ଜାତୀୟ

ଆରମ୍ଭ ହେଲା ଚାରିଧାମ ଯାତ୍ରା

ଡେରାଡୁନ,୩।୫: ସାରା ଦେଶରେ ମଙ୍ଗଳବାର ଅକ୍ଷୟ ତୃତୀୟା ପର୍ବ ପାଳନ କରାଯାଉଛି। ଏହି ଶୁଭ ଅବସରରେ ଉତ୍ତରାଖଣ୍ଡରେ ମଙ୍ଗଳବାରରୁ ଚାରିଧାମ ଯାତ୍ରା ଆରମ୍ଭ ହୋଇଛି। କରୋନା ଯୋଗୁ ଗତ ୨ ବର୍ଷ ହେଲା ଚାରିଧାମ ଯାତ୍ରା ବାଧାପ୍ରାପ୍ତ ହୋଇଥିଲା। ହେଲେ...

ଗୁଜରାଟ କଂଗ୍ରେସକୁ ବଡ଼ ଝଟ୍‌କା

ଅହମଦାବାଦ,୩।୫: ଗୁଜରାଟରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ମଙ୍ଗଳବାର କଂଗ୍ରେସ ବିଧାୟକ ଅଶ୍ୱିନ କୋତଓ୍ବାଲ ଦଳ ଛାଡି ଭାଜପାର ହାତ ଧରିଛନ୍ତି। ଏହି ସମୟରେ କୋତଓ୍ବାଲ କହିଛନ୍ତି, କଂଗ୍ରେସରୁ ୩ଥର ବିଧାୟକ ଭାବେ ନିର୍ବାଚିତ...

କ’ଣ ଚାଇନାର ରାଷ୍ଟ୍ରଦୂତଙ୍କ ସହ ନାଇଟ୍‌ କ୍ଲବ୍‌ରେ ଥିଲେ ରାହୁଲ? ପ୍ରଶ୍ନ ଉଠାଇଲେ ଭାଜପା ନେତା

ନୂଆଦିଲ୍ଲୀ,୩।୫: କାଠମାଣ୍ଡୁର ଏକ ନାଇଟ୍‌ କ୍ଲବରେ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ପାର୍ଟି କରୁଥିବାର ଏକ ଭିଡିଓ ଭାଇରାଲ ହେଉଛି। ଏହାକୁ ନେଇ ଭାଜପା-କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ଭିଡିଓକୁ ନେଇ ଭାଜପା ରାହୁଲଙ୍କୁ ଟାର୍ଗେଟ କରୁଥିବା ବେଳେ ସେଥିରେ...

ଭାଜପାର ମୁହଁତୋଡ ଜବାବ ଦେଲା କଂଗ୍ରେସ: ପ୍ରକାଶ ଜାଭଡେକରଙ୍କ ସାମ୍ପେନ୍‌ ଫଟୋ ଶେୟାର କରି ପଚାରିଲା…

ନୂଆଦିଲ୍ଲୀ,୩।୫: ରାହୁଲ ଗାନ୍ଧୀଙ୍କ ପବ୍‌ର ଏକ ଭିଡିଓ ଭାଇରାଲ ହେବା ପରେ ଏବେ ଭାଜପା ଓ କଂଗ୍ରେସ ମୁହାଁମୁହିଁ ହେବା ସହ ଦୁହିଁଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଯାହାକୁ ନେଇ ଭାଜପା କଂଗ୍ରେସକୁ ଟାର୍ଗେଟ କରିଛି। ଆଉ ଏହାର...

ସାମ୍ପ୍ରଦାୟିକ ହିଂସା ପରେ ୧୦ଥାନା ଅଞ୍ଚଳରେ କର୍ଫ୍ୟୁ: ଭାଜପା ବିଧାୟକଙ୍କ ଘର ଆଗରେ ଦୁର୍ବୃତ୍ତ ଜାଳିଦେଲେ ବାଇକ୍‌

ଯୋଧପୁର,୩।୫: ଗତ କିଛି ଦିନରୁ ଦେଶରେ ସାମ୍ପ୍ରଦାୟିକ ହିଂସା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜସ୍ଥାନ ମଧ୍ୟ ବାଦ୍‌ ପଡ଼ିନି। ରାଜସ୍ଥାନର ଯୋଧପୁରରେ ସୋମବାର ବିଳମ୍ବିତ ରାତିରେ ପତାକା ଓ ଲାଉଡସ୍ପିକରକୁ ନେଇ ହୋଇଥିବା ବିବାଦ ଥମିବାର ନା ନେଉନି।...

ବିବାହରେ ଯୋଗ ଦେବା ଅପରାଧ ତ ନୁହେଁ: ସୁରଜେୱାଲା

ନୂଆଦିଲ୍ଲୀ,୩ ।୫: ନିଜର ଜଣ ବନ୍ଧୁଙ୍କ ବିବାହରେ ଯୋଗ ଦେବାକୁ ନେପାଳ ଯାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏବେ ଏହାର ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ସେ ଏକ ପବ୍‌ରେ ନଜର ଆସିଛନ୍ତି । ଏହି...

ଗୌତମବୁଦ୍ଧ ନଗରରେ ମେ ୩୧ ପର୍ଯ୍ୟନ୍ତ ୧୪୪

ଲକ୍ଷ୍ନୌ,୩।୫: ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତର ପ୍ରଦେଶ ସରକାର ଗୌତମବୁଦ୍ଧ ନଗରରେ ୧୪୪ ଧାରା ଲାଗୁ କରିଛନ୍ତି। କଟକଣା ମେ’ ୧ରୁ ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଦେଶରେ କରୋନାର ଚତୁର୍ଥ ଲହର ସଂକ୍ରମଣ...

ନାଇଟ୍‌ କ୍ଲବ୍‌ରେ ରାହୁଲ ଗାନ୍ଧୀ: ଭିଡିଓ ଶେୟାର କରି ଟାର୍ଗେଟ୍‌ କଲା ଭାଜପା

ନୂଆଦିଲ୍ଲୀ,୩।୫: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଆଜିକାଲି ବ୍ୟକ୍ତିଗତ ଭାବେ ନେପାଳ ଗସ୍ତରେ ଅଛନ୍ତି। ରାହୁଲଙ୍କ ନେପାଳ ଗସ୍ତର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ କାଠମାଣ୍ଡୁର ଏକ ନାଇଟ କ୍ଲବ୍‌ରେ ପାର୍ଟି...

ନମାଜ ପାଠ ପରେ ସୁରକ୍ଷାକର୍ମୀଙ୍କ ଉପରକୁ ପଥରମାଡ଼

ଶ୍ରୀନଗର,୩।୫: ଇଦ୍‌-ଉଲ୍‌-ଫିତର ଅବସରରେ ଜମ୍ମୁ କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରାଯାଇଛି। ଏଠାରେ ଏକ ମସଜିଦ ବାହାରେ ସୁରକ୍ଷାକର୍ମୀମାନଙ୍କ ଉପରକୁ ପଥରମାଡ ହୋଇଥିବା ସୂଚନା ମିଳିଛି। ନମାଜ ପାଠ ପରେ ଏହି ପଥରମାଡ କରାଯାଇଛି। ଏବେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ...

‘ଇଦ୍‌-ଉଲ୍‌-ଫିତର’ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩।୫: ସମଗ୍ର ଦେଶରେ ଆଜି ଇଦ୍‌-ଉଲ୍‌-ଫିତର ପର୍ବ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଅନ୍ୟାନ୍ୟ ବଡ ନେତା ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।...

‘ଦେଶର ସ୍ଥିତି ଏବେ ଠିକ୍‌ ନାହିଁ’

ନୂଆଦିଲ୍ଲୀ,୩।୫: ଇଦ୍‌-ଉଲ୍‌-ଫିତର୍‌ ଅବସରରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। କୋଲକତାର ରେଡ ରୋଡରେ ଉପସ୍ଥିତ ଲୋକଙ୍କୁ ସମ୍ବୋଧିତ କରି ସେ କହିଛନ୍ତି, ଦେଶର ଅବସ୍ଥା ଭଲ...

ଆତଙ୍କବାଦ ତାଲିମ ନେଉଛନ୍ତି କଶ୍ମୀର ଯୁବକ: ଏନ୍‌କାଉଣ୍ଟରରେ ଗଲାଣି ୧୭ ଜୀବନ

ନୂଆଦିଲ୍ଲୀ,୩।୫: ଆତଙ୍କବାଦୀ ନିରୋଧୀ ଅଭିଯାନ ବେଳେ ପାକିସ୍ତାନରୁ ତାଲିମ ନେଇ ଫେରିଥିବା ୧୭ ଜଣ କଶ୍ମୀରୀ ଯୁବକ ଏନ୍‌କାଉଣ୍ଟରେ ନିହତ ହେଲେଣି। ସେମାନଙ୍କ ମଧ୍ୟରୁ କେତେଜଣ ଅସ୍ତ୍ରଶସ୍ତ୍ର ତାଲିମ ନେଇଥିଲେ। ସେମାନେ ଉଚ୍ଚଶିକ୍ଷା ପାଇଁ ପାକିସ୍ତାନ ଯାଇ ସେଠାରୁ ଆତଙ୍କବାଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri