ଜାତୀୟ

୨୦୧୮ ପରେ ସବୁଠୁ ବଡ଼ ଝଡ଼: ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି

ନୂଆଦିଲ୍ଲୀ,୩୧।୫: ଦିଲ୍ଲୀରେ ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ସୋମବାର ୨ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ମଙ୍ଗଳବାର ଆଉଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଫଳରେ ମୃତ୍ୟୁ ସଂଖ୍ୟା ତିନିକୁ ବୃଦ୍ଧି ପାଇଛି। ଅନ୍ୟପକ୍ଷେ...

‘ଭୋଟ ବ୍ୟାଙ୍କ୍‌ ନୁହେଁ, ଆମେ ନୂଆ ଭାରତ ଗଢିବାକୁ ଆସିଛୁ’

ଶିମ୍‌ଲା,୩୧।୫: କେନ୍ଦ୍ର ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଶିମଲାରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ସକାଳ ୧୧ଟାରେ ଶିମଲାରେ ପହଞ୍ଚି ରୋଡ ଶୋ’ କରି ରିଜ୍‌ରେ ଆୟୋଜିତ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ...

କରୋନାରେ ମାତାପିତାଙ୍କୁ ହରାଇଥିବା ଶିଶୁଙ୍କ ନିକଟକୁ ଭାବୁକ ପତ୍ର ଲେଖିଲେ ମୋଦି

ନୂଆଦିଲ୍ଲୀ,୩୧ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ସମୟରେ ନିଜ ମାତାପିତାଙ୍କୁ ହରାଇଥିବା ପିଲାମାନଙ୍କ ପାଖକୁ ଭାବୁକ ପତ୍ର ଲେଖିଛନ୍ତି । ଦିଲ୍ଲୀରେ ରହୁଥିବା ଜଣେ ବାଳିକାଙ୍କୁ ଏମିତି ଏକ ପତ୍ର ମିଳିଛି । ଏଥିରେ ମୋଦି ଲେଖିଛନ୍ତି, ମୁଁ...

ନେପାଳ ବିମାନ ଦୁର୍ଘଟଣାର ମିଳିଲା ବ୍ଲାକବକ୍ସ, ୨୨ ମୃତଦେହ ଉଦ୍ଧାର

କାଠମାଣ୍ଡୁ, ୩୧ା୫: ନେପାଳରେ ରବିବାର ଦୁର୍ଘଟଣାଗ୍ରସ୍ତ ହୋଇଥିବା ଘରୋଇ ବିମାନ ତାରା ଏୟାର ଲାଇନ୍ସର ଟ୍ବିନ୍‌ ଅଟ୍ଟର ୯ ଏନ୍‌ଏଇଟିର ମଙ୍ଗଳବାର ବ୍ଲାକବକ୍ସ ମିଳିଛି। ଏପରି କି ବିମାନରେ ଥିବା ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୨ଜଣଙ୍କ ମୃତଦେହ...

ବଢିଲା ମିକା ସିଂଙ୍କ ସୁରକ୍ଷା

ମୁମ୍ବାଇ,୩୧ ।୫: ପଞ୍ଜାବର ଜଣାଶୁଣା ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରି ଦେଇଛି । ତେବେ ସିଦ୍ଧୁଙ୍କୁ ହତ୍ୟା କରାଯିବା ପରେ ତାଙ୍କ ବନ୍ଧୁ ତଥା ବଲିଉଡ ସିଙ୍ଗର ମିକା ସିଂଙ୍କ ସୁରକ୍ଷାକୁ ବଢାଇ...

ରିଜ ମଇଦାନରେ ମୋଦି

ଶିମଲା,୩୧ ।୫: ଭାରତୀୟ ଜନତା ପାର୍ଟି(ଭାଜପା)ଶାସନକୁ ୮ ବର୍ଷ ପୂରଣ ହୋଇଛି । ଏହି ବର୍ଷ ପୂର୍ତ୍ତିର ଖୁସି ମୁହୂର୍ତ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଶିମଲାର ରିଜ ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ମୋଦିଙ୍କୁ ପାଖରୁ ଦେଖିବା...

ଜୁନ ୨ରେ ଭାଜପା ହାତ ଧରିବେ ହାର୍ଦ୍ଦିକ, ନିକଟରେ କଂଗ୍ରେସରୁ ଦେଇଥିଲେ ଇସ୍ତଫା

ଅହମଦାବାଦ,୩୧ ।୫: ଗୁଜରାଟର ପାଟିଦାର ସମ୍ପ୍ରଦାୟରୁ ଆସିଥିବା ହାର୍ଦ୍ଦିକ ପଟେଲ ଖୁବଶୀଘ୍ର ଭାରତୀୟ ଜନତା ପାର୍ଟି(ଭଜପା)ରେ ଯୋଗ ଦେବାକୁ ଯାଉଛନ୍ତି । ସେ ଜୁନ ୨ରେ ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଛି । ନିକଟରେ ସେ କଂଗ୍ରେସରୁ...

ଶିକ୍ଷୟିତ୍ରୀଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୩୧।୫: ଜମ୍ମୁ-କଶ୍ମୀରରେ ମଙ୍ଗଳବାର ଆତଙ୍କବାଦୀମାନେ କୁଲଗାମର ଗୋପାଳପୁରରେ ଜଣେ ଶିକ୍ଷୟିତ୍ରୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି। ଏହି ଘଟଣା ପରେ ସୁରକ୍ଷା ବାହିନୀ ଦ୍ୱାରା ସମଗ୍ର ଅଞ୍ଚଳକୁ କର୍ଡନ କରିବା ପାଇଁ ସର୍ଚ୍ଚ ଅପରେଶନ ଚାଲିଛି। କଶ୍ମୀର ପୋଲିସ ଟୁଇଟ...

ପାନ୍ଥର୍ସ ପାର୍ଟି ସୁପ୍ରିମୋ ଭୀମ ସିଂଙ୍କ ପରଲୋକ

ଶ୍ରୀନଗର,୩୧।୫: ଜମ୍ମୁ କଶ୍ମୀର ନ୍ୟାଶନାଲ ପାନ୍ଥର୍ସ ପାର୍ଟିର ସୁପ୍ରିମୋ ପ୍ରଫେସର ଭୀମ ସିଂଙ୍କ ଦେହାନ୍ତ ହୋଇଛି। ସେ ମଙ୍ଗଳବାର ସକାଳେ ଜମ୍ମୁର ବକ୍ସି ନାଗର ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଭୀମ ସିଂ ଗତ କିଛି ମାସ ଧରି...

ଆମ୍ବୁଲାନ୍ସ-କ୍ୟାଣ୍ଟର ମୁହାଁମୁହିଁ ଧକ୍କା: ଚାଲିଗଲା ୭ ଜୀବନ

ଲକ୍ଷ୍ନୌ,୩୧।୫: ଉତ୍ତରପ୍ରଦେଶର ବରେଲି ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ମୁଖ୍ୟମନ୍ତ୍ରୀ ଯୋଗୀ...

ଆଜି ଚାଷୀଙ୍କ ଖାତାକୁ ଯିବ ୧୧ତମ କିସ୍ତି

ନୂଆଦିଲ୍ଲୀ,୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ହିମାଚଳ ପ୍ରଦେଶର ସିମଲାଠାରେ ଆୟୋଜିତ ଗରିବ କଲ୍ୟାଣ ସମ୍ମିଳନୀକୁ ସମ୍ବୋଧନ କରିବେ । ଏହା ସହ କିଷାନ ସମ୍ମାନ ନିଧି ଯୋଜନାର ୧୧ତମ କିସ୍ତି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ୍‌...

କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୧।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୭୦୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୫ ଜଣଙ୍କର ମୃତ୍ୟୁ ଘଟିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri