୍ୟାଳୟରେ ନିଆଁ ଲାଗିଯାଇଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ବିଳମ୍ବିତ ରାତ୍ର ୧୨ଟା ୧୮ରେ କାର୍ଯ୍ୟାଳୟର ପ୍ରଥମ ମହଲାରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ଖବର ପାଇ...

ପାର୍କିଂ ସ୍ଥଳରେ ଅଗ୍ନିକାଣ୍ଡ ଶତାଧିକ ଗାଡ଼ି ପୋଡ଼ି ପାଉଁଶ…

ନୂଆଦିଲ୍ଲୀ, ୮।୬ : ଦିଲ୍ଲୀର ଜାମିଆ ନଗର ସ୍ଥିତ ପାର୍କିଂ ସ୍ଥଳରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଶତାଧିକ ଗାଡ଼ିରେ ନିଆଁ ଲାଗିଯାଇଛି। ଜଳି ଯାଇଥିବା ଗାଡ଼ିଗୁଡ଼ିକ ମଧ୍ୟରେ ୧୦ କାର୍‌, ୧ ମୋଟର ସାଇକେଲ,୨ ସ୍କୁଟି, ୩୦ ନୂଆ ଇ-ରିକ୍ସା,...

ରେପୋ ରେଟ୍‌ରେ ୦.୫୦ ପ୍ରତିଶତ ବୃଦ୍ଧି…

ନୂଆଦିଲ୍ଲୀ, ୮।୬ : ଏବେ ଏଏମ୍‌ଆଇ ମହଙ୍ଗା ହେବାକୁ ଯାଉଛି । କ୍ରମାଗତ ଦ୍ୱିତୀୟ ମାସ ପାଇଁ ରେପୋ ରେଟ୍‌ ବୃଦ୍ଧି କରିବାକୁ ଆରବିଆଇ ନିଷ୍ପତ୍ତି ନେଇଛି। ରେପୋ ରେଟ୍‌କୁ ୫୦ ଆଧାର ପଏଣ୍ଟ ଅର୍ଥାତ୍‌ ୦.୫୦ ପ୍ରତିଶତ ବୃଦ୍ଧି...

ପବଜି ଗେମ୍‌ ଖେଳିବାକୁ ମନା କରିବାରୁ ମା’ଙ୍କୁ ହତ୍ୟା କଲେ ନାବାଳକ

ଲକ୍ଷ୍ନୌ,୮।୬: ଆଜିକାଲି ମୋବାଇଲ୍‌ରେ ଗେମ୍‌ ଖେଳିବା ପିଲାମାନଙ୍କ ଯେମିତି ନିଶା ପାଲଟିଛି। ଗେମ୍‌ ଖେଳିବା ପାଇଁ ସେମାନେ ଖାଇବା ପିଇବା ଭୁଲି ଯାଉଛନ୍ତି। ଲକ୍ଷ୍ନୌରେ ଏହି ଗେମ୍‌ ନିଶାରେ ଜଣେ ନାବାଳକ ମା’ଙ୍କୁ ଗୁଳି କରି ହତ୍ୟା କରିଦେଇଛନ୍ତି। ସୂଚନାଯୋଗ୍ୟ,ମୃତ...

ମୋଦି ସରକାର ଆରବ ଦେଶ ସମ୍ମୁଖରେ ଠିଆ ହୋଇପାରିବେ ନାହିଁ, କେନ୍ଦ୍ର ସରକାରଙ୍କୁ ପୁଣି ଘେରିଲେ ସ୍ବାମୀ…

ନୂଆଦିଲ୍ଲୀ, ୮।୬ : ବରିଷ୍ଠ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସୁବ୍ରମଣ୍ୟମ ସ୍ବାମୀ ପୁଣିଥରେ ନୁପୁର ଶର୍ମା ମାମଲାରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ବୁଧବାର ସେ ଟୁଇଟ କରି କହିଛନ୍ତି ଯେ ମୋଦି ସରକାର ଆରବ...

୫ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୮।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪...

‘ଜୀବନ ଦେବି ପଛେ ପଶ୍ଚିମବଙ୍ଗର ବିଭାଜନ ହେବାକୁ ଦେବିନି’

କୋଲକାତା, ୮।୬: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ଅଧ୍ୟକ୍ଷା ମମତା ବାନାର୍ଜୀ ଭାଜପାକୁ ଟାର୍ଗେଟ କରଛନ୍ତି। ସେ କହିଛନ୍ତି ଯେ ମୁଁ ମୋ ଜୀବନ ଦେବି ପଛେ କିନ୍ତୁ ଭାଜପାକୁ ପଶ୍ଚିମବଙ୍ଗ ବିଭାଜନ କରିବାକୁ ଦେବି ନାହିଁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri