ଜାତୀୟ

କାନପୁର ହିଂସାର ତଦନ୍ତ କରିବ ଏସ୍‌ଆଇଟି: ଲାଗିବ ଅଭିଯୁକ୍ତଙ୍କ ପୋଷ୍ଟର

କାନପୁର,୬ା୬: କାନପୁର ହିଂସା ଘଟଣାର ମାଷ୍ଟରମାଇଣ୍ଡ ମୌଲାନା ମହମ୍ମଦ ଅଲ୍ଲୀ (ଏମ୍‌ଏମ୍‌ଏ) ଜୌହର ଫ୍ୟାନ୍ସ ଆସୋସିଏଶନର ମୁଖ୍ୟ ହୟାତ୍‌ ଜାଫର ହାସ୍‌ମୀଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ ୧୪ ଦିନିଆ ରିମାଣ୍ଡରେ ନେଇଛି। ସୋମବାର ସୁଦ୍ଧା ହିଂସାକାଣ୍ଡରେ ସମ୍ପୃକ୍ତ ୨୯ଜଣଙ୍କୁ...

ପଞ୍ଜାବରେ ଗ୍ୟାଙ୍ଗଓ୍ବାର ଆଶଙ୍କା, ଜେଲ ପାଲଟିଛି ସୁରକ୍ଷିତ ସ୍ଥାନ, ଜେଲରେ ରହି ଅପରାଧ ପରିଚାଳନା…

ଚଣ୍ଡିଗଡ଼, ୬।୬ : ପଞ୍ଜାବର ପ୍ରସିଦ୍ଧ ଗାୟକ ସିଦ୍ଧୁ ମୋସେୱାଲାଙ୍କୁ କିଏ ହତ୍ୟା କଲା, ଏହାର ରହସ୍ୟ ଏପର୍ଯ୍ୟନ୍ତ ସମାଧାନ ହୋଇପାରି ନାହିଁ। ଏହି ହତ୍ୟା ପଛରେ ପଞ୍ଜାବରେ କେତେକ ଗ୍ୟାଙ୍ଗ ଉପରେ ସନ୍ଦେହ ପ୍ରକାଶ ପାଇଛି। ଏହି ଗ୍ୟାଙ୍ଗଗୁଡିକର...

‘ଦେଶ ଗୃହଯୁଦ୍ଧ ଆଡକୁ ବଢୁଛି’

ପାଟନା,୬।୬: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଦେଶ ଏବେ ଗୃହଯୁଦ୍ଧ ଅଭିମୁଖେ ଯାଉଥିବା ସେ ଅଭିଯୋଗ କରିଛନ୍ତି। ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଲାଲୁ...

ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ନୂଆ କଏନ୍‌ ଲୋକାର୍ପିତ…

ନୂଆଦିଲ୍ଲୀ, ୬।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ନୂଆ କଏନ୍‌ ସିରିଜ ଲୋକାର୍ପିତ କରିଛନ୍ତି। ଏହି ସ୍ବତନ୍ତ୍ର ସିରିଜରେ ୧ ଟଙ୍କା, ୨ ଟଙ୍କା, ୫ ଟଙ୍କା, ୧୦ ଟଙ୍କା...

ସିଡିଏସ୍‌ ପରୀକ୍ଷାରେ ଉତ୍ତରାଖଣ୍ଡର ହିମାଂଶୁ ଟପ୍ପର

ନୈନିତାଲ,୬।୬: ମିଳିତ ପ୍ରତିରକ୍ଷା ସେବା (ସିଡିଏସ୍‌) ପରୀକ୍ଷାରେ ଉତ୍ତରାଖଣ୍ଡର ହଲଦ୍ୱାନି ଅଞ୍ଚଳର ହିମାଂଶୁ ପାଣ୍ଡେ(୨୨) ସର୍ବଭାରତୀୟସ୍ତରରେ ଟପ୍ପର ହୋଇଛନ୍ତି। କେନ୍ଦ୍ରୀୟ ଲୋକ ସେବା ଆୟୋଗ(ୟୁପିଏସ୍‌ସି) ପରିଚାଳିତ ଏହି ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି। ଡେରାଡୁନ୍‌ସ୍ଥିତ ଇଣ୍ଡିଆନ୍‌ ମିଲିଟାରୀ ଏକାଡେମୀ(ଆଇଏମ୍‌ଏ) ପାଇଁ...

ଜନ ସମର୍ଥ ପୋର୍ଟାଲ ଲୋକାର୍ପିତ…

ନୂଆଦିଲ୍ଲୀ, ୬।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ ପୋର୍ଟାଲ ପାଇଁ କ୍ରେଡିଟ ଲିଙ୍କଡ ସରକାରୀ ଯୋଜନା ଜନ ସମର୍ଥ ପୋର୍ଟାଲ ଲୋକାର୍ପିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ବିଗତ ବର୍ଷଗୁଡିକରେ ଅର୍ଥ ମନ୍ତ୍ରଣାଳୟ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ...

ସଲମାନ ଖାନ୍‌ଙ୍କ ସୁରକ୍ଷା ବଢିଲା

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ଙ୍କୁ ହତ୍ୟା ଧମକ ଦିଆଯିବା ପରେ ତାଙ୍କ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି। ସଲମାନଙ୍କୁ ରବିବାର ଏକ ଚିଠି ମାଧ୍ୟମରେ ହତ୍ୟା ଧମକ ଦିଆଯାଇଥିଲା। ସୋମବାର କେତେଜଣ ପୋଲିସ ଅଧିକାରୀ ସଲମାନଙ୍କ ଘରେ ପହଞ୍ଚି...

୩୦ ବର୍ଷ ମଧ୍ୟରେ ୪୭ କୋଟି କମି ଯିବ ଭାରତର ଜନସଂଖ୍ୟା, ୨୦୫୦ ବେଳକୁ ଦେଶରେ ବୟସ୍କଙ୍କ ସଂଖ୍ୟାରେ ହେବ ବୃଦ୍ଧି…

ନୂଆଦିଲ୍ଲୀ, ୬।୬ : ଭାରତ ହେଉଛି ବିଶ୍ୱର ଦ୍ୱିତୀୟ ଦେଶ ଯେଉଁଠାରେ ସର୍ବାଧିକ ଜନସଂଖ୍ୟା ବାସ କରନ୍ତି । ଭାରତରେ ବିଶ୍ୱର ମାତ୍ର ୨.୩୦ ପ୍ରତିଶତ ଜମି ଅଛି। କିନ୍ତୁ ବିଶ୍ୱ ଜନସଂଖ୍ୟାର ୧୭ ପ୍ରତିଶତ ଲୋକ ଏଠାରେ ବାସ...

ଦେଶରେ ଧାର୍ମିକ ଅସହିଷ୍ଣୁତା କେବଳ ଟିଭିରେ ପାଇଛି ବୃଦ୍ଧି: ସଦ୍‌ଗୁରୁ

ନୂଆଦିଲ୍ଲୀ,୬।୬: ଦେଶରେ ଧାର୍ମିକ ଅସହିଷ୍ଣୁତା କେବଳ ଟିଭିରେ ବୃଦ୍ଧି ପାଇଛି। ଗତ ୧୦ ବର୍ଷ ମଧ୍ୟରେ ଦେଶର କୌଣସି ସ୍ଥାନରେ ବଡ଼ ଧରଣର ଦଙ୍ଗା ହୋଇନାହିଁ ବୋଲି ଇଶା ଫାଉଣ୍ଡେଶନର ପ୍ରତିଷ୍ଠାତା ସଦ୍‌ଗୁରୁ ଜାଗି ଭାସୁଦେବ କହିଛନ୍ତି। ଏକ ଆଲୋଚନାରେ...

ସ୍ତ୍ରୀଙ୍କୁ ଗୁଳି ମାରିଲେ କଂଗ୍ରେସ ନେତା

ଗ୍ବାଲିୟର, ୬।୬: ମଧ୍ୟପ୍ରଦେଶର ଜଣେ କଂଗ୍ରେସ ନେତା ସ୍ତ୍ରୀଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ରବିବାର ରାତି ୨.୩୦ ସମୟରେ ସ୍ତ୍ରୀଙ୍କୁ ହତ୍ୟାକରି ସେ ଘଟଣାସ୍ଥଳରୁ ଫେରାର ଅଛନ୍ତି। କଂଗ୍ରେସ ନେତା ରିଷଭ ଭଦୌରିୟା ତାଙ୍କ ସ୍ତ୍ରୀ ଭାବନା...

ଭାଜପା ସରକାରଙ୍କୁ ଘେରିଲେ ସୁବ୍ରମଣ୍ୟମ ସ୍ବାମୀ…

ନୂଆଦିଲ୍ଲୀ, ୬।୬ : ମହାପୁରୁଷ ମହମ୍ମଦଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ନୁପୁର ଶର୍ମା ଏବଂ ନବୀନ ଜିନ୍ଦଲଙ୍କୁ ଭାଜପାରୁ ନିଲମ୍ବନ କରିବା ପ୍ରସଙ୍ଗରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଦୈନିକ ସଂକ୍ରମଣ ବଢୁଛି, ମୃତ୍ୟୁ ସଂଖ୍ୟା କମୁଛି…

ନୂଆଦିଲ୍ଲୀ, ୬।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri