ଜାତୀୟ

ଖାଲି ପାଦରେ ବନ୍ୟାଞ୍ଚଳ ବୁଲିଲେ ଆଇଏଏସ୍‌ ଅଧିକାରୀ

ଦିଶପୁର,୨୮।୫: ଆସାମ ବନ୍ୟାରେ ସବୁଠାରୁ କ୍ଷତିଗ୍ରସ୍ତ ହୋଇଥିବା କାଛରା ଜିଲା ପରିଦର୍ଶନ କରିଥିଲେ ଆଇଏଏସ୍‌ ଅଧିକାରୀ କୀର୍ତ୍ତି ଜାଲ୍ଲି। ପରିଦର୍ଶନ ବେଳର ଫଟୋ ଏବେ ସୋସିଆଲ ମିଡ଼ିଆରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। କୀର୍ତ୍ତି ଖାଲି ପାଦରେ ବନ୍ୟାଞ୍ଚଳ ପରିଦର୍ଶନ କରୁଥିବାର...

ସାମ୍ପ୍ରଦାୟିକ ରାଜନୀତି ଦେଶ ପାଇଁ ବଡ଼ ବିପଦ

ବେଙ୍ଗାଲୁରୁ,୨୮ା୫: ବଂଶବାଦ ରାଜନୀତି ଅପେକ୍ଷା ସାମ୍ପ୍ରଦାୟିକ ରାଜନୀତି ଭାରତର ଭବିଷ୍ୟତ ଲାଗି ସବୁଠୁ ବଡ଼ ବିପଦ ବୋଲି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ୍‌ ନେତା ଏଚ୍‌.ଡି. କୁମାରସ୍ବାମୀ ଶୁକ୍ରବାର କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହାଇଦ୍ରାବାଦରେ ଏକ...

ଚିତ୍ରା ରାମକ୍ରିଷ୍ଣାଙ୍କୁ ସେବିର ୩.୧୨ କୋଟି ଟଙ୍କାର ଡିମାଣ୍ଡ ନୋଟିସ

ନୂଆଦିଲ୍ଲୀ,୨୮।୫: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ସିଇଓ ଚିତ୍ରା ରାମକ୍ରିଷ୍ଣାଙ୍କୁ ଭାରତର ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ମଙ୍ଗଳବାର ୩.୧୨ କୋଟି ଟଙ୍କାର ଡିମାଣ୍ଡ ନୋଟିସ ପଠାଇଥିଲା। ଷ୍ଟକ୍‌ ଏକ୍ସଚେଞ୍ଜରେ ପରିଚାଳନାଗତ ତ୍ରୁଟିଜନିତ ମାମଲାରେ ତାଙ୍କୁ ଏହି...

ସନ୍ଧ୍ୟା ୭ଟା ପରେ, ସକାଳ ୬ଟା ପୂର୍ବରୁ ଡ୍ୟୁଟି କରିବାକୁ ବାଧ୍ୟ ନୁହେଁ ମହିଳା କାର୍ମଚାରୀ

ଲକ୍ଷ୍ନୌ,୨୮ ।୫: ମହିଳାଙ୍କ ସୁରକ୍ଷା ଓ ସେମାନଙ୍କ ଅଧିକାରକୁ ନେଇ ଉତ୍ତର ପ୍ରଦେଶ ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି । ଏଣିକି ମହିଳା କର୍ମଚାରୀଙ୍କୁ ସନ୍ଧ୍ୟ୍ୟା ୭ଟା ପରେ ଓ ସକାଳ ୬ଟା ପୂର୍ବରୁ କାମ କରିବାକୁ ବାଧ୍ୟ...

୨/୩ ଦିନରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୨୮।୫ : ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ରୁ ୩ ଦିନ ମଧ୍ୟରେ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ସାମୁଦ୍ରିକ ବାତ୍ୟା ଅସାନି ପ୍ରଭାବରେ ମୌସୁମୀ ମେ’ ୨୭ରେ କେରଳରେ ପହଞ୍ଚତ୍ବ ବୋଲି...

୨୦ ଦେଶକୁ ବ୍ୟାପିଲାଣି ମଙ୍କିପକ୍ସ

ଜେନେଭା,୨୮।୫: ମଙ୍କିପକ୍ସ ଏବେ ୨୦ରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପିଲାଣି। ଏହା ଗୋଷ୍ଠୀ ସଂକ୍ରମଣର ରୂପ ନେଇପାରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ଜଣେ ବରିଷ୍ଠ ଅଧିକାରୀ ଶୁକ୍ରବାର ଆଶଙ୍କା ବ୍ୟକ୍ତ କରିଛନ୍ତି। ଏହା ମନ୍ଥର ଗତିରେ ସଂକ୍ରମଣ ହେଉଥିବାରୁ...

ଜଷ୍ଟିସ୍‌ ପି.କେ. ମହାନ୍ତିଙ୍କୁ ଲୋକପାଳ ଅଧ୍ୟକ୍ଷ ଦାୟିତ୍ୱ

ନୂଆଦିଲ୍ଲୀ,୨୮ା୫: ଅବସରପ୍ରାପ୍ତ ଓଡ଼ିଆ ବିଚାରପତି ଜଷ୍ଟିସ୍‌ ପ୍ରଦୀପ କୁମାର ମହାନ୍ତିଙ୍କୁ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ କାମଚଳା ଲୋକପାଳ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ଲୋକପାଳ ଅଧ୍ୟକ୍ଷ ଜଷ୍ଟିସ୍‌ ପିନାକୀ ଚନ୍ଦ୍ର ଘୋଷଙ୍କ ଅବସର ପରେ ତାଙ୍କ ସ୍ଥାନରେ ଦୁର୍ନୀତି ନିରୋଧୀ...

ଉତ୍ତରାଖଣ୍ଡର ପୂର୍ବତନ ମନ୍ତ୍ରୀ ଆତ୍ମହତ୍ୟା କଲେ

ନୂଆଦିଲ୍ଲୀ,୨୮।୫: ଉତ୍ତରାଖଣ୍ଡ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ବହୁଗୁଣା ତାଙ୍କ ନାତୁଣୀଙ୍କୁ ଅସଦାଚରଣ କରିଥିବା ନେଇ ତାଙ୍କ ବୋହୂ ଅଭିଯୋଗ ଆଣିଥିଲେ। ଏଥିରେ ମାନସିକ ଭାରସାମ୍ୟ ହରାଇ ରାଜେନ୍ଦ୍ର ବୁଧବାର ଏକ ପାଣିଟାଙ୍କି ଉପରେ ଚଢ଼ି ନିଜକୁ ଗୁଳିକରି...

୨୮ କୋଟିର କୋକେନ୍‌ ଚୋରା ଚାଲାଣ: ୨ ମହିଳା ଗିରଫ

ନୂଆଦିଲ୍ଲୀ,୨୮।୫: ଉଗାଣ୍ଡାର ଦୁଇ ମହିଳା ୨୮ କୋଟି ଟଙ୍କାର କୋକେନ୍‌ ଚୋରା ଚାଲାଣ କରୁଥିବାବେଳେ ଦିଲ୍ଲୀ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ସେମାନଙ୍କୁ ଗିରଫ କରାଯାଇଛି। ଦୁଇ ମହିଳା କୋକେନ୍‌ କ୍ୟାପ୍‌ସୁଲଗୁଡ଼ିକୁ ଗିଳି ଦେଇଥିବାବେଳେ ସେମାନଙ୍କ ପାକସ୍ଥଳୀରେ ଏହି କୋକେନ ଥିବା...

ଗୁଜରାଟ ବନ୍ଦରରୁ ୫୦୦ କୋଟିର କୋକେନ୍‌ ଜବତ

ଗାନ୍ଧୀନଗର,୨୮।୫: ଅପରେଶନ୍‌ ‘ନମ୍‌କିନ୍‌’ ଜରିଆରେ ଇଣ୍ଟେଲିଜେନ୍ସ ଅଧିକାରୀଙ୍କୁ ମିଳିଛି ବଡ଼ ସଫଳତା। ଗୁଜରାଟର ମୁନ୍ଦ୍ରା ବନ୍ଦରରୁ ୫୨ କିଲୋଗ୍ରାମର କୋକେନ ଜବତ କରିଛି ସ୍ବତନ୍ତ୍ର ଗୋଇନ୍ଦା ବିଭାଗ। ଏହାର ବଜାର ମୂଲ୍ୟ ୫୦୦ କୋଟି ଟଙ୍କା ହେବ ବୋଲି କୁହାଯାଉଛି।...

ଅକାରଣେ ମାସେ ଜେଲ

ମୁମ୍ବାଇ/ନୂଆଦିଲ୍ଲୀ,୨୮ା୫: କ୍ରୁଜ୍‌ ଡ୍ରଗ୍ସ ପାର୍ଟି ମାମଲାରେ ବଲିଉଡ୍‌ ଷ୍ଟାର ଶାହରୁଖ୍‌ ଖାନ୍‌ଙ୍କ ପୁଅ ଆର୍ୟନ ଖାନ୍‌ଙ୍କ ନାଟକୀୟ ଗିରଫଦାରି ଆରମ୍ଭରୁ ଚର୍ଚ୍ଚିତ ଥିଲା। ଏହି ମାମଲାରେ ସବୁଠୁ ବିବାଦୀୟ ଥିଲେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ତତ୍କାଳୀନ ଜୋନାଲ ଡାଇରେକ୍ଟର...

ନଦୀକୁ ଖସିଲା ଗାଡ଼ି: ୭ ଯବାନ ମୃତ

ନୂଆଦିଲ୍ଲୀ,୨୮।୫ (ପି.ଟି.): ଲଦାଖର ଟୁକ୍‌ଟୁକ୍‌ ସେକ୍ଟରରେ ଶୁକ୍ରବାର ସକାଳେ ସୈନ୍ୟବାହିନୀର ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇ ଶ୍ୟୋକ ନଦୀକୁ ଖସିପଡ଼ିବାରୁ ୭ ଜଣ ଯବାନଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୧୯ ଜଣ ଆହତ ହୋଇଛନ୍ତି। ୨୬ ସୈନ୍ୟଙ୍କୁ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri