ଜାତୀୟ

‘ମୁଁ ଜଣେ ହିନ୍ଦୁ, ଚାହିଁଲେ ଗୋମାଂସ ଖାଇପାରିବି’

ବେଙ୍ଗାଲୁରୁ,୨୪।୫: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ସିଦ୍ଧରମୈୟା ଗୋମାଂସ ନିଷେଧ ବିବାଦକୁ ପୁଣି ତାଜା କରିଦେଇଛନ୍ତି। ସେ କହିଛନ୍ତି, ମୁଁ ଜଣେ ହିନ୍ଦୁ ଏବଂ ଏପର୍ଯ୍ୟନ୍ତ ଗୋମାଂସ ଖାଇ ନାହିଁ, କିନ୍ତୁ ମୁଁ ଚାହିଁଲେ ନିଶ୍ଚିତ ଭାବରେ...

କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୦୨୨ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୭ ଜଣଙ୍କର ମୃତ୍ୟୁ ଘଟିଛି।...

ଟ୍ରକକୁ ପିଟିଲା କେଦାରନାଥ ଯାତ୍ରୀଙ୍କୁ ନେଇ ଯାଉଥିବା ସ୍କର୍ପିଓ, ଗୋଟିଏ ପରିବାରର ୫ ମୃତ

ବୁଲନ୍ଦସହର,୨୪ ।୫: ଉତ୍ତର ପ୍ରଦେଶ ବୁଲନ୍ଦସହରରେ ଏକ ବଡ ଧରଣର ଦୁର୍ଘଟଣା ହୋଇଛି । କେଦାରନାଥ ଦର୍ଶନ ପାଇଁ ଯାଉଥିବା ଶ୍ରଦ୍ଧାଳୁଙ୍କ ଏକ ସ୍କର୍ପିଓ ରାସ୍ତା କଡରେ ଠିଆ ହୋଇଥିବା ଏକ ଟ୍ରକକୁ ପିଟିବା ଫଳରେ ଗୋଟିଏ ପରିବାରର ୫...

କେଦାରନାଥ ଯାତ୍ରା ବନ୍ଦ ଯୋଗୁ ଫସିଲେ ୧୦ ହଜାର ଶ୍ରଦ୍ଧାଳୁ

ଡେରାଡୁନ,୨୪ ।୫: କେଦାରନାଥରେ ପ୍ରବଳ ବର୍ଷା ଓ ଘନ କୁହୁଡି ଯୋଗୁ ପ୍ରଶାସନ ପକ୍ଷରୁ ତୁରନ୍ତ କେଦାରନାଥ ଯାତ୍ରାକୁ ବନ୍ଦ କରି ଦିଆଯାଇଛି । ଏହି ସମୟରେ ରୁଦ୍ରପ୍ରୟାଗରୁ ଗୁପ୍ତକାଶୀ ପର୍ଯ୍ୟନ୍ତ ସ୍ଥାନେ ସ୍ଥାନେ ୫ ହଜାର ଯାତ୍ରୀଙ୍କୁ ଅଟକାଇ...

ଉଦୟନିଧିଙ୍କ ସିନେମାକୁ ନେଇ ଏଆଇଏଡିଏମ୍‌କେ-ଡିଏମ୍‌କେ ମୁହାଁମୁହିଁ

ପଣ୍ଡିଚେରି,୨୪।୫ : ଜାତି ବିରୋଧୀ ବିଷୟବସ୍ତୁକୁ ନେଇ ନିର୍ମିତ ଡିଏମ୍‌କେ ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଚଳଚ୍ଚିତ୍ର ‘ନେଞ୍ଜୁକୁ ନିଧି’କୁ ଟିକସ ଛାଡ଼ ପାଇଁ ପଣ୍ଡିଚେରି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯିବା ପରେ ଏହାକୁ ନେଇ ପଣ୍ଡିଚେରିରେ ଡିଏମ୍‌କେ ଏବଂ ଏଆଇଏଡିଏମ୍‌କେ ମଧ୍ୟରେ...

ହିଟ୍‌ଲର, ଷ୍ଟାଲିନ୍‌ଙ୍କଠାରୁ ଭାଜପା ଶାସନ ଖରାପ: ମମତା

କୋଲକାତା,୨୪।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଛନ୍ତି। ଏହି ସରକାର କେନ୍ଦ୍ରୀୟ ସଂସ୍ଥା ସହାୟତାରେ ରାଜ୍ୟ ବ୍ୟାପାରରେ ହସ୍ତକ୍ଷେପ କରୁଥିବା ସେ ଅଭିଯୋଗ କରିଛନ୍ତି। ହିଟ୍‌ଲର, ଷ୍ଟାଲିନ କିମ୍ବା ମୁସୋଲିନିଙ୍କ ଶାସନଠାରୁ...

ବିବାଦରେ କର୍ନାଟକର ଆଉ ଏକ ମସ୍‌ଜିଦ

ଦକ୍ଷିଣ କନ୍ନଡ,୨୪।୫: କର୍ନାଟକର ଶ୍ରୀରଙ୍ଗାପାଟନା ଜାମିଆ ମସ୍‌ଜିଦ ବିବାଦ ପରେ ଏବେ ଉକ୍ତ ରାଜ୍ୟର ଦକ୍ଷିଣ କନ୍ନଡ ଜିଲାରେ ଥିବା ମାଲାଲି ମସ୍‌ଜିଦକୁ ନେଇ ବିବାଦ ମୁଣ୍ଡ ଟେକିଛି। ମାଲାଲିର ଆସାୟିଦ୍‌ ଅବଦୁଲ୍ଲାହିଲ ମଦାନି ମସ୍‌ଜିଦର ନବୀକରଣ କାର୍ଯ୍ୟ ଲାଗି...

ଆଜି ଆସିପାରେ ଜ୍ଞାନବାପି ରାୟ

ବାରାଣସୀ,୨୪।୫:ବାରାଣସୀ ଜିଲା ଜଜ୍‌ ଜ୍ଞାନବାପି ମସ୍‌ଜିଦ ବିବାଦ ମାମଲାର ଶୁଣାଣି ସୋମବାର ଶେଷ କରିବା ସହ ରାୟ ସଂରକ୍ଷିତ ରଖିଛନ୍ତି। ମଙ୍ଗଳବାର ରାୟ ପ୍ରକାଶ ପାଇବା ଆଶା କରାଯାଉଛି। ଉକ୍ତ ମସ୍‌ଜିଦ ପରିସରରେ ଶ୍ରୀଙ୍ଗାର ଗୌରୀଙ୍କ ଦୈନନ୍ଦିନ ପୂଜାର୍ଚ୍ଚନା ଲାଗି...

ଜେନେଭାରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନକୁ ଘେରିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଜେନେଭା/ନୂଆଦିଲ୍ଲୀ,୨୪ ।୫: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମନସୁଖ ମାଣ୍ଡବିୟ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ମୁଖ୍ୟାଳୟ ଜେନେଭାରେ ବିଶ୍ୱ ସ୍ୱାସ୍ଥ୍ୟ ସଭାର ୭୫ତମ ଅଧିବେଶନରେ ସମ୍ବୋଧନ ଦେଇଛନ୍ତି । ମାଣ୍ଡବିୟ କହିଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଜାତିଭିତ୍ତିକ ଜନଗଣନା ଲାଗି ୨୭ରେ ହୋଇପାରେ ସର୍ବଦଳୀୟ ବୈଠକ

ପାଟନା,୨୩।୫: ରାଜ୍ୟଓ୍ବାରି ଜାତିଭିତ୍ତିକ ଜନଗଣନା ଲାଗି ବହୁପ୍ରତୀକ୍ଷିତ ସର୍ବଦଳୀୟ ବୈଠକ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହୋଇପାରେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏନେଇ ସୋମବାର ସୂଚନା ଦେଇଛନ୍ତି। ଅଧିକାଂଶ ଦଳ ତାରିଖକୁ ନେଇ ସହମତ ଅଛନ୍ତି। ତେବେ ନିର୍ଦ୍ଦିଷ୍ଟ...

ଭାଜପା ଶାସନ ହିଟ୍‌ଲର, ଷ୍ଟାଲିନ୍‌ଙ୍କଠାରୁ ଖରାପ

କୋଲକାତା,୨୩।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀ ସୋମବାର କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଛନ୍ତି। ଏହି ସରକାର କେନ୍ଦ୍ରୀୟ ସଂସ୍ଥାଗୁଡ଼ିକ ସହାୟତାରେ ରାଜ୍ୟ ବ୍ୟାପାରରେ ହସ୍ତକ୍ଷେପ କରୁଥିବା ସେ ଅଭିଯୋଗ କରିଛନ୍ତି। ଆଡଲଫ୍‌...

ରୋପ୍‌ଓ୍ବେରେ ୪୦ ମିନିଟ ଅଟକିଲେ ୨୮ ଭକ୍ତ

ଭୋପାଳ,୨୩।୫: ମଧ୍ୟପ୍ରଦେଶର ସତ୍‌ନା ଜିଲାରେ ସୋମବାର ପ୍ରବଳ ବର୍ଷା ପବନ ଯୋଗୁ ରୋପ୍‌ଓ୍ବେ ଅଚଳ ହୋଇଯାଇଥିଲା। ଫଳରେ ମୈହର ପାହାଡ଼ ଉପରେ ଥିବା ମା’ ସାରଦା ଦେବୀ ମନ୍ଦିରକୁ ଯାଉଥିବା ୨୮ ଜଣ ଭକ୍ତ ୭ଟି ରୋପ୍‌ଓ୍ବେ ଟ୍ରଲିରେ ୪୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri