ଜାତୀୟ

ଡାକବାଜି ଯନ୍ତ୍ର ବ୍ୟବହାର ମୌଳିକ ଅଧିକାର ନୁହେଁ: ହାଇକୋର୍ଟ

ପ୍ରୟାଗରାଜ,୭ା୫ (ଆଇଏଏନ୍‌ଏସ୍‌): ମସ୍‌ଜିଦରେ ଡାକବାଜି ଯନ୍ତ୍ର ଲଗାଇବା ଲାଗି ଏକ ଆବେଦନକୁ ଆଲ୍ଲାହାବାଦ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଡାକବାଜି ଯନ୍ତ୍ର ବ୍ୟବହାର କରିବା ମୌଳିକ ଅଧିକାର ନୁହେଁ ବୋଲି ଅଦାଲତ କହିଛନ୍ତି। ଆଜାନ ପାଇଁ ନୂରୀ ମସ୍‌ଜିଦରେ ଡାକବାଜି ଯନ୍ତ୍ର...

ଡବ୍ଲ୍ୟୁଏଚ୍‌ଓ ରିପୋର୍ଟକୁ ନେଇ ବିବାଦ: ମୃତ୍ୟୁସଂଖ୍ୟା ସ୍ପଷ୍ଟ ଲାଗି କମିଶନ ବସାଅ

ନୂଆଦିଲ୍ଲୀ,୭ା୫: ଭାରତରେ କୋଭିଡ୍‌ ମହାମାରୀରେ ୪୭ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ରିପୋର୍ଟ ପ୍ରକାଶ ପାଇବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି। ମୃତ୍ୟୁସଂଖ୍ୟା ସ୍ପଷ୍ଟ କରିବା ନିମନ୍ତେ ସବୁ ରାଜନୈତିକ ଦଳର...

‘ଭାଇ ମୋତେ ୨ ଥର ହତ୍ୟା ପାଇଁ ଉଦ୍ୟମ କରିଥିଲେ’

ହାଇଦ୍ରାବାଦ,୭ା୫: ହାଇଦ୍ରାବାଦରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ମାମଲାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଶୟଦ ମୋବିନ ଅହମଦ ଏବଂ ମହମ୍ମଦ ମାସୁଦ ଅହମଦଙ୍କୁ ସ୍ଥାନୀୟ କୋର୍ଟରେ ହାଜର ପରେ ପୋଲିସ ୧୪ ଦିନିଆ ରିମାଣ୍ଡରେ ନେଇଛି।...

ଭାଜପା ଯୁବ ନେତା ଅର୍ଜୁନଙ୍କ ମୃତଦେହର ଆର୍ମି କମାଣ୍ଡ ହସ୍ପିଟାଲରେ ହେବ ପୋଷ୍ଟ ମଟର୍ମ: ହାଇକୋର୍ଟ

କୋଲକାତା,୭ ।୫: ଭାରତୀୟ ଜନତା ପାର୍ଟି(ଭାଜପା)ର ଯୁବ ନେତା ଅର୍ଜୁନ ଚୌରାସିଆଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଅନୁଯାୟୀ ତାଙ୍କ ମୃତଦେହର ପୋଷ୍ଟ ମର୍ଟମ ଆର୍ମି ହସ୍ପିଟାଲରେ କରାଯିବ । ଏହାସହ ସମସ୍ତ ପ୍ରକ୍ରିୟାର ଭିଡିଓ ଗ୍ରାଫି କରିବାକୁ...

ମଣିପୁରରେ ଆଉ ଏକ ବିସ୍ଫୋରଣ

ଇମ୍ଫାଲ,୭ା୫: ମଣିପୁରର ଇମ୍ଫାଲ ଇଷ୍ଟ ଜିଲାରେ ଶୁକ୍ରବାର ସକାଳେ ଏକ ଶକ୍ତିଶାଳୀ ବିସ୍ଫୋରଣ ହୋଇଛି। ରିମୋଟ କଣ୍ଟ୍ରୋଲ ଦ୍ୱାରା ହୋଇଥିବା ଏହି ବିସ୍ଫୋରଣରେ ୪ଟି କାର୍‌ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଦିନକ ପୂର୍ବରୁ ଇମ୍ଫାଲ ସହରର ନାଗମପାଲସ୍ଥିତ ଏକ ସ୍ପେୟାରପାଟର୍‌ସ...

ମାଙ୍କଡ଼ ପାଇଁ ପୋଲିସକୁ କୋର୍ଟ ନୋଟିସ

ଜୟପୁର,୭।୫: ରାଜସ୍ଥାନ ରାଜଧାନୀ ଜୟପୁରର ଚାନ୍ଦଓ୍ବାଜିରୁ ମାଙ୍କଡ଼କୁ ନେଇ ଅଜବ ଘଟଣା ସାମ୍‌ନାକୁ ଆସିଛି। ଏକ ହତ୍ୟାକଣ୍ଡର ଶୁଣାଣି ହେବାକୁ ଥିବାବେଳେ ଗୋଟିଏ ମାଙ୍କଡ଼ ପ୍ରମାଣ ବ୍ୟାଗ୍‌ ନେଇ ଚମ୍ପଟ ମାରିଛି। କୋର୍ଟ ଘଟଣା ସମ୍ପର୍କରେ ଅବଗତ ହେବାପରେ ତଦନ୍ତକାରୀ...

ବଗ୍‌ଗାଙ୍କୁ ନେଇ ହାଇଡ୍ରାମା

ନୂଆଦିଲ୍ଲୀ/ଚଣ୍ଡିଗଡ଼,୭ା୫: ଦିଲ୍ଲୀର ଭାଜପା ନେତା ତେଜିନ୍ଦର ପାଲ୍‌ ସିଂ ବଗ୍‌ଗାଙ୍କୁ ପଞ୍ଜାବ ପୋଲିସ ଶୁକ୍ରବାର ସକାଳେ ତାଙ୍କ ଘରୁ ଗିରଫ କରିଥିଲା। ଜାତୀୟ ରାଜଧାନୀରୁ ତାଙ୍କୁ ପଞ୍ଜାବର ମୋହାଲିସ୍ଥିତ ଏକ କୋର୍ଟକୁ ନିଆଯାଉଥିବାବେଳେ କୁରୁକ୍ଷେତ୍ରରେ ହରିୟାଣା ପୋଲିସ ଅଟକାଇଥିଲା। ସେଠାରୁ...

ସତ୍ୟ ଗୁରୁତ୍ୱପୂର୍ଣ୍ଣ, କାହାର ମନ୍ତବ୍ୟ ନୁହେଁ: ନୀତୀଶ

ପାଟନା,୬।୫: ବିହାର ପଛୁଆ ରାଜ୍ୟ ହେବା ପାଇଁ ନୀତୀଶ କୁମାରଙ୍କ ୧୫ବର୍ଷର ଶାସନ ଦାୟୀ ବୋଲି ଗୁରୁବାର ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର ସମାଲୋଚନା କରିଥିଲେ। ନୂଆ ଚିନ୍ତାଧାରା ଓ ଉଦ୍ୟମରେ ରାଜ୍ୟରେ ବିକାଶ ଆଣିବା ଲାଗି ସେ ଏକ...

ହାର୍ଦ୍ଦିକ ନୁହେଁ ଜିଗ୍ନେଶ ହେଲେ କଂଗ୍ରେସର ପୋଷ୍ଟର ବୟ

ଅହମଦାବାଦ,୬।୫: ଗତ କିଛି ଦିନରୁ ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲଙ୍କ ରାଜ୍ୟ ନେତୃତ୍ୱକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଭାଜପାକୁ ଖୋଲାଖୋଲି ଭାବେ ପ୍ରଶଂସା କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ଏହାପରେ ଖୁବ୍‌ଶୀଘ୍ର ହାର୍ଦ୍ଦିକ...

ଭାରତୀୟ ପର୍ବତାରୋହୀଙ୍କ ମୃତ୍ୟୁ

କାଠମାଣ୍ଡୁ,୬।୫: ହିମାଳୟର କାଞ୍ଚନଜଙ୍ଘା ଶୃଙ୍ଗ ନିକଟରେ ଜଣେ ଭାରତୀୟ ପର୍ବତାରୋହୀଙ୍କ ମୃତ୍ୟୁ ଘଟିଛି। ଚଳିତ ବର୍ଷ ହିମାଳୟ ଆରୋହଣ ଋତୁରେ ଏହା ତୃତୀୟ ମୃତ୍ୟୁ ଘଟଣା। ବିଶ୍ୱର ତୃତୀୟ ସର୍ବୋଚ୍ଚ ଗିରିଶୃଙ୍ଗ କାଞ୍ଚନଜଙ୍ଘା ନିକଟ ତଥା ୮,୨୦୦ ମିଟର ଉଚ୍ଚରେ...

ଥାନାରେ ପହଞ୍ଚିଲା ଚପଲ ଚୋରି ମାମଲା

ଭୋପାଳ,୬।୫: ମଧ୍ୟପ୍ରଦେଶ ଉଜ୍ଜେନ ଜିଲାରୁ ଏକ ନିଆରା ମାମଲା ସାମ୍ନାକୁ ଆସିଛି। ସବୁବେଳେ ଲୋକମାନେ ଚୋରି, ମାରପିଟ କିମ୍ବା କୌଣସି ଅପରାଧିକ ମାମଲାକୁ ନେଇ ଥାନାରେ ପହଞ୍ଚିଥାନ୍ତି। କିନ୍ତୁ କେବେ କେହି ଶୁଣିଛନ୍ତି କି, କୌଣସି ବ୍ୟକ୍ତି ନିଜର ଚପଲ...

ଚିନ୍ତା ବଢ଼ାଉଛି ଦିଲ୍ଲୀ: ଗତ ୨୪ଘଣ୍ଟାରେ ୧୬ଶହରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୬।୫: ରାଜଧାନୀ ଦିଲ୍ଲୀରେ ଏବେ କରୋନା ପ୍ରକୋପ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ଦିନରୁ କରୋନା ସଂକ୍ରମଣ ସଖ୍ୟା ହଜାରେରୁ ଅଧିକ ରହିଥିବା ଦେଖିବାକୁ ମିଳିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩୦,୭୦୯ କରୋନା ଟେଷ୍ଟ କରାଯାଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri