ଜାତୀୟ

ଶତ୍ରୁ ଦେଶର ହନିଟ୍ରାପରେ ଭାରତୀୟ ବାୟୁସେନା ଯବାନ, ଗିରଫ କଲା ଦିଲ୍ଲୀ କ୍ରାଇମ ବ୍ରାଞ୍ଚ

ନୂଆଦିଲ୍ଲୀ,୧୨ ।୫: ଏବେ ଶ୍ରତୁ ଦେଶ ଉପରେ ଆକ୍ରମଣ କରିବାକୁ ଗୁପ୍ତଚରଙ୍କୁ ଅସ୍ତ୍ର ଭାବେ ବ୍ୟବହାର କରାଯାଉଛି । ଏଥିରେ କିଛି ଦେଶ ହନିଟ୍ରାପ ବ୍ୟବହାର କରି ଶତ୍ରୁ ଦେଶର ଯବାନମାନଙ୍କୁ ଟାର୍ଗେଟ କରିଛନ୍ତି । ଫଳରେ ସୁରକ୍ଷା ସହ...

‘ତାଜମହଲ ଆମ ସମ୍ପତ୍ତି’

ଜୟପୁର,୧୧।୫: ଜୟପୁରର ପୂର୍ବତନ ରାଜ ପରିବାର ସଦସ୍ୟା ଆଗ୍ରାର ତାଜମହଲ ନିଜ ସମ୍ପତ୍ତି ବୋଲି ଦାବି କରିଛନ୍ତି। ଭାରତୀୟ ଜନତା ପାର୍ଟିର ଏମ୍‌ପି ତଥା ଜୟପୁରର ପୂର୍ବତନ ରାଜ କୁମାରୀ ଦୀୟା କୁମାରୀ ଏହି ଦାବି କରିଛନ୍ତି। ତାଙ୍କ ପରିବାର...

ଟଳିପଡିଲେ ଜଣେ ଆତଙ୍କବାଦୀ

ଶ୍ରୀନଗର,୧୧।୫:ଜମ୍ମୁ-କଶ୍ମୀର ବାନ୍ଦିପୋରାର ସାଲିନ୍ଦର ଜଙ୍ଗଲ ଅଞ୍ଚଳରେ ଏନକାଉଣ୍ଟର ବେଳେ ଜଣେ ଆତଙ୍କବାଦୀଙ୍କ ନିହତ ହୋଇଛନ୍ତି। ଏହା ସହିତ ସୁରକ୍ଷା ବାହିନୀର ଏକ ବଡ ଟିମ୍‌ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନରେ ନିୟୋଜିତ ଅଛନ୍ତି। ନିୟନ୍ତ୍ରଣ ରେଖା ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା...

ଆଇଏଏସ୍‌ ଅଫିସର ପୂଜା ସିଂଘଲ ଗିରଫ

ରାଞ୍ଚି,୧୧।୫: ଝାଡଖଣ୍ଡର ଖଣି ସଚିବ ପୂଜା ସିଂଘଲଙ୍କୁ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଛି। ଦୀର୍ଘ ଦିନର ପଚରାଉଚରା ପରେ ଇଡି ଶେଷରେ ତାଙ୍କୁ ଗିରଫ କରିଛି। ମନରେଗା ସ୍କାମ, ଆୟରୁ ଅଧିକ ସମ୍ପତ୍ତି ଓ ଦୁର୍ନୀତି ଭଳି ସଙ୍ଗୀନ...

୪୩୪ କୋଟି ଟଙ୍କାର ହେରୋଇନ୍‌ ଜବତ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀରେ ରାଜସ୍ବ ଇଣ୍ଟେଲିଜେନ୍ସ ନିର୍ଦ୍ଦେଶାଳୟ(ଡିଆର୍‌ଆଇ)କୁ ଏକ ବଡ଼ ସଫଳତା ମିଳିଛି। ଦିଲ୍ଲୀରୁ ୬୨ କିଲୋଗ୍ରାମ ହେରୋଇନ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୪୩୪ କୋଟି ଟଙ୍କା ହେବ। ଏହି ହେରୋଇନ ସାମଗ୍ରୀ ଏକ ଏୟାର କାର୍ଗୋ...

ଉଦ୍ଧବ ଠାକ୍‌ରେଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ନବନୀତ

ମୁମ୍ବାଇ,୧୧।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକେରଙ୍କ ବାସଭବନ ମାତୋଶ୍ରୀ ଆଗରେ ହନୁମାନ ଚାଳିଶା ପାଠ ବିବାଦ ଥମିବାର ନାଁ ନେଉନାହିଁ। ଏହି ଘଟଣାରେ ଜେଲ୍‌ ଯାଇ ଜାମିନରେ ଆସିଥିବା ଅମରାବତୀର ସ୍ବାଧୀନ ଏମ୍‌ପି ନବନୀତ୍‌ ରାଣା ବୁଧବାର ପୁଣି ଉଦ୍ଧବ...

ଲକ୍ଷ୍ମଣ ରେଖାକୁ ପାର କରାଯାଇ ପାରିବ ନାହିଁ, କହିଲେ ଆଇନ ମନ୍ତ୍ରୀ…

ନୂଆଦିଲ୍ଲୀ, ୧୧।୫ : ବୁଧବାର ଦିନ ସୁପ୍ରିମକୋର୍ଟ ଦେଶଦ୍ରୋହ ଆଇନର ମାମଲାର ଶୁଣାଣି ବେଳେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। ସରକାର ଏହାକୁ ସମୀକ୍ଷା କରିବେ ଏବଂ ଜେଲରେ ଥିବା ବ୍ୟକ୍ତିମାନେ ଜାମିନ ମାଗି କୋର୍ଟଙ୍କ ନିକଟକୁ ଯାଇପାରିବେ ବୋଲି...

ଦେଶଦ୍ରୋହ ଆଇନ, ୧୩ ହଜାରରୁ ଅଧିକ ଲୋକ ଜେଲ୍‌ରେ…

ନୂଆଦିଲ୍ଲୀ, ୧୧।୫ : ଦେଶରେ ଦେଶଦ୍ରୋହ ଆଇନ ଉପରେ ଚାଲିଥିବା ଶୁଣାଣି ମଧ୍ୟରେ ସୁପ୍ରିମକୋର୍ଟ ବୁଧବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଅଦାଲତ ବର୍ତ୍ତମାନ ପର୍ଯ୍ୟନ୍ତ ଆଇନକୁ ସ୍ଥଗିତ ରଖିଛନ୍ତି। ବିଶେଷ କଥା ହେଉଛି ଆଇନର ସମୀକ୍ଷା ବିଷୟରେ କେନ୍ଦ୍ର...

ବୈବାହିକ ଜୀବନରେ ସ୍ତ୍ରୀଙ୍କୁ ବଳାତ୍କାର ନେଇ ବିଚାରପତିଙ୍କ ମଧ୍ୟରେ ମତଭେଦ…

ନୂଆଦିଲ୍ଲୀ, ୧୧।୫ : ଦିଲ୍ଲୀ ହାଇକୋର୍ଟଙ୍କ ପତ୍ନୀଙ୍କ ସହ ବଳାତ୍କାରର ଅପରାଧୀକରଣ ପାଇଁ ଆବେଦନ ଉପରେ ଦୁଇ ଜଣିଆ ଖଣ୍ଡପୀଠ ପୃଥକ ପୃଥକ ରାୟ ଦେଇଛନ୍ତି। ଭାରତୀୟ ବଳାତ୍କାର ଆଇନରେ ସ୍ବାମୀଙ୍କୁ ଦିଆଯାଇଥିବା ଛାଡକୁ ଅସାମ୍ବିଧାନିକ ବୋଲି ଜଷ୍ଟିସ ରାଜୀବ...

ଟ୍ରେନ୍‌ରେ ବେବି ବର୍ଥ

ଲକ୍ଷ୍ନୌ,୧୧।୫: ଭାରତୀୟ ରେଳ ପକ୍ଷରୁ ମହିଳା ଯାତ୍ରୀଙ୍କ ପାଇଁ ଏକ ନୂତନ ବ୍ୟବସ୍ଥା କରାଯାଇଛି। ଛୋଟପିଲାଙ୍କୁ ଧରି ଯାତ୍ରା କରୁଥିବା ମହିଳାଙ୍କ ପାଇଁ ଏହି ସୁବିଧା ଉଦ୍ଦିଷ୍ଟ। କିଛି ସ୍ବତନ୍ତ୍ର ଟ୍ରେନ୍‌ରେ ‘ବେବି ବର୍ଥ’ ବେଡ୍‌ ସୁବିଧା ହୋଇଛି। ଏହି...

ରାଜ ଠାକରେଙ୍କୁ ଜୀବନରୁ ମାରିଦେବାକୁ ଧମକ

ମୁମ୍ବାଇ,୧୧।୫: ଏମ୍‌ଏନ୍‌ଏସ୍‌ ଅଧ୍ୟକ୍ଷ ରାଜ ଠାକରେଙ୍କୁ ଫୋନରେ ମାରିଦେବାକୁ ଧମକ ଦିଆଯାଇଛି। ଏହାପରେ ଏମ୍‌ଏନ୍‌ଏସ୍‌ ନେତା ବାଲା ନାଦଗଓ୍ବେକର ଗୃହମନ୍ତ୍ରୀ ଦିଲୀପ ୱାଲସେ ପାଟିଲଙ୍କୁ ଭେଟି ରାଜ ଠାକରେଙ୍କ ସୁରକ୍ଷା ବୃଦ୍ଧି କରିବାକୁ ଦାବି କରିଛନ୍ତି। ସୂଚନାଯୋଗ୍ୟ, ଗତ କିଛି...

ଟେନ୍‌ ଯାତ୍ରାରେ ମାସ୍କ ପିନ୍ଧିବା ପୁଣି ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୫: ରେଳ ଯାତ୍ରାରେ ପୁଣି ଥରେ କରୋନା ପ୍ରୋଟୋକଲ ଫେରିଛି। ଦେଶରେ ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବୁଧବାର ରେଲଓ୍ବେ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏଣିକି ଟ୍ରେନରେ ଯାତ୍ରା କରୁଥିବା ସମୟରେ ଯାତ୍ରୀମାନଙ୍କ ପାଇଁ ମାସ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri