ଜାତୀୟ

ଟେଷ୍ଟ କମିବାରୁ ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨।୫: ରାଜଧାନୀ ଦିଲ୍ଲୀରେ ଗତ କିଛି ଦିନରୁ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ସୋମବାର ଏହି ସଂଖ୍ୟା ହ୍ରାସ ପାଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୦୭୬ନୂଆ କରୋନା ମାମଲା ସାମ୍ନାକୁ ଆସିଥିବା ବେଳେ ଜଣଙ୍କର ବି ମୃତ୍ୟୁ ଘଟିନାହିଁ।...

ଅକ୍ଷୟ ତୃତୀୟାରେ ଆରତୀ କରିବେନି ରାଜ୍‌ ଠାକ୍‌ରେ

ମୁମ୍ବାଇ,୨।୫: ଅକ୍ଷୟ ତୃତୀୟା ଅବସରରେ ମହାଆରତୀ କରିବେନି ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ଅଧ୍ୟକ୍ଷ ରାଜ୍‌ ଠାକ୍‌ରେ। ମୁସଲମାନମାନେ ମଙ୍ଗଳବାର ନିର୍ବିଘ୍ନରେ ରମଜାନ ଇଦ୍‌ ପାଳନ କରିବେ ବୋଲି ଏମ୍‌ଏନ୍‌ଏସ୍‌ ଅଧ୍ୟକ୍ଷ ରାଜ୍‌ ଠାକ୍‌ରେ ସୋମବାର ଏନେଇ ଘୋଷଣା କରିଛନ୍ତି।...

ଟୁଇଟର ବାୟୋରୁ ଦଳର ନାମ ହଟାଇଲେ ହାର୍ଦ୍ଦିକ

ଗାନ୍ଧୀନଗର,୨।୫: ଗୁଜୁରାଟରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଧରଣର ଝଟ୍‌କା ଲାଗିପାରେ। କଂଗ୍ରେସର କାର୍ଯ୍ୟକାରୀ ଅଧ୍ୟକ୍ଷ ହାର୍ଦ୍ଦିକ ପଟେଲଙ୍କ ଦଳ ଛାଡିବା ନେଇ ଲାଗିରହିଥିବା କଳ୍ପନା ଜଳ୍ପନା ବର୍ତ୍ତମାନ ଆହୁରି ବଢ଼ିଯାଇଛି। ହାର୍ଦ୍ଦିକ ତାଙ୍କ ଟୁଇଟର ବାୟୋରୁ...

ବୈଧ ଭିସା ନେଇ ପାକିସ୍ତାନ ଯାଉଥିବା କଶ୍ମୀର ଯୁବକ ନେଉଛନ୍ତି ଆତଙ୍କବାଦ ତାଲିମ: ରିପୋର୍ଟ

ନୂଆଦିଲ୍ଲୀ,୨।୫: ଆତଙ୍କବାଦୀ ନିରୋଧୀ ଅଭିଯାନ ବେଳେ ପାକିସ୍ତାନରୁ ତାଲିମ ନେଇ ଫେରିଥିବା ୧୭ ଜଣ କଶ୍ମୀରୀ ଯୁବକ ନିହତ ହେଲେଣି। ନିହତ ହୋଇଥିବା ଯୁବକଙ୍କ ମଧ୍ୟରୁ ଅଧିକାଂଶ ଦକ୍ଷିଣ କଶ୍ମୀରର ହୋଇଥିବା ବେଳେ କେତେକ ଉତ୍ତର କଶ୍ମୀରର ବାନ୍ଦିପୁର ଓ...

ସ୍ପାଇସ୍‌ଜେଟ୍‌ର ୨ଯାତ୍ରୀ ଆଇସିୟୁରେ ଭର୍ତ୍ତି : ତଦନ୍ତ ଆରମ୍ଭ କଲା ଡିଜିସିଏ

ନୂଆଦିଲ୍ଲୀ,୨।୫: ବଡ଼ ଧରଣର ଏୟାର ଟର୍ବୁଲାନ୍ସ ଯୋଗୁ ରବିବାର ମୁମ୍ବାଇରୁ ଦୁର୍ଗାପୁର ଯାଉଥିବା ସ୍ପାଇସ୍‌ଜେଟ୍‌ ବିମାନର ୧୨ ଯାତ୍ରୀ ଓ ୩ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଥିମଧ୍ୟରୁ ୨ଜଣଙ୍କ ଅବସ୍ଥା...

ବୁଧବାରକୁ ଘୁଞ୍ଚିଲା ରାଣା ଦମ୍ପତିଙ୍କ ଜାମିନ ଶୁଣାଣି

ମୁମ୍ବାଇ,୨।୫: ଜେଲ୍‌ରେ ବନ୍ଦ ଥିବା ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ଏବଂ ତାଙ୍କ ବିଧାୟକ ସ୍ବାମୀ ରବି ରାଣାଙ୍କ ପୁଣି ବଢ଼ିଲା ଅଡୁଆ। ସୋମବାର ମୁମ୍ବାଇର ଏକ ସେସନ୍‌ କୋର୍ଟ ଜାମିନ ଆବେଦନର ଶୁଣାଣି କରିଥିବା ବେଳେ ରାୟ ସଂରକ୍ଷିତ...

ନୋଏଡା-ଗାଜିଆବାଦରେ କର୍ଫ୍ୟୁ

ନୂଆଦିଲ୍ଲୀ,୨।୫: ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଯାହାକୁ ନେଇ ସାଧାରଣ ଜନତା ଓ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଗତ କିଛି ଦିନରୁ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧି ପାଉଛି। ଫଳରେ ଦିଲ୍ଲୀ ଏନ୍‌ସିଆରରେ ଆସୁଥିବା ଉତ୍ତରପ୍ରଦେଶର...

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ତରୁଣ କପୁର

ନୂଆଦିଲ୍ଲୀ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରାମର୍ଶଦାତା ଭାବେ ପେଟ୍ରୋଲିୟମ ମନ୍ତ୍ରଣାଳୟର ପୂର୍ବତନ ସଚିବ ତରୁଣ କପୁର ସୋମବାର ନିଯୁକ୍ତି ପାଇଛନ୍ତି। କ୍ୟାବିନେଟ କମିଟିର ନିଷ୍ପତ୍ତିକ୍ରମେ ଆଜି ତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଛି। ସଚିବ ପାହ୍ୟା ଅଧିକାରୀ ଭାବେ...

ଲଣ୍ଡନରେ ପହଞ୍ଚିଲା ହନୁମାନ ଚାଳିଶା ବିବାଦ

ଲଣ୍ଡନ/ନୂଆଦିଲ୍ଲୀ,୨ ।୫: ଲଣ୍ଡନର କିଛି ହିନ୍ଦୁ ସଙ୍ଗଠନ ହନୁମାନ ଚାଳିଶା ପାଠକୁ ସମର୍ଥନ କରିଛନ୍ତି । ଏହାସହ ଦେଶର କିଛି ରାଜ୍ୟର ରାଜ୍ୟ ସରକାରଙ୍କୁ ନିନ୍ଦା କରିଛନ୍ତି । ଯେଉଁମାନେ ମହାରାଷ୍ଟ୍ରର ଏମପି ନବନୀତ ରାଣା ଓ ତାଙ୍କ ବିଧାୟକ...

ମନ୍ତ୍ରୀଙ୍କୁ କାମୁଡିଦେଲା ମୂଷା

ଲକ୍ଷ୍ନୌ,୨।୫: ଉତ୍ତର ପ୍ରଦେଶର କ୍ରୀଡ଼ା ମନ୍ତ୍ରୀ ଗିରିଶ ଚନ୍ଦ୍ର ଯାଦବଙ୍କ ସହ ଏକ ଅଜବ ଘଟଣା ଘଟିଛି। ଶୋଇଥିବା ସମୟରେ ତାଙ୍କୁ ମୂଷା କାମୁଡ଼ି ଦେଇଛି। ସାପ କାମୁଡ଼ିବା ସନ୍ଦେହରେ ତାଙ୍କୁ ତୁରନ୍ତ ଜିଲା ଡାକ୍ତରଖାନାକୁ ଅଣାଯାଇଥିଲା। ଏଠାରେ ମୂଷା...

‘ତୁମ ସହ ଥିଲି, ଅଛି ଏବଂ ରହିବି’

ଲକ୍ଷ୍ନୌ,୨।୫: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ଆଜାମ ଖାନଙ୍କୁ ନେଇ ରାଜନୀତି ଜୋର ଧରିଛି। ଏବେ ଜେଲ୍‌ରେ ବନ୍ଦ ଥିବା ଆଜମଙ୍କ ପାଇଁ ଦଳର ନେତା ତଥା ଏସପି ବିଧାୟକ ଶିବପାଲ ସିଂ ଯାଦବ ଭାବପ୍ରବଣ ହୋଇପଡିଛନ୍ତି। ସେ ଟୁଇଟର୍‌ରେ...

ରାଜନାଥଙ୍କୁ ଭେଟିଲେ ସେନାଧ୍ୟକ୍ଷ…

ନୂଆଦିଲ୍ଲୀ, ୨।୫ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ନୂତନ ସେନାଧ୍ୟକ୍ଷ ମନୋଜ ପାଣ୍ଡେ ଭେଟିଛନ୍ତି। ଏହି ଅବସରରେ ଦେଶର ଆଗାମୀ ରଣନୀତିକୁ ନେଇ ଦୁଇଜଣଙ୍କ ମଧ୍ୟରେ ଚର୍ଚ୍ଚା ହୋଇଛି। ଭାରତର ସୀମା ସୁରକ୍ଷା ସହିତ ପ୍ରତିରକ୍ଷା କ୍ଷେତ୍ରରେ ଦେଖାଦେଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri