ଜାତୀୟ

ସବୁ ନେତାଙ୍କ ସହଯୋଗ ଲୋଡ଼ିଲେ ସୋନିଆ

ନୂଆଦିଲ୍ଲୀ,୧୦।୫: ରାଜସ୍ଥାନର ଉଦୟପୁରରେ ମେ’ ୧୩ରୁ ୧୫ କଂଗ୍ରେସର ଚିନ୍ତନ ଶିବିର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସମସ୍ତ ନେତାଙ୍କ ସହଯୋଗ ଲୋଡ଼ିଛନ୍ତି। ସୋମବାର ଦଳୀୟ ମୁଖ୍ୟାଳୟରେ ସିଡବ୍ଲ୍ୟୁସିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ...

ଲଖିମ୍‌ପୁର ଖେରି ମାମଲା:୪ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

ଲକ୍ଷ୍ନୌ,୧୦।୫: ଉତ୍ତରପ୍ରଦେଶର ଲଖିମପୁର ଖେରିରେ ଗତବର୍ଷ ଅକ୍ଟୋବରରେ ଆନ୍ଦୋଳନରତ ଚାଷୀଙ୍କ ଉପରେ ଗାଡ଼ି ମଡ଼ାଇ ୪ ଜଣଙ୍କୁ ହତ୍ୟା କରିବା ଓ ପରବର୍ତ୍ତୀ ହିଂସାରେ ଅନ୍ୟ ୪ ଜଣଙ୍କ ଜୀବନ ଯିବା ଘଟଣାରେ ୪ ମୁଖ୍ୟ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ...

ପୂଜା ସିଂଘଲଙ୍କୁ ଇଡି ସମନ

ରାଞ୍ଚି,୧୦।୫: ମନି ଲଣ୍ଡରିଂ ମାମଲାରେ ଝାଡଖଣ୍ଡ ଖଣି ସଚିବ ପୂଜା ସିଂଘଲଙ୍କୁ ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳ (ଇଡି) ପକ୍ଷରୁ ସମନ ଜାରି କରାଯାଇଛି। ଜେରା ପାଇଁ ମଙ୍ଗଳବାର ଇଡି କାର୍ଯ୍ୟଳୟରେ ହାଜର ହେବାଲାଗି ସମନରେ ଉଲ୍ଲେଖ କରାଯାଇଛି। ମନି ଲଣ୍ଡରିଂ...

ଅଭିନେତା ବିଜୟଙ୍କ ବିରୋଧରେ ଆରେଷ୍ଟ ଓ୍ବାରେଣ୍ଟ

ଥିରୁଭାନନ୍ତପୁରମ,୧୦।୫: ମାଲୟାଲମ ଅଭିନେତା ବିଜୟ ବାବୁଙ୍କ ବିରୋଧରେ ଇରକାକେୁଲମ କୋର୍ଟ ଆରେଷ୍ଟ ଓ୍ବାରେଣ୍ଟ ଜାରି କରିଛି। ବିଜୟ ଏବେ ଫେରାର୍‌ ଥିବାବେଳେ ଓ୍ବାରେଣ୍ଟ ପରେ ପୋଲିସ ତାଙ୍କୁ ଖୋଜିବା ଆରମ୍ଭ କରିଦେଇଛି। ସୂଚନାଯୋଗ୍ୟ ବିଜୟଙ୍କ ଫଟୋ ସମେତ ସମ୍ପୂର୍ଣ୍ଣ ମାମଲା...

ଇଣ୍ଡିଗୋ ମାମଲା: ତଦନ୍ତ କରିବେ ସିନ୍ଧିଆ

ନୂଆଦିଲ୍ଲୀ,୧୦।୫: ରାଞ୍ଚତ୍ ବିମାନବନ୍ଦରରେ ଶନିବାର ଜଣେ ଭିନ୍ନକ୍ଷମ ନାବାଳକ ଯାତ୍ରୀଙ୍କୁ ଇଣ୍ଡିଗୋ ଏୟାରଲାଇନ୍ସ କର୍ତ୍ତୃପକ୍ଷ ବିମାନରେ ଚଢ଼ିବା ଲାଗି ଅନୁମତି ନ ଦେବା ଘଟଣା ସାମ୍‌ନାକୁ ଆସିବା ପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏଭଳି ବ୍ୟବହାରକୁ...

କ୍ୟାନସର ଓ ଥାଲାସେମିଆ ରୋଗୀଙ୍କୁ ମିଳିବ ମାସିକ ଅଢେଇ ହଜାରା ଟଙ୍କା ପେନସନ

ଅମ୍ବାଲା,୧୦ ।୫: ହରିୟାଣାର ଅମ୍ବାଲାରେ କ୍ୟାନସର ରୋଗୀଙ୍କ ପାଇଁ ଛାବନି ନାଗରିକ ହସ୍ପିଟାଲରେ ନିର୍ମିତ ଅଟଳ କ୍ୟାନସର କେୟାର ସେଣ୍ଟର ଜନତାଙ୍କୁ ସମର୍ପିତ କରାଯାଇଛି । ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ରାଜ୍ୟସଭା ଏମପି ଜେପି ନଡ୍ଡା...

ସୁପ୍ରିମକୋର୍ଟର ୨ ବିଚାରପତି ଶପଥ ନେଲେ

ନୂଆଦିଲ୍ଲୀ,୧୦।୫: ସୁପ୍ରିମକୋର୍ଟର ନବନିଯୁକ୍ତି ୨ ବିଚାରପତି ଜଷ୍ଟିସ ସୁଧାଂଶୁ ଧୁଲିଆ ଏବଂ ଜାମସେଦ ବି ପର୍ଡିଓ୍ବାଲା ସୋମବାର ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କୁ ମିଶାଇ ସର୍ବୋଚ୍ଚ ଅଦାଲତର ବିଚାରପତି ସଂଖ୍ୟା ୩୪ରେ ପହଞ୍ଚତ୍ଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି....

ଦେଶଦ୍ରୋହ ଆଇନର ପୁନର୍ବିଚାର କରିବ କେନ୍ଦ୍ର

ନୂଆଦିଲ୍ଲୀ,୧୦।୫: ଦେଶଦ୍ରୋହ ଆଇନ ଯଥାର୍ଥ ଏବଂ ଏହାର ପୁନଃ ସମୀକ୍ଷା କରିବାର ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ସରକାର ଦୁଇଦିନ ପୂର୍ବରୁ ସୁପ୍ରିମକୋର୍ଟଙ୍କୁ ଜଣାଇଥିଲେ। ସୋମବାର ମତ ପରିବର୍ତ୍ତନ କରି ଉକ୍ତ ଆଇନ ବା ଆଇପିସିର ଧାରା ୧୨୪ଏ’ର ପୁନର୍ବିଚାର...

ଭାରତୀୟ ମୁଦ୍ରାରେ ସର୍ବକାଳୀନ ହ୍ରାସ

ନୂଆଦିଲ୍ଲୀ,୧୦ା୫:ଡଲାର ତୁଳନାରେ ଟଙ୍କା ମୂଲ୍ୟରେ ସର୍ବକାଳୀନ ହ୍ରାସ ପରିଲକ୍ଷିତ ହୋଇଛି। ସୋମବାର ଶେୟାର ବଜାରର ପ୍ରଥମ କାରବାର ଦିବସର ଆରମ୍ଭ ସମୟରେ ୟୁଏସ୍‌ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୬୦ ପଇସା ହ୍ରାସ ସହିତ ୭୭.୫୦ ସ୍ତରରେ ପହଞ୍ଚିଛି। ବୈଶ୍ୱିକ...

ଇଣ୍ଟେଲିଜେନ୍ସ ଅଫିସ୍‌ରେ ବିସ୍ଫୋରଣ: ପଞ୍ଜାବରେ ହାଇଆଲର୍ଟ

ମୋହାଲି,୧୦।୫: ପଞ୍ଜାବର ମୋହାଲିରେ ସୋମବାର ବିଳମ୍ବିତ ରାତିରେ ପଞ୍ଜାବ ପୋଲିସର ଇଣ୍ଟେଲିଜେନ୍ସ ୟୁନିଟର ମୁଖ୍ୟାଳୟ ଭବନରେ ରକେଟ ଆକ୍ରମଣ ହୋଇଥିଲା। ଏହା ଏତେ ଭୟଙ୍କର ବିସ୍ଫୋରଣ ଥିଲା ଯେ, ବିଲ୍ଡିଂର କାଚ ସବୁ ଭାଙ୍ଗି ଯାଇଥିଲା। ଏହି ଘଟଣା ପରେ...

ଶପଥ ନେଲେ ସୁପ୍ରିମକୋର୍ଟର ୨ ବିଚାରପତି

ନୂଆଦିଲ୍ଲୀ,୯।୫: ସୁପ୍ରିମକୋର୍ଟର ନବନିଯୁକ୍ତି ୨ ବିଚାରପତି ଜଷ୍ଟିସ ସୁଧାଂଶୁ ଧୁଲିଆ ଏବଂ ଜାମସେଦ ବି ପର୍ଡିଓ୍ବାଲା ସୋମବାର ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କୁ ମିଶାଇ ସର୍ବୋଚ୍ଚ ଅଦାଲତର ବିଚାରପତି ସଂଖ୍ୟା ୩୪ରେ ପହଞ୍ଚତ୍ଛି। ଭାରତର ପ୍ରଧାନ ବିଚାରପତି ଏନ୍‌.ଭି. ରମନା...

ଶାହିନବାଗ ଜବରଦଖଲ ଘଟଣା: ମାମଲା ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୫: ଦିଲ୍ଲୀର ଶାହିନବାଗରେ ବେଆଇନ ଜବରଦଖଲ ପାଇଁ ଆସିଥିବା ଦିଲ୍ଲୀ ପ୍ରଶାସନକୁ ପ୍ରବଳ ବିରୋଧରେ ସମ୍ମୁଖୀନ ହେବାକୁ ପଡିଛି। ଶାହିନବାଗରେ ଦିଲ୍ଲୀ ମହାନଗର ନିଗମ ପକ୍ଷରୁ ଜବରଦଖଲ ଅଭିଯାନ ଆରମ୍ଭ ହେବା ପୂର୍ବରୁ ସ୍ଥାନାୟ ଲୋକେ ପ୍ରବଳ ବିରୋଧ କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri