ଜାତୀୟ

‘ପଞ୍ଜାବରେ କେହି ସୁରକ୍ଷିତ ନୁହନ୍ତି’

ଚଣ୍ଡିଗଡ଼,୨୯।୫:ପଞ୍ଜାବରେ ଆଇନ ଶୃଙ୍ଖଳା ଭୁଶୁଡ଼ି ପଡିଛି। ଅପରାଧୀମାନେ ଆଇନକୁ ଖାତିର କରୁନାହାନ୍ତି ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କହିଛନ୍ତି। ଏପରି କି ପଞ୍ଜାବୀ ଗାୟକ ସିଧୁ ମୂସଓ୍ବୋଲାଙ୍କୁ ହତ୍ୟା ପରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ସରକାରଙ୍କୁ ଟାର୍ଗେଟ୍‌...

ପଞ୍ଜାବୀ ଗାୟକଙ୍କୁ ଗୁଳି ମାରି ହତ୍ୟା

ଚଣ୍ଡିଗଡ,୨୯।୬: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ରବିବାର ଗୁଳି କରି ହତ୍ୟା କରାଯାଇଛି। ମାନସାର ଜବାହରପୁର ଗାଁରେ ତାଙ୍କୁ ଗୁଳି କରାଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ପଞ୍ଜାବର ଭାଗବତ ମାନ...

ବ୍ୟାକଫୁଟକୁ ଆସିଲେ ସରକାର, ଫେରାଇ ନେଲେ ଆଧାରକାର୍ଡକୁ ନେଇ ଜାରି କରାଯାଇଥିବା ନୂଆ ଆଡଭାଇଜରୀ

ନୂଆଦିଲ୍ଲୀ,୨୯ ।୫ : ଚାରିପଟରୁ ଘେରିବା ପରେ ସରକାର ଆଧାର କାର୍ଡକୁ ନେଇ ଜାରି କରିଥିବା ନୂଆ ଆଡଭାଇଜରୀକୁ ଫେରାଇ ନେଇଛନ୍ତି । ଏହାସହ ଏହାକୁ ଏକ ସାମାନ୍ୟ ଗତିବିଧି ବୋଲି କହିଛନ୍ତି । ଇଲୋକ୍ଟେଆନିକ୍ସ ଓ ସୂଚନା ପ୍ରାଦ୍ଦ୍ୟୋଗିକ...

ପୁଣି ନବନୀତଙ୍କ ବିରୋଧରେ ମାମଲା ରୁଜୁ

ଅମରାବତୀ,୨୯।୫: ଅମରାବତୀର ସ୍ବାଧୀନ ଏମ୍‌ପି ନବନୀତ୍‌ ରାଣା ଏବଂ ତାଙ୍କ ବିଧାୟକ ସ୍ବାମୀ ରବି ରାଣାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ଅମରାବତୀରେ ରାସ୍ତା ଅବରୋଧ କରିଥିବାରୁ ନବନୀତ ଏବଂ ରବିଙ୍କ ବ୍ୟତୀତ ତାଙ୍କ ୧୪ ସମର୍ଥକଙ୍କ ବିରୋଧରେ...

ବିଗିଡିଲା ଆଜମ ଖାନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୨୯।୫:ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ରବିବାର ବିଗିଡି ଯାଇଛି। ଏହା ପରେ ତାଙ୍କୁ ଦିଲ୍ଲୀର ସାର୍‌ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଛାତିରେ ସମସ୍ୟା ଥିବା କୁହାଯାଉଛି। ବିଭିନ୍ନ ମାମଲାରେ ସୀତାପୁର ଜେଲରେ...

ସୋମବାର ୧୧୮ ତମ ଦ୍ୱିପାକ୍ଷିକ ସିନ୍ଧୁ ଜଳ ଚୁକ୍ତି ବୈଠକ…

ନୂଆଦିଲ୍ଲୀ, ୨୯।୫ : ସିଦ୍ଧୁ ଜଳ ଚୁକ୍ତି ପ୍ରସଙ୍ଗରେ ୧୧୮ ତମ ଦ୍ୱିପାକ୍ଷିକ ବୈଠକରେ ଯୋଗଦେବା ପାଇଁ ପାକିସ୍ତାନର ଏକ ୫ ଜଣିଆ ପ୍ରତିନିଧି ଦଳ ସୋମବାର ଭାରତରେ ପହଞ୍ଚିବେ। ଉଭୟ ପକ୍ଷ ସିନ୍ଧୁ ଜଳ ଚୁକ୍ତିର ପ୍ରମୁଖ ପରିଯୋଜନା...

ଗ୍ରେନେଡ୍‌ ନେଇ ଆସୁଥିବା ପାକିସ୍ତାନୀ ଡ୍ରୋନ୍‌କୁ ଖସାଇଲେ ସେନା…

ଶ୍ରୀନଗର, ୨୯।୫ : ଜମ୍ମୁ-କଶ୍ମୀରର କଠୁଆରେ ଗ୍ରେନେଡ୍‌ ନେଇ ଆସିଥିବା ଏକ ପାକିସ୍ତାନୀ ଡ୍ରୋନ୍‌କୁ ଭାରତୀୟ ସେନା ଯବାନମାନେ ଗୁଳି ଖସାଇ ଦେଇଛନ୍ତି। କଠୁଆ ଜିଲାର ହୀରାନଗର ସେକ୍ଟରେ ଏହି ଡ୍ରୋନ୍‌ ଚୁମ୍ବକୀୟ ବୋମା ଏବଂ ୟୁବିଜିଏଲ୍‌ ଗ୍ରେନେଡ ପେଲୋଡ୍‌...

ଆଧାର କାର୍ଡ ନେଇ ସରକାରଙ୍କ ଆଡଭାଇଜରୀ, ମାସ୍କଡ୍‌ କାର୍ଡ ବ୍ୟବହାର କରିବାକୁ ପରାମର୍ଶ..

ନୂଆଦିଲ୍ଲୀ, ୨୯।୫ : ଆଧାର କାର୍ଡ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। କୌଣସି ସରକାରୀ ଯୋଜନାର ଲାଭ ଉଠାଇବା କିମ୍ବା ଆର୍ଥିକ କାରବାର କରିବା କ୍ଷେତ୍ରରେ ଏହା ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଥାଏ। ଆଧାର କାର୍ଡ ହେଉଛି ଜଣେ ବ୍ୟକ୍ତିଙ୍କର ପରିଚୟର ପ୍ରମାଣ।...

ହିଜାବ ପରେ ଏବେ ମଲାଲି ମନ୍ଦିର-ମସଜିଦ୍‌ ନେଇ ବିବାଦ…

ବେଙ୍ଗାଲୁରୁ, ୨୯।୫ : ହିଜାବ ପରେ ଏବେ କର୍ନାଟକରେ ମଲାଲି ମନ୍ଦିର-ମସଜିଦ ବିବାଦ ଆରମ୍ଭ ହୋଇଛି। ଏହାର ସର୍ବାଧିକ ପ୍ରଭାବ ଦକ୍ଷିଣ କନ୍ନଡ, ଉତ୍ତର କନ୍ନଡ ଏବଂ ଉଡୁପି ଉପକୂଳବର୍ତ୍ତୀ ଅଞ୍ଚଳରେ ଦେଖାଯାଉଛି । ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ ସାମ୍ପ୍ରଦାୟିକ...

ଟୁରିଷ୍ଟ ବସ୍‌ ଦୁର୍ଘଟଣା ଗ୍ରସ୍ତ: ଚାଲିଗଲା ୭ ଜୀବନ

ଲକ୍ଷ୍ନୌ,୨୯।୫: ଅଯୋଧ୍ୟା ଯାଉ ଯାଉ ଘଟିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା। ଉତ୍ତରପ୍ରଦେଶ ବହରାଇଚ ଜିଲାରେ ରବିବାର ସକାଳେ ଏହି ଅଘଟଣ ଘଟିଛି। ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳରେ...

ଷ୍ଟାଟ୍‌ଅପ୍‌ ମାଧ୍ୟମରେ ଗଠନ ହେବ ନୂଆ ଭାରତ…

ନୂଆଦିଲ୍ଲୀ, ୨୯।୫ : ଦେଶରେ ଷ୍ଟାଟ୍‌ଅପ୍‌ ଦ୍ୱାରା ବିକାଶ ହେବାରେ ଲାଗିଛି। ଷ୍ଟାଟ୍‌ଅପ୍‌ ଦ୍ୱାରା ନୂଆ ଭାରତ ନିର୍ମାଣ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍‌ କି ବାତ୍‌ କାର୍ଯ୍ୟକ୍ରମର ୮୯ ସଂସ୍କରଣରେ ରବିବାର ସୂଚନା...

ଓମିକ୍ରନ୍‌ର ନୂଆ ସବ୍‌ ଭାରିଆଣ୍ଟ ଚିହ୍ନଟ, ୭ ପଜିଟିଭ୍‌

ମୁମ୍ବାଇ,୨୯।୫: ଦେଶରେ ଏବେ କରୋନା ସାମାନ୍ୟ ନିୟନ୍ତ୍ରଣରେ ଥିଲେ ବି ଏହାର ପ୍ରକୋପ କମିନାହିଁ। ଏବେ ବି ଅନେକ ମାମଲା ଚିହ୍ନଟ ହେଉଛନ୍ତି। ଏହାରି ଭିତରେ ମହାରାଷ୍ଟ୍ରରେ ପ୍ରଥମ ଓମିକ୍ରନ୍‌ର ନୂଆ ସବ ଭାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri