ଲକ୍ଷ୍ନୌ, ୪।୬: ଉତ୍ତର ପ୍ରଦେଶର ମହୋବା ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ପିମ୍ପୁଡ଼ି କାମୁଡ଼ିବାରୁ ଜଣେ ୩ ଦିନର ଶିଶୁଙ୍କ ପ୍ରାଣ ଚାଲିଯାଇଛି। ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ଅବହେଳା କାରଣରୁ ଏପରି ହୋଇଥିବା ତାଙ୍କ ଘରଲେକ କହିଛନ୍ତି। ମାମଲା ଚପାଇଦେବା ପାଇଁ ଡାକ୍ତର ତାଙ୍କୁ...
ହାଇଦ୍ରାବାଦ,୪।୬: ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ପବ୍ ପାର୍ଟିରୁ ଫେରୁଥିବା ଜଣେ ନାବାଳିକାଙ୍କୁ ମର୍ସିଡିଜ୍ କାର୍ ଭିତରେ ଗଣବଳାତ୍କାର କରାଯାଇଛି। ବଳାତ୍କାର କରିଥିବା ସ୍କୁଲ ଛାତ୍ରମାନଙ୍କ ମଧ୍ୟରେ ଜଣେ ବିଧାୟକଙ୍କ ପୁଅ ଥିବା ଅଭିଯୋଗ ହୋଇଛି। କହିବା ଅନୁସାରେ ୫ ଅଭିଯୁକ୍ତ...
ନୂଆଦିଲ୍ଲୀ/ଗୁଆହାଟୀ,୪।୬: ଆସାମ ସରକାରଙ୍କଠାରୁ ଆର୍ଟିଆଇ ଆଇନ ବଳରେ ମିଳିଥିବା ଉତ୍ତର ଅନୁସାରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସ୍ବାସ୍ଥ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ସ୍ତ୍ରୀ ରିଙ୍କି ଭୂୟଁା ଶର୍ମାଙ୍କ ଜଣେ ପୂର୍ବତନ ବ୍ୟବସାୟିକ ସହଯୋଗୀ ମହାମାରୀ ମୁକାବିଲା ସମ୍ପର୍କିତ ସାମଗ୍ରୀର ସର୍ବାଧିକ ଲୋଭନୀୟ...
Page 2,415 of 4,871« First«...102030...2,4132,4142,4152,4162,417...2,4202,4302,440...»Last »
Archives
Model This Week
ପିଲାଙ୍କ ଧରିତ୍ରୀ