ଜାତୀୟ

ବଡ଼ ରେକର୍ଡ କଲେ ଯୋଗୀ ଆଦିତ୍ୟନାଥ: ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ…

ଲକ୍ଷ୍ନୌ,୧୭।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଏକ ରେକର୍ଡ କରିଛନ୍ତି। ସେ ୭ ବର୍ଷ ୧୪୯ ଦିନ କ୍ରମାଗତ ଭାବରେ ଏହି ପଦବୀରେ ଅବସ୍ଥାପିତ ହୋଇଥିବା ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଯୋଗ ଆଦିତ୍ୟନାଥ ୨୦୨୨ରୁ ୟୁପି ବିଧାନସଭାରେ ଗୋରଖପୁର...

ସାମ୍ପ୍ରଦାୟିକ ଉତ୍ତେଜନା: ସ୍କୁଲ ବନ୍ଦ,ଇଣ୍ଟରନେଟ୍‌ ସେବା ବନ୍ଦ

ଉଦୟପୁର,୧୭।୮: ରାଜସ୍ଥାନର ଉଦୟପୁର ସହରର ଏକ ସରକାରୀ ସ୍କୁଲ୍‌ରେ ଶୁକ୍ରବାର ୨ ଭିନ୍ନ ସମ୍ପ୍ରଦାୟର ଛାତ୍ରଙ୍କ ମଧ୍ୟରେ ବଚସାରୁ ଦଶମ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କୁ ଭିନ୍ନ ସମ୍ପ୍ରଦାୟର ସହପାଠୀ ଛୁରାମାଡ଼ କରିଥିଲେ। ଏହାକୁ ନେଇ ଉକ୍ତ ଅଞ୍ଚଳରେ...

କଶ୍ମୀରକୁ ଫେରୁଛି ଗଣତନ୍ତ୍ର

ନୂଆଦିଲ୍ଲୀ/ଶ୍ରୀନଗର,୧୭ା୮: ଜମ୍ମୁ-କଶ୍ମୀରବାସୀ ବୁଲେଟ୍‌କୁ ପ୍ରତିହତ କରି ବାଲଟ୍‌କୁ ବାଛିଛନ୍ତି। ଲୋକେ ପରିବର୍ତ୍ତନ ଚାହଁାନ୍ତି। ସେମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଭାଗନେଇ ନିଜ ପାଇଁ ଏକ ନୂଆ ଭବିଷ୍ୟତ ଲେଖିବାକୁ ଯାଉଛନ୍ତି। ଏଥିସହ ଉପତ୍ୟକାକୁ ଗଣତନ୍ତ୍ର ଫେରିବାକୁ ଯାଉଛି ବୋଲି ଶୁକ୍ରବାର ମୁଖ୍ୟ ନିର୍ବାଚନ...

ସାବରମତି ଏକ୍ସପ୍ରେସ ଲାଇନଚ୍ୟୁତ: ଉଦ୍ଧାର ଜାରି

କାନପୁର,୧୭।୮:ସାବରମତି ଏକ୍ସପ୍ରେସ କାନପୁର ନିକଟରେ ଲାଇନଚ୍ୟୁତ ହୋଇଛି। ଟ୍ରେନର ୨୨ଟି ବଗି ଲାଇନଚ୍ୟୁତ୍‌ ହୋଇଥିବା ସୂଚନା ମିଳିଛି। ଭାରତୀୟ ରେଳବାଇରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରେନ ନମ୍ବର ୧୯୧୬୮, ସାବରମତି ଏକ୍ସପ୍ରେସ କାନପୁର ଏବଂ ଭୀମସେନ ଷ୍ଟେଶନ ମଧ୍ୟରେ ଟ୍ରେନ୍‌...

ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲା: ଆନ୍ଦୋଳନରେ ସାମିଲ ହେଲା ଆଇଏମ୍‌ଏ

ନୂଆଦିଲ୍ଲୀ,୧୭ା୮: କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ପିଜି ମେଡିକାଲ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ମାମଲା ପ୍ରତିବାଦରେ ରେସିଡେଣ୍ଟ ଓ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ୫ ଦିନ ହେଲା ଜାରି ରହିଥିବାବେଳେ ଇଣ୍ଡିଆନ ମେଡିକାଲ ଆସୋସିଏଶନ...

ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଘଟଣାରେ ୬ଘଣ୍ଟାରେ ଏତଲା ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬ା୮: କୋଲକାତାର ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାକୁ ନେଇ ଦେଶବ୍ୟାପୀ ଆନ୍ଦେଳାନ ଜାରି ରହିଛି। ଡ୍ୟୁଟିରେ ଥିବା କୌଣସି ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଘଟଣାରେ ୬ ଘଣ୍ଟା ମଧ୍ୟରେ ଏତଲା ଦାଏର କରିବାକୁ କେନ୍ଦ୍ର ସ୍ବାସ୍ଥ୍ୟ...

୪୦୦ କୋଟି ଟଙ୍କାର ଅନ୍‌ଲାଇନ ବେଟିଂ ଆପ୍‌ ଜାଲିଆତି: ୪ ଜଣଙ୍କୁ ଧରିଲା ଇଡି

ନୂଆଦିଲ୍ଲୀ,୧୬ା୮: ୪୦୦ କୋଟି ଟଙ୍କାର ଅନ୍‌ଲାଇନ ବେଟିଂ ଆଣ୍ଡ ଗେମିଂ ଆପ୍‌ ଜାଲିଆତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୪ ଜଣଙ୍କୁ ଗିରଫ କରିଛି। ଏହି ଦୁର୍ନୀତିରେ ଚାଇନା ଲୋକଙ୍କ ସମ୍ପୃକ୍ତି ଥିବା ଇଡି କହିଛି। ‘ଫିଓ୍ବିନ୍‌’ ନାମକ ଏହି...

ଘୋଷଣା ହେଲା ଜମ୍ମୁ-କଶ୍ମିର ନିର୍ବାଚନ, ଲଢ଼ିବେନି ବଡ଼ ନେତା

ନୂଆଦିଲ୍ଲୀ,୧୬।୮: ଧାରା ୩୭୦ ଉଛେଦ ହେବା ପରେ ଜମ୍ମୁ ଏବଂ କଶ୍ମିରରେ ପ୍ରଥମଥର ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଶୁକ୍ରବାର ଭାରତୀୟ ନିର୍ବାଚନ ଆୟୋଗ ନିର୍ବାଚନ ପାଇଁ ବିଗୁଲ ବଜାଇବା ପରେ ବଡ଼ ଘୋଷଣା କରିଛନ୍ତି ନ୍ୟାସନାଲ କନଫରେନ୍ସ ଅଧ୍ୟକ୍ଷ...

ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଲେ ହାଇକୋର୍ଟ; ନୂଆ ଲିଷ୍ଟ ଜାରି କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬।୮: ୬୯ ହଜାର ଶିକ୍ଷକ ନିଯୁକ୍ତି ମାମଲାରେ ବଡ଼ ରାୟ ଦେଇଛନ୍ତି ହାଇକୋର୍ଟ। କୋର୍ଟଙ୍କ ଦୁଇଜଣିଆ ଖଣ୍ଡପୀଠ ଶିକ୍ଷକ ନିଯୁକ୍ତି ମେରିଟ୍ ଲିଷ୍ଟକୁ ଖାରଜ କରି ଦେଇଛନ୍ତି। ଏଥିସହିତ ସଂରକ୍ଷଣ ନିୟମ ୧୯୯୪ର ଧାରା-୩(୬) ଏବଂ ମୌଳିକ ଶିକ୍ଷା ନିୟମାବଳୀ...

ପ୍ରଥମଥର ମହମ୍ମଦ ୟୁନୁସଙ୍କ ସହ କଥା ହେଲେ ମୋଦି, ହିନ୍ଦୁଙ୍କ ସୁରକ୍ଷାକୁ ନେଇ ଦେଲେ ଆଶ୍ୱାସନା

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଫୋନ ମାଧ୍ୟମରେ ପ୍ରଥମ ଥର ପାଇଁ ବାଂଲାଦେଶର ନୂତନ ମଧ୍ୟବର୍ତ୍ତୀକାଳୀନ ସରକାରର ମୁଖ୍ୟ ପ୍ରଫେସର ମହମ୍ମଦ ୟୁନୁସଙ୍କ ସହ କଥା ହୋଇଛନ୍ତି। ସେ ନିଜେ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି।...

ଘୋଷଣା ହେଲା ତାରିଖ: ହରିୟାଣାରେ ୧ ଅକ୍ଟୋବରରେ ନିର୍ବାଚନ, ୪ରେ ଭୋଟ ଗଣତି

ନୂଆଦିଲ୍ଲୀ,୧୬।୮: ଜମ୍ମୁ କଶ୍ମୀର ଏବଂ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଜମ୍ମୁ କଶ୍ମୀରରେ ତିନିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ସେପ୍ଟେମ୍ବର ୧୮ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଦ୍ୱିତୀୟ ପର୍ଯ୍ୟାୟ ସେପ୍ଟେମ୍ବର ୨୫ରେ...

ଟଙ୍କା ନେଇ ଜନ ସୁରାଜ ପାର୍ଟିରେ ଯୋଡି ହେଉଛନ୍ତି ଲୋକେ? ପ୍ରଶାନ୍ତ କିଶୋରଙ୍କ ବଡ ବୟାନ

ପାଟନା,୧୬।୮: ରାଜନୀତିର ଚାଣକ୍ୟ ତଥା ଜନ ସୁରାଜର ସୂତ୍ରଧାର ପ୍ରଶାନ୍ତ କିଶୋର ଏକ ଦଳ ଗଠନ କରିବାକୁ ଯାଉଛନ୍ତି। ଅକ୍ଟୋବର ୨ରେ ଦଳ ଗଠନ ହେବ। ଏହା ପୂର୍ବରୁ ବିହାରରେ ରାଜନୀତି ସରଗରମ ହୋଇଛି। ଜନ ସୁରାଜ ପଦଯାତ୍ରାର ସୂତ୍ରଧାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri