ଜାତୀୟ

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୪।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

ଯୋଧପୁର ହିଂସା ଘଟଣା: ୯୭ ଗିରଫ, କର୍ଫ୍ୟୁ ବଳବତ୍ତର

ଯୋଧପୁର,୪।୫: ରାଜସ୍ଥାନ ଯୋଧପୁରରେ ହୋଇଥିବା ହିଂସା କମିବାର ନାଁ ନେଉନାହିଁ। ଏ ପର୍ଯ୍ୟନ୍ତ ଘଟଣାରେ ୯୭ ଜଣଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ଇଦ୍‌ରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲୋଟଙ୍କ ହୋମ ଟାଉନ୍‌ରେ ଯୋଧପୁରରେ ଦୁଇଟି ସମ୍ପ୍ରଦାୟ ମଧ୍ୟରେ ହିଂସା ହୋଇଥିଲା।...

ମଦ ପିଇବା ପାଇଁ ଟ୍ରେନ୍‌କୁ ଘଣ୍ଟାଏ ଅଟକାଇ ରଖିଲେ ଚାଳକ

ପାଟନା,୪।୫: ବିହାରର ହସନପୁରରେ ଜଣେ ଆସିଷ୍ଟାଣ୍ଟ ଲୋକୋପାଇଲଟ (ଏଏଲ୍‌ପି) ମଦ ପିିଇବା ପାଇଁ ପାସେଞ୍ଜର ଟ୍ରେନ୍‌କୁ ଘଣ୍ଟାଏ ଅଟକାଇ ରଖିଥିବା ସାମ୍ନାକୁ ଆସିଛି। ସମସ୍ତିପୁରରୁ ସହର୍ଷ ଯାଉଥିବା ଯାତ୍ରୀବାହୀ ଟ୍ରେନ୍‌ ୧ ଘଣ୍ଟାରୁ ଅଧିକ ସମୟ ହାସନପୁର ରେଳ ଷ୍ଟେଶନ୍‌ରେ...

ବିଏସ୍‌ଏଫ୍‌ରେ ଯବାନ ଅଭାବ

ନୂଆଦିଲ୍ଲୀ, ୪ା୫: ୨୦୨୧ରେ ଆମେରିକା ଓ ଚାଇନା ପରେ ଭାରତର ପ୍ରତିରକ୍ଷା ବଜେଟ୍‌ ବିଶ୍ୱର ତୃତୀୟ ସର୍ବାଧିକ। ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି)ରେ ଚାଇନା ପଟୁ ଆସୁଥିବା ଚ୍ୟାଲେଞ୍ଜର ମୁକାବିଲା ପାଇଁ ଭାରତ ଅତ୍ୟାଧୁନିକ ଯୁଦ୍ଧାସ୍ତ୍ର ଆମଦାନୀ ବଢ଼ାଇବା ସହ ସ୍ବଦେଶୀ...

ଗୋହତ୍ୟା ଅଭିଯୋଗରେ ୨ ଆଦିବାସୀଙ୍କୁ ପିଟି ମାରିଦେଲେ

ଭୋପାଳ,୪ା୫: ମଧ୍ୟପ୍ରଦେଶର ସିଓନି ଜିଲାରେ ଗୋହତ୍ୟା ସନ୍ଦେହରେ ଉତ୍ତ୍ୟକ୍ତ ଲୋକେ ଆଦିବାସୀ ସମ୍ପ୍ରଦାୟର ୨ ଜଣଙ୍କୁ ପିଟି ମାରିଦେଇଛନ୍ତି। ସେମାନଙ୍କ ଆକ୍ରମଣରେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ଭିଡ଼ହିଂସାରେ ପ୍ରାୟ ୨୦ ଜଣ ସାମିଲ ଥିଲେ ବୋଲି ପୋଲିସ...

ଧ୍ୟାନ ହଟାଇବାକୁ ଭାଜପାର ଚକ୍ରାନ୍ତ: ଗେହଲଟ୍‌

ନୂଆଦିଲ୍ଲୀ, ୪ା୫: ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିଚାଲିଛି। ବେକାରୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବିପର୍ଯ୍ୟସ୍ତ ଅର୍ଥନୀତିକୁ ସଳଖାଇବାରେ କେନ୍ଦ୍ର ସରକାର ବିଫଳ ହୋଇଥିବାବେଳେ ଭାଜପା ସେଥିରୁ ଦେଶବାସୀଙ୍କ ଧ୍ୟାନ ହଟାଇବା ପାଇଁ ଉଦ୍ୟମ କରୁଛି।...

ଭାରତରେ ଏକ୍ସଇ ଭାରିଆଣ୍ଟ

ନୂଆଦିଲ୍ଲୀ,୪ା୫ (ଆଇଏଏନ୍‌ଏସ୍‌): ଭାରତରେ ଏକ୍ସଇ କୋଭିଡ୍‌ ଭାରିଆଣ୍ଟର ପ୍ରଥମ ମାମଲା ଚିହ୍ନଟ ହୋଇଛି। ଭାରତୀୟ ସାର୍ସ-ସିଓଭି୨ ଜିନୋମିକ୍ସ ସିକ୍ୱେନ୍ସିଂ କନସୋର୍ଟିୟମ (ଆଇଏନ୍‌ଏସ୍‌ଏସିଓଜି) ପକ୍ଷରୁ ପ୍ରକାଶିତ ସଦ୍ୟ ବୁଲେଟିନ୍‌ରେ ଏହା ସ୍ପଷ୍ଟ କରାଯାଇଛି। ଏହା ଉପରେ ଅଧିକ ଅନୁଧ୍ୟାନ କରାଯାଉଛି। ଗତ...

ରାଜ୍‌ ଠାକ୍‌ରେଙ୍କ ନାଁରେ ଏନ୍‌ବିଡବ୍ଲ୍ୟୁ

ମୁମ୍ବାଇ,୪ା୫: ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ଅଧ୍ୟକ୍ଷ ରାଜ୍‌ ଠାକ୍‌ରେଙ୍କ ବିରୋଧରେ ଏକ ୧୪ ବର୍ଷର ପୁରୁଣା ମାମଲାରେ ଜାମିନ ବିହୀନ ଗିରଫ ପରଓ୍ବାନା (ଏନ୍‌ବିଡବ୍ଲ୍ୟୁ) ଜାରି କରାଯାଇଛି। ସାଙ୍ଗଲି ଜିଲାର ଏକ କୋର୍ଟ ତାଙ୍କୁ ଗିରଫ କରି ଅଦାଲତରେ...

୮ ସ୍ଥାନ ତଳକୁ ଖସିଲା ଭାରତ

ନୂଆଦିଲ୍ଲୀ,୪ା୫: ଓ୍ବାଲର୍‌ଡ ପ୍ରେସ୍‌ ଫ୍ରିଡମ୍‌ ଇଣ୍ଡେକ୍ସ ୨୦୨୨ରେ ଭାରତ ୮ ପାଦ ତଳକୁ ଖସିଛି। ଗତବର୍ଷ ଦେଶ ୧୪୨ତମ ସ୍ଥାନରେ ରହିଥିବାବେଳେ ଚଳିତ ବର୍ଷ ୧୫୦ତମ ସ୍ଥାନରେ ରହି ବିଶ୍ୱରେ ୪୧ ସ୍କୋର ରଖିଛି। ମେ’ ୩ରେ ବିଶ୍ୱ ପ୍ରେସ୍‌...

ବୁଡ଼ାଜାହାଜ ପ୍ରକଳ୍ପରୁ ଓହରିଲା ଫ୍ରାନ୍ସ

ନୂଆଦିଲ୍ଲୀ,୪।୫ (ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫ୍ରାନ୍ସ ଗସ୍ତର ଦିନକ ପୂର୍ବରୁ ସେଠାର ନାଭାଲ ଗ୍ରୁପ୍‌ ଭାରତ ସହ ବୁଡାଜାହାଜ ପ୍ରକଳ୍ପ (ପି-୭୫ଆଇ) ବୁଝାମଣାରୁ ଓହରିଯାଇଛି। ପ୍ରସ୍ତାବ ପାଇଁ ଅନୁରୋଧ (ଆର୍‌ଏଫ୍‌ପି)ରେ ଏୟାର ଇଣ୍ଡିପେଣ୍ଡେଣ୍ଟ ପ୍ରପଲ୍‌ଶନ (ଏଆଇପି) ସିଷ୍ଟମକୁ ନେଇ...

ରାଜ୍‌ ଠାକ୍‌ରେଙ୍କ ବିରୋଧରେ ମାମଲା

ମୁମ୍ବାଇ,୩।୫:ଔରଙ୍ଗାବାଦରେ ରବିବାର ଅନୁଷ୍ଠିତ ରାଲିରେ ଉତ୍ତେଜକ ଭାଷଣ ଦେବା ଅଭିଯୋଗରେ ମହାରାଷ୍ଟ୍ର ନବନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌) ଅଧ୍ୟକ୍ଷ ରାଜ୍‌ ଠାକ୍‌ରେଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ରାଲିର ଆୟୋଜନ କରିଥିବା ୩ଜଣଙ୍କ ନାଁ ମଧ୍ୟ ଏତଲାରେ ରହିଛି। ଦଙ୍ଗା ସୃଷ୍ଟି ଉଦ୍ଦେଶ୍ୟରେ...

୨୮ବର୍ଷ ପରେ ମା’ଙ୍କ ସହ ରାତ୍ରିଯାପନ କରିବେ ଯୋଗୀ

ଡେରାଡୁନ,୩।୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ଉତ୍ତରାଖଣ୍ଡର ପୁଅ ଯୋଗୀ ଆଦିତ୍ୟନାଥ ଗତ ୫ବର୍ଷ ପରେ ମଙ୍ଗଳବାର ତାଙ୍କ ପୈତୃକ ଗାଁରେ ପହଞ୍ଚିଛନ୍ତି। ଗାଁରେ ପହଞ୍ଚିବା ପରେ ଯୋଗୀ ଆଦିତ୍ୟନାଥ ମା’ ସାବିତ୍ରୀ ଦେବୀଙ୍କୁ ଭେଟିଛନ୍ତି। ଏଥିସହ ପରିବାରର ଅନ୍ୟ ସଦସ୍ୟଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri