ଜାତୀୟ

ବିହାର ରାଜନୀତିରେ ହଇଚଇ: ଚମ୍ପାଇ ସୋରେନଙ୍କ ବିଦ୍ରୋହ ପରେ ଏବେ ନୀତୀଶଙ୍କ ନିକଟ ମନ୍ତ୍ରୀ କଲେ ଏଭଳି ଦାବି

ପାଟନା,୨୦।୮: ଗତ କିଛି ଦିନ ହେବ ଝାଡଖଣ୍ଡର ରାଜନୀତିରେ ବହୁତ ଉତ୍ତେଜନା ଦେଖାଦେଇଛି ଏବଂ ଖୁବ ଶୀଘ୍ର ଏକ ବଡ଼ ଖେଳ ହେବାକୁ ଯାଉଛି। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଭାଜପା ନେତାଙ୍କ ସହ ଯୋଗାଯୋଗରେ ଥିବା କୁହାଯାଉଛି।...

ବିଧାନସଭା ନିର୍ବାଚନରେ ଟିକେଟ ଦେବାକୁ ନେଇ ସର୍ତ୍ତ ରଖିଲେ ରାହୁଲ

ନୂଆଦିଲ୍ଲୀ,୨୦।୮: ରାହୁଲ ଗାନ୍ଧୀ ହରିୟାଣା-ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନରେ ଟିକେଟ ବଣ୍ଟନ ସମ୍ପର୍କରେ ଛୋଟ-ବଡ ସମସ୍ତ ନେତାଙ୍କ ପାଇଁ ସର୍ତ୍ତ ସ୍ପଷ୍ଟ କରିଛନ୍ତି। ହରିୟାଣା, ଜମ୍ମୁ କଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଦେଶରେ ଅନେକ ତୁତୁମେମେ ଘଟିଛି...

‘ବିଭୀଷଣ ହେଉଛନ୍ତି ଚମ୍ପାଇ ସୋରେନ, ଯେତେବେଳେ ହେମନ୍ତ ସୋରେନ ଜେଲ ଯାଇଥିଲେ…’ ବଡ଼ ଅଭିଯୋଗ ଆଣିଲେ ମନ୍ତ୍ରୀ

ରାଞ୍ଚି,୨୦।୮: ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡର ମୁକ୍ତି ମୋର୍ଚ୍ଚା (ଜେଏମଏମ)ର ବରିଷ୍ଠ ନେତା ଚମ୍ପାଇ ସୋରେନ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଏକ ବଡ଼ ଚ୍ୟାଲେଞ୍ଚ ଦେଇଛନ୍ତି। ସୂଚନାନୁସାରେ, ଚମ୍ପାଇ ସୋରେନ ଖୁବ...

କମ୍‌ ପାର୍ଶ୍ୱ ପ୍ରତିକ୍ରିୟାର ଆଣ୍ଟିବାୟୋଟିକ୍ସ ପ୍ରସ୍ତୁତ କରିବ ଏଆଇ

ଓଟାଓ୍ବା, ୨୦ା୮: ସମ୍ପ୍ରତି ବିଭିନ୍ନ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ବ୍ୟବହାର ଯଥେଷ୍ଟ ବୃଦ୍ଧି ପାଇଛି। ଏହାରି ମଧ୍ୟରେ କାନାଡାର ମୈନିଟୋବା ବିଶ୍ୱବିଦ୍ୟାଳୟର ଗବେଷକମାନେ ଏକ ଅଧ୍ୟୟନରେ ଏଆଇକୁ ବ୍ୟବହାର କରି କମ୍‌ ପାର୍ଶ୍ୱ ପ୍ରତିକ୍ରିୟା ଥିବା ଉତ୍ତମ ଆଣ୍ଟିବାୟୋଟିକ୍ସକୁ ବିକଶିତ...

୨୩ରେ ୟୁକ୍ରେନ୍‌ ଯିବେ ମୋଦି

ନୂଆଦିଲ୍ଲୀ, ୨୦।୮: ଆସନ୍ତା ୨୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ୍‌ ଗସ୍ତରେ ଯିବେ। ଏନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଏହି ଅବସରରେ ୨ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଏବଂ ବହୁପକ୍ଷୀୟ ସହଯୋଗ ଉପରେ ଆଲୋଚନା ହେବ। ୩୦...

ତଲାକ ପ୍ରଥା ବିବାହ ପାଇଁ ଘାତକ ଥିଲା

ନୂଆଦିଲ୍ଲୀ,୨୦ା୮(ପି.ଟି.): ୨୦୧୯ର ୩ ତଲାକ ଆଇନକୁ କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟରେ ସମର୍ଥନ କରିଛନ୍ତି। ପୂର୍ବରୁ ତଲାକ ପ୍ରଥା ବିବାହ ପାଇଁ ଘାତକ ଥିଲା ବୋଲି ସରକାର କହିଛନ୍ତି। ଉକ୍ତ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନ୍‌ ଉପରେ କେନ୍ଦ୍ର...

ନକଲି ଏନ୍‌ସିସି କ୍ୟାମ୍ପ୍‌ରେ ୧୩ ଛାତ୍ରୀଙ୍କୁ ଯୌନ ନିର୍ଯାତନା

ଚେନ୍ନାଇ , ୨୦।୮: ତାମିଲନାଡ଼ୁର କୃଷ୍ଣାଗିରିସ୍ଥିତ ଏକ ଘରୋଇ ବିଦ୍ୟାଳୟର ୧୩ ଛାତ୍ରୀଙ୍କୁ ଗୋଟିଏ ନକଲି ଏନ୍‌ସିସି କ୍ୟାମ୍ପ୍‌ରେ ଯୌନ ନିର୍ଯାତନା କରାଯାଇଥିବାର ଏକ ମାମଲା ସାମନାକୁ ଆସିଛି। ତେବେ ଏହି ମାମଲାରେ ୧୧ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ସୋମବାର...

ସରକାରୀ ନିଯୁକ୍ତିରେ ସଂରକ୍ଷଣ ରହିବା ଜରୁରୀ; କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୯।୮: ସରକାରୀ ନିଯୁକ୍ତି ପାଇଁ କୌଣସି ପଦକ୍ଷେପକୁ ହଜପରେ ସହଯୋଗୀ ତଥା କେନ୍ଦ୍ର ମନ୍ତ୍ରୀ ଚିରାଗ ପାସୱାନ ଦୃଢ ସମାଲୋଚନା କରିଛନ୍ତି, ଯାହା ସଂରକ୍ଷଣ ନୀତି ବିରୁଦ୍ଧ ଅଟେ। ସେ କହିଛନ୍ତି ଯେ ଏଥିରେ ଯଦି କିଛି ନାହିଁ। ସରକାରୀ...

ସିପିଏମ ନେତା ସୀତାରାମ ୟେଚୁରୀ ଦିଲ୍ଲୀ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୧୯।୮: ସିପିଏମ ନେତା ସୀତାରାମ ୟେଚୁରୀଙ୍କ ସ୍ୱାସ୍ଥ୍ୟବସ୍ଥା ଅଚାନକ ବିଗିଡିଯାଇଛି। ତୁରଂତ୍ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ, ପୂର୍ବରୁ ତାଙ୍କୁ ଏମର୍ଜେନ୍ସି ୱାର୍ଡରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଆଇସିୟୁକୁ ସିଫ୍ଟ କରାଯାଇଛି। ପିଟିଆଇ ରିପୋର୍ଟ ଅନୁଯାୟୀ...

ଆଇନଶୃଙ୍ଖଳା ସ୍ଥିତି ଉପରେ ଉଠିଲା ପ୍ରଶ୍ନ: ରାଷ୍ଟ୍ରପତିଙ୍କୁ ଭେଟିବେ ପଶ୍ଚିମବଙ୍ଗ ରାଜ୍ୟପାଳ

କୋଲକାତା,୧୯।୮: କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଡାକ୍ତରମାନଙ୍କ ଆନ୍ଦୋଳନ ଜାରି ରହିଛି। କୋଲକାତାର ଟ୍ରେନି ମହିଳା ଡାକ୍ତର ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ପଶ୍ଚିମବଙ୍ଗରେ...

ଏମ୍‌ପକ୍ସ ପାଇଁ ଭାରତର ପ୍ରସ୍ତୁତି; ହସ୍ପିଟାଲ, ବିମାନବନ୍ଦରରେ ସତର୍କତା ଜାରି

ନୂଆଦିଲ୍ଲୀ,୧୯ା୮: ଏମ୍‌ପକ୍ସ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସତର୍କତାମୂଳକ ପଦକ୍ଷେପ ଆରମ୍ଭ କରିଛି। ହସ୍ପଟାଲଗୁଡ଼ିକରେ ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତ କରାଯିବା ସହ ବିମାନବନ୍ଦରଗୁଡ଼ିକରେ ସତର୍କତା ଜାରି ହୋଇଛି। ଦିଲ୍ଲୀର ସଫଦରଜଙ୍ଗ, ଲେଡି ହାର୍ଡିଙ୍ଗ୍‌ ମେଡିକାଲ କଲେଜ, ଏବଂ ରାମମୋନହର ଲୋହିଆ...

କୋଲକାତା ବଳାତ୍କାର ଘଟଣାର ଅଭିଯୁକ୍ତଙ୍କ ଶାଶୁ ଖୋଲିଲେ ବଡ଼ ଗୁମର, କହିଲେ ସେ ଜଣେ…

କୋଲକାତା,୧୯।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କ ବଳାତ୍କାର ଏବଂ ହତ୍ୟାକୁ ନେଇ ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଛି। ବର୍ତ୍ତମାନ ଏହି ମାମଲାରେ ସିବିଆଇ ଅଭିଯୁକ୍ତ ସଞ୍ଜୟ ରାୟଙ୍କ ପଲିଗ୍ରାଫ ଟେଷ୍ଟ କରିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri